Latest Odisha News

BREAKING NEWS

Browsing Category

ଅପରାଧ

ବିଜେପିର ପ୍ରଚାର ବେଳେ ମରଣାନ୍ତକ ଆକ୍ରମଣ, ବିଜେଡି କର୍ମୀଙ୍କ ବିରୋଧରେ ଏତଲା

ଭୁବନେଶ୍ବର: ବିଜେପିର ପ୍ରଚାର ବେଳେ ମରଣାନ୍ତକ ଆକ୍ରମଣ ଅଭିଯୋଗ। ଭୁବନେଶ୍ୱର ୟୁନିଟ୍ ୬ର ୪୬ ନମ୍ବର ୱାର୍ଡ ଆଖଣ୍ଡଳମଣି ବସ୍ତିରେ ହିଂସା ଅଭିଯୋଗ । ବିଜେଡି କର୍ମୀ ଆକ୍ରମଣ କରିଥିବା ନେଇ ବିଜେପି ପକ୍ଷରୁ ଅଭିଯୋଗ ଆସିଛି। କ୍ୟାପିଟାଲ ଥାନାରେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ଅଭିଯୋଗ…

ଛତିଶଗଡ଼ରେ ନିର୍ବାଚନୀ ହିଂସା: କଂଗ୍ରେସ ନେତା ବିକ୍ରମ ବେସଙ୍କୁ ଗୁଳି କରି ହତ୍ୟା

ରାୟପୁର: ଛତିଶଗଡର ନାରାୟଣପୁର ବଖରପୁରାରେ କଂଗ୍ରେସ ନେତା ବିକ୍ରମ ବେସଙ୍କୁ ଗୁଳି କରି ହତ୍ୟା । କିଛି ଦୁର୍ବୁତ୍ତ ବାଇକରେ ଆସି ବିକ୍ରମଙ୍କ ଉପରକୁ ଗୋଟିଏ ପରେ ଗୋଟିଏ ଏପରି ତିନି ଥର ଗୁଳି ଚଳାଇଥିଲେ । ଯେଉଁଥିରେ ଗୋଟିଏ ଗୁଳି ବିକ୍ରମ ବେସଙ୍କ ମୁଣ୍ଡରେ ବାଜିଥିବାବେଳେ, ଦ୍ୱିତୀୟ ଗୁଳି…

ପୋଲିସ ପାଟ୍ରୋଲିଂ ବେଳେ ୧୭ ଲକ୍ଷ ଟଙ୍କାର ଡ୍ରଗ୍ସ ଜବତ, ୨ ଗିରଫ

ବାରିପଦା: ଆସନ୍ତାକାଲି ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଭୋଟ ଥିବା ବେଳେ ରାଜ୍ୟରେ ଚାଲିଛି ବେଆଇନ କାରବାର। ରାଜ୍ୟରେ ଯୁଗ୍ମ ନିର୍ବାଚନ ପୂର୍ବରୁ ବେଆଇନ କାର୍ଯ୍ୟକଳାପ ଉପରେ ଚାଲିଥିବା କଟକଣା ସମୟରେ ବାରିପଦାଠାରେ ଧରାପଡିଛନ୍ତି ଡ୍ରଗ୍ସ ବେପାରୀ। ଉକ୍ତ ଘଟଣାରେ ଦୁଇ ଜଣଙ୍କୁ ଗିରଫ…

ଉଜୁଡି ଗଲା ସୁନାର ସଂସାର, ପରିବାରର ୫ ଜଣଙ୍କୁ ହତ୍ୟା କରିବା ପରେ ଜୀବନ ହାରିଲେ ଯୁବକ

ଲକ୍ଷ୍ନୌ: ବିଭତ୍ସ ଏବଂ ଲୋମଟାଙ୍କୁରା ହତ୍ୟାକାଣ୍ଡ । ନିଜ ହାତରେ ଉଜାଡିଲା ନିଜର ସୁନାର ସଂସାର । ପରିବାରର ୫ ଜଣଙ୍କୁ ହତ୍ୟାକଲା ପରେ ନିଜେ ନିଜକୁ ଶେଷ କରିଦେଲା ଯୁବକ । ଉତ୍ତରପ୍ରଦେଶ ସୀତାପୁର ଜିଲ୍ଲାର ରାମପୁର ମଥୁରା ଅଞ୍ଚଳରେ ଜଣେ ମଦ୍ୟପ ଯୁବକ ତାଙ୍କ ମା', ପତ୍ନୀ ଏବଂ ୩ ଛୁଆକୁ ହତ୍ୟା…

ଯୁକ୍ତଦୁଇ ଛାତ୍ରୀ ଗଣଦୁଷ୍କର୍ମ ମାମଲା: ଜଣେ ଫର୍ମାସି ଛାତ୍ର ଗିରଫ, ଗିରଫଦାରୀ ସଂଖ୍ୟା ୬କୁ ବୃଦ୍ଧି

ବ୍ରହ୍ମପୁର: ମେ ୩ ତାରିଖରେ ବ୍ରହ୍ମପୁର ଗଣଦୁଷ୍କର୍ମ ମାମଲାରେ ଗିରଫଦାରୀ ସଂଖ୍ୟା ୬କୁ ବୃଦ୍ଧି। ପୂର୍ବରୁ ୫ଜଣଙ୍କୁ ଗିରଫ କରିଥିବା ବେଳେ ଏବେ ଅନ୍ୟ ଜଣେ ଯୁବକଙ୍କୁ ବାନ୍ଧିଛି ବ୍ରହ୍ମପୁର ପୋଲିସ । ଗିରଫ ଅଭିଯୁକ୍ତ ଜଣକ ହେଲେ ଓମ୍ କାର ନାୟକ। ସେ ବି ଫର୍ମାର ଛାତ୍ର ହୋଇଥିବା ବେଳେ ତାଙ୍କ…

ଓଡିଶାରେ ପ୍ରଥମ; ୩ ବ୍ରାଉନ୍ ସୁଗର ବେପାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ୧ ଲକ୍ଷ ଟଙ୍କା ଜୋରିମାନା

ଭୁବନେଶ୍ବର: ରାଜ୍ୟରେ ପ୍ରଥମ କରି ୩ ଜଣ ବ୍ରାଉନ୍ ସୁଗର ବେପାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି ଭୁବନେଶ୍ୱର ସ୍ଥିତ ଅତିରିକ୍ତ ଜିଲ୍ଲା ଜଜ୍ ତଥା ସ୍ୱତନ୍ତ୍ର ଜଜ୍‌ଙ୍କ କୋର୍ଟ । ଏନ୍‌ଡିପିଏସ୍ ଆକ୍ଟ ୧୯୮୫ ଅନୁଯାୟୀ ସେମାନଙ୍କୁ ବେଆଇନ ବ୍ରାଉନ୍ ସୁଗାର କାରବାରରେ ଜଡିତ ନେଇ…

ଯୁକ୍ତ ଦୁଇ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ନିଶା ଦେଇ କରିଥିଲେ ଅଚେତ

ବ୍ରହ୍ମପୁର: ବୈଦ୍ୟନାଥପୁର ଥାନା ଅଞ୍ଚଳରେ ଘଟିଛି ଲୋମହର୍ଷଣକାରୀ ଘଟଣା । ନିଶା ଦେଇ ଯୁକ୍ତ ୨ ନାବାଳିକା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ । ୮ ଜଣ ଗଣଦୁଷ୍କର୍ମ କରିଥିବା ବୈଦ୍ୟନାଥପୁର ଥାନାରେ ଏତଲା। ୩ ଦିନ ତଳେ ଛାତ୍ରୀ ଜଣଙ୍କ ପୁରୁଷ ସହପାଠୀଙ୍କ ଘରକୁ ଯାଇଥିଲେ। ସେଠାରେ…

ଚେକ୍ ବାଉନ୍ସ ମାମଲାରେ କଂଗ୍ରେସ ନେତାଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ, ୩ ଲକ୍ଷ ଟଙ୍କା ଜରିମାନା

ଜଗତସିଂହପୁର: ଚେକ୍ ବାଉନ୍ସ ମାମଲାରେ କଂଗ୍ରେସ ବ୍ଲକ ୟୁନିଟ୍ ସଭାପତି ମାନସ କୁମାର ରଥଙ୍କୁ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଜଗତସିଂହପୁରର ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ନୀଳିମା ପଣ୍ଡା ମଧ୍ୟ ତାଙ୍କ ଉପରେ ୩ ଲକ୍ଷ ଟଙ୍କା ଜରିମାନା କରିଛନ୍ତି। ସୂଚନାନୁସାରେ, ମାନସ…

ଜିନିଷ କିଣିବା ବାହାନାରେ ଦୋକାନରୁ ଲୁଟିନେଲେ ନଗଦ ଟଙ୍କା, ସିସିଟିଭିରେ କଏଦ ହେଲା ଦୃଶ୍ୟ

ଭୁବନେଶ୍ୱର: ରାଜଧାନୀ ବରଗଡ଼ ଥାନା ଅନ୍ତର୍ଗତ ଲୁଇସ୍ ରୋଡରେ ଥିବା ଏକ ପୋଷାକ ଦୋକାନରେ କଳାକନା ବୁଲାଇ ଦେଲେ ଲୁଟେରା। କାଉଣ୍ଟର ଡ୍ର ଖୋଲା ରହିଥିବା ଦେଖି ସେଥିରେ ଥିବା ଟଙ୍କା ବିଡ଼ା ନେଇ ଚମ୍ପଟ ମାରିଲେ ଦମ୍ପତି। ଏହି ଦମ୍ପତି ୧୦,୯୦୦ ଟଙ୍କା ଲୁଟ୍ କରିଥିବା ଅଭିଯୋଗ କରିଛନ୍ ଦୋକାନୀ।…

ସଲମାନଙ୍କ ଘର ବାହାରେ ଫାଏରିଂ ଘଟଣା: ରାଜସ୍ଥାନରୁ ୫ମ ଅଭିଯୁକ୍ତ ଗିରଫ, ମୁମ୍ବାଇ କୋର୍ଟରେ କରାଯିବ ହାଜର

ମୁମ୍ୱାଇ : ଏପ୍ରିଲରେ ସଲମାନ ଖାନଙ୍କ ଘରେ ଗୁଳି ବିନିମୟ କେବଳ ସାଧାରଣ ଲୋକଙ୍କ ମଧ୍ୟରେ ନୁହେଁ, ବରଂ ବଲିଉଡ ଇଣ୍ଡଷ୍ଟ୍ରିରେ ମଧ୍ୟ ଭୟର ବାତାବରଣ ସୃଷ୍ଟି କରିଛି। ସଲମାନ ଖାନଙ୍କ ଆପାଟମେଣ୍ଟ ବାହାରେ ଗୁଳିମାଡ଼ ଘଟଣାରେ ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି । ଏହି ମାମଲାରେ ୫ମ ଅଭିଯୁକ୍ତକୁ ଗିରଫ…