Latest Odisha News

BREAKING NEWS

Browsing Category

ଅପରାଧ

ପାଣିକୋଇଲି ପୋଲିସିକୁ ସଫଳତା, ରାଜପଥରୁ ଲୁଟ୍ ହୋଇଥିବା କଣ୍ଟେନର ସହ ୩୩ ଲକ୍ଷ ଟଙ୍କାର ସାମଗ୍ରୀ ଜବତ

ଯାଜପୁର: ପାଣିକୋଇଲି ପୋଲିସିକୁ ମିଳିଲା ଏକ ବଡ ସଫଳତା। ରାଜପଥରୁ ଲୁଟ୍ ହୋଇଥିବା କଣ୍ଟେନର ସହ ୩୩ଲକ୍ଷ ଟଙ୍କାର ସାମଗ୍ରୀ ଜବତ କଲା ପୋଲିସ୍। ସୂଚନା ଯୋଗ୍ଯ ଯେ ଏକ କଣ୍ଟେନର ଆସାମରୁ ଡାବର କମ୍ପାନୀର ଜିନିଷ ବୋଝେଇ କରି ମୟୁର ଟ୍ରନ୍ସପୋର୍ଟ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ସମୟରେ ଏହି ଲୁଟ ଘଟଣା…

ପୋଲିସର ବଡ଼ ସଫଳତା; ବାଇକ ଚୋର ଗ୍ୟାଙ୍ଗ ଗରିଫ, ୬ଟି ଦାମି ମୋଟରସାଇକେଲ ଜବତ

ଅନୁଗୁଳ: ଅନୁଗୁଳ ପୋଲିସକୁ ପୁଣି ଏକ ବଡ଼ ସଫଳତା। ଏକ ମୋଟରସାଇକେଲ ଚୋର ଗ୍ୟାଙ୍ଗର ୫ ସଦସ୍ୟଙ୍କୁ ଗିରଫ କରିବା ସହ ଚୋରି ହୋଇଥିବା ୬ଟି ଦାମି ମୋଟରସାଇକେଲକୁ ପୋଲିସ ଜବତ କରିଛି। ଏହି ୫ ଜଣିଆ ଗ୍ୟାଙ୍ଗରେ ଦୁଇଜଣ ନାବାଳକ ଅଛନ୍ତି। ଯେଉଁମାନେ କି ମୋଟରସାଇକେଲ ଚୋରିର ମାଷ୍ଟର ମାଇଣ୍ଡ ବୋଲି…

ଦିବଂଗତ ନବ ଦାସଙ୍କ ପରେ ଟାର୍ଗେଟରେ ଆଉ ଜଣେ ନେତା: ବୈଜୟନ୍ତ ପଣ୍ଡାଙ୍କୁ ମିଳିଲା ହତ୍ୟା ଧମକ!

ଭୁବନେଶ୍ୱର: ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କୁ ହତ୍ୟା ଧମକ । ଫୋନ୍ କଲ୍ ମାଧ୍ୟମରେ ମିଳିଛି ହତ୍ୟା ଧମକ । ନବ ଦାସଙ୍କ ଭଳି ବୈଜୟନ୍ତଙ୍କ ଦଶା ହେବ ବୋଲି କଲର୍ ଜଣକ କହିଛନ୍ତି । ଏ ନେଇ ପୋଲିସ ନିକଟରେ ଅଭିଯୋଗ ହୋଇଛି । ସୂଚନା ଅନୁସାରେ, ବୈଜୟନ୍ତଙ୍କ ବ୍ୟକ୍ତିଗତ ସହାୟକ…

ପୋଖରୀରୁ ମିଳିଲା ଆସିଷ୍ଟାଣ୍ଡ କଲେକ୍ଟରଙ୍କ ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲାେକ

ରାଉରକେଲା:ଆରଏସପି ପ୍ରଶାସନିକ ଭବନ  ନିକଟ ସେଞ୍ଚୁରି ପାର୍କରୁ ମିଳିଛି ଆସିଷ୍ଟାଣ୍ଟ କଲେକ୍ଟର ସୁସ୍ମିତା ମଞ୍ଜଙ୍କ ମୃତଦେହ । ତାଙ୍କର ମୃତଦେହ ସେଞ୍ଚୁରି ପାର୍କ ପୋଖରୀରେ ଭାସୁଥିବା ଦେଖିବାକୁ ମିଳିଥିଲା । ହେଲେ ସେଞ୍ଚୁରି ପାର୍କ ପୋଖରୀକୁ ମୃତ ଦେହ କେମିତି ଆସିଲା ଏବଂ କେଉଁ…

୨ ପେସାଦାର ଲୁଟେରାଙ୍କୁ ଗିରଫ କଲା ଚନ୍ଦକା ଥାନା ପୋଲିସ

ଚନ୍ଦକା: ରାସ୍ତାରେ ଯାଉଥିବା ଲୋକଙ୍କଠାରୁ ଟଙ୍କା ଲୁଟ କରିବା ଘଟଣାରେ ୨ ଅଭିଯୁକ୍ତଙ୍କୁ ଗିରଫ କଲା ଚନ୍ଦକା ଥାନା ପୋଲିସ। ସୂଚନା ଅନୁସାରେ ଶୁକ୍ରବାର ରାତିରେ ଅଭିଯୋଗକାରୀ ଜଣକ ନିଜ କର୍ମ ସଂସ୍ଥାନରୁ ଚାଲିଚଲି ଘରକୁ ଫେରୁଥିବା ସମୟରେ ଦୁଇଜଣ ବ୍ୟକ୍ତି ଏକ ମୋଟରସାଇକେଲ ଯୋଗେ ଆସି ତାଙ୍କୁ…

ସେବାୟତ କାଳିଆ ପଢ଼ିଆରୀ ହତ୍ୟାକାଣ୍ଡ ଘଟଣାରେ ଅଭିଯୁକ୍ତ ଜଗନ ଖଟେଇ ଗିରଫ

ପୁରୀ: ପୁରୀ ପୋଲିସକୁ ମିଳିଛି ବଡ଼ ସଫଳତା। ବହୁ ଚର୍ଚ୍ଚିତ ସେବାୟତ କାଳିଆ ପଢ଼ିଆରୀ ହତ୍ୟା କାଣ୍ଡ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଜଗନ ଖଟେଇ ଗିରଫ। ଜଗନ ପାଖରୁ ଦୁଇଟି ବନ୍ଧୁକ, ଗୋଟେ ଜୀବନ୍ତ ଗୁଳି ସହ ମୋବାଇଲ ଜବତ କରିଛି ପୋଲିସ। ଏନେଇ ସାମ୍ବାଦିକ ସମ୍ମିଳନୀରେ ପୁରୀ ପୋଲିସ ସୂଚନା ଦେଇଛି।…

ସୁନା ବ୍ୟବସାୟୀଙ୍କଠାରୁ ଲୁଟ ଘଟଣା: ଆଉ ୬ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୋଲିସ

କଟକ: ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳି ଚଳାଇ ସୁନା ଲୁଟ କରିବା ଘଟଣାରେ ୬ ଜଣଙ୍କୁ ଗିରଫ କଲା କମିଶନରେଟ ପୋଲିସ। ଗତ ୬ ତାରିଖ ଦିନ କନ୍ଦରପୁର ମତଗଜପୁର ଅଞ୍ଚଳର ସୁନା ବ୍ୟବସାୟୀ ବିକାଶ ପାତ୍ରଙ୍କ ଉପରକୁ ଗୁଳି ଚଳାଇ ଏକ ଡକାୟତ ଗ୍ୟାଙ୍ଗର ସଦସ୍ୟମାନେ ଲୁଟ କରିଥିଲେ। ଏହି ଘଟଣାରେ ଗ୍ୟାଙ୍ଗର…

ହନିଟ୍ରାପ୍ କୁଇନ ଇରାନୀ ପାତ୍ର ଗିରଫ ମାମଲା, ରିମାଣ୍ଡରେ ଆସିବେ ସ୍ୱାମୀ ନିଶିକାନ୍ତ ପାତ୍ର

ଭୁବନେଶ୍ଵର: ହନିଟ୍ରାପ୍‌ କୁଇନ ଇରାନୀ ପାତ୍ର ଗିରଫ ମାମଲାରେ ରିମାଣ୍ଡରେ ଆସିବେ ସ୍ୱାମୀ ନିଶିକାନ୍ତ ପାତ୍ର । ୫ ଦିନ ରିମାଣ୍ଡ ଆବେଦନ କରିବ ତମାଣ୍ଡୋ ପୋଲିସ । ଏସଡିଜେଏମ୍‌ଙ୍କ କୋର୍ଟରେ କରିବ ଆବେଦନ । ରିମାଣ୍ଡରେ ଆସିଲେ ଖୋଲିବ ହାନିଟ୍ରାପ୍‌ ଲିଙ୍କ । ଆଗକୁ ଇରାନୀକୁ ମଧ୍ୟ ରିମାଣ୍ଡରେ…

ବେଆଇନ ଲିଙ୍ଗ ନିରୂପଣ ମାମଲା: ହସ୍ପିଟାଲ ମାଲିକ ଓ ତାଙ୍କ ସ୍ତ୍ରୀ ଗିରଫ

କଟକ: କଟକ ଦୋଳମୁଣ୍ଡାଇ ଓ ଅରୁଣଦାୟ ନଗର ଅଞ୍ଚଳରେ ବେଆଇନ ଲିଙ୍ଗ ନିରୂପଣ ଓ ଗର୍ଭପାତ କାରବାର ଘଟଣାରେ ଦୁଇ ଗିରଫ। ହସ୍ପିଟାଲ ମାଲିକ ନିଜିତ ମହାପାତ୍ର ଓ ତାଙ୍କ ପତ୍ନୀ ମାମିନା ମହାପାତ୍ରଙ୍କୁ ଗିରଫ କରିଛି ବାଦାମବାଡ଼ି ପୋଲିସ। ଅନ୍ୟତମ ଅଭିଯୁକ୍ତ ରାମଚନ୍ଦ୍ର ଓରଫ ଭିକାରି ପରିଡା ଫେରାର ଅଛି।…

ଡକାୟତି ଯୋଜନା ପଣ୍ଡ, ୭ କୁଖ୍ୟାତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ

ପୁରୀ: ସଦର ଓ ଚନ୍ଦନପୁର ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପୁରୀ ଏସପି ଡଃ କନୱର ବିଶାଳ ସିଂଙ୍କ ନେତୃତ୍ବରେ ଫିଲ୍ ପୁରୀ ସେଫ୍, ଫିଲ ପୁରୀ କ୍ଲିନ୍ ଅଭିଯାନ ଚାଲିଛି। ଏହି କ୍ରମରେ ପୁରୀ ସଦର ୪ ଜଣ ଓ ଚନ୍ଦନପୁର ଥାନା ପୋଲିସ ୩ ଜଣଙ୍କୁ ମିଶାଇ ମୋଟ ୭ ଜଣ କୁଖ୍ୟାତ ଅପରାଧୀକୁ ଗିରଫ କରି…