Latest Odisha News

BREAKING NEWS

Browsing Category

ଅପରାଧ

ଝରକା ତାଡ଼ି ସୁନା ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ, ପ୍ରାୟ ୧୭ ଲକ୍ଷ ଟଙ୍କାର ସମ୍ପତ୍ତି ଚୋରି ଅଭିଯୋଗ

କରଞ୍ଜିଆ: ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଝରକା ତାଡ଼ି ସୁନା ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ। ଟଙ୍କା ଓ ସୁନା ମିଶାଇ ପ୍ରାୟ ୧୭ ଲକ୍ଷ ଟଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଛି। ଚଢେଇଭୋଳ ବଜାର ଅଞ୍ଚଳର ସେକ୍ ନରୁଲ ଇସଲାମ ନାମକ ଜଣେ ବ୍ୟକ୍ତିଙ୍କ ଘରୁ ଚୋରି ହୋଇଥିବା…

ପୁରୀରେ ଦୁର୍ବୃତ୍ତଙ୍କ ଆତଙ୍କ ରାଜ, ଯୁବକଙ୍କୁ ମାରଣାସ୍ତ୍ରରେ ସଂଘବଦ୍ଧ ଆକ୍ରମଣ

ପୁରୀ: ପୁଣି ପୁରୀରେ ଅପରାଧୀଙ୍କ ଚାଲିଛି ଆତଙ୍କ ରାଜ। ଶୁକ୍ରବାର ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କଲେ କିଛି ଦୁର୍ବୃତ୍ତ। ଆକ୍ରମଣରେ ନୂଆପାଟଣା ଲେନର ସନ୍ତୋଷ କୁମାର ରାଉତ ଗୁରୁତର ଭାବେ ଆହତ ହୋଇ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ସୂଚନା ଅନୁସାରେ…

ମଣିପୁରରେ ପୁଣି ଗଣଦୁଷ୍କର୍ମ ଅଭିଯାଗ: ରାଜରାସ୍ତାରେ ହଜାର ହଜାର ମହିଳାଙ୍କ ବିକ୍ଷୋଭ

ଇମ୍ପାଲ: ବିଗତ ୩ ମାସ ହେଲା ମଣିପୁରରେ ହିଂସା ଥମୁନଥିବା ବେଳେ ପୁଣି ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି  । ଚୁରାଚାନ୍ଦପୁର ଜିଲ୍ଲାରେ ଜଣେ ୩୭ ବର୍ଷୀୟ ମହିଳାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି  । ଯାହାର ପ୍ରତିବାଦରେ ମଣିପୁରର ପ୍ରାୟ ୫ଟି ଜିଲ୍ଲାରେ ଶହ ଶହ ମହିଳା…

ଭାରି ପଡିଲା ଅନଲାଇନ୍ ଠକେଇ: ୧୦୦ ଟଙ୍କା ଲୋଭ ଦେଖାଇ ଲୁଟିନେଲେ ୧୨ ଲକ୍ଷ

ଗାନ୍ଧୀନଗର : ଦିନକୁ ଦିନ ଭାରତରେ ଅନଲାଇନ୍ ଠକେଇ ବୃଦ୍ଧି ପାଇବାରେ ଲାଗିଛି  । ଏମିତି ଏକ ଅନଲାଇନ ଠକେଇର ଶିକାର ହୋଇଛନ୍ତି  ଗୁଜୁରାଟର ବାସୀନ୍ଦା ପ୍ରକାଶ ସାଓ୍ବନ୍ତ  ।  ଏକ ଘରୋଇ କମ୍ପାନୀରେ କାର୍ଯ୍ୟ କରୁଥିବା ଜଣେ ବରିଷ୍ଠ କାର୍ଯ୍ୟନିର୍ବାହୀଙ୍କୁ ଲୋଭ ଦେଖାଇ ଲକ୍ଷ ଲକ୍ଷ ଟଙ୍କା ଠକି…

ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣା : ଉଦବେଗ ପ୍ରକାଶ କଲେ ରାଜ୍ୟ ମହିଳା କମିଶନର

ଭୁବନେଶ୍ଵର: ଦୀପାଲି ବାରରେ ବାର ଡ୍ୟାନ୍ସର ଭାବେ କାମ କରୁଥିବା ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ରାଜ୍ୟ ମହିଳା କମିଶନର । ୧୫ ଦିନ ମଧ୍ୟରେ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ କମିଶନରେଟ ପୁଲିସକୁ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ନିର୍ଦ୍ଦେଶ ଦେଇଛନ୍ତି। ସେପଟେ…

ସାନ ଜ୍ୱାଇଁର ଛୁରାମାଡ଼ରେ ଜଣଙ୍କ ମୃତ୍ୟୁ, ୪ ଗୁରୁତର ଆହତ

ପୁରୀ: ପାରିବାରିକ କଳହକୁ ନେଇ ସାନ ଜ୍ୱାଇଁର ଆକ୍ରମଣରେ ପରିବାରର ଜଣେ ମୃତ ଓ ୪ ଗୁରୁତର ଆହତ। ଏଭଳି ଅଭାବନାୟ ଘଟଣା ଘଟିଛି ପୁରୀ ଜିଲ୍ଲା ମାଳିଯାଗା ନିକଟରେ। ମୃତକ ହେଲେ ପୁତୁରା ସୌମ୍ୟ ରଞ୍ଜନ ପ୍ରଧାନ। ଆହତମାନେ ହେଲେ ମୃତ ସୌମ୍ୟଙ୍କ ମାଆ ଗୀତା ରାଣୀ ଦାସ, ବାପା ସୁକାନ୍ତ ପ୍ରଧାନ, ଆଈ…

ଶ୍ରୀକ୍ଷେତ୍ର ବେଳାଭୂମିରୁ ଅଢ଼େଇ ବର୍ଷର ରାଧାକୁ ଅପହରଣ ଅଭିଯୋଗ, ୧୩ ଦିନ ପରେ ବି ମିଳୁନି ପତ୍ତା

ପୁରୀ: ଅଢ଼େଇ ବର୍ଷର ରାଧା । ହସଖୁସିରେ ବାପାମାଆଙ୍କ ପଇଡ଼ ଠେଲା ପାଖରେ ଖେଳୁଥିଲା । ସବୁଦିନ ଭଳି ଝିଅକୁ ପାଖରେ ବସାଇ ପଇଡ଼ ବିକ୍ରିରେ ବ୍ୟସ୍ତ ଥିଲେ ବାପା ସଞ୍ଜୟ ଓ ମାଆ ସସ୍ମିତା । ଗ୍ରାହକଙ୍କୁ ଭଲ ପାଣି ଥିବା ପଇଡ଼ ଖୋଜି ଦେଉଥିଲେ ସଞ୍ଜୟ । ଆଉ ଗ୍ରାହକ ବେଶରେ ଆସିଥିବା ଦୁର୍ବୃତ୍ତ…

ଆସିଲା ଶୁଭଲକ୍ଷ୍ମୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ, ଭିସେରା ରିପୋର୍ଟକୁ ଅପେକ୍ଷା

ଭୁବନେଶ୍ୱର: ହୋଟେଲ୍ ରୁମରେ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ମିଳିବା ଘଟଣା । ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ । ଶ୍ୱାସରୁଦ୍ଧ ହୋଇ ଯୁବତୀଙ୍କ ମୃତ୍ୟୁ ହୋଇଥିବା ଶବ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି । ତେବେ ଯୁବତୀ ଜଣଙ୍କ ନିୟମିତ ନିଶା ଦ୍ରବ୍ୟ ସେବନ କରୁଥିବା ନେଇ ଚର୍ଚ୍ଚା ହେଉଥିଲା ।…

ପୋଲିସକୁ ବନ୍ଧୁକ ଦେଖାଇ ଫେରାର ମାରୁଥିବା ୩ ଅଭିଯୁକ୍ତ ଗରିଫ

ସୁବର୍ଣ୍ଣପୁର: ପୋଲିସକୁ ବନ୍ଧୁକ ଦେଖାଇ ଫେରାର ମାରୁଥିବା ୩ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହେଲା ସୋନପୁର ପୋଲିସ। ସୋମବାର ସନ୍ଧ୍ୟାରେ ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ ମନୁମୁଣ୍ଡା ପଟୁ ଆସୁଥିବା ଏକ ହୁଣ୍ଡାଇ ଭର୍ଣ୍ଣା କାରକୁ ସନ୍ଦେହରେ ଅଟକାଇବାକୁ ଚେଷ୍ଟା କରିଥିଲା ପୋଲିସ।…

ଚନ୍ଦନେଶ୍ବର ୟୁନିଅନ ବ୍ୟାଙ୍କ ଲୁଟ୍ ଘଟଣାର ମାଷ୍ଟର ମାଇଣ୍ଡ ଗିରଫ, ଜବତ ହେଲା ୪୯ ଲକ୍ଷ ଟଙ୍କାର ସୁନା

ବାଲେଶ୍ୱର: ଗତ ଏପ୍ରିଲ ୨୬ ତାରିଖରେ ଚନ୍ଦନେଶ୍ୱରସ୍ଥିତ ୟୁନିୟନ ବ୍ୟାଙ୍କରେ ଘଟିଥିବା ଡକାୟତି ଘଟଣାରେ ବାଲେଶ୍ୱର ପୁଲିସକୁ ସଫଳତା ମିଳିଛି। ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲ୍ଲାରୁ ମାଷ୍ଟର ମାଇଣ୍ଡକୁ ପୁଲିସ ଗିରଫ କରିଛି। ବାଲେଶ୍ୱର ଏସପି ସାଗରିକା ନାଥ କହିଛନ୍ତି ଯେ ବ୍ୟାଙ୍କ ଲୁଟରେ…