Latest Odisha News

BREAKING NEWS

Browsing Category

ଅପରାଧ

ଲାଞ୍ଚ ନେବା ବେଳେ ସିବିଆଇ ହାତରେ ଧରା ପଡିଲେ ବନ୍ଦର ସ୍ୱାସ୍ଥ୍ୟ ଅଧିକାରୀ ରାଜେନ୍ଦ୍ର ପାଣିଗ୍ରାହୀ

ପାରାଦୀପ: ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ରେଡ୍। ସିବିଆଇ ହାତରେ ଧରା ପଡିଲେ ବନ୍ଦର ସ୍ୱାସ୍ଥ୍ୟ ସଂଗଠନ ଅଧିକାରୀ ଡାକ୍ତର ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀ। ପୋର୍ଟର ହେଲଥ ଅଫିସର ଡାକ୍ତର ଆର ଏନ ପାଣିଗ୍ରାହୀଙ୍କ ନିକଟରୁ ଟଙ୍କା ଜବତ ହୋଇଛି। କଲିକତାର ଏମିଏନସପି ସିପିଂ…

ଡକାୟତି ଯୋଜନା ପଣ୍ଡ, ୫ ଜଣଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର: ଡକାୟତି ଯୋଜନା ପଣ୍ଡ। ଯାତ୍ରୀଙ୍କ ନିକଟରୁ ସଶସ୍ତ୍ର ଡକାୟତି କରିବା ନିମନ୍ତେ ଯୋଜନା କରୁଥିବା ବେଳେ ୫ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଜଟଣୀ ଥାନା ପୋଲିସ। ସୂଚନା ଅନୁସାରେ, ଜଟଣୀ ଥାନଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ସମ୍ପୃକ୍ତ ଥାନାର ଏକ ସ୍ପେଶାଲ ଟିମ ନିଜ…

ପିଏଫ୍‌ଆଇ ବିରୋଧରେ ଏନଆଇଏର କାର୍ଯ୍ୟାନୁଷ୍ଠାନ: ଦିଲ୍ଲୀ, ୟୁପି ସମେତ ୬ ରାଜ୍ୟରେ ଚଢାଉ

ନୂଆଦିଲ୍ଲୀ: ଦିଲ୍ଲୀ, ୟୁପି ସମେତ ଦେଶର ୬ଟି ରାଜ୍ୟରେ ଏନଆଇଏର ଚଢାଉ ଜାରି ରହିଛି। ନ୍ୟାସନାଲ ଇନଭେଷ୍ଟିଗେସନ୍ ଏଜେନ୍ସିର ଏହି ଚଢ଼ାଉ ଲୋକପ୍ରିୟ ଫ୍ରଣ୍ଟ ଅଫ୍ ଇଣ୍ଡିଆର ଆଧାରରେ ଚାଲିଛି। ଉତ୍ତରପ୍ରଦେଶ ବ୍ୟତୀତ ଦିଲ୍ଲୀ, ରାଜସ୍ଥାନ, ତାମିଲନାଡୁ ଏବଂ ମହାରାଷ୍ଟ୍ର ଭଳି ଅନେକ ସ୍ଥାନରେ ଏନଆଇଏ…

ଡକାୟତି ଉଦ୍ୟମ ପଣ୍ଡ, ପିସ୍ତଲ ସହ ତିନି ଡକାୟତ ଗିରଫ

ବରଗଡ଼: ଟାଉନ ଥାନା ପୋଲିସର ବଡ଼ ସଫଳତା। ସୋମବାର ସନ୍ଧ୍ୟାରେ ବରଗଡ଼ ଜିରା ନଦୀ ପାଖରେ ଏକ ଡକାୟତ ଦଳ ଡକାୟତି ପାଇଁ ପ୍ଲାନ୍ କରୁଥିବା ବେଳେ ବରଗଡ ପୋଲିସକୁ ସୂଚନା ମିଳିଥିଲା। ବରଗଡ଼ ଏସପି ପ୍ରହଲ୍ଲାଦ ସହାଇ ମିନାଙ୍କ ନିର୍ଦ୍ଦେଶ କ୍ରମେ ଡକାୟତ ଦଳକୁ ଧରିବା ପାଇଁ ବରଗଡ଼ ଟାଉନ ଥାନାର ଏକ…

ରାଜଧାନୀରୁ ଧରାପଡିଲେ ଚୋର ଗ୍ୟାଙ୍ଗ୍, ଦିନରେ ଏକାକୀ ଘରର ସ୍ଥାନକୁ କରୁଥିଲେ ଟାର୍ଗେଟ୍

ଭୁବନେଶ୍ୱର: ଦିନ ଦ୍ବିପ୍ରହରେ ଏକାକୀ ଘରର ସ୍ଥାନକୁ ଟାର୍ଗେଟ କରୁଥିଲେ ଚୋର ଗ୍ୟାଙ୍ଗ୍। ଲୋକଙ୍କ ଘରେ ପ୍ରବେଶ କରି ଚତୁରତାର ସହ ଲ୍ୟାପଟପ୍, ମୋବାଇଲ୍ ଫୋନ୍, ଟ୍ୟାବ୍ ଏବଂ ସୁନା ଅଳଙ୍କାର ଚୋରି କରିବା ପରେ ଖସିଯାଉଥିଲେ। ଏହି ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି ଭରତପୁର ଥାନା ପୋଲିସ।…

ବିଜେପି ନେତା ବୈଜୟନ୍ତ ପଣ୍ଡାଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିକୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ: ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିକୁ ଗିରଫ କରିଛି ପୋଲିସ । ସେହି ବ୍ୟକ୍ତିର ଫୋନ ନମ୍ବର ଟ୍ରାକ କରି ବାଙ୍ଗାଲୁରୁରରୁ ଗିରଫ କରିଛି ଦିଲ୍ଲୀ ପୋଲିସ । ଗିରଫ ପରେ ଅଭିଯୁକ୍ତକୁ ଦିଲ୍ଲୀ ଅଣାଯାଇଥିବା ସୂଚନା…

ଟ୍ରକ ଡ୍ରାଇଭରଙ୍କ ଚତୁର ଝିଅ, ମିଛ ପୋଲିସ ଅଫିସର ହୋଇ ୨ ବର୍ଷ ଧରି ସତ ପୋଲିସଙ୍କୁ ଦେଉଥିଲା ଧୋକା

ରାଜସ୍ଥାନ: କୁହାଯାଏ ଯେ, ସତ କେବେ ଲୁଚି ରହେନା । ବିଳମ୍ବରେ ହେଉ ପଛେ କିନ୍ତୁ ଦିନେ ନା ଦିନେ ସତ ସାମ୍ନାକୁ ଆସେ । ଏପରି କିଛି ଘଟଣା ଦେଖିବାକୁ ମିଳିଛି ରାଜାସ୍ଥାନ ବାସିନ୍ଧା ମୋନା ବୁଗାଲିଆଙ୍କ କ୍ଷେତ୍ରରେ । ଜଣେ ଟ୍ରକ ଡ୍ରାଇଭରଙ୍କ ଝିଅ ମୋନା ବୁଗାଲିଆ ଜଣେ ପୋଲିସ ଅଫିସର ହେବାକୁ…

ଭିଜିଲାନ୍ସ ଜାଲରେ ମାର୍କେଟିଙ୍ଗ ଇନ୍ସପେକ୍ଟର, ୧୪୦୦୦ ଟଙ୍କା ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ

କଳାହାଣ୍ଡି: ଭିଜିଲାନ୍ସ ଜାଲରେ ମାର୍କେଟିଙ୍ଗ ଇନ୍ସପେକ୍ଟର ସୁଶାନ୍ତ ମଲ୍ଲିକ। ଭବାନୀପାଟଣା ଥୁଆମୂଳ ରାମପୁର ବ୍ଲକ ମାର୍କେଟିଙ୍ଗ ଇନ୍ସପେକ୍ଟର ସୁମନ୍ତ ମଲ୍ଲିକ ୧୪,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ସୂଚନା ଅନୁସାରେ, ବ୍ଲକ ଅଫିସରେ ମାର୍କେଟିଙ୍ଗ…

କଲରାପତରିଆ ବାଘ ଛାଲ ସହ ୨ ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ରାୟଗଡା: ମୁନିଗୁଡା ରେଞ୍ଜ ବଡକାନ୍ଦୁଲପଡା ଗ୍ରାମ ନିକଟରୁ ଗୋଟିଏ କଲରାପତରିଆ ବାଘ ଛାଲ ସହ ୨ ଦେଶୀ ବନ୍ଧୁକ ଜବତ କରିବା ସହ ଜଣଙ୍କୁ ଗିରଫ କଲା ବନ ବିଭାଗ। ବିଶେଷ ସୁତ୍ରରୁ ଖବରପାଇ ରାୟଗଡା ଜିଲ୍ଲା ମୁନିଗୁଡା ରେଞ୍ଜରଙ୍କ ନେତୃତ୍ବ ରେ ବନ ବିଭାଗର ଏକ ଟିମ ମୁନିଗୁଡା ରେଞ୍ଜର ମୁନିଗୁଡା ଓ…

ମେଧାବୀ ଝିଅକୁ ହରାଇବା ପରେ ୫ ମାସ ହେଲା ଧାରଣାରେ ବସିଛନ୍ତି ମା’: ମାନବାଧିକାର କମିଶନରଙ୍କୁ ଭେଟି ନ୍ୟାୟ ମାଗିଲେ

ଭୁବନେଶ୍ୱର: ୫ ମାସ ବିତିଲା । ହେଲେ ମେଧାବୀ ଛାତ୍ରୀ ସୌଦାମିନୀ ରଇତାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହେଲାନି । ନ୍ୟାୟ ଦାବି କରି ଜିଲ୍ଲା ପ୍ରଶାସନ ଦ୍ୱାରରେ ୪୬ ଦିନ ଧରି ଧାରଣାରେ ବସିଲେ ମା’ ସୁଜ୍ଞାନୀ ଗମାଙ୍ଗୋ । ଅପମୃତ୍ୟୁ ବୋଲି କହି ଚାପି ଦିଆଯାଇଥିବା ମାମଲା  କ୍ରାଇମବ୍ରାଞ୍ଚ…