Latest Odisha News

BREAKING NEWS

Browsing Category

ଅପରାଧ

ଘରୋଇ କଳିରୁ ଦାଦାକୁ ପିଟି ପିଟି ମାରିଦେଲେ ୩ ପୁତୁରା

ଅନୁଗୁଳ : ଅନୁଗୁଳ ହଣ୍ଡପା ଥାନା ପ୍ରତାପପୁର ଗାଁରେ ଅଭାବନୀୟ ଘଟଣା । ଘରୋଇ କଳିରୁ ଦାଦାକୁ ପିଟି ପିଟି ମାରିଦେଲେ ୩ ଜଣ ପୁତୁରା । ମୃତକ ହେଲେ ଗଙ୍ଗା ନାଗ । ଦାଦାକୁ ହତ୍ୟା କରିବା ପରେ ଅଭିଯୁକ୍ତ ପୁତୁରା ଫେରାର ହୋଇଯାଇଛନ୍ତି । ତେବେ ଅଭିଯୁକ୍ତଙ୍କ ନାମ ପ୍ରକାଶ କରିନାହିଁ ପୋଲିସ ।…

ଖୋର୍ଦ୍ଧାରୁ କୋଟିଏ ଟଙ୍କାର ବ୍ରାଉନସୁଗର ଜବତ, ୩ ବେପାରୀ ଗିରଫ

ଖୋର୍ଦ୍ଧା: ପୁଣି କୋଟିଏ ଟଙ୍କାର ବ୍ରାଉନସୁଗର ଜବତ । ଖୋର୍ଦ୍ଧାରୁ ୧କିଲୋ ୨୬୫ ଗ୍ରାମ ବ୍ରାଉନସୁଗର ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହି ଘଟଣାରେ ତିନି ଜଣ ବେପାରୀଙ୍କୁ ଗିରଫ କରାଯାଇଛି । ସେମାନେ ହେଲେ କଟକ ଜିଲ୍ଲାର ଅଫତାବ, ଭଦ୍ରକ ଜିଲ୍ଲାର ମୁନା ଓରଫ ଶେଖ୍ କାମରୁଦ୍ଦିନ୍ ଓ…

ଆନ୍ଧ୍ରପ୍ରଦେଶ ପୋଲିସକୁ ସଫଳତା, ଆତ୍ମସମର୍ପଣ କଲେ ୬ ମାଓବାଦୀ

ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶ ପୋଲିସକୁ ସଫଳତା । ଆନ୍ଧ୍ରପ୍ରଦେଶ ଡିଜିପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି ୬ ଜଣ ହାର୍ଡକୋର ମାଓବାଦୀ । ଏମାନେ ସମସ୍ତେ ଆନ୍ଧ୍ର ଓଡ଼ିଶା ବର୍ଡର ସ୍ପେଶାଲ ଜୋନାଲ କମିଟିର ସଦସ୍ୟ ବୋଲି ଜଣାପଡିଛି । ଆତ୍ମସମର୍ପଣ କରିଥିବା ୬ ଜଣଙ୍କ ମଧ୍ୟରୁ ଡିସିଏମ…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆକାଉଣ୍ଟାଣ୍ଟ

ନବରଙ୍ଗପୁର : ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆକାଉଣ୍ଟାଣ୍ଟ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ, ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ନବରଙ୍ଗପୁର ଜିଲ୍ଲା ଗ୍ରାମ୍ୟ ଜଳ ଯୋଗାଣ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ ସୁମିତ କୁମାର । ୧ କୋଟି ୬୭ ଲକ୍ଷ ଟଙ୍କାର ପାଇପ କାମର…

ACF ସୌମ୍ୟରଞ୍ଜନଙ୍କ ମୃତ୍ୟୁକୁ ମାସେ: ପୋଲିସ ହାତ ଖାଲି

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ଆଜି ମାସେ ପୂରିଛି । ତଥାପି ମୃତ୍ୟୁ ରହସ୍ୟ ଭେଦି ପାରିନି ପୋଲିସ । କେମିତି ଓ କେଉଁ ପରିସ୍ଥିତିରେ ସୌମ୍ୟରଞ୍ଜନଙ୍କ ଦେହରେ ନିଆଁ ଲାଗିଲା ତାହା ଜାଣି ପାରିନି । ଗଜପତିରୁ ତଦନ୍ତ ଆରମ୍ଭ ହୋଇ ଆଉ 3ଟି ଜିଲ୍ଲାରେ ବି…

ପାଗଳ ପ୍ରେମିକର ଉନ୍ମତ୍ତକାଣ୍ଡ: ଯୁବତୀଙ୍କ ଉପରେ ଫିଙ୍ଗିଲା ଏସିଡ୍

ଭୁବନେଶ୍ୱର: ପ୍ରେମରେ ବିଫଳ ହେବା ପରେ ପ୍ରେମିକର ନରକୀୟକାଣ୍ଡ । ଯୁବତୀଙ୍କ ଉପରେ ଫିଙ୍ଗିଲା ଏସିଡ୍ । ଏଭଳି ଅଭିଯୋଗ ଆସିଛି ଭୁବନେଶ୍ୱର ଧୁଳି ଥାନା ଅନ୍ତର୍ଗତ ବାଲିଆପଡ଼ା ଗାଁରୁ । ତାଙ୍କ ଶରୀରର କିଛି ଅଂଶ ଜଳିଯାଇଛି । ଗୁରୁତର ଅବସ୍ଥାରେ ପୀଡ଼ିତାଙ୍କୁ ପ୍ରଥମେ ଭୁବନେଶ୍ୱର କ୍ୟାପିଟାଲ୍…

ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ କିରାଣୀ !

ପୁରୀ: ବେଶ କିଛିଦିନ ହେଲା ରାଜ୍ୟରେ ପ୍ରତିଦିନ ଭିଜିଲାନ୍ସ ଚଢାଉ ଖବର ସାମ୍ନାକୁ ଆସୁଛି । ଖାସ କରି ଧରାପଡୁଛନ୍ତି ସରକାରୀ କର୍ମଚାରୀ । ଏହି ଧାରାରେ ଆଉ ଜଣେ ସରକାରୀ କିରାଣୀ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି । ପୁରୀ ଜିଲ୍ଲା ଶିଶୁ ବିକାଶ ଅଧିକାରୀଙ୍କ କାର୍ଯ୍ୟାଳୟର କିରାଣୀ…

ମୟୁରଭଂଜ ପୋଲିସ ହାତରେ ଧରାପଡିଲା ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗ

ବାରିପଦା: ଏକ ବଡ ଧରଣର ଗିରଫଦାରୀ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି ମୟୁରଭଂଜ ଜିଲ୍ଲା । ପୋଲିସ ଜାଲରେ ପଡିଛନ୍ତି ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗ । ଏକ ନିଶ୍ଚିତ ବଡ ଧରଣର ଡକାୟତ ଯୋଜନାକୁ ପଣ୍ଡ କରିଛି ମୟୁରଭଂଜ ପୋଲିସ । ମିଳିଥିବା ସୂଚନା ଅନୁଯାୟୀ ଗତକାଲି ରାତିରେ ଘାଗରବେଡାର ଜଣେ…

ଜୁଆ ଆଡ୍ଡାରେ ରେଡ୍: ୭ଲକ୍ଷ ୮୩ ହଜାର ଟଙ୍କା ଜବତ, ୨୦ ଜଣ ଅଟକ

କୋରାପୁଟ: ଜୁଆ ଆଡ୍ଡାରେ ପୋଲିସର ଅଚାନକ ରେଡ୍ । ବିଡ଼ା ବିଡ଼ା ନୋଟ୍ ଜବତ । ମୋଟ୍ ୭ଲକ୍ଷ ୮୩ହଜାର ୪୪୦ ଟଙ୍କା ଜବତ ହୋଇଛି । କୋରାପୁଟ ଜିଲ୍ଲା ବୋରିଗୁମ୍ମା ଥାନା ଖଟୁଲୁଗୁଡା ନିକଟ ନୀଳଗିରି ବଣରେ ଚାଲିଥିଲା ଜୁଆ ଆଡ୍ଡା । ଖବର ପାଇଁ ପହଞ୍ଚିଥିଲା ପୋଲିସ । ଘଟଣାସ୍ଥଳରୁ ସମସ୍ତେ ଛତ୍ରଭଙ୍ଗ…

କଟକରୁ କୋଟିଏ ଟଙ୍କାର ବ୍ରାଉନସୁଗର ଜବତ, ୬ ବେପାରୀ ଗିରଫ

କଟକ: କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ । କଟକରୁ ଜବତ ହୋଇଛି ୧ କେଜି ୧୫୯ ଗ୍ରାମ ଧଳାଜହର । ଲାଲବାଗ ଥାନା ଓ ସ୍ପେଶାଲ ସ୍କ୍ୱାଡ୍ ମିଳିତ ଚଢ଼ାଉତେ ଏତେ ପରିମାଣର ବ୍ରାଉନସୁଗାର ଜବତ କରିଛନ୍ତି । ଏହି ଘଟଣାରେ ୬ ଜଣ ବେପାରୀଙ୍କୁ ବାନ୍ଧିଛି ପୋଲିସ । ଏହି ସୂଚନା ଦେଇଛନ୍ତି ପୋଲିସ କମିଶନର…