Latest Odisha News

BREAKING NEWS

Browsing Category

ଅପରାଧ

ଘର ଭିତରେ ଜଳିଗଲେ ମହିଳା, ସ୍ବାମୀ ଫେରାର

ବାଲେଶ୍ବର:  ବନ୍ଦ ଘରେ ଜଳିଗଲେ ମହିଳା । ଚିତ୍କାର ଶୁଣି ରକ୍ଷା କରିବାକୁ ଗାଁ ଲୋକ ପହଞ୍ଚିବା ବେଳକୁ ମହିଳା ଜଣଙ୍କର ମୃତ୍ୟୁ ହୋଇସାରିଥିଲା । ଏଭଳି ଅଭାନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ ରସଲପୁର ଗାଁରେ । ମୃତ ମହିଳା ଜଣଙ୍କ ହେଉଛନ୍ତି ଅର୍ଚ୍ଚନା ବେହେରା ।…

ଡକାୟତି ଯୋଜନା ପଣ୍ଡ, ୫ ଜଣିଆ ଗ୍ୟାଙ୍ଗକୁ ଗିରଫ କଲା ପୋଲିସ

ଭୁବନେଶ୍ବର: ଡକାୟତି ଯୋଜନା ଚାଲିଥିବାବେଳେ ମାଡିବସିଲା ପୋଲିସ । ଘଟଣାସ୍ଥଳରୁ ୫ ଜଣିଆ ଡକାୟତ ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି ଇନଫୋସିଟି ଥାନା ପୋଲିସ । ସେମାନଙ୍କୁ ଠାରୁ ବିପୁଳ ପରିମାଣର ମାରଣାସ୍ତ୍ର ଜବତ କରାଯାଇଛି । ସୂଚନାଯୋଗ୍ୟ, ଗତକାଲି ବିଳମ୍ବିତ ରାତିରେ ଇନଫୋସିଟି ଥାନା…

ହତ୍ୟା ଅଭିଯୋଗରେ ପାଞ୍ଚଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ଖଡ଼ିଆଳ ପୋଲିସ

ନୂଆପଡ଼ା: ହତ୍ୟା ଅଭିଯୋଗରେ ଆଜି ପାଞ୍ଚ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଖଡ଼ିଆଳ ପୋଲିସ। ଅଭିଯୁକ୍ତ ମାନେ ହେଲେ ଖଡ଼ିଆଳ ଥାନା ଢଙ୍କସର ଗାଁର ଖଗେଶ୍ବର ଭରାଶଗରିଆ, ଘେନୁ ଭରାସଗରିଆ ଓ ନେହେନା ଗାଁର ଲାଲୁ ଟାହାଣି, ସୁଶାନ୍ତ ବାଗ ଓ ଗୁଣ ଟାହାଣି ବୋଲି ଜଣାପଡିଛି। ସୂଚନା…

ବାଇକକୁ ଧକ୍କା ଦେଲା ଟ୍ରକ୍‌; ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଆହତ

ଝାରସୁଗୁଡ଼ା: ଏନଏଚ୍‌ ୪୯ ନିକଟରେ ସଡ଼କ ଦୁର୍ଘଟଣା। ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ସିଂଘାରପୁର ନିକଟରେ ଘଟିଛି ଏହି ଦୁର୍ଘଟଣା। ଦୁର୍ଘଟଣାରେ ସ୍ୱାମୀଙ୍କର ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଗୁରୁତର ଥିବା ବେଳେ ଝିଅ ଆହତ ହୋଇଛି। ଗୁରୁତର ମହିଳାଙ୍କୁ ଲଖନପୁର ମେଡିକାଲରେ ଭର୍ତ୍ତି…

ଭିଜିଲାନ୍ସ ଜାଲରେ ଜଙ୍ଗଲ ଜମି ବିଭାଗର ସଂଯୋଜିକା

ସମ୍ବଲପୁର:ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ଲାଞ୍ଚ ନେବା ବେଳେ ଧରାପଡ଼ିଲେ କୁଚିଣ୍ଡା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଜଙ୍ଗଲ ଜମି ବିଭାଗର ସଂଯୋଜିକା ନିଘତ ପରବୀନ। ଜଙ୍ଗଲ ଜମି ପଟ୍ଟା କରି ଦେବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା…

କାର୍ ଧକ୍କାରେ କଲେଜ ଛାତ୍ରୀ ମୃତ, ଟାୟାର ଜାଳି ରାସ୍ତାରୋକ କଲେ ଉତ୍ତ୍ୟକ୍ତ ଲୋକେ

ଭଦ୍ରକ: କାର୍ ଧକ୍କାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ । ଭଦ୍ରକ-ଚାନ୍ଦବାଲି ରାସ୍ତାର ନନ୍ଦପୁର ଛକରେ ଘଟିଛି ଏହି ଦୁର୍ଘଟଣା। କଲେଜ ଯିବା ବେଳେ ଛାତ୍ରୀଙ୍କ ଉପରେ ଚଢ଼ିଗଲା କାର। ଏହାର ପ୍ରତିବାଦରେ କାର ଭାଙ୍ଗିବା ସହ ଟାୟାର ଜାଳି ରାସ୍ତାରୋକ କରିଛନ୍ତି ଉତ୍ତ୍ୟକ୍ତ ଲୋକେ। ମୃତ ଛାତ୍ରୀଙ୍କ ନାଁ…

ବେଆଇନ ବନ୍ଧୁକ କାରବାରର ପର୍ଦ୍ଦାଫାସ: ଜଗତପୁରରୁ ୩ ବନ୍ଧୁକ ବେପାରୀ ଗିରଫ, ୪ ବନ୍ଧୁକ ଜବତ

କଟକ: ପୋଲିସ ପଞ୍ଝାରେ ୩ ବନ୍ଧୁକ ବେପାରୀ । ଏଟିଏମ୍ ଲୁଟ୍ ପାଇଁ ଯୋଜନା କରୁଥିବା ବେଳେ କଟକ ଜଗତପୁର ଅଞ୍ଚଳରୁ ଏମାନଙ୍କୁ ଗିରଫ କଲା ପୋଲିସ । ସେମାନଙ୍କ ନିକଟରୁ ୪ଟି ବନ୍ଧୁକ ସହ ୧୨ ରାଉଣ୍ଡ ଗୁଳି ଜବତ କରିଛି ଜଗତପୁର ଥାନା ପୋଲିସ । ଏଥି ସହ ସେମାନେ ବ୍ୟବହାର କରୁଥିବା ୨ଟି ବାଇକ ଓ ୩ଟି…

ଭାରତୀୟ ମହିଳାଙ୍କୁ ଅଷ୍ଟ୍ରେଲିଆରେ ହତ୍ୟା

ଅଷ୍ଟ୍ରେଲିଆ: ଭାରତୀୟ ମହିଳାଙ୍କୁ ଅଷ୍ଟ୍ରେଲିଆରେ ହତ୍ୟା । ଅଳିଆ ଗଦାରୁ ତାଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି । ତାଙ୍କ ସ୍ବାମୀ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟାଇଥିବା କୁହାଯାଉଛି । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି । ସୂଚନା ରହିଛି କି ଗଲା କିଛି ଦିନ ହେବ ମହିଳା କାହା ସମ୍ପର୍କରେ ନଥିଲେ…

୩.୭୦ କୋଟି ଟଙ୍କା ଠକେଇ ମାମଲା: ଆଇଡିବିଆଇ ବ୍ୟାଙ୍କ ପୂର୍ବତନ ମ୍ୟାନେଜର ଗିରଫ

ଭୁବନେଶ୍ୱର: ୩କୋଟି ୭୦ଲକ୍ଷ ଟଙ୍କାର ମୁଦ୍ରାଋଣ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପୁରୀ ଜିଲ୍ଲା ପିପିଲି ଦାଣ୍ଡମୁକୁନ୍ଦପୁରସ୍ଥିତ ଆଇଡିବିଆଇ ବ୍ୟାଙ୍କ ଶାଖାର ପୂର୍ବତନ ମ୍ୟାନେଜର ସରୋଜ କାନ୍ତ ମହାପାତ୍ର ଏବଂ ତାଙ୍କ ସହଯୋଗୀ ଏଞ୍ଜେଲ ମିଶ୍ରଙ୍କୁ ଗିରଫ…

ଜେଲରୁ ୨ କଏଦୀ ଫେରାର

ବଲଙ୍ଗୀର: ବଲାଙ୍ଗୀର ଟିଟିଲାଗଡ଼ ସବଜେଲରୁ ୨ ବିଚାରଧୀନ କଏଦୀ ଫେରାର । ହତ୍ୟା ଅଭିଯୋଗରେ ୨ବର୍ଷ ହେଲା ଜେଲରେ ଥିଲେ ୨ ଅଭିଯୁକ୍ତ । ଜେଲ ପାଚେରୀ ଡେଇଁ ବିଚାରଧୀନ କଏଦୀ ଫେରାର ହୋଇଯାଇଥିବା ସୂଚନା ରହିଛି । ଟିଟିଲାଗଡ଼ ଉପଖଣ୍ଡ ସିନ୍ଧେକେଲା ଥାନା ଅଞ୍ଚଳରେ ମାନସିକ ପୂରଣ ପାଇଁ ଦୁଇଟି…