Latest Odisha News

BREAKING NEWS

Browsing Category

ଅପରାଧ

ବାହାନଗା ଟ୍ରେନ ଟ୍ରାଜେଡ଼ି: ଚନ୍ଦକା ଥାନାରେ ସିବିଆଇର ୫ ଜଣିଆ ଟିମ୍

ଭୁବନେଶ୍ୱର: ବାହାନାଗା ଟ୍ରେନ ଟ୍ରାଜେଡ଼ି ମାମଲା । ଚନ୍ଦକା ଥାନାରେ ଚହଞ୍ଚିଲେ ସିବିଆଇର ୫ ଜଣିଆ ଟିମ । ଗିରଫ ୩ ଅଭିଯୁକ୍ତଙ୍କୁ ହେବ ପଚରାଉଚରା । ଏହା ବ୍ୟତୀତ ଜଣେ ରେଳ କର୍ମଚାରୀଙ୍କୁ ସିବିଆଇ ପକ୍ଷରୁ ସମନ କରାଯାଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ଗତ ଜୁନ୍‌-୨ ତାରିଖରେ…

ସ୍ତ୍ରୀକୁ କୋଦାଳରେ ହାଣି ହତ୍ୟା କଲା ସ୍ୱାମୀ: ସ୍ୱାମୀ ଫେରାର, ପୋଲିସର ତଦନ୍ତ ଜାରି

ବୌଦ୍ଧ: ଘରୋଇ କଳହର କରୁଣ ପରିଣତି । କୋଡିରେ ପିଟିପିଟି ସ୍ତ୍ରୀକୁ ହତ୍ୟାକଲା ସ୍ୱାମୀ । ବୌଦ୍ଧ ଥାନା ତେଲିବନ୍ଧ ଚନ୍ଦ୍ରପୁର ଗାଁରେ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ କନକ ପ୍ରଧାନ ।ହତ୍ୟାକାରୀ ସ୍ୱାମୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଫେରାର ଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ବୌଦ୍ଧ…

ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା: ପଞ୍ଚାୟତ ନିର୍ବାଚନରେ ଫୁଟିଲା ଗୁଳି, ପୋଲିଂ ଏଜେଣ୍ଟ ମୃତ

କୋଲକାତା: ଚାଲିଛି ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟଗ୍ରହଣ। ନିର୍ବାଚନ ପାଇଁ ସକାଳୁ ଆରମ୍ଭ ହୋଇଛି ମତଦାନ। ସେପଟେ କିନ୍ତୁ ପଶ୍ଚିମବଙ୍ଗରେ ଦେଖାଯାଇଛି ନିର୍ବାଚନୀ ହିଂସା । କୋଚବିହାରର ଫାଲିମାରିରେ ଗୁଳିମାଡ଼ରେ ପ୍ରାଣ ହରାଇଲେ ପୋଲିଂ ଏଜେଣ୍ଟ ମାଧବ ବିଶ୍ବାସ । ସେହିପରି…

୫ ଦିନିଆ ସିବିଆଇ ରିମାଣ୍ଡରେ ବାହାନଗା ଟ୍ରେନ୍ ଦୁର୍ଘଟଣାର ୩ ଅଭିଯୁକ୍ତ

ଭୁବନେଶ୍ୱର: ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାର ୩ ଅଭିଯୁକ୍ତଙ୍କୁ ସିବିଆଇ ରିମାଣ୍ଡରେ ନେଇଛି । ୫ ଦିନ ପାଇଁ ସିବିଆଇ ରିମାଣ୍ଡ ଆବେଦନ କରିଥିଲା, ସ୍ୱତନ୍ତ୍ର ସିବିଆଇ କୋର୍ଟ ୫ ଦିନ ଲାଗି ରିମାଣ୍ଡରେ ନେବାକୁ ସିବିଆଇକୁ ଅନୁମତି ପ୍ରଦାନ କରିଛନ୍ତି । ରେଳବାଇର ସେକ୍ସନ୍ ଇଞ୍ଜିନିୟର…

ବେଫିକର୍ ବାଲିମାଫିଆ: ରାଜସ୍ୱ ବିଭାଗର ଅବହେଳାରୁ କୋଟିକୋଟି ଟଙ୍କାର ରାଜସ୍ବ ହାନି

ଖଡ଼ିଆଳ : ଖଡ଼ିଆଳ ତହସିଲ ଅଞ୍ଚଳ ରେ ମାତିଛନ୍ତି ବାଲି ମାଫିଆ । ବିଭିନ୍ନ ନଦୀରୁ ଚାଲିଛି ବେଧଡ଼କ ବାଲି ଚୋରାଚାଲାଣ । ରାଜସ୍ବ ବିଭାଗ ଓ ବାଲି ମାଫିଆ ଙ୍କ ମଧୁଚନ୍ଦ୍ରିକା ରେ କୋଟିକୋଟି ଟଙ୍କା ରାଜସ୍ୱ ହାନି । ପ୍ରଶାସନ ଜାଣି ଶୁଣି ଏଠି ନିରାବଦ୍ରଷ୍ଟା । ବାଲି ମାଫିଆ ଓ ରାଜସ୍ବ ର ବିଭାଗ ର…

ପାତାଳୀ ଶ୍ରକ୍ଷେତ୍ର ହୁଣ୍ଡି ରୁ ଚୋରି, ହୁଣ୍ଡି ତାଲା କାଟି ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

ସୋନପୁର: ପାତାଳୀ ଶ୍ରୀକ୍ଷେତ୍ର ମନ୍ଦିରରୁ ଚୋରି । ହୁଣ୍ଡି ତାଲା କାଟି ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ। ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା କୋଟସମଲାଇ ସ୍ଥିତ ଜଗନ୍ନାଥ ଙ୍କ ଅନନ୍ୟ ଲୀଳା କ୍ଷେତ୍ର ପାତାଳୀ ଶ୍ରୀକ୍ଷେତ୍ର ମନ୍ଦୀର ହୁଣ୍ଡି ରୁ ତାଲା କାଟି ଚୋରି ହୋଇଥିବା ସୂଚନା…

ମାଲେରିଆ ନିୟନ୍ତ୍ରଣ କାର୍ଯ୍ୟକ୍ରମ ପାଣ୍ଠିର ଅପବ୍ୟବହାର, ପୂର୍ବତନ ମେଡିକାଲ ଅଫିସରଙ୍କୁ ୨ ବର୍ଷ ଜେଲ୍

ଭୁବନେଶ୍ୱର: କୋରାପୁଟର ପୂର୍ବତନ ମେଡିକାଲ୍ ଅଫିସର ଡାକ୍ତର କେ. ହରିବନ୍ଧୁ ରେଡ୍ଡୀଙ୍କୁ ୨ ବର୍ଷ ଜେଲ୍ । ଉନ୍ନତ ମାଲେରିଆ ନିୟନ୍ତ୍ରଣ କାର୍ଯ୍ୟକ୍ରମ ପାଣ୍ଠିର ଅପବ୍ୟବହାର ମାମଲାରେ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଜୟପୁର ଜେଲ୍ ଦଣ୍ଡାଦେଶ ଦେଇଛନ୍ତି । ଜେଲ୍ ସହ ୧୦ ହଜାର ଟଙ୍କା ଜରିମାନା…

ଭିଜିଲାନ୍ସ ଜାଲରେ ସୁକିନ୍ଦା ଥାନା SI, ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ

ଯାଜପୁର; ଯାଜପୁର ସୁକିନ୍ଦା ଥାନାରେ ଭିଜିଲାନ୍ସ ରେଡ। ଭିଜିଲାନ୍ସ ଜାଲରେ ଖୋଦ୍ ସୁକିନ୍ଦା ଥାନା ଏସଆଇ। ସୁକିନ୍ଦା ଥାନାର ସବ ଇନ୍ସପେକ୍ଟର ନିର୍ମଳ  ଚନ୍ଦ୍ର ସେନାପତି ଜୈନେକ ଜଣେ ଗାଡି ମାଲିକଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସୂଚନା…

୧୧ ବାଘ ଶିକାରୀ ଗିରଫ; ବାଘ ଛାଲ, ନଖ ଓ ମାଂସ ଜବତ

ବାଲିଗୁଡ଼ା: ଜଙ୍ଗଲରେ କଲରାପତରିଆ ବାଘ ଶିକାର କରି ଛାଲ, ନଖ ବାହାର କରି ମାଂସ ଭାଗ ବାଣ୍ଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ । ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ରାଇକିଆ ବନାଞ୍ଚଳର ବାରବା ସେକ୍ସନର ବାଦଗଡ଼ ଜଙ୍ଗଲରେ । ବାଘ ଛାଲ, ନଖ ଓ କିଛି ମାଂସ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ…

ନିଷ୍ଠୁର ମା’: ୮ ମାସର ଝିଅକୁ ୮୦୦ ଟଙ୍କାରେ ବିକିଦେଲା

ବାରିପଦା : ଅଲୋଡ଼ା ହେଲା ଝିଅ । ଟଙ୍କା ପାଇଁ ପିଶାଚ ପାଲଟିଲା ମା’ । ଯାହାକୁ ଜନ୍ମ ଦେଇ ଦୁନିଆର ଆଲୋକ ଦେଖାଇଥିଲା, ସାମାନ୍ୟ କେତେଟା ଟଙ୍କା ପାଇଁ ତାକୁ ଅନ୍ୟ ହାତକୁ ଟେକିଦେଲା ମା’ । ମାତ୍ର ୮୦୦ଟଙ୍କା ପାଇଁ ୮ମାସର କଅଁଳ ଶିଶୁଟିକୁ ବିକ୍ରି କରିଦେଲା ମା’। ଦୀର୍ଘ ୯ ମାସ ପରେ ବାହାର…