Latest Odisha News

BREAKING NEWS

Browsing Category

ଅପରାଧ

ପୁଅ ପାଇଁ ପଦବୀ ହରାଇଲେ ଶିବସେନା ନେତା

ମୁମ୍ବାଇ: ପୁଅ ପାଇଁ ପଦବୀ ହରାଇଲେ ଶିବସେନା ନେତା। ୱର୍ଲି ‘ହିଟ୍ ଆଣ୍ଡ ରନ୍’ ମାମଲାର ଅଭିଯୁକ୍ତ ମିହିର ଶାହାଙ୍କୁ ମଙ୍ଗଳବାର ଗିରଫ କରିଥିଲା ପୋଲିସ। ଶିବସେନା ନେତା ରାଜେଶ ଶାହଙ୍କ ପୁଅ ହେଉଛନ୍ତି ମିହିର।ରାଜେଶ ଶାହ ପାଲଘରର ଉପନେତା ଥିଲେ। ଶିବସେନା ସଚିବ ସଞ୍ଜୟ ମୋର ଏକ…

ରାଜ୍ୟର ବିନା ଅନୁମତିରେ ତଦନ୍ତ କରିପାରିବନି ସିବିଆଇ

ମୁମ୍ବାଇ: ସନ୍ଦେଶଖାଲି ମାମଲାର ତଦନ୍ତ ଉପରେ ମମତା ବାନାର୍ଜୀ ସରକାରଙ୍କୁ ସୁପ୍ରିମକୋର୍ଟରୁ ମିଳିଛି ବଡ଼ ବିଜୟ। ରାଜ୍ୟର ବିନା ଅନୁମତିରେ ସନ୍ଦେଶଖାଲି ଯୌନ ନିର୍ଯାତନା ମାମଲାର CBI ହସ୍ତକ୍ଷେପ କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଆଜି ଏ ସମ୍ପର୍କିତ ମାମଲା ଉପରେ ଶୁଣାଣି…

ଭିଜିଲାନ୍ସ ଜାଲରେ ଆରଆଇ: ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ

କନ୍ଧମାଳ: ଜଣେ ବ୍ୟକ୍ତିଙ୍କ ଜମି ପଟ୍ଟା ବାବଦରେ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ। କନ୍ଧମାଳ ଜିଲ୍ଲା କୋଟଗଡ଼ ତହସିଲ ଦୁର୍ଗପଙ୍ଗ ଅଞ୍ଚଳର ଆରଆଇ ଦିଲିପ ସାହୁ ଲାଞ୍ଚ ନେବା ବେଳେ ଓଡିଶା ଭିଜିଲାନ୍ସ ଚଢଉ କରିଛି। ସୂଚନା ଅନୁଯାୟୀ, ଆରଆଇ…

ବାଘ ଛାଲ ବିକ୍ରି ପାଇଁ ହେଉଥିଲା ଡିଲ୍‌: ମାଡିବସିଲା ଏସ୍‌ଟିଏଫ, ଗିରଫ ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ନୂଆପଡ଼ା: ବନ୍ୟପ୍ରାଣୀ ଶିକାର ଓ ଏହାର ବ୍ୟବସାୟୀଙ୍କ ସଂଖ୍ୟା ବଢ଼ିଚାଲିଛି। ନୂଆପଡ଼ା ଜିଲ୍ଲାରେ ଗତ ଦୁଇ ତିନି ବର୍ଷ ମଧ୍ୟରେ ପ୍ରତ୍ୟେକ ଦୁଇ ତିନି ମାସରେ ବ୍ୟବସାୟୀ ମାନେ ଗିରଫ ହୋଇ କୋର୍ଟ ଚାଲାଣ ହେଉଥିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି । ଗତ ଦୁଇ ମାସ ତଳେ ଖଡ଼ିଆଳ ସହରରେ ବାଘ ଛାଲ…

ବ୍ୟବସାୟୀଙ୍କ ଅଳଙ୍କାର ଭର୍ତ୍ତି ବ୍ୟାଗ ଲୁଟିନେଲେ ଦୁର୍ବୃତ୍ତ

ବ୍ରହ୍ମପୁର: ବ୍ୟବସାୟୀଙ୍କ ଅଳଙ୍କାର ଭର୍ତ୍ତି ବ୍ୟାଗ ଲୁଟିନେଲେ ଦୁର୍ବୃତ୍ତ। ଗଞ୍ଜାମ ଜିଲ୍ଲା ଚମାଖଣ୍ଟି ଥାନା ନରେନ୍ଦ୍ରପୁର ଛକରେ ଘଟିଛି ଏହି ଲୁଟି ଘଟଣା। ଲୁଟ୍‌ ସୁନା ଓ ରୁପା ଅଳଙ୍କାର ମୂଲ୍ୟ ୭ ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି। ବାଇକ ରଖି ଜଳଖିଆ ଖାଉଥିବା ବେଳେ ଲୁଟ୍‌ର ଶିକାର…

ରାସ୍ତାରୁ ରକ୍ତାକ୍ତ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟାକରି ଫିଙ୍ଗିଦେଇଥିବା ସନ୍ଦେହ

ବରଗଡ: ରାସ୍ତାରୁ ରକ୍ତାକ୍ତ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ବରଗଡ ଜିଲ୍ଲା ପାଇକମାଳ ଥାନା ମାଣ୍ଡୋସିଲି ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଗାଁ ରାସ୍ତାରୁ ରକ୍ତାକ୍ତ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ମାଣ୍ଡୋସିଲି ଗାଁର ହୋଇଥିବା ସୂଚନା ମିଳିଛି।…

ପ୍ରିନ୍ସିପାଲଙ୍କୁ ମାଡ଼ ମାରିବା ଅଭିଯୋଗରେ ଅଧ୍ୟାପିକା ନିଲମ୍ବିତ

ଭଦ୍ରକ: ଭଦ୍ରକ ଜିଲ୍ଲାରେ ପ୍ରିନ୍ସିପାଲଙ୍କୁ ଚାପୁଡ଼ା ମାରିବା ଅଭିଯୋଗରେ ମହିଳା ମହାବିଦ୍ୟାଳୟର ଜଣେ ଅଧ୍ୟାପିକାଙ୍କୁ ନିଲମ୍ବିତ କରାଯାଇଛି। ସୂଚନାନୁସାରେ, ଭଦ୍ରକ ମହିଳା ମହାବିଦ୍ୟାଳୟର ଉର୍ଦ୍ଦୁ ଅଧ୍ୟାପକ ନସିମା ଖାତୁନ୍ ଶନିବାର ଦିନ ଏକ ଆବେଦନପତ୍ରରେ ଦସ୍ତଖତ ପାଇବା ପାଇଁ କଲେଜ…

ପରକୀୟା ପ୍ରୀତି; ପୁଅର ତଣ୍ଟିଚିପି ହତ୍ୟା କଲା ମା’

ଦେଓଗଡ଼: ଦେଓଗଡ଼ରେ ଚାଞ୍ଚଲ୍ୟକର ଘଟଣା ଘଟିଛି। ପରକୀୟା ପ୍ରତିରେ ବାଧକ ସାଜିବାରୁ ଜନ୍ମଦାତ୍ରୀ ମା' ହିଁ ନିଜ ହାତରେ ପୁଅର ତଣ୍ଟିଚିପି ହତ୍ୟା କରିଛି। ଏହି ଘଟଣାର‌େ ‌ପୋଲିସ ମା’କୁ ଗିରଫ କରିଛି। ମୃତ ବାଳକ ହେଉଛି ରାଜାମୁଣ୍ଡା ଛକ ସାହିର ୧୪ ବର୍ଷୀୟ ନିକୁ ସୁନେନ୍। ପୁଅକୁ ହତ୍ୟ‌ା…

ମହିଳା ଅଫିସରଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗ, ବନ୍ଧା ହେଲେ ବାର ମାଲିକ

ଭୁବନେଶ୍ୱର: ରାଜଧାନୀରେ ଏବେ ବି ବେଆଇନ ଭାବେ ବିଳମ୍ୱିତ ରାତିଯାଏଁ ବାର ଖୋଲୁଛନ୍ତି ବାର ଓ ପବ୍ ମାଲିକ। ନିୟମକୁ ମାନୁ ନାହାଁନ୍ତି। ଏଭଳି ସୂଚନା ପାଇ କଟକ ରୋଡର ଏକ କ୍ଲବ ଉପରେ ଚଢାଉ କରିଥିଲା ଅବକାରୀ ବିଭାଗର ଟିମ୍ । ହେଲେ ଚଢାଉ ସମୟରେ ମହିଳା ଅବକାରୀ ଅଧିକାରୀଙ୍କୁ ବାର ମାଲିକ…

ବେପାର ବେଳେ ମାଡିବସିଲା ପୋଲିସ: ୧୭ ଗ୍ରାମରୁ ଉର୍ଦ୍ଧ୍ୱ ବ୍ରାଉନ ସୁଗାର ଜବତ, ୩ ଗିରଫ

ଭୁବନେଶ୍ୱର: ରାଜଧାନୀର ବେଧଡ଼କ ଚାଲିଛି ବେଆଇନ ବ୍ରାଉନ ସୁଗାର କାରବାର। ଧଳା ଜହର କବଳରେ ଭୁବନେଶ୍ୱର। କିନ୍ତୁ ଏହା ଉପରେ କଡ଼ା ନଜର ରଖିଛି ପୋଲିସ। ଏକ ବିଶ୍ୱସ୍ତ ସୂତ୍ରରୁ ପୋଲିସ ଖବର ପାଇ ଜଟଣା ଥାନା ଅନ୍ତର୍ଗତ ଏକ ସ୍ପେଶାଲ ନାଇଜର ପଛ ପାଖରେ ଥିବା ଇଲେକ୍ଟ୍ରିକ ସବ-ଷ୍ଟେସନ ନିକଟରେ…