Latest Odisha News

BREAKING NEWS

Browsing Category

ଅପରାଧ

କୋର୍ଟରେ ହାଜର ହେଲେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁ

ଅମରାବତୀ: କୋର୍ଟରେ ହାଜର ହେଲେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁ । ଆନ୍ଧ୍ରପ୍ରଦେଶର ଦକ୍ଷତା ବିକାଶ ନିଗମ ଦୁର୍ନିତି ମାମଲାରେ ଗତକାଲି ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ ଗିରଫ କରିଥିଲା ସିଆଇଡି । ଗିରଫର ୨୪ଘଣ୍ଟା ମଧ୍ୟରେ କଡା ସୁରକ୍ଷା…

ରାଜଧାନୀରେ ଅପରେସନ ହ୍ଵାଇଟ ସ୍ପାଇଡର: ବେଆଇନ ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ୨ ଗରିଫ

ଭୁବନେଶ୍ୱର: ରାଜଧାନୀରେ ଥମିବାରେ ନାଁ ଧରୁନି ବେଆଇନ ଧଳା ଜହର ବେପାର। ଆଜି ଶହୀଦ ନଗର ଥାନା ଅନ୍ତର୍ଗତ ଶାନ୍ତିପଲ୍ଲୀ ବସ୍ତି ନିକଟରେ ପୋଲିସ ଅତର୍କିତ ଚଢଉ କରିଥିଲା। ସାଧାରଣ ଲୋକଙ୍କୁ ବେଆଇନ ବ୍ରାଉନସୁଗାର ବିକ୍ରି କରିବା ଅଭିଯୋଗରେ ୨ ଜଣଙ୍କୁ କାବୁ କରିବାରେ ସକ୍ଷମ ହେଲା ପୋଲିସ।…

ଭିଜିଲାନ୍ସ ଜାଲରେ ନିମାପଡ଼ା OSWCର ଗୋଦାମ ଅଧିକ୍ଷକ

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ନିମାପଡ଼ା OSWCର ଗୋଦାମ ଅଧିକ୍ଷକ ଦେବୀପ୍ରସାଦ ମହାନ୍ତି । ଟଙ୍କା ବ୍ୟାଗ୍ ଧରି ବସ୍ ପାଇଁ ଅପେକ୍ଷା କରିଥିବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍ । ଦେବୀପ୍ରସାଦଙ୍କ ଠାରୁ ନଗଦ ୨ଲକ୍ଷ ୧୪ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ । ଧରାପଡିବା ପରେ ଆୟ ବହିର୍ଭୂତ…

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଜିଆରଏସ, ଲାଞ୍ଚ ନେବାବେଳେ ମାଡିବସିଲା ଭିଜିଲାନ୍ସ ଟିମ୍

ନୂଆପଡା: ଭିଜିଲାନ୍ସ ଜାଲରେ ଖଡିଆଳ ବ୍ଲକ୍ ସୁନାରୀସିକୁଆଁ ଜିଆରଏସ l ଜମି ମରାମତି ବିଲ ପାଇଁ ହିତାଧିକାରୀଙ୍କଠାରୁ ଲାଞ୍ଚ ନେବାବେଳେ ମାଡିବସିଲା କୋରାପୁଟ ଭିଜିଲାନ୍ସ ଟିମ୍ । ଜିଆରଏସଙ୍କ ସହ ତାଙ୍କ ସାଙ୍ଗରେ ଥିବା ପିଅନକୁ ବି ଅଟକ ରଖି ତଦନ୍ତ ଚଳାଇଛି ଭିଜିଲାନ୍ସ । ସୂଚନା ଅନୁସାରେ,…

ଚାଲିଥିଲା ଡିଲ୍, ମାଡିବସିଲା ଏସଟିଏଫ: ୨ଜଣଙ୍କୁ ଗିରଫ କଲା ବନବିଭାଗ

ଜୟପୁର: ଏସଟିଏଫ୍ ଜାଲରେ ଦୁଇ ବନ୍ୟଜନ୍ତୁ ଚୋରା ଚାଲାଣକରୀ । କୋରାପୁଟ ଜିଲ୍ଲା ପୋଲିସ ଓ ଜୟପୁର ବନବିଭାଗ ସହାୟତରେ ଏସଟିଏଫ୍ ଜୟପୁର-ବୈପାରିଗୁଡା ବାଇପାସ ରୋଡରେ ଚଢାଉ କରି ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି । ରାସ୍ତା କଡରେ ଡିଲ ଚାଲିଥିବା ବେଳେ ଏସଟିଏଫ୍ ଏବଂ ବନ ବିଭାଗ ମିଳିତ…

ଅଶ୍ଳୀଳ ଭିଡିଓ ଭାଇରାଲ ଧମକ: ମହିଳାଙ୍କୁ ବ୍ଲାକମେଲିଂ କରିବା ଅଭିଯୋଗରେ ଜଣେ ଗିରଫ

ସୁବର୍ଣ୍ଣପୁର: ସହରର ବଡବଜାର ଅଞ୍ଚଳର ଜଣେ ବିବାହିତ ମହିଳାଙ୍କୁ ବ୍ଲାକମେଲିଂ କରି ଟଙ୍କା ମାଗିବା ଅଭିଯୋଗରେ ଜଣକୁ ଗିରଫ କଲା ସୋନପୁର ପୋଲିସ। ଅଶ୍ଳୀଳ ଭିଡ଼ିଓ ମାଧ୍ୟମରେ ବ୍ଲାକମେଲିଂ କରି ପ୍ରାୟ ୩ ଲକ୍ଷ ୭୮ ହଜାର ଟଙ୍କା ନେଇଥିଲା ଅଭିଯୁକ୍ତ। ଏହାସହ ମହିଳାଙ୍କୁ ବ୍ଲାକମେଲିଂ କରି ଶାରୀରିକ…

ବ୍ରିଜ ତଳୁ ରକ୍ତାକ୍ତ ମୃତଦେହ ଠାବ ଘଟଣା, ମିଳିଲା ମହିଳାଙ୍କ ପରିଚୟ

ବରଗଡ: ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କଲା ଭଟଲି ଥାନା ପୋଲିସ। ଭଟଲି ବ୍ଲକ ଅନ୍ତର୍ଗତ ଭଡିଗାଁ ଜିରା ନଦୀ ବ୍ରିଜ ତଳୁ ଆଜି ସକାଳ ଭୋର ସମୟରେ ଜଣେ ୪୫ ବର୍ଷୀୟା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ମହିଳାଙ୍କ ମୃତଦେହ ଦେଖି ସ୍ଥାନୀୟ ଲୋକଙ୍କ ଭିଡ ଜମିଥିବା ବେଳେ…

ଭାଇ-ଭଉଣୀଙ୍କୁ ପ୍ରେମୀଯୁଗଳ ଭାବି ମାରିଲେ ନିସ୍ତୁକ ମାଡ଼

ଭୋପାଳ: ବେଳେବେଳେ ରାସ୍ତାରେ ଯାଉଥିବା ଯୁବକ ଯୁବତୀଙ୍କ ମଧ୍ୟରେ ଥିବା ସମ୍ପର୍କ ବୁଝିବା ଅତ୍ୟନ୍ତ କଷ୍ଟକର ହୋଇପଡେ। ଯେତେବେଳେ ବି ପୁଅ-ଝିଅ ରାସ୍ତାରେ ଚାଲନ୍ତି, ସେମାନଙ୍କ ବିଷୟରେ ସମସ୍ତଙ୍କର ସମାନ ଧାରଣା ନଥାଏ। ସମାଜ ବେଳେବେଳେ ସମ୍ପର୍କକୁ ନେଇ ସମାଲଚୋନା କରିବା ଆରମ୍ଭ କରେ। ଏହି…

ସମବାୟ ବ୍ୟାଙ୍କରୁ ୪.୧୩କୋଟି ଟଙ୍କାର ଋଣ ଠକେଇ, ଇଓଡବ୍ଲୁ ହାତରେ ଆଉ ଏକ ଅଭିଯୁକ୍ତ

ଭୁବନେଶ୍ଵର: ଭୁବନେଶ୍ୱର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ହାତରେ ସମବାୟ ବ୍ୟାଙ୍କରୁ ଋଣ ଠକେଇ ମାମଲାର ଅନ୍ୟ ଜଣେ ଅଭିଯୁକ୍ତ । ସମବାୟ ବ୍ୟାଙ୍କରୁ ୪.୧୩କୋଟି ଟଙ୍କାର ଋଣ ଆଣି ଠକେଇ କରିଥିବା ଅଭିଯୋଗରେ ଏମଡି. ସରଫରାଜ ଜେଭେଦକୁ ଗିରଫ କରିଛି ଇଓଡବ୍ଲ୍ୟୁ । ଏହା ପୂର୍ବରୁ ଅନ୍ୟ…

ପାରାଦୀପ ବନ୍ଦର ଅଧୀକ୍ଷଣ ଯନ୍ତ୍ରୀ ପ୍ରମୋଦ ବିନ୍ଧାଣି ବହିଷ୍କୃତ, ଜାଲ୍‌ ଜାତିଗତ ପ୍ରମାଣପତ୍ର ଦେଇ କରୁଥିଲେ ଚାକିରି

ପାରାଦୀପ: ଜାଲ୍‌ ଜାତିଗତ ପ୍ରମାଣପତ୍ର ଦେଇ ଚାକିରି ପାଇଥିବା ଅଭିଯୋଗରେ ପାରାଦୀପ ବନ୍ଦର ଅଧୀକ୍ଷଣ ଯନ୍ତ୍ରୀ ପ୍ରମୋଦ କୁମାର ବିନ୍ଧାଣିଙ୍କୁ ଚାକିରିରୁ ବରଖାସ୍ତ କରାଯାଇଛି। ଷ୍ଟେଟ ଲେଭେଲ ସ୍କୃଟିନି କମିଟି ନିର୍ଦ୍ଦେଶରେ ତାଙ୍କୁ ବରଖାସ୍ତ କରିଛନ୍ତି ପାରାଦୀପ ବନ୍ଦର କର୍ତ୍ତୃପକ୍ଷ।…