Latest Odisha News

BREAKING NEWS

Browsing Category

ଅପରାଧ

ଗ୍ରାହକଙ୍କୁ ୧୮ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ବ୍ୟାଙ୍କ ମ୍ୟାନେଜର

ଦେବଗଡ଼: ଗ୍ରାହକଙ୍କୁ ୧୮ ଲକ୍ଷ ଟଙ୍କା ଠକେଇ। ବନ୍ଧା ହେଲେ ବ୍ୟାଙ୍କ୍ ମ୍ୟାନେଜର। କୃଷ୍ଣଚନ୍ଦ୍ର ମହାକୁଡ଼ଙ୍କଠାରୁ ଦେବଗଡ଼ ଆକ୍ସିସ ବ୍ୟାଙ୍କର ପୂର୍ବତନ ଅପରେସନ ମ୍ୟାନେଜର ପ୍ରବେଶ ଚନ୍ଦ୍ର ଦାସ ୧୮ ଲକ୍ଷ ଟଙ୍କା ଚୂନ ମାରିଛନ୍ତି। ପ୍ରଥମେ କୃଷ୍ଣଚନ୍ଦ୍ରଙ୍କ ସହ ଭଲ ସମ୍ପର୍କ ରଖି ୨୪ ଲକ୍ଷ…

ଗୁଣି ଗାରେଡିର କରୁଣ ପରିଣତି; ଯୁବତୀଙ୍କ ମୁଣ୍ଡରୁ ବାହାରିଲା ଆଉ ୭ଟି ଛୁଞ୍ଚି

ସମ୍ବଲପୁର: ଗୁଣି ଗାରେଡିର କରୁଣ ପରିଣତି।ଡାକ୍ତରମାନେ ଅସ୍ତ୍ରୋପଚାର କରି ଯୁବତୀଙ୍କ ମୁଣ୍ଡରୁ ଆଉ ୭ଟି ଛୁଞ୍ଚି ବାହାର କରିଛନ୍ତି। ଗତକାଲି ତାଙ୍କ ମୁଣ୍ଡରୁ ୭୦ଟି ଛୁଞ୍ଚି ବାହାର କରାଯାଇଥିଲା। ବୁର୍ଲା ଭୀମସାରେ ୧୦ ଜଣିଆ ଡାକ୍ତରୀ ଟିମ୍ ପକ୍ଷରୁ ଏହି ଅସ୍ତ୍ରୋପଚାର କରାଯାଇଛି। ତେବେ ଏହି…

୫.୪ ଲକ୍ଷ ଟଙ୍କା ସହ ସରପଞ୍ଚଙ୍କୁ ମାଡ଼ି ବସିଲା ଭିଜିଲାନ୍ସ

ଧର୍ମଗଡ଼: ୫.୪ ଲକ୍ଷ ଟଙ୍କା ସହ ସରପଞ୍ଚଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ଗୋଲାମୁଣ୍ଡା ବ୍ଲକ ବୃନ୍ଦାବାହାଲ ସରପଞ୍ଚ ଦୀନେଶ ରାଉତ ଅନୈତିକ ଉପାୟରେ ଟଙ୍କା ସଂଗ୍ରହ କରିଥିବା ଅଭିଯୋଗରେ ଭିଜିଲାନ୍ସ ଦ୍ଵାରା ଅଟକ ହୋଇଛନ୍ତି।‌ ନିଜ କାର୍‌ରେ ଟଙ୍କା ନେଇ ଯାଉଥିଲା ବେଳେ ପିଛା କରି ଧରିଲା…

ଭିଜିଲାନ୍ସ ଜାଲରେ ମେଡିକାଲ ଅଫିସର, ୨୦ ହଜାର ଟଙ୍କା ନେଉଥିଲେ ଲାଞ୍ଚ

କେନ୍ଦୁଝର: ଭିଜିଲାନ୍ସ ଜାଲରେ ମେଡିକାଲ ଅଫିସର । ଲାଞ୍ଚ ନେଉଥିବା ବେଳେ ରେଡ ହ୍ୟାଣ୍ଡ ଧରିଲା ଭିଜିଲାନ୍ସ। ଜଣେ କର୍ମଚାରୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ କେନ୍ଦୁଝର ଜିଲ୍ଲା ସାଇଁକୁଳ ମେଡିକାଲ ଅଫିସର ଡା. ରଞ୍ଜିତ କୁମାର ରାଉତ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।…

ଜବରଦଖଲ ଉଚ୍ଛେଦ ବେଳେ ନକଲି ଚା’ପତି କାରଖାନା ଠାବ

ଚୌଦ୍ୱାର: ଜବରଦଖଲ ଉଚ୍ଛେଦ ବେଳେ ନକଲି ଚା'ପତି କାରଖାନା ଠାବ। ଜଗତପୁର ଲକ୍ଷ୍ମଣପୁରରୁ ନକଲି ଚା'ପତି କାରଖାନା ଠାବ କଲା ସିଏମସି। ବିପୁଳ ଚା'ପତି ସହ ଯନ୍ତ୍ରାଂଶ ଓ ଦାମୀ ବ୍ରାଣ୍ଡର ଷ୍ଟିକର, ଲେବଲ୍ ଜବତ ହୋଇଛି। ସୂଚନା ଅନୁସାରେ, ଜଗତପୁର ଲକ୍ଷ୍ମଣପୁରରେ ଚାଲିଥିଲା ଜବରଦଖଲ ଉଚ୍ଛେଦ।…

ମନ୍ଦିର ସାମ୍ନାରେ ନିଜ ଜିଭ କାଟିଦେଲେ ଭକ୍ତ

କେନ୍ଦୁଝର: କେନ୍ଦୁଝରର ଘଟଗାଁ ମା ତାରିଣୀଙ୍କ ମନ୍ଦିର ପରିସରରେ ଜଣେ ଭକ୍ତ ଧାରୁଆ ବ୍ଲେଡରେ ନିଜ ଜିଭ କାଟି ଦେଇଛନ୍ତି। ଏହି ବ୍ୟକ୍ତି ଜଣକ ଗଞ୍ଜାମର ବିଜୟ ପ୍ରଧାନ ବୋଲି ସୂଚନା ମିଳିଛି। ତେବେ ନିଜ ମନସ୍କାମନା ପୂର୍ଣ୍ଣ ପାଇଁ ବିଜୟ ମା’ ତାରିଣୀଙ୍କ ନିକଟରେ ମାନସିକ ରଖିଥିଲେ। ମାନସିକ…

ତଣ୍ଟି ଚିପି ମାଆକୁ ମାରିଦେଲା ନୃଶଂସ ପୁଅ

ସୋର: ମାଆର ତଣ୍ଟି ଚିପି ପୁଅ ମାରି ଦେଇଥିବା ଅଭିଯୋଗ। ଖାଇବା ପିଇବାକୁ ନେଇ ଝଗଡ଼ା ପରେ ତଣ୍ଟି ଚିପି ମାଆକୁ ହତ୍ୟା କରିଥିବା ସୂଚନା। ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ କାଞ୍ଚଗଡ଼ା ପଞ୍ଚାୟତ ତାଳପଦା ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା। ତେବେ ଘଟଣାରେ ଥାନାରେ ଏତଲା ଦେଲା ବୋହୂ।…

ଫିଲ୍ମ ଷ୍ଟାଇଲରେ ଗୋଡ଼େଇ ଗୋଡ଼େଇ ଗଞ୍ଜେଇ ଚାଲାଣକାରୀଙ୍କୁ ଧରିଲା ପୋଲିସ

ଭୁବନେଶ୍ୱର: ଦୁଇଜଣ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ। ଫିଲ୍ମ ଷ୍ଟାଇଲରେ ଗୋଡ଼େଇ ଧରିଲା କମିଶନରେଟ୍ ପୋଲିସର ସ୍ପେଶାଲ କ୍ରାଇମ୍ ୟୁନିଟ୍। ଜାତୀୟ ରାଜପଥ ୧୬ରେ ଗଞ୍ଜେଇ ଚାଲାଣକାରୀ-ପୋଲିସ ଗୋଡ଼ାଗୋଡ଼ି । ଭୁବନେଶ୍ୱରର ପୋଲିସ କମିଶନର- କଟକ ସଞ୍ଜୀବ ପଣ୍ଡା ସୂଚନା…

ଟଙ୍କା ମାଗିବାରୁ ପେଟ୍ରୋଲ ପମ୍ପ କର୍ମୀଙ୍କୁ କାର ବନେଟରେ ଘୋଷାଡିନେଲେ, ଭିଡିଓ ଭାଇରାଲ

କନ୍ନୁର: ପୋଲିସ ବାବୁଙ୍କ ଅଜବ ଦାଦାଗିରି। ପେଟ୍ରୋଲ୍ ପମ୍ପରେ ପେଟ୍ରୋଲ୍ ଭରିଲେ। ଯେତେବେଳେ ପେଟ୍ରୋଲ୍ ପମ୍ପ୍ କର୍ମଚାରୀ ତାଙ୍କୁ ଟଙ୍କା ମାଗିଲେ ତ ରାଗିଗଲେ। ସୂଚନା ଅନୁସାରେ, କେ ସନ୍ତୋଶ କୁମାର ନାମକ ଜଣେ ପୋଲିସ କର୍ମୀ ରବିବାର ସନ୍ଧ୍ୟାରେ କେରଳର କନ୍ନୁରର ଏକ ପେଟ୍ରୋଲ ପମ୍ପରେ…

ଏଯାଏଁ ମିଳୁନି ମହାନଦୀକୁ ଡେଇଁଥିବା ଯୁବକଙ୍କ ପତ୍ତା

କଟକ: ଗତକାଲି ରାତିରେ ଯୋବ୍ରା ନିକଟ ମହାନଦୀକୁ ଡେଇଁ ପଡିଥିବା ଯୁବକଙ୍କୁ ଖୋଜୁଛି ଅଗ୍ନିଶମ ବାହିନୀ। ଏପର୍ଯ୍ୟନ୍ତ ତାଙ୍କର କୌଣସି ପତ୍ତା ମିଳିନାହିଁ। ନିଖୋଜ ଯୁବକ ଜଣକ ହେଉଛନ୍ତି କଟକ ସ୍ଥିତ ଛତ୍ରବଜାର ଅଞ୍ଚଳର ପ୍ରଶାନ୍ତ ରାଉତ। ସୂଚନା ଅନୁଯାୟୀ, ଆଜି ସକାଳୁ ଅଗ୍ନିଶମ ବାହିନୀ…