Latest Odisha News

BREAKING NEWS

Browsing Category

ଅପରାଧ

ପୂର୍ବ ଶତ୍ରୁତାକୁ ନେଇ ପରସ୍ପର ମଧ୍ୟରେ ମରଣାନ୍ତକ ଆକ୍ରମଣ, ୩ ଗିରଫ

ଭୁବନେଶ୍ୱର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପରସ୍ପର ମଧ୍ୟରେ ମରଣାନ୍ତକ ଆକ୍ରମଣ। ଏହି ଘଟଣାରେ ତିନିଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। ସୂଚନା ଅନୁଯାୟୀ, ତିନି ଯୁବକ ଡୁମୁଡୁମାସ୍ଥିତ ଫେଜ-୩ ହାଟରେ ପୂର୍ବ ବିବାଦକୁ କେନ୍ଦ୍ର କରି ପରସ୍ପର ମଧ୍ୟରେ ଅଶ୍ରାବ୍ୟ…

ଟ୍ରେନ୍‌ରେ ବଡ଼ ଧରଣର ଚଢାଉ: ୨୪ଲକ୍ଷ ଟଙ୍କା ଜବତ, ୨ ଗିରଫ

ଭୁବନେଶ୍ୱର: ଫଲକନୁମା ଟ୍ରେନରୁ ୨୪ ଲକ୍ଷ ଜବତ। ତେଲେଙ୍ଗାନା ପୋଲିସ ଓ କଟକ ଆରପିଏଫର ମିଳିତ ସହଯୋଗରେ ବିହାରର ଦୁଇ ଯୁବକଙ୍କ ଠାରୁ ୨୪ ଲକ୍ଷ ଟଙ୍କା ଜବତ କରାଯାଇଛି। ଦୁଇ ଅଭିଯୁକ୍ତ ହେଲେ ରାମ ନାରାୟଣ ଯାଦବ ଏବଂ ଶେଖ୍ ସିରାଜ୍। କଟକରୁ ଯାଜପୁର ଯିବା ବେଳେ ଫଲକନୁମା ଟ୍ରେନରୁ ଏହି…

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ; ଘର ମାଲିକଙ୍କୁ ଭଡ଼ାଟିଆର ହତ୍ୟା

ଭୁବନେଶ୍ୱର: ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ। ଘର ମାଲିକଙ୍କୁ ଭଡ଼ାଟିଆର ହତ୍ୟା। ଭୁବନେଶ୍ୱରର ତମାଣ୍ଡୋ ଥାନା ଏକ ଇଞ୍ଜିନିୟରିଂ କଲେଜ ପାଖରେ ଘଟିଛି ଏହି ହତ୍ୟାକାଣ୍ଡ। ଘର ମାଲିକଙ୍କୁ ଭଡ଼ାଟିଆ ହତ୍ୟା କରିଥିବା ସନ୍ଦେହ କରାଯାଉଥିବା ବେଳେ ରାସ୍ତାରୁ ରକ୍ତାକ୍ତ ମୃତଦେହ ଜବତ କରି ପୋଲିସର…

ବଡଭାଇର ଟାଙ୍ଗିଆ ଚୋଟରେ ସାନଭାଇ ମୃତ

ଅନୁଗୁଳ: ବଡଭାଇର ଟାଙ୍ଗିଆ ଚୋଟରେ ସାନଭାଇ ମୃତ । ଏଭଳି ଘଟଣା ଅନୁଗୁଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଜରାସିଂହା ପୁରୁଣା ସାହିରେ ଘଟିଛି । ସୂଚନା ଅନୁସାରେ, ଜରାସିଂହା ପୁରୁଣାସାହିର ବଲେହି ନାଏକଙ୍କ ପୁଅ ଗଦା ନାଏକ ଗାଁ ପାଖରେ ଥିବା ରାଇସ୍ ମିଲ୍‌ରେ କାର୍ଯ୍ୟ କରନ୍ତି। ପ୍ରତ୍ୟକ ଦିନ ଘର…

ମୁହଁରୁ ଛାଡୁନି ଲାଞ୍ଚ ନିଶା, ପୁଣିଥରେ ଭିଜିଲାନ୍ସ ହାତରେ ଆରଆଇ ମନୋଜ ମହାନନ୍ଦ

ସମ୍ବଲପୁର: ମୁହଁରୁ ଛାଡୁନି ଲାଞ୍ଚ ନିଶା। ଦ୍ବିତୀୟ ଥର ପାଇଁ ଲାଞ୍ଚ ନେଇ ଧରାପଡ଼ିଲେ ରାଜସ୍ବ ନିରୀକ୍ଷକ । ଭିଜିଲାନ୍ସ ହାତରେ ନାକଟିଦେଉଳ ତହସିଲ୍ ଡାଇଁଚ ଆରଆଇ ମନୋଜ ମହାନନ୍ଦ। ମ୍ୟୁଟେସନ୍‌ ରିପୋର୍ଟ ତହସିଲଦାରଙ୍କୁ ପଠାଇବାକୁ ଜଣେ ବ୍ୟକ୍ତିଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

ମାଆ, ଝିଅଙ୍କୁ ଛୁରୀରେ ଆକ୍ରମଣ ଘଟଣାରେ ଝିଅ ମୃତ

ସମ୍ବଲପୁର: ମାଆ, ଝିଅଙ୍କୁ ଛୁରୀରେ ଆକ୍ରମଣ ଘଟଣାରେ ଝିଅର ମୃତ୍ୟୁ ଘଟିଛି। ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ଝିଅର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏବେ ବି ବୁର୍ଲା ମେଡିକାଲରେ ମାଆର ଚିକିତ୍ସା ଜାରି ରହିଛି। ସୂଚନା ଅନୁସାରେ ଗତ ୧୪ରେ ଅଇଁଠାପାଲି ଥାନା ଦାନିପାଲୀ ଗାଁ ରାସ୍ତାରେ…

ବାଲେଶ୍ୱରରେ ଦୁଇ ଗୋଷ୍ଠୀ ମୁହାଁମୁହିଁରୁ ଗଣ୍ଡଗୋଳ, ୧୪୪ ଜାରି

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାରେ ଦୁଇ ଗୋଷ୍ଠୀ ମୁହାଁମୁହିଁରୁ ଗଣ୍ଡଗୋଳ। ପରସ୍ପରକୁ ଢେଲା ପଥର ମାଡ଼ କରିଛନ୍ତି। ଏଥିରେ ୪ରୁ ୫ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ବାଲେଶ୍ୱର ଟାଉନ୍‌ରେ । ଏହି ଗଣ୍ଡଗୋଳ ଯୋଗୁଁ ଟାଉନ ଥାନା ପୀର ବଜାରରୁ ପାତ୍ରପଡ଼ା ମଧ୍ୟରେ ୧୪୪ ଲାଗୁ ହୋଇଛି।…

ଚାଲାଣ ବେଳେ ଅବକାରୀ ବିଭାଗର ଚଢଉ: କାର ସହ ଗଞ୍ଜେଇ ଜବତ, ୨ ଗିରଫ

ବୌଦ୍ଧ: ଅବକାରୀ ବିଭାଗକୁ ପୁଣି ମିଳିଲା ସଫଳତା। ଗଞ୍ଜେଇ ଚାଲାଣ ହେଉଥିବା ବେଳେ ମାଡ଼ି ବସିଲା ଅବକାରୀ ବିଭାଗ। ଫଳରେ ୩୦ କେଜି ଗଞ୍ଜେଇ ଜବତ ହେବା ସହ ୨ ଜଣଙ୍କୁ ଗିରଫ କଲା ବିଭାଗ। ଏହି ଘଟଣା ଘଟିଛି ବୈଦ୍ଧ ଜିଲ୍ଲାରେ। ବୌଦ୍ଧ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଶନିବାର ବୌଦ୍ଧ ବ୍ରିଜ ଛକ…

ଶିକାର ବେଳେ ଅଘଟଣ; ଭିଣୋଇର ଗୁଳିମାଡ଼ରେ ଶଳା ମୃତ

ଗଜପତି: ଶିକାର ବେଳେ ଅଘଟଣ। ଭିଣୋଇର ଗୁଳିମାଡ଼ରେ ଶଳା ମୃତ। ଗଜପତି ଜିଲ୍ଲା ମୋହନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଭାଲିଆଗଣି ଗ୍ରାମ୍ୟ ଜଙ୍ଗଲରେ ଜନ୍ତୁ ଶିକାର ବେଳେ ଏହି ଗୁଳିମାଡ଼ ହୋଇଛି। ଏହା ହେଉଛି ବିଳମ୍ବିତ ରାତିର ଘଟଣା। ମୃତକ ହେଲେ କୈଳାସ ନାୟକ। ସୂଚନା…

ଟେଲର ଦୋକାନରେ ପଶି ମା’ ଝିଅଙ୍କୁ ହାଣିଲେ ଦୁର୍ବୃତ୍ତ

ସମ୍ବଲପୁର: ଟେଲର ଦୋକାନରେ ପଶି ମା’ ଝିଅଙ୍କୁ ହାଣିଲେ ଦୁର୍ବୃତ୍ତ। ଅଇଁଠାପାଲି ଥାନା ଦାନିପାଲି ଅଞ୍ଚଳରେ ମା’ ଝିଅଙ୍କୁ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ଉଭୟଙ୍କୁ ସଦର ହସ୍ପିଟାଲରୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଆକ୍ରମଣର କାରଣ ଏ ପର୍ଯ୍ୟନ୍ତ ଜଣାପଡ଼ି ନଥିବା ବେଳେ…