Latest Odisha News

BREAKING NEWS

Browsing Category

ଅପରାଧ

ଶିମିଳିପାଳ ଅଞ୍ଚଳରୁ କଲରାପତରିଆ ବାଘଛାଲ ଜବତ: ଜଣେ ଗିରଫ

ବାରିପଦା: ଶିମିଳିପାଳ ଅଭୟାରଣ୍ୟରୁ ପୁଣି କଲରାପତରିଆ ବାଘଛାଲ ଜବତ । ଏଥିସହ ଜଣକୁ ଗିରଫ କରିଛି ବନବିଭାଗ । ଶିମିଳିପାଲ ୱାଇଲ୍ଡ ଲାଇଫ ଇଣ୍ଟେଲିଜେନ୍ସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ଡିଭିଜନର ଟିମ୍ ଚଢ଼ାଉ କରି ଏହି ବାଘଛାଲ ଜବତ କରିଛି ।…

ପୂର୍ବତନ ମେୟରଙ୍କ କାରକୁ ବୋମାମାଡ଼, ପୋଲିସର ତଦନ୍ତ ଜାରି

ବ୍ରହ୍ମପୁର: ପୂର୍ବତନ ମେୟରଙ୍କ କାରକୁ ବୋମାମାଡ଼ । ଅଳ୍ପକେ ବର୍ତ୍ତିଲେ ମେୟର । ଗତକାଲି ଗୋଷାଣି ନୂଆଁଗାଁ ବଡ଼ ସାହିଠାରେ ବ୍ରହ୍ମପୁରର ପୂର୍ବତନ ମେୟର ଶିବଶଙ୍କର ଦାସଙ୍କ ଗାଡ଼ି ଉପରକୁ ବୋମାମାଡ଼ ହୋଇଛି । ଏଥିରେ କେହି ଆହତ ହୋଇନଥିବା ବେଳେ ଗାଡିର ଆଗ ଭାଗ ଭାଙ୍ଗିରୁଜି ଯାଇଛି ।…

ଉଜେୟନୀ ନାବାଳିକା ଦୁଷ୍କର୍ମ ମାମଲା, ଅଭିଯୁକ୍ତ ଅଟୋ ଚାଳକ ଗିରଫ

ଇନ୍ଦୋର: ନାବାଳିକା ଦୁଷ୍କର୍ମ ମାମଲାରେ ଅଟୋ ରିକ୍ସା ଚାଳକ ଗିରଫ। ଉଜ୍ଜେୟନୀ ନାବାଳିକା ଦୁଷ୍କର୍ମ ମାମଲାରେ ଗିରଫ ଅଭିଯୁକ୍ତ ଜଣେ ଅଟୋ ଚାଳକ। ଯାହାଙ୍କ ଅଟୋରେ ଦୁଷ୍କର୍ମ ହୋଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଅଭିଯୁକ୍ତ ଗିରଫ ହେବା ପରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ…

ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ଘଟଣା: ଏଚଆରପିସିକୁ ତଦନ୍ତ ଭାର ହସ୍ତାନ୍ତର କଲେ ରାଉରକେଲା ଏସ୍ପି

ରାଉରକେଲା: ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ଘଟଣା । ମୃତ୍ୟୁ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ରାଉରକେଲା ଏସପି ମିତ୍ରଭାନୁ ମହାପାତ୍ର । ସୁସ୍ମିତା ମିଞ୍ଜଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ତଦନ୍ତ ଦାୟିତ୍ୱ ପୁଲିସ୍‌ ବିଭାଗର  ମାନବଧିକାର ସୁରକ୍ଷା…

କକାର ଟାଙ୍ଗିଆ ଚୋଟରେ ପୁତୁରା ମୃତ

କଳାହାଣ୍ଡି: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଭୁଲି ଗଲା ରକ୍ତ ସମ୍ପର୍କ। କ୍ଷଣିକ ରାଗ ପାଇଁ ନିଜ ପୁତୁରାର ରକ୍ତରେ ହୋଲି ଖେଳିଲା କକା। ନୂଆଁଖାଇ ସାରିବା ପରେ ନିଜ ପୁତୁରାକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି କକା। କଳାହାଣ୍ଡି ଜିଲ୍ଲା ସଦର ଥାନା ଅନ୍ତର୍ଗତ ଲବଣିସର ଗାଁରେ ଏଭଳି ଅଭାବନୀୟ…

ନୀଳ ଗାଡ଼ିଆରେ ମହିଳାଙ୍କର ମୃତଦେହ ଉଦ୍ଧାର, ପୋଲିସ ତଦନ୍ତ ଆରମ୍ଭ

ପୁରୀ: ପୁରୀ ଜିଲ୍ଲା ତାଳବଣିଆରେ ଅଘଟଣ। ତାଳବଣିଆ ମଝୀ ଜଙ୍ଗଲର ନୀଳ ଗାଡ଼ିଆରେ ଏକ ମୃତଦେହ ଭାସୁଥିବା ପରିଲକ୍ଷିତ ହୋଇଛି। ଭାସୁଥିବା ମୃତଦେହଟି ଏକ ମହିଳାଙ୍କର ବୋଲି ଆନୁମାନ କରାଯାଉଛି। କିନ୍ତୁ ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ। ତେବେ ଏହି ଘଟଣାଟି ହତ୍ୟାକାଣ୍ଡ ବୋଲି…

ମାଆ ସାଜିଲା ପିଶାଚୀ: ନବଜାତ ଶିଶୁପୁତ୍ରକୁ ମେଡିକାଲ ପାଇଖାନା ପାଖରେ ଫିଙ୍ଗି ଚାଲିଗଲା ନିଷ୍ଠୁର ମା

ବାଲେଶ୍ଵର: ନିଷ୍ଠୁର ହୋଇଗଲା ଜନ୍ମକଲା ମାଆ । ନବଜାତ ଶିଶୁପୁତ୍ରକୁ ମେଡିକାଲ ପାଇଖାନା ପାଖରେ ଫିଙ୍ଗି ଚାଲିଗଲା ନିଷ୍ଠୁର ମା । ମେଡିକାଲ ପାଇଖାନା ନିକଟରୁ ଉଦ୍ଧାର ହେଲା ନବଜାତ ଶିଶୁ ପୁତ୍ର । ଏହି ଅଭାବନୀୟ ଘଟଣା ଘଟିଛି ବାଲେଶ୍ଵର ଫକୀର ମୋହନ ମେଡିକାଲ କଲେଜ୍ ଏବଂ ହସ୍ପିଟାଲରେ ।…

କାରରେ ଗଞ୍ଜେଇ ଚାଲାଣ ବେଳେ ଦୁଇ ଯୁବକଙ୍କୁ ଗିରଫ କଲା ଅବକାରୀ ବିଭାଗ

ଅନୁଗୁଳ: ଅବକାରୀ ବିଭାଗକୁ ପୁଣି ସଫଳତା। କାରରେ ଗଞ୍ଜେଇ ଚାଲାଣ ବେଳେ ମାଡି଼ ବସିଲା ଅବକାରୀ ବିଭାଗ। ଏହି ଘଟଣାରେ ୪୫ କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିବା ସହ ଦୁଇ ଯୁବକଙ୍କୁ ଗିରଫ କରାଯାଇଛି। ଘଟଣାଟି ଅନୁଗୁଳ ଜିଲ୍ଲା ଆଠମଲ୍ଲିକରେ ଘଟିଛି। ସୂଚନା ଅନୁସାରେ ବୌଦ୍ଧରୁ ଏକ କାରରେ ଗଞ୍ଜେଇ…

ପାକିସ୍ତାନକୁ ଓଟିପି ସେୟାରିଂ ମାମଲାରେ ଆଉ ଜଣେ ଗିରଫ

ଭୁବନେଶ୍ୱର: ପାକିସ୍ତାନ ଗୁଇନ୍ଦା ସଂସ୍ଥାକୁ ଓଟିପି ସେୟାରିଂ ମାମଲାରେ ଆଉ ଜଣେ ଗିରଫ। ଆସାମରୁ ମହମ୍ମଦ ଇକବାଲ ହୁସେନଙ୍କୁ ଗିରଫ କଲା ଏସଟିଏଫ୍ (STF)। କୋର୍ଟରେ ହାଜର ପରେ ୫ ଦିନିଆ ରିମାଣ୍ଡରେ ଆଣିଲା ଏସଟିଏଫ। ଓଟିପି ବିକ୍ରି କରି ମାସକୁ ୫୦ରୁ ୬୦ ହଜାର ରୋଜଗାର କରୁଥିଲା ଅଭିଯୁକ୍ତି।…

ଖିଚିଂ ମନ୍ଦିରରୁ ଚୋରି, ୬ମାସ ମଧ୍ୟରେ ଏହା ଦ୍ଵିତୀୟ ଥର

ବାରିପଦା: ମୟୁରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା କିଚେକେଶ୍ୱରୀ । ମା କିଚେକେଶ୍ୱରୀ ମନ୍ଦିର ଖିଚିଂ ଠାରେ ଅବସ୍ଥିତ । ଗତକାଲି ବିଳମ୍ବିତ ରାତ୍ରରେ ମା କିଚେକେଶ୍ୱରୀଙ୍କ ମୁଖ୍ୟ ଦାନ ହୁଣ୍ଡି ଭାଙ୍ଗି ଦେଇଛନ୍ତି ଦୁର୍ବୃତ୍ତ । ମନ୍ଦିର ସମୁଖରେ ଥିବା ୩ ଟି ହୁଣ୍ଡି କାଟି…