Latest Odisha News

BREAKING NEWS

Browsing Category

ଅପରାଧ

ନିର୍ବାଚନ ପରବର୍ତ୍ତୀ ହିଂସା: ଦୁଇ ଗୋଷ୍ଠୀ ପିଟାପିଟି, ୬ରୁ ଅଧିକ ଆହତ

କଟକ: ବାଙ୍କି ଥାନା ଅନ୍ତର୍ଗତ ବେଦପୁର ଗାଁରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି। ଏଠାରେ ଦୁଇ ଗୋଷ୍ଠୀ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଛି। ଏହି ଘଟଣାରେ ୬ରୁ ଅଧିକ ଆହତ ହୋଇଥିବା ଖବର ମିଳିଛି। ଆହତମାନଙ୍କୁ ବାଙ୍କି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ,…

କନଷ୍ଟେବଳଙ୍କୁ ମାଡ଼ ମାରି ୨ ଅଭିଯୁକ୍ତ ଥାନାରୁ ଫେରାର ଘଟଣା: ଜଣଙ୍କୁ କାବୁ କଲା ପୋଲିସ

କୋରାପୁଟ: ଥାନା ଭିତରେ ପୋଲିସ କନଷ୍ଟେବଳକୁ ଆକ୍ରମଣ କରି ଫେରାର ମାରିଥିବା ଘଟଣାରେ ଜଣେ ଅଭିଯୁକ୍ତକୁ କାବୁ କରିବାରେ ସଫଳ ହେଲା ପୋଲିସ । କୋରାପୁଟ ନନ୍ଦପୁର ଥାନାରେ ଘଟିଛି ଏଭଳି ଅଭାବନୀୟ ଘଟଣା। କନଷ୍ଟେବଳଙ୍କୁ ମାଡ ମାରି ୨ ଅଭିଯୁକ୍ତ ଥାନାରୁ ଫେରାର ହୋଇଯାଇଥିଲେ। ଅଭିଯୁକ୍ତ ଭଣଜା ଓ…

ବେଆଇନ କଫ୍ ସିରପ୍ ଚାଲାଣ ବେଳେ ୧୨୦୦ ବୋତଲ ଜବତ, ୩ ଗିରଫ

ବଲାଙ୍ଗିର: ବେଆଇନ ଭାବେ କଫ ସିରପ୍ ଚାଲାଣ ବେଳେ ପ୍ରାୟ ୧୨୦୦ ବୋତଲ ଜବତ। କଟକରୁ ବଲାଙ୍ଗିର ଚାଲାଣ ବେଳେ ଧରିଲା ବଲାଙ୍ଗିର ଟାଉନ୍ ଥାନା ପୋଲିସ। ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରିଛି ପୋଲିସ। ସୂଚନା ଅନୁସାରେ ଏକ ବୋଲେରୋରେ କଟକରୁ ବଲାଙ୍ଗିର ଅଭିମୁଖେ କଫ୍ ସିରପ୍ ବେଆଇନ ଭାବେ ଚାଲାଣ…

ବେଆଇନ ବାଘ ଛାଲ ବିକ୍ରି ବେଳେ ବନ ବିଭାଗର ଚଢାଉ, ପାଞ୍ଚ ଅଭିଯୁକ୍ତ ଗିରଫ

ନୂଆପଡ଼ା: ପୁଣି ନୂଆପଡ଼ାରେ ଧରାପଡିଲେ ବାଘ ଛାଲ ବେପାରୀ। ଖଡିଆଳ ବନ ବିଭାଗ ପକ୍ଷରୁ ଏକ କଲରାପତରିଆ ବାଘ ଛାଲ ବିକ୍ରି ସମୟରେ ଜବତ କରିଛି ବନବିଭାଗ। ଏହି ଘଟଣାରେ ପାଞ୍ଚ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଦୁଇ ବାଇକ ଏବଂ ୪ ଗୋଟି ମୋବାଇଲ ଫୋନ ଜବତ କରିଥିବା ସୂଚନା ଦେଲେ ଖଡ଼ିଆଳ ଡି.ଏଫ.ଓ.।…

ବିଜେଡି ଲୋଗୋ ଥିବା କାରରୁ ୮୪ କିଲୋ ଗଞ୍ଜେଇ ଜବତ

ବ୍ରହ୍ମପୁର: ଗଞ୍ଜେଇ ବୋଝେଇ କାର୍‌ରେ ଲାଗିଛି ବିଜେଡି ଲୋଗୋ। ବ୍ରହ୍ମପୁରରେ ଏକ ସ୍ୱତନ୍ତ୍ର ଅପରେସନ୍ ସମୟରେ ଏହି କାରରୁ ୮୪ କିଲୋଗ୍ରାମ ଗଞ୍ଜେଇ ଜବତ କରିଛି ଅବକାରୀ ବିଭାଗ। ବ୍ରହ୍ମପୁର ଫାଷ୍ଟ ଗେଟ୍ ନିକଟରେ ଅବକାରୀ ଗୁଇନ୍ଦା ବିଭାଗ ଦୁଇଟି କାର୍‌କୁ ଧରିଥିଲା। ଗଞ୍ଜେଇ ଜବତ ହେବା ପରେ…

ଭଏସ୍ ଚେଞ୍ଜ ଆପ ଦ୍ବାରା ଚାଞ୍ଚଲ୍ୟ ଖେଳାଇଲା ଯୁବକ, ୭ ଜଣଙ୍କୁ ଦୁଷ୍କର୍ମ

ସିଦ୍ଧି: ଭଏସ ଚେଞ୍ଜ କରି ସ୍କର୍ଲାରସିପ ଦବ କହି ୭ ଜଣଙ୍କୁ ଦୁଷ୍କର୍ମ କଲା ଦୁର୍ବୃତ୍ତ । ମହିଳା ଶିକ୍ଷକଙ୍କ ପରିଚୟ ଦେଇ ବର୍ବର କାଣ୍ଡ ଘଟାଇଲା । ଏଭଳି ନିନ୍ଦନୀୟ ଖବର ଆସିଛି ମଧ୍ୟପ୍ରଦେଶର ସିଦ୍ଧି ଜିଲ୍ଲାରୁ । ଯୁବକ ଜଣଙ୍କ ମହିଳାଙ୍କ ସ୍ବର ବଦଲାଇ ସ୍କଲାରଶିପ୍‌‌ ନାଁରେ ୭ ଜଣ ଆଦିବାସୀ…

ପିପିଲି-ଆଠଗଡ଼ରେ ପୁଣି ନିର୍ବାଚନୀ ହିଂସା: ୯ରୁ ଅଧିକ ଆହତ, ୩ ଜଣ ଅଟକ

ପୁରୀ/କଟକ: ନିର୍ବାଚନ ପୂର୍ବରୁ କଟକ ଏବଂ ପୁରୀରେ ପ୍ରାକ ନିର୍ବାଚନୀ ହିଂସା। ପୁରୀ ଜିଲ୍ଲା ପିପିଲି ଏବଂ କଟକ ଆଠଗଡ଼ରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ପିପିଲି ସହଜପୁର ପଞ୍ଚାୟତ ସୁବଦ୍ଧିପଡ଼ାରେ ବିଜେଡି କର୍ମୀଙ୍କ ଆକ୍ରମଣରେ ମଙ୍ଗଳପୁର ପାଞ୍ଚୟତର ସମିତିସଭ୍ୟ ଗଦାଧର ପରିଡ଼ାଙ୍କ…

ବିକ୍ରି ପାଇଁ ଚାଲିଥିଲା ଡିଲ,ମାଡ଼ି ବସିଲା ବନ ବିଭାଗ: ୨ ଟି ହାତୀ ଦାନ୍ତ ଜବତ, ୧୦ ଗିରଫ

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗ ଅଞ୍ଚଳରେ ହାତୀ ଦାନ୍ତ ବିକ୍ରି ପାଇଁ ଡିଲ୍ ଚାଲିଥିବା ବେଳେ ସୂଚନା ପାଇଁ ଚଢାଉ କଲା ବନ ବିଭାଗର ସ୍ୱତନ୍ତ୍ର ଟିମ। ସେଠାରୁ ୨ଟି ହାତୀ ଦାନ୍ତ ଜବତ କରାଯାଇଥିବେ ବେଳେ ୧୦ ଜଣଙ୍କୁ ବନ ବିଭାଗ ଅଟକ ରଖିଛି। ଜବତ ହାତୀଦାନ୍ତ ମଧ୍ୟରୁ ଗୋଟିଏର ଲମ୍ବା…

ବସ ଯାତ୍ରୀଙ୍କ ନିକଟରୁ ମୋବାଇଲ ଫୋନ ଓ ମନିପର୍ସ ଲୁଟିବା ଅଭିଯୋଗରେ ୫ ଜଣଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର: ବସ ଯାତ୍ରୀ ମାନଙ୍କ ନିକଟରୁ ବେଆଇନ ଟଙ୍କା ଏବଂ ମୋବାଇଲ ଫୋନ ଆଦାୟ କରିବା ଅଭିଯୋଗରେ ପାଞ୍ଚ ଅଭିଯୁକ୍ତ ଗିରଫ। ସୂଚନା ଅନୁଯାୟୀ ନାବାର୍ଡ ବସ ରହଣି ସ୍ଥଳ ନିକଟରେ ଅଭିଯୁକ୍ତ ମାନେ କୃତ୍ରିମ ଭିଡ ସୃଷ୍ଟି କରି ବସ ଯାତ୍ରୀ ମାନଙ୍କ ନିକଟରୁ ମୋବାଇଲ ଫୋନ ଏବଂ ମନିପର୍ସ ଲୁଟ…

ପୋଲ ତଳୁ ଯୁବକ ଓ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର

ଖୋର୍ଦ୍ଧା: ପୋଲ ତଳୁ ଯୁବକ ଓ ଯୁବତୀଙ୍କ ଗଳିତ ମୃତଦେହ ଠାବ ହୋଇଛି। ବେଗୁନିଆ ଥାନା ଅଠରାଙ୍ଗ ଗାଁ ପୋଲ ନିକଟରେ ପଡ଼ି ରହିଛି ମୃତଦେହ। ୨ ମୃତକ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି। ତେବେ ଗତ ୧୧ ଦିନ ହେବ ଉଭୟ ନିଖୋଜ ଥିଲେ। ମୃତକ ଯୁବକଙ୍କ ଘର ଅଠରାଙ୍ଗ ପଞ୍ଚାୟତ ବୋତଳମା ଗାଁରେ ଥିବା ବେଳେ…