Latest Odisha News

BREAKING NEWS

Browsing Category

ଅପରାଧ

ଉଜେୟନୀ ନାବାଳିକା ଦୁଷ୍କର୍ମ ମାମଲା, ଅଭିଯୁକ୍ତ ଅଟୋ ଚାଳକ ଗିରଫ

ଇନ୍ଦୋର: ନାବାଳିକା ଦୁଷ୍କର୍ମ ମାମଲାରେ ଅଟୋ ରିକ୍ସା ଚାଳକ ଗିରଫ। ଉଜ୍ଜେୟନୀ ନାବାଳିକା ଦୁଷ୍କର୍ମ ମାମଲାରେ ଗିରଫ ଅଭିଯୁକ୍ତ ଜଣେ ଅଟୋ ଚାଳକ। ଯାହାଙ୍କ ଅଟୋରେ ଦୁଷ୍କର୍ମ ହୋଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଅଭିଯୁକ୍ତ ଗିରଫ ହେବା ପରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ…

ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ଘଟଣା: ଏଚଆରପିସିକୁ ତଦନ୍ତ ଭାର ହସ୍ତାନ୍ତର କଲେ ରାଉରକେଲା ଏସ୍ପି

ରାଉରକେଲା: ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ଘଟଣା । ମୃତ୍ୟୁ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ରାଉରକେଲା ଏସପି ମିତ୍ରଭାନୁ ମହାପାତ୍ର । ସୁସ୍ମିତା ମିଞ୍ଜଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ତଦନ୍ତ ଦାୟିତ୍ୱ ପୁଲିସ୍‌ ବିଭାଗର  ମାନବଧିକାର ସୁରକ୍ଷା…

କକାର ଟାଙ୍ଗିଆ ଚୋଟରେ ପୁତୁରା ମୃତ

କଳାହାଣ୍ଡି: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଭୁଲି ଗଲା ରକ୍ତ ସମ୍ପର୍କ। କ୍ଷଣିକ ରାଗ ପାଇଁ ନିଜ ପୁତୁରାର ରକ୍ତରେ ହୋଲି ଖେଳିଲା କକା। ନୂଆଁଖାଇ ସାରିବା ପରେ ନିଜ ପୁତୁରାକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି କକା। କଳାହାଣ୍ଡି ଜିଲ୍ଲା ସଦର ଥାନା ଅନ୍ତର୍ଗତ ଲବଣିସର ଗାଁରେ ଏଭଳି ଅଭାବନୀୟ…

ନୀଳ ଗାଡ଼ିଆରେ ମହିଳାଙ୍କର ମୃତଦେହ ଉଦ୍ଧାର, ପୋଲିସ ତଦନ୍ତ ଆରମ୍ଭ

ପୁରୀ: ପୁରୀ ଜିଲ୍ଲା ତାଳବଣିଆରେ ଅଘଟଣ। ତାଳବଣିଆ ମଝୀ ଜଙ୍ଗଲର ନୀଳ ଗାଡ଼ିଆରେ ଏକ ମୃତଦେହ ଭାସୁଥିବା ପରିଲକ୍ଷିତ ହୋଇଛି। ଭାସୁଥିବା ମୃତଦେହଟି ଏକ ମହିଳାଙ୍କର ବୋଲି ଆନୁମାନ କରାଯାଉଛି। କିନ୍ତୁ ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ। ତେବେ ଏହି ଘଟଣାଟି ହତ୍ୟାକାଣ୍ଡ ବୋଲି…

ମାଆ ସାଜିଲା ପିଶାଚୀ: ନବଜାତ ଶିଶୁପୁତ୍ରକୁ ମେଡିକାଲ ପାଇଖାନା ପାଖରେ ଫିଙ୍ଗି ଚାଲିଗଲା ନିଷ୍ଠୁର ମା

ବାଲେଶ୍ଵର: ନିଷ୍ଠୁର ହୋଇଗଲା ଜନ୍ମକଲା ମାଆ । ନବଜାତ ଶିଶୁପୁତ୍ରକୁ ମେଡିକାଲ ପାଇଖାନା ପାଖରେ ଫିଙ୍ଗି ଚାଲିଗଲା ନିଷ୍ଠୁର ମା । ମେଡିକାଲ ପାଇଖାନା ନିକଟରୁ ଉଦ୍ଧାର ହେଲା ନବଜାତ ଶିଶୁ ପୁତ୍ର । ଏହି ଅଭାବନୀୟ ଘଟଣା ଘଟିଛି ବାଲେଶ୍ଵର ଫକୀର ମୋହନ ମେଡିକାଲ କଲେଜ୍ ଏବଂ ହସ୍ପିଟାଲରେ ।…

କାରରେ ଗଞ୍ଜେଇ ଚାଲାଣ ବେଳେ ଦୁଇ ଯୁବକଙ୍କୁ ଗିରଫ କଲା ଅବକାରୀ ବିଭାଗ

ଅନୁଗୁଳ: ଅବକାରୀ ବିଭାଗକୁ ପୁଣି ସଫଳତା। କାରରେ ଗଞ୍ଜେଇ ଚାଲାଣ ବେଳେ ମାଡି଼ ବସିଲା ଅବକାରୀ ବିଭାଗ। ଏହି ଘଟଣାରେ ୪୫ କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିବା ସହ ଦୁଇ ଯୁବକଙ୍କୁ ଗିରଫ କରାଯାଇଛି। ଘଟଣାଟି ଅନୁଗୁଳ ଜିଲ୍ଲା ଆଠମଲ୍ଲିକରେ ଘଟିଛି। ସୂଚନା ଅନୁସାରେ ବୌଦ୍ଧରୁ ଏକ କାରରେ ଗଞ୍ଜେଇ…

ପାକିସ୍ତାନକୁ ଓଟିପି ସେୟାରିଂ ମାମଲାରେ ଆଉ ଜଣେ ଗିରଫ

ଭୁବନେଶ୍ୱର: ପାକିସ୍ତାନ ଗୁଇନ୍ଦା ସଂସ୍ଥାକୁ ଓଟିପି ସେୟାରିଂ ମାମଲାରେ ଆଉ ଜଣେ ଗିରଫ। ଆସାମରୁ ମହମ୍ମଦ ଇକବାଲ ହୁସେନଙ୍କୁ ଗିରଫ କଲା ଏସଟିଏଫ୍ (STF)। କୋର୍ଟରେ ହାଜର ପରେ ୫ ଦିନିଆ ରିମାଣ୍ଡରେ ଆଣିଲା ଏସଟିଏଫ। ଓଟିପି ବିକ୍ରି କରି ମାସକୁ ୫୦ରୁ ୬୦ ହଜାର ରୋଜଗାର କରୁଥିଲା ଅଭିଯୁକ୍ତି।…

ଖିଚିଂ ମନ୍ଦିରରୁ ଚୋରି, ୬ମାସ ମଧ୍ୟରେ ଏହା ଦ୍ଵିତୀୟ ଥର

ବାରିପଦା: ମୟୁରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା କିଚେକେଶ୍ୱରୀ । ମା କିଚେକେଶ୍ୱରୀ ମନ୍ଦିର ଖିଚିଂ ଠାରେ ଅବସ୍ଥିତ । ଗତକାଲି ବିଳମ୍ବିତ ରାତ୍ରରେ ମା କିଚେକେଶ୍ୱରୀଙ୍କ ମୁଖ୍ୟ ଦାନ ହୁଣ୍ଡି ଭାଙ୍ଗି ଦେଇଛନ୍ତି ଦୁର୍ବୃତ୍ତ । ମନ୍ଦିର ସମୁଖରେ ଥିବା ୩ ଟି ହୁଣ୍ଡି କାଟି…

ପାଣିକୋଇଲି ପୋଲିସିକୁ ସଫଳତା, ରାଜପଥରୁ ଲୁଟ୍ ହୋଇଥିବା କଣ୍ଟେନର ସହ ୩୩ ଲକ୍ଷ ଟଙ୍କାର ସାମଗ୍ରୀ ଜବତ

ଯାଜପୁର: ପାଣିକୋଇଲି ପୋଲିସିକୁ ମିଳିଲା ଏକ ବଡ ସଫଳତା। ରାଜପଥରୁ ଲୁଟ୍ ହୋଇଥିବା କଣ୍ଟେନର ସହ ୩୩ଲକ୍ଷ ଟଙ୍କାର ସାମଗ୍ରୀ ଜବତ କଲା ପୋଲିସ୍। ସୂଚନା ଯୋଗ୍ଯ ଯେ ଏକ କଣ୍ଟେନର ଆସାମରୁ ଡାବର କମ୍ପାନୀର ଜିନିଷ ବୋଝେଇ କରି ମୟୁର ଟ୍ରନ୍ସପୋର୍ଟ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ସମୟରେ ଏହି ଲୁଟ ଘଟଣା…

ପୋଲିସର ବଡ଼ ସଫଳତା; ବାଇକ ଚୋର ଗ୍ୟାଙ୍ଗ ଗରିଫ, ୬ଟି ଦାମି ମୋଟରସାଇକେଲ ଜବତ

ଅନୁଗୁଳ: ଅନୁଗୁଳ ପୋଲିସକୁ ପୁଣି ଏକ ବଡ଼ ସଫଳତା। ଏକ ମୋଟରସାଇକେଲ ଚୋର ଗ୍ୟାଙ୍ଗର ୫ ସଦସ୍ୟଙ୍କୁ ଗିରଫ କରିବା ସହ ଚୋରି ହୋଇଥିବା ୬ଟି ଦାମି ମୋଟରସାଇକେଲକୁ ପୋଲିସ ଜବତ କରିଛି। ଏହି ୫ ଜଣିଆ ଗ୍ୟାଙ୍ଗରେ ଦୁଇଜଣ ନାବାଳକ ଅଛନ୍ତି। ଯେଉଁମାନେ କି ମୋଟରସାଇକେଲ ଚୋରିର ମାଷ୍ଟର ମାଇଣ୍ଡ ବୋଲି…