Latest Odisha News

BREAKING NEWS

Browsing Category

ଅପରାଧ

ଝାରପଡ଼ା ଗୁଳିମାଡ଼ ଘଟଣା: ଗିରଫ ହେଲା ମୁଖ୍ୟ ଅଭିଯୁକ୍ତ ପ୍ରଭାତ ମାର୍ଥା

ଭୁବନେଶ୍ୱର: ଝାରପଡ଼ାରେ ଗାଡ଼ି ସାଇଡ଼୍ ମରା ଘଟ଼ଣାକୁ ନେଇ ହୋଇଥିବା ଗୁଳିମାଡ଼ ଘଟଣାର ମୁଖ୍ୟ ଅଭିଯୁକ୍ତ ପ୍ରଭାତ ମାର୍ଥା ଗିରଫ । ଅଭିଯୁକ୍ତ ପ୍ରଭାତ ମାର୍ଥା ସହ ଅନ୍ୟ ଏକ ସହଯୋଗୀକୁ ଗିରଫ କରିଛି ପୋଲିସ । ପୂର୍ବରୁ ପୋଲିସ ୨ଜଣଙ୍କୁ ଗିରଫ କରିଥିଲା । ଏହି ଦୁଇ ଜଣଙ୍କୁ ମିଶାଇ ଏପର୍ଯ୍ୟନ୍ତ ମୋଟ…

ସ୍ୱାମୀଙ୍କ ପାଇଁ କାଳ ହେଲା ସ୍ତ୍ରୀଙ୍କ ସେଲଫି : ଅଡ଼ୁଆରେ ଏବେ ପୋଲିସ ବାବୁ

ଉତ୍ତରପ୍ରଦେଶ: ଶେଯ ଉପରେ ସଜାଇ ହୋଇ ରଖାଯାଇଛି ବିଡା ବିଡା ଟଙ୍କା । ଟଙ୍କା ସହ ସେଲଫି ଉଠା ମଧ୍ୟ ଚାଲିଛି ।  କେବଳ ପୋଲିସ ବାବୁ ନୁହଁ ତାଙ୍କ ସହ ପୁରା ପରିବାର ମଧ୍ୟ ସେଲଫି ଉଠାଇବାରେ ମସଗୁଲ । ପୁଣି ଫଟୋକୁ ସୋସିଆଲ ମିଡିଆରେ ମଧ୍ୟ  ଅପଲୋଡ୍ କରିବାକୁ ଭୁଲିନାହାନ୍ତି ବାବୁ ଜଣକ | ହେଲେ…

ଲାଲଗଡ଼ରେ ଲାଲବାହିନୀର ଲଙ୍କାକାଣ୍ଡ : ଜାଳିଦେଲେ ୯ଟି ମେସିନ

ରାୟଗଡ଼ା : ଗତ କିଛିଦିନର ବ୍ୟବଧାନ ପରେ ପୁଣି ସକ୍ରିୟ ହୋଇ ଉଠିଛି ଲାଲବାହିନୀ । ଲାଲଗଡ଼ରେ ପୁଣି ଆତଙ୍କ ଖେଳାଇଲା ଲାଲବାହିନୀର ଲଙ୍କାକାଣ୍ଡ । ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଥାନା ଦେଓକୁପୁଲି ଛକ ନିକଟରେ ଥିବା କ୍ରସରରେ ଆତଙ୍କ ଖେଳାଇଛନ୍ତି ଲାଲବାହିନୀ । କ୍ରସରରେ ଥିବା ମୋଟ ୯ଟି ମେସିନ…

ଯୁବକଙ୍କୁ ମାଡ଼ ମାରି ରାଜଧାନୀରୁ ବନ୍ଧା ହେଲେ ‘ନକଲି ପୋଲିସ ଅଧିକାରୀ’

ଭୁବନେଶ୍ୱର: ନିଜକୁ ଥାନା ଅଧିକାରୀ ପରିଚୟ ଦେଇ ଯୁବକଙ୍କୁ ମାଡ଼ ମାରୁଥିବା ଜଣେ ନକଲି ପୋଲିସକୁ ଗିରଫ କରିଛି କମିଶନରେଟ୍ ପୋଲିସ । ଶୁକ୍ରବାର ପୋଲିସରେ ଏନେଇ ଅଭିଯୋଗ ପରେ ନକଲି ପୋଲିସ ଅଧିକାରୀ ରଶ୍ମି ରଞ୍ଜନ ଭୂୟାଁଙ୍କ ହାତରେ ହାତକଡ଼ି ପକାଇଛି ପୋଲିସ । କେନ୍ଦ୍ରାପଡ଼ା ଜିଲ୍ଲାର ରଶ୍ମି…

ଏପଟେ ପୁଅର ବାହାଘର, ସେପଟେ ବାପାର ଆତ୍ମହତ୍ୟା

ଗଞ୍ଜାମ : ଏପଟେ ଚାଲିଥିଲା ପୁଅର ବାହାଘର ଭୋଜି ଆଉ ସେପଟେ ବାପା ନେଲେ ଆତ୍ମହତ୍ୟା ପରି ଚରମ ନିଷ୍ପତି । ଏପଟେ ପୁଅ ନୁଆ ଜୀବନ ଆରମ୍ଭ କରିବାକୁ ଯାଉଥିବା ବେଳେ ସେପଟେ କିନ୍ତୁ ଲିଭିଗଲା ବାପାର ଜୀବନ ଦିପ । ଏମିତି ଏକ ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଥାନା ଅନ୍ତର୍ଗତ କାନସୁକା…

ଦୁର୍ଘଟଣାର ୨୮ବର୍ଷ ପରେ ଘରେ ପହଞ୍ଚିଲା ଗିରଫ ୱାରେଣ୍ଟ, ନିର୍ଦ୍ଦେଶନାମା ଦେଖି କାନ୍ଦି ପକାଇଲେ ବୃଦ୍ଧ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ବାରବାଙ୍କିରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ମାମଲା । ୨୮ ବର୍ଷ ପୂର୍ବେ ସେଠାରେ ହୋଇଥିବା ଏକ ବସ ଦୁର୍ଘଟଣାରେ ଏକ ମଇଁଷିର ମୃତ୍ୟୁ  ହୋଇଥିଲା । ଏବେ ଏହି ମାମଲାର ବିଚାର କରି ବରେଲି ଜୁଡିସିଆଲ୍ ମାଜିଷ୍ଟ୍ରେଟ୍ ବାରବାଙ୍କି ନିବାସୀ ଜଣେ ୮୩ ବର୍ଷିୟ…

ଗାଡ଼ି ସାଇଡ୍ ମରାକୁ ନେଇ ରାଜଧାନୀରେ ଗୁଳିକାଣ୍ଡ; ୩ ଗୁରୁତର

ଭୁବନେଶ୍ୱର : ରାଜଧାନୀରେ ଗୁଳିକାଣ୍ଡ । ଗାଡ଼ି ସାଇଡ଼୍ ମରାକୁ ନେଇ ବିଜେଡ଼ି କର୍ପୋରେଟରଙ୍କୁ ଗୁଳିମାଡ଼ । ଗୁଳିମାଡ଼ରେ ୩ ଜଣ ଆହତ ହୋଇ ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି । ଆହତମାନେ ୱାର୍ଡ -୩୨ ବିଜେଡି କର୍ପୋରେଟର ଶ୍ରୀଧର ଜେନା, ଶିଖର ଜେନା ଏବଂ ପୁତୁରା ଆଲୋକ ଜେନା ବୋଲି ଜଣାପଡିଛି । ଘଟଣା…

ଦିଗପହଣ୍ଡିରେ ଡ଼ବଲ ମର୍ଡର, ୨ ଜଣଙ୍କୁ ହତ୍ୟା କରି ଜାଳି ଦେଲେ ଦୁର୍ବୃତ୍ତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ମହୁଡ଼ା ଗାଁରେ ଡ଼ବଲ ମର୍ଡର। ବୁଧବାର ବିଳମ୍ବିତ ରାତି ଗାଁ ଭିତରେ ୨ ଜଣଙ୍କୁ ବୀଭତ୍ସ ଭାବେ ହତ୍ୟା କରି ସେମାନଙ୍କୁ ଗାଁ ମଝିରେ ଜାଳି ଦେବା ସହ ଗୋଟିଏ ବାଇକ ମଧ୍ୟ ଜାଳି ଦେଇଛନ୍ତି ଦୁର୍ବୃତ୍ତ। ମୃତକ ଦୁଇଜଣ ହେଲେ ଶିବ ଗୌଡ଼ ଓ ଲିଟୁ…

ଗଞ୍ଜାମରେ ସଡ଼କ ଦୁର୍ଘଟଣା: ୧୨ ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଖେମୁଣ୍ଡି କଲେଜ ସମ୍ମୁଖରେ ରବିବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣାରେ ୧୨ଜଣଙ୍କ ମୃତ୍ୟୁ ହୋଇଛି । ପ୍ରାରମ୍ଭିକ ସୂଚନା ଅନୁଯାୟୀ, ବ୍ରହ୍ମପୁରରେ ଏକ ବିବାହ କାର୍ଯ୍ୟକ୍ରମରେ ସାମିଲ ହେବା ପରେ ଏକ ମିନି ବସ୍ ଦିଗପହଣ୍ଡି ଆଡ଼କୁ…

ନାଗା ସାଧୁ ବେଶରେ ଆସି ପରିବାର ଠାରୁ ସୁନାଗହଣା ଲୁଟି ନେଲେ ୬ ଜଣ

ଭୁବନେଶ୍ୱର: ରାଜଧାନୀରେ ଲୁଟ୍ । ବେଶ ବଦଳାଇ ନାଗା ସାଧୁ ବେଶରେ ଆସିଲେ, ପରିବାର ଠାରୁ ଲୁଟିନେଲେ ଅଳଙ୍କାର । ସୂଚନା ଅନୁସାରେ, ଶନିବାର ସାଧୁଙ୍କ ବେଶରେ ୬ ଜଣ ଆସିବା ସହ ନନ୍ଦନକାନନ ଥାନା ରଘୁନାଥପୁର ଗୁଣ୍ଡିଚା ମନ୍ଦିରରେ ରହିଥିଲେ । ରଘୁନାଥପୁରର ପ୍ରାଣକୃଷ୍ଣ ପଢ଼ିହାରୀ ସାଧୁଙ୍କୁ…