Latest Odisha News

BREAKING NEWS

Browsing Category

ଅପରାଧ

ବାପା ମାଙ୍କୁ ହାଣିଲା ପୁଅ

କେନ୍ଦୁଝର: କେନ୍ଦୁଝର ଜିଲ୍ଲାର ଚମ୍ପୁଆ ବ୍ଲକ ଅନ୍ତର୍ଗତ ବସିରା ଗ୍ରାମରେ ଅଘଟଣ। ପୁଅର ଟାଙ୍ଗିଆ ଚୋଟରେ ଯାଇଛି ବାପା ଓ ମାଙ୍କର ଜୀବନ। ଘଟଣା ସ୍ଥଳରେ ବାପା ଗୁରୁଚରଣ ମୁଣ୍ଡାଙ୍କ ମୃତ୍ୟୁ ହୋଇଥିବାର ଖବର ସାମ୍ନାକୁ ଆସିଛି। ସେହିପରି ଚିକିତ୍ସାଧିନ ଅବସ୍ଥାରେ ମା ପାଲ ମୁଣ୍ଡାର ମୃତ୍ୟୁ…

ଡକାୟତି ଯୋଜନା ପଣ୍ଡ, ୫ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ଡକାୟତି ଯୋଜନାକୁ ପଣ୍ଡ କଲା ପୋଲିସ। ରାସ୍ତାରେ ଯାତାୟତ କରୁଥିବା ପଥଚାରୀଙ୍କ ନିକଟରୁ ସଶସ୍ତ୍ର ଡକାୟତି ନିମନ୍ତେ ଯୋଜନ କରୁଥିବା ପାଞ୍ଚ ଅଭିଯୁକ୍ତଙ୍କୁ କାବୁ କରିବାରେ ସକ୍ଷମ ହେଲା ମୈତ୍ରୀବିହାର ପୋଲିସ। ସୂଚନା ଅନୁସାରେ ମୈତ୍ରୀବିହାର ଥାନାଧିକାରୀଙ୍କ ନିର୍ଦ୍ଦେଶ କ୍ରମେ…

ଭିଜିଲାନ୍ସ ଜାଲରେ ସହିଦନଗର ଥାନା ଏସ୍‌ଆଇ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସହିଦନଗର ଥାନା ଏସ୍‌ଆଇ । ଲାଞ୍ଚ ନେବା ବେଳେ ସହିଦନଗର ଥାନା ଏସ୍‌ଆଇଙ୍କୁ ଧରିଲା ଭିଜିଲାନ୍ସ। ସହିଦନଗର ଥାନା ଏସଆଇ ପ୍ରିୟବ୍ରତ ପ୍ରଧାନଙ୍କୁ ଗିରଫ କଲା ଭିଜିଲାନ୍ସ। ଜବତ ହୋଇଥିବା ଏକ ଗାଡିକୁ ଛାଡିବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୨ ହଜାର ଟଙ୍କା ଲାଞ୍ଚ…

ରାଜଧାନୀରେ ମାତିଲେଣି ମହିଳା ବ୍ରାଉନସୁଗାର ବେପାରୀ, ୨ ଯୁବତୀ ଗିରଫ

ଭୁବନେଶ୍ୱର: ରାଜଧାନୀରେ ବ୍ରାଉସ ସୁଗାର କାରବାର ଅଭିଯୋଗରେ ସ୍ୱତନ୍ତ୍ର କ୍ରାଇମ ୟୁନିଟ୍ କମିଶନର ପୋଲିସ ଶନିବାର ଜଣେ ମହିଳା ଆକାଉଣ୍ଟାଣ୍ଟ ଏବଂ ତାଙ୍କ ସହଯୋଗୀଙ୍କୁ ଗିରଫ କରିଛି। ଗିରଫ ଦୁଇ ମହିଳା ହେଲେ କୋଣାର୍କ ଅଞ୍ଚଳର 23 ବର୍ଷୀୟ ପ୍ରଜ୍ଞା ପ୍ରିୟା ସ୍ୱାଇଁ ଓ ବାଲେଶ୍ୱର ବସ୍ତା ଅଞ୍ଚଳର…

ଚାକିରି କରାଇ ଦେବାକୁ କହି ୫୧ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ

ଯାଜପୁର: ରେଲୱେରେ ଚାକିରି କରାଇ ଦେବାକୁ କଥା ଦେଇ ରମେଶ ମହାନ୍ତିଙ୍କଠାରୁ ଜଣେ ହାଇସ୍କୁଲ ଶିକ୍ଷକ ୫୧ ଲକ୍ଷ ଟଙ୍କା ଠକି ନେଇଥିବା ଯାଜପୁର ଜିଲ୍ଲା ଦଶରଥପୁର ଥାନାରେ ଅଭିଯୋଗ। ସମ୍ପୃକ୍ତ ଶିକ୍ଷକଙ୍କୁ ଅଟକ ରଖିଛି ଦଶରଥପୁର ପୋଲିସ । ଅଭିଯୋଗ ମୁତାବକ ଦଶରଥପୁର ଥାନା ଅନ୍ତର୍ଗତ କାଟିଆସ୍ଥିତ…

ଝାରପଡ଼ା ଜେଲରୁ ଅନ୍ୟ ଜେଲକୁ ସ୍ଥାନାନ୍ତର ହେବେ ୨୦ କଏଦୀ

ଭୁବନେଶ୍ୱର: ଝାରପଡ଼ା ଜେଲରୁ ଅନ୍ୟ ଜେଲକୁ ସ୍ଥାନାନ୍ତର ହେବେ ୨୦ କଏଦୀ। ଚକରା ଓ ଶମ୍ଭୁ ସହ ୨୦ କଏଦୀଙ୍କୁ ସ୍ଥାନାନ୍ତର କରିବା ପାଇଁ କୋର୍ଟକୁ ଅନୁମତି ମଗାଯାଇଥିଲା। ଏହାର ସୂଚନା ଦେଲେ ଜେଲ୍‌ ଡିଜି। ଜେଲ୍‌ରେ ପିଟାପିଟି ଘଟଣାରେ ତଦନ୍ତ ରିପୋର୍ଟ ହସ୍ତଗତ ହୋଇଛି। ଗୃହ ବିଭାଗକୁ ତଦନ୍ତ…

ପରକୀୟା ପ୍ରୀତିର କରୁଣ ପରିଣତି: ବିବାହିତାଙ୍କୁ ନେଇ ଫେରାର ବ୍ୟକ୍ତିଙ୍କୁ ପ୍ରବଳ ପିଟିଲେ ଓ ପରିସ୍ରା ପିଆଇଲେ

ଭୋପାଳ: ପରକୀୟା ପ୍ରୀତି ଅପରାଧ ନୁହେଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି ସତ ହେଲେ ସମାଜ ଆଜିବି ସ୍ୱୀକାର କରିନାହିଁ। ପରକୀୟା ପ୍ରୀତି ଭଳି ଘଟଣା ଯଦି ସାମ୍ନାକୁ ଆସେ ତେବେ ସମାଜ ନୁଷ୍ଠୁର ପାଲଟିଯାଏ। ଏପରିକି ସମାଜ ଉକ୍ତ ବ୍ୟକ୍ତିଙ୍କୁ ଯେକୌଣସି ଦଣ୍ଡ ଦେବାକୁ ପଛାଏ ନାହିଁ। ଜଣେ ବିବାହିତ…

ଭିଜିଲାନ୍ସ ଜାଲରେ ମହିଳା ସହକାରୀ ଯନ୍ତ୍ରୀ, ବିଲ୍‌ ପାସ୍‌ ପାଇଁ ନେଉଥିଲେ ଲାଞ୍ଚ

ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ପଡ଼ିଲେ ମହିଳା ସହକାରୀ ଯନ୍ତ୍ରୀ। ଖୋର୍ଦ୍ଧା ବ୍ଲକର ସହକାରୀ ଯନ୍ତ୍ରୀ ସଂଗୀତା ମହାପାତ୍ର ଠିକାଦାରଙ୍କଠାରୁ ୫୦ ହଜାର ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ। ୧୮ ଲକ୍ଷର ବିଲ୍‌ ପାସ୍‌ ପାଇଁ ୨ ଲକ୍ଷ ୧୫ ହଜାର ଦାବି କରିଥିଲେ। ଆଜି ୫୦ ହଜାର ନେଲା ବେଳେ…

ସାଂସଦଙ୍କ ଗାଡ଼ି ଉପରକୁ ଆକ୍ରମଣ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଅପରାଧିକ କାର୍ଯ୍ୟକଳାପ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଅପରାଧୀମାନେ ଖୋଲାଖୋଲି ରାଜଧାନୀ ଛାତି ଉପରେ ଅପରାଧ ଘଟାଇ ଘଟଣାସ୍ଥଳରୁ ଚମ୍ପଟ ମାରିବାରେ ସଫଳ ହେଉଛନ୍ତି। ଆଜି ରାଜଧାନୀ ଭୁବନେଶ୍ୱରର ଏକ ବ୍ୟସ୍ତବହୁଳ ୟୁନିଟ ୪ ଅଞ୍ଚଳରେ ଘଟିଥିବା ଏକ…