Latest Odisha News

BREAKING NEWS

Browsing Category

ଅପରାଧ

ସୁନା ବ୍ୟବସାୟୀଙ୍କଠାରୁ ଲୁଟ ଘଟଣା: ଆଉ ୬ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୋଲିସ

କଟକ: ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳି ଚଳାଇ ସୁନା ଲୁଟ କରିବା ଘଟଣାରେ ୬ ଜଣଙ୍କୁ ଗିରଫ କଲା କମିଶନରେଟ ପୋଲିସ। ଗତ ୬ ତାରିଖ ଦିନ କନ୍ଦରପୁର ମତଗଜପୁର ଅଞ୍ଚଳର ସୁନା ବ୍ୟବସାୟୀ ବିକାଶ ପାତ୍ରଙ୍କ ଉପରକୁ ଗୁଳି ଚଳାଇ ଏକ ଡକାୟତ ଗ୍ୟାଙ୍ଗର ସଦସ୍ୟମାନେ ଲୁଟ କରିଥିଲେ। ଏହି ଘଟଣାରେ ଗ୍ୟାଙ୍ଗର…

ହନିଟ୍ରାପ୍ କୁଇନ ଇରାନୀ ପାତ୍ର ଗିରଫ ମାମଲା, ରିମାଣ୍ଡରେ ଆସିବେ ସ୍ୱାମୀ ନିଶିକାନ୍ତ ପାତ୍ର

ଭୁବନେଶ୍ଵର: ହନିଟ୍ରାପ୍‌ କୁଇନ ଇରାନୀ ପାତ୍ର ଗିରଫ ମାମଲାରେ ରିମାଣ୍ଡରେ ଆସିବେ ସ୍ୱାମୀ ନିଶିକାନ୍ତ ପାତ୍ର । ୫ ଦିନ ରିମାଣ୍ଡ ଆବେଦନ କରିବ ତମାଣ୍ଡୋ ପୋଲିସ । ଏସଡିଜେଏମ୍‌ଙ୍କ କୋର୍ଟରେ କରିବ ଆବେଦନ । ରିମାଣ୍ଡରେ ଆସିଲେ ଖୋଲିବ ହାନିଟ୍ରାପ୍‌ ଲିଙ୍କ । ଆଗକୁ ଇରାନୀକୁ ମଧ୍ୟ ରିମାଣ୍ଡରେ…

ବେଆଇନ ଲିଙ୍ଗ ନିରୂପଣ ମାମଲା: ହସ୍ପିଟାଲ ମାଲିକ ଓ ତାଙ୍କ ସ୍ତ୍ରୀ ଗିରଫ

କଟକ: କଟକ ଦୋଳମୁଣ୍ଡାଇ ଓ ଅରୁଣଦାୟ ନଗର ଅଞ୍ଚଳରେ ବେଆଇନ ଲିଙ୍ଗ ନିରୂପଣ ଓ ଗର୍ଭପାତ କାରବାର ଘଟଣାରେ ଦୁଇ ଗିରଫ। ହସ୍ପିଟାଲ ମାଲିକ ନିଜିତ ମହାପାତ୍ର ଓ ତାଙ୍କ ପତ୍ନୀ ମାମିନା ମହାପାତ୍ରଙ୍କୁ ଗିରଫ କରିଛି ବାଦାମବାଡ଼ି ପୋଲିସ। ଅନ୍ୟତମ ଅଭିଯୁକ୍ତ ରାମଚନ୍ଦ୍ର ଓରଫ ଭିକାରି ପରିଡା ଫେରାର ଅଛି।…

ଡକାୟତି ଯୋଜନା ପଣ୍ଡ, ୭ କୁଖ୍ୟାତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ

ପୁରୀ: ସଦର ଓ ଚନ୍ଦନପୁର ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପୁରୀ ଏସପି ଡଃ କନୱର ବିଶାଳ ସିଂଙ୍କ ନେତୃତ୍ବରେ ଫିଲ୍ ପୁରୀ ସେଫ୍, ଫିଲ ପୁରୀ କ୍ଲିନ୍ ଅଭିଯାନ ଚାଲିଛି। ଏହି କ୍ରମରେ ପୁରୀ ସଦର ୪ ଜଣ ଓ ଚନ୍ଦନପୁର ଥାନା ପୋଲିସ ୩ ଜଣଙ୍କୁ ମିଶାଇ ମୋଟ ୭ ଜଣ କୁଖ୍ୟାତ ଅପରାଧୀକୁ ଗିରଫ କରି…

ଅଖା ଭିତରେ ହାତ ବନ୍ଧା ଯୁବତୀଙ୍କ ମୃତଦେହ ଉଦ୍ଧାର

ପୁରୀ: କଣାସ ବ୍ଲକ୍ ଗଡ଼ିଶାଗଦା ଥାନା ଅନ୍ତର୍ଗତ ଦୟାନଦୀର ନୂଆଗାଁ ସେତୁ ନିକଟରୁ ଅଖା ଭିତରେ ହାତ ବନ୍ଧା ଅବସ୍ଥାରେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିନଥିବା ବେଳେ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ, ଏସପି, ଏସଡିପିଓ ଓ ସାଇଣ୍ଟିଫିକ୍ ଟିମ ପହଞ୍ଚି ତଦନ୍ତ…

ଭିଜିଲାନ୍ସ ଜାଲରେ ପୂର୍ବତନ ତହସିଲଦାର, ୪ଟି ସ୍ଥାନରେ ଚାଲିଛି ରେଡ୍

ଗଞ୍ଜାମ: ଭିଜିଲାନ୍ସ ଜାଲରେ ପୂର୍ବତନ ତହସିଲଦାର । ଗଞ୍ଜାମ ଜିଲ୍ଲା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀ ସଂଗ୍ରାମ କେଶରୀ ଜେନାଙ୍କ ଘରେ ଭିଜିଲାନ୍ସ ରେଡ୍‌ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲୁଗାଁ, ଟାଙ୍ଗୀ ଓ ବାଣପୁର ସମେତ ୪ଟି ସ୍ଥାନରେ ଚଢ଼ାଉ  । ପୂର୍ବରୁ…

ପୁରୀରେ ଡକାୟତି ଯୋଜନା ପଣ୍ଡ, ୬ଜଣଙ୍କୁ ଗିରଫ କଲା ସମୁଦ୍ରକୂଳ ଥାନା ପୋଲିସ

ପୁରୀ: ପୁରୀରେ ଡକାୟତି ଯୋଜନା ପଣ୍ଡ । ୬ଜଣଙ୍କୁ ଗିରଫ କଲା ସମୁଦ୍ରକୂଳ ଥାନା ପୋଲିସ । ଏନେଇ ସାମ୍ବାଦିକ ସମ୍ମିଳନୀକରି ସୂଚନା ଦେଇଛି ବାସେଳୀ ସାହି ଥାନା ପୋଲିସ । ସୂଚନା ଅନୁସାରେ, ପୁରୀ ପେଣ୍ଠକଟା ନିକଟରେ ଏକ ଡ଼ଙ୍ଗା ତିଆରି କାରଖାନା ନିକଟ ବେହେରା ସାହି ଠାରେ କିଛି ଦୁର୍ବୁତ୍ତ…

ଚିକିତ୍ସା ବାହାନାରେ ଡାକ୍ତରଙ୍କୁ ଘରେ ଡାକି ଅପହରଣ, ୨୫ ଲକ୍ଷ ଟଙ୍କା ମାଗିବା ଅଭିଯୋଗରେ ୪ ଗିରଫ

ଭୁବନେଶ୍ୱର: ଡାକ୍ତରଙ୍କୁ ଅପହରଣ କରି ୨୫ ଲକ୍ଷ ଟଙ୍କା ମାଗିବା ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି ତମାଣ୍ଡୋ ଥାନା ପୋଲିସ।। ଭୁବନେଶ୍ୱରରେ ଚିକିତ୍ସା ନାଁରେ ଘରକୁ ଡାକି ଜଣେ ଡାକ୍ତରଙ୍କୁ ଅପହରଣ ଘଟଣାର ଫର୍ଦ୍ଦାଫାସ କରିଛି କମିଶନରେଟ ପୋଲିସ। ଗିରଫ ଅଭିଯୁକ୍ତମାନେ ହେଉଛନ୍ତି- ତମାଣ୍ଡୋ…

ଲୁକ୍ ଆଉଟ୍ ସର୍କୁଲାର ପରେ ବଢିଲା ସୌରିନଙ୍କ ଅଡୁଆ: ଫ୍ରିଜ ହେବ ସୌରିନ ଭଟ୍ଟଙ୍କ ବ୍ୟାଙ୍କ ଆକାଉଣ୍ଟ

କଟକ: ଯୌନ କେଳେଙ୍କାରୀ ମାମଲାରେ ଫସିଥିବା ଓଲିଉଡ କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କର ଦିନ କୁ ଦିନ ଅଡୁଆ ବଢିବାରେ ଲାଗିଛି । ଗତକାଲି ସୌରିନଙ୍କ ବିରିଧରେ ପୋଲିସ ଲୁକ୍ ଆଉଟ୍ ସର୍କୁଲାର ଜାରି କରିବା ପରେ ଆଜି ତାଙ୍କର ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍ କରିବାକୁ ପଦକ୍ଷେପ ନେଇଛି କମିଶନରେଟ ପୋଲିସ ।…

ସାଇବର ଥାନାରେ ଅଭିନେତ୍ରୀ ଅନୁ: ମିଥ୍ୟା ଖବର ପ୍ରଚାର ନେଇ ୱେବ୍ ଚ୍ୟାନେଲ ନାଁରେ ଦେଲେ ଏତଲା

ଭୁବନେଶ୍ଵର: ସାଇବର ଥାନାର ଦ୍ଵାରସ୍ଥ ହେଲେ ଓଡିଶାର ଲୋକପ୍ରିୟ ଅଭିନେତ୍ରୀ ଅନୁ ଚୌଧୁରୀ । ମିଥ୍ୟା ଖବର ପ୍ରସାରଣ କରି ଗୁଜବ ସୃଷ୍ଟି କରୁଥିବା ୱେବ ଚ୍ୟାନେଲ ନାଁରେ ଦେଲେ ଏତଲା । ଅଭିନେତ୍ରୀଙ୍କୁ କ୍ୟାନସର ହୋଇଥିବା ନେଇ ଏକ ୱେବ୍ ପୋର୍ଟାଲରେ ମିଛ ଖବର ପ୍ରକାଶ କରାଯିବା ପରେ ଏପରି ପଦକ୍ଷେପ…