Latest Odisha News

BREAKING NEWS

Browsing Category

ଅପରାଧ

ଚାଞ୍ଚଲ୍ୟ: ଟ୍ରଙ୍କ ଭିତରୁ ମିଳିଲା ୩ ଭଉଣୀଙ୍କ ମୃତଦେହ, ସନ୍ଦେହ ଘେରରେ ପରିବାର ଲୋକେ

ଚଣ୍ଡିଗଡ: ପଞ୍ଜାବରେ ଜଲନ୍ଧରରେ ଚାଞ୍ଚଲ୍ୟ । ଘର ବାହାରେ ଥିବା ଟ୍ରଙ୍କ ଭିତରୁ ମିଳିଲା ୩ ଭଉଣୀଙ୍କ ମୃତଦେହ । ସନ୍ଦେହରେ ପରିବାର ଲୋକାଙ୍କୁ ଉଠେଇ ନେଇଛି ପୋଲିସ । ଜଲନ୍ଧରର ମକସୁଦା ପୋଲିସ ଷ୍ଟେସନ ଅନ୍ତର୍ଗତ କାନପୁରରେ ଦେଖିବାକୁ ମିଳିଛି ଏହି ଅଭାବନୀୟ ଘଟଣା । ମୃତ ୩ ଭଉଣୀ ହେଉଛନ୍ତି ୯…

ପ୍ରେମିକାକୁ ଭିଡିଓ କଲ କରି ଝୁଲିପଡିଲେ ପ୍ରେମିକ

ଭୁବନେଶ୍ୱର: ବନ୍ଦଘରୁ ମିଳିଲା ଯୁବକଙ୍କ ମୃତଦେହ । ପ୍ରେମିକାଙ୍କୁ ଭିଡିଓ କଲ୍‌ କରି ଫ୍ୟାନ୍‌ରେ ବେଡଶିଟ୍‌ ବାନ୍ଧି ଆତ୍ମହତ୍ୟା କରିଛନ୍ତି ଯୁବକ ଜଣଙ୍କ । ମୃତକ ହେଲେ ଖୋର୍ଦ୍ଧା ଜିଲା ବୋଲଗଡ଼ ଅଞ୍ଚଳର ୨୪ ବର୍ଷୀୟ ପ୍ରଭୁପାଦ ମହାରଣା । ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଡମଣା ଛକ ନିକଟରେ…

ଭୁଲିଗଲା ମା’ର ମମତା, ମାଆକୁ ପୋଡି ମାରି ଦେଲା ପୁଅ

କନ୍ଧମାଳ: ଫୁଲବାଣୀରେ ଚାଞ୍ଚଲ୍ୟ । ପୁଅ ଭୁଲିଗଲା ମାଆର ମମତା । ଜେଲରୁ ଫେରି ଘଟାଇଲା ଉନ୍ମୁତ୍ତକାଣ୍ଡ । ଘର ଭିତରେ ୯୨ ବର୍ଷୀୟ ମାଆକୁ ଜୀଅନ୍ତା ଜାଳି ମାରିଦେଲା ପୁଅ । ଟିକାବାଲି ଥାନା ଅନ୍ତର୍ଗତ ବଡିମୁଣ୍ଡା ଖଜୁରୀସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା ଘଟିଛି । ହତ୍ୟାକାଣ୍ଡର କାରଣ…

ଟଙ୍କା ପାଇଁ ରଚିଥିଲେ ମିଛ କିଡନାପର ନାଟକ: ସାମ୍ନାକୁ ଆସିଲା ଫାଇନାନ୍ସ କର୍ମଚାରୀଙ୍କ କିଡନାପ ରହସ୍ୟ

କେନ୍ଦ୍ରାପଡା: ଟଙ୍କା ପାଇଁ ମିଛ କିଡନାପର ନାଟକ ରଚିଥିଲେ ଫାଇନାନ୍ସ କର୍ମଚାରୀ ସ୍ଵାଗତ ସାମଲ । ସତ ଜଣାପଡିବା ପରେ ଫାଇନାନ୍ସ ଏଜେଣ୍ଟ ସ୍ଵାଗତ ସାମଲକୁ ଗିରଫ କଲା କେନ୍ଦ୍ରାପଡ଼ା ତନ୍ତିଆପାଳ ସାମୁଦ୍ରିକ ପୋଲିସ । ଗତ ବୁଧବାର ଫାଇନାନ୍ସ ଏଜେଣ୍ଟ ସ୍ଵାଗତ ସାମଲଙ୍କ ନିଖୋଜନେଇ ଥାନାରେ ଏତଲା…

ଶିମିଳିପାଳ ଅଞ୍ଚଳରୁ କଲରାପତରିଆ ବାଘଛାଲ ଜବତ: ଜଣେ ଗିରଫ

ବାରିପଦା: ଶିମିଳିପାଳ ଅଭୟାରଣ୍ୟରୁ ପୁଣି କଲରାପତରିଆ ବାଘଛାଲ ଜବତ । ଏଥିସହ ଜଣକୁ ଗିରଫ କରିଛି ବନବିଭାଗ । ଶିମିଳିପାଲ ୱାଇଲ୍ଡ ଲାଇଫ ଇଣ୍ଟେଲିଜେନ୍ସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ଡିଭିଜନର ଟିମ୍ ଚଢ଼ାଉ କରି ଏହି ବାଘଛାଲ ଜବତ କରିଛି ।…

ପୂର୍ବତନ ମେୟରଙ୍କ କାରକୁ ବୋମାମାଡ଼, ପୋଲିସର ତଦନ୍ତ ଜାରି

ବ୍ରହ୍ମପୁର: ପୂର୍ବତନ ମେୟରଙ୍କ କାରକୁ ବୋମାମାଡ଼ । ଅଳ୍ପକେ ବର୍ତ୍ତିଲେ ମେୟର । ଗତକାଲି ଗୋଷାଣି ନୂଆଁଗାଁ ବଡ଼ ସାହିଠାରେ ବ୍ରହ୍ମପୁରର ପୂର୍ବତନ ମେୟର ଶିବଶଙ୍କର ଦାସଙ୍କ ଗାଡ଼ି ଉପରକୁ ବୋମାମାଡ଼ ହୋଇଛି । ଏଥିରେ କେହି ଆହତ ହୋଇନଥିବା ବେଳେ ଗାଡିର ଆଗ ଭାଗ ଭାଙ୍ଗିରୁଜି ଯାଇଛି ।…

ଉଜେୟନୀ ନାବାଳିକା ଦୁଷ୍କର୍ମ ମାମଲା, ଅଭିଯୁକ୍ତ ଅଟୋ ଚାଳକ ଗିରଫ

ଇନ୍ଦୋର: ନାବାଳିକା ଦୁଷ୍କର୍ମ ମାମଲାରେ ଅଟୋ ରିକ୍ସା ଚାଳକ ଗିରଫ। ଉଜ୍ଜେୟନୀ ନାବାଳିକା ଦୁଷ୍କର୍ମ ମାମଲାରେ ଗିରଫ ଅଭିଯୁକ୍ତ ଜଣେ ଅଟୋ ଚାଳକ। ଯାହାଙ୍କ ଅଟୋରେ ଦୁଷ୍କର୍ମ ହୋଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଅଭିଯୁକ୍ତ ଗିରଫ ହେବା ପରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ…

ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ଘଟଣା: ଏଚଆରପିସିକୁ ତଦନ୍ତ ଭାର ହସ୍ତାନ୍ତର କଲେ ରାଉରକେଲା ଏସ୍ପି

ରାଉରକେଲା: ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ଘଟଣା । ମୃତ୍ୟୁ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ରାଉରକେଲା ଏସପି ମିତ୍ରଭାନୁ ମହାପାତ୍ର । ସୁସ୍ମିତା ମିଞ୍ଜଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ତଦନ୍ତ ଦାୟିତ୍ୱ ପୁଲିସ୍‌ ବିଭାଗର  ମାନବଧିକାର ସୁରକ୍ଷା…

କକାର ଟାଙ୍ଗିଆ ଚୋଟରେ ପୁତୁରା ମୃତ

କଳାହାଣ୍ଡି: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଭୁଲି ଗଲା ରକ୍ତ ସମ୍ପର୍କ। କ୍ଷଣିକ ରାଗ ପାଇଁ ନିଜ ପୁତୁରାର ରକ୍ତରେ ହୋଲି ଖେଳିଲା କକା। ନୂଆଁଖାଇ ସାରିବା ପରେ ନିଜ ପୁତୁରାକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି କକା। କଳାହାଣ୍ଡି ଜିଲ୍ଲା ସଦର ଥାନା ଅନ୍ତର୍ଗତ ଲବଣିସର ଗାଁରେ ଏଭଳି ଅଭାବନୀୟ…

ନୀଳ ଗାଡ଼ିଆରେ ମହିଳାଙ୍କର ମୃତଦେହ ଉଦ୍ଧାର, ପୋଲିସ ତଦନ୍ତ ଆରମ୍ଭ

ପୁରୀ: ପୁରୀ ଜିଲ୍ଲା ତାଳବଣିଆରେ ଅଘଟଣ। ତାଳବଣିଆ ମଝୀ ଜଙ୍ଗଲର ନୀଳ ଗାଡ଼ିଆରେ ଏକ ମୃତଦେହ ଭାସୁଥିବା ପରିଲକ୍ଷିତ ହୋଇଛି। ଭାସୁଥିବା ମୃତଦେହଟି ଏକ ମହିଳାଙ୍କର ବୋଲି ଆନୁମାନ କରାଯାଉଛି। କିନ୍ତୁ ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ। ତେବେ ଏହି ଘଟଣାଟି ହତ୍ୟାକାଣ୍ଡ ବୋଲି…