Latest Odisha News

BREAKING NEWS

Browsing Category

ଅପରାଧ

ନାବାଳିକା ଦୁଷ୍କର୍ମ ମାମଲାରେ ଶିକ୍ଷକଙ୍କୁ ୨୦ ବର୍ଷ ସଜ୍ଜା

ବାଲେଶ୍ୱର: ୪ ବର୍ଷ ତଳେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ପୋକ୍ସୋ କୋର୍ଟ ଅଭିଯୁକ୍ତ ଶିକ୍ଷକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି । ସୂଚନା ଅନୁସାରେ, ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ରାମପୁରର ଶିକ୍ଷକ ବସନ୍ତ ଦାସ ୨୦୧୯ରେ ଚକଲେଟ୍ ଦେବେ କହି ନାବାଳିକାଙ୍କୁ…

୭ ଜଣିଆ ଡକାୟତ ଗ୍ୟାଙ୍ଗ୍‌କୁ ଧରିଲା ବ୍ରହ୍ମପୁର ପୁଲିସ

ବ୍ରହ୍ମପୁର: ବ୍ରହ୍ମପୁର ଏବଂ ଗଞ୍ଜାମ ଜିଲାରେ ଏକାଧିକ ଡକାୟତି ଘଟଣାରେ ସଂପୃକ୍ତ ଥିବା ଏକ ଡକାୟତ ଗ୍ୟାଙ୍କ୍‌କୁ ଧରିବାରେ ସଫଳ ହୋଇଛି ବ୍ରହ୍ମପୁରର ଗୋଷାଇଁନୂଆଗାଁ ଥାନା ପୁଲିସ। ଏହି ଗ୍ୟାଙ୍ଗ୍‌ର ସମସ୍ତ ୭ଜଣଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ନିକଟରୁ ୫ଟି ବାଇକ, ଗୋଟିଏ ଦେଶୀ…

ଆଇଟିଆଇ ଶିକ୍ଷକଙ୍କ ସହ ୨ ଗିରଫ, ପାକିସ୍ତାନକୁ ବିକ୍ରି କରୁଥିଲେ ଓଟିପି

ଭୁବନେଶ୍ୱର: ସ୍ପେଶାଲ୍ ଟାସ୍କ ଫୋର୍ସ (STF) ୩ ଜଣଙ୍କୁ ଗିରଫ କରିଛି । ଗିରଫଙ୍କ ମଧ୍ୟରେ ଜଣେ ଆଇଟିଆଇ ଶିକ୍ଷକ ଅଛନ୍ତି । ଅଭିଯୋଗ ଅନୁସାରେ, ଗିରଫ ୩ ଜଣ ପାକିସ୍ତାନୀ ଗୁଇନ୍ଦା ବିଭାଗ ଏବଂ ଆଇଏସ୍ଆଇ ଏଜେଣ୍ଟଙ୍କ ସମ୍ପର୍କରେ ଥିଲେ । ଗିରଫ ଅଭିଯୁକ୍ତ ହେଉଛନ୍ତି ନୟାଗଡ଼ ବଡ଼ପାଣ୍ଡୁସରର…

ଚଳନ୍ତା କାରରେ ବିଧବାଙ୍କୁ ଦୁଷ୍କର୍ମ ମାମଲା, ୩ ଜଣଙ୍କୁ ୨୦ ବର୍ଷ ଲେଖାଏ ଜେଲ୍

ସୁନ୍ଦରଗଡ଼: ୮ ବର୍ଷ ତଳର ଏକ ଦୁଷ୍କର୍ମ ମାମଲାରେ ସୁନ୍ଦରଗଡ଼ର କୋର୍ଟ ରାୟ ଶୁଣାଇଛନ୍ତି । ୩ ଅଭିଯୁକ୍ତଙ୍କୁ କୋର୍ଟ ୨୦ ବର୍ଷ ଲେଖାଏ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି । ଚଳନ୍ତା କାରରେ ବିଧବା ମହିଳାଙ୍କୁ ଦୁଷ୍କର୍ମ ମାମଲାରେ କୋର୍ଟ ଜେଲ୍ ଦଣ୍ଡାଦେଶ ଶୁଣାଇବା ସହ ଅଭିଯୁକ୍ତଙ୍କୁ ୫ ହଜାର ଲେଖାଏ…

ଷ୍ଟାରଙ୍କ ଫଟୋ ଦେଖାଇ ଠକେଇ, ୧.୨୨ କୋଟି ଟଙ୍କା ଫ୍ରିଜ୍ କଲା ଓଡ଼ିଶା ଇଓଡବ୍ଲୁ

ଭୁବନେଶ୍ୱର: ଅର୍ଥନୈତିକ ଅପରାଧ ଶାଖା (EOW) ଜଏଣ୍ଟ ଟ୍ରେଡ୍ ଫାଇନାନ୍ସିଆଲ୍ ଗ୍ରୋଥ୍ ଆପର ୧.୨୨ କୋଟି ଟଙ୍କା ଫ୍ରିଜ୍ କରିଛି । ଅଭିଯୋଗ ଅନୁସାରେ, ଏହି ଆପ୍ ଜରିଆରେ ଠକ କମ୍ ନିବେଶରେ ଅଧିକ ଲାଭର ଭରସା ଦେଉଥିଲେ । ଠକ ଏଥିପାଇଁ ବଲିଉଡ୍ ଅଭିନେତା ଅକ୍ଷୟ କୁମାର ଏବଂ ମନୀଷ ପାଉଲଙ୍କ ଫଟୋକୁ…

ନୟାଗଡ଼ରେ ଏନଫୋର୍ସମେଣ୍ଟ ଟିମ୍ ଉପରେ ପଥର ମାଫିଆଙ୍କ ଆକ୍ରମଣ

ନୟାଗଡ଼: ପଥର ଖଣିରେ ଚଢ଼ାଉ ପାଇଁ ଯାଉଥିବା ବେଳେ ପଥର ମାଫିଆ ଆକ୍ରମଣ କରିଛନ୍ତି । ନୟାଗଡ଼ ଜିଲ୍ଲା ରଣପୁର ତହସିଲ ଅଞ୍ଚଳରେ ଏନଫୋର୍ସମେଣ୍ଟ ଟିମ୍ ଉପରେ ଗୁରୁବାର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ପଥର ମାଫିଆଙ୍କ ଆକ୍ରମଣରେ ଏନଫୋର୍ସମେଣ୍ଟ ଟିମର ଜଣେ କର୍ମଚାରୀ ଆହତ ହୋଇଛନ୍ତି । ପଟିଆ…

ପୂର୍ବତନ ସରପଞ୍ଚଙ୍କୁ ଗୁଳି କରି ହତ୍ୟା କଲେ ମାଓବାଦୀ

ଫୁଲବାଣୀ: ଘରୁ ଡାକି ନେଇ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା । ଗୁଳି କରି ହତ୍ୟା କଲେ ମାଓବାଦୀ । କିଛିଦିନର ବ୍ୟବଧ୍ୟାନ ପରେ ପୁଣି ଥରେ କନ୍ଧମାଳ ଜିଲ୍ଲାରେ ମାଓବାଦୀ ସକ୍ରିୟ ହେବା ସହ ହିଂସା ଘଟାଇଛନ୍ତି । ବିଳମ୍ବିତ ରାତିରେ ସଶସ୍ତ୍ର ମାଓବାଦୀ ଘରୁ ଡାକି ନେଇ ବାରି ପଟେ ପୂର୍ବତନ ସରପଞ୍ଚଙ୍କୁ…

ନିଜକୁ ଭିଜିଲାନ୍ସ ଅଧିକାରୀ ପରିଚୟ ଦେଇ ଲୁଟୁଥିଲେ, ବାନ୍ଧିଲା ଏସଟିଏଏଫ୍

ଭୁବନେଶ୍ୱର: ନକଲି ଭିଜିଲାନ୍ସ ଅଧିକାରୀ ଗିରଫ । ନିଜକୁ ଭିଜିଲାନ୍ସ ଅଧିକାରୀ ପରିଚୟ ଦେଇ ବିଭିନ୍ନ ସରକାରୀ ଅଧିକାରୀଙ୍କୁ ଭୟଭୀତ କରାଇବା, ଲାଞ୍ଚ ନେବା ଓ ବଟି ଆଦାୟ କରୁଥିବା ଅଭିଯୋଗରେ ଏସଟିଏଫ୍ ଜଣଙ୍କୁ ଗିରଫ କରିଛି । ଗିରଫ ଜଣଙ୍କ ହେଉଛନ୍ତି, ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଥାନା ଅଞ୍ଚଳର…

ଠକ ତାନ୍ତ୍ରିକ କୈଫି ଖାନ ନାଁରେ ୮୦ଟି ବ୍ୟାଙ୍କ ଆକାଉଣ୍ଟ, ସାଲେପୁରରେ ଜମି

କଟକ: ଠକେଇ ମାମଲାରେ ମଙ୍ଗଳବାଗ ପୋଲିସ ଗିରଫ କରିଥିବା ତାନ୍ତ୍ରିକ କୈଫି ଖାନ୍ ନାଁରେ ବିଭିନ୍ନ ବ୍ୟାଙ୍କରେ ୮୦ଟି ଆକାଉଣ୍ଟ ଥିବା ଜଣାପଡ଼ିଛି । ସାହାରାରେ ମଧ୍ୟ କୈଫି ଖାନର ଏକାଧିକ ଆକାଉଣ୍ଟ ରହିଥିବା ତଦନ୍ତ ବେଳେ ଜାଣିବାକୁ ପାଇଛି ପୋଲିସ । ୮୦ ବ୍ୟାଙ୍କ ଆକାଉଣ୍ଟ ଥିବା ବେଳେ ସେଥିରେ…

ଅଧିକ ରୋଜଗାର ଲୋଭ ଦେଖାଇ ଅନଲାଇନରେ କରୁଥିଲେ ଠକେଇ, ୩ ଗିରଫ

ଭୁବନେଶ୍ୱର: ଅନଲାଇନ୍ ଠକେଇ ମାମଲାରେ ଇଓଡବ୍ଲୁ ୩ ଜଣଙ୍କୁ ଗିରଫ କରିଛି । ଉତ୍ତରପ୍ରଦେଶର ଗାଜିଆବାଦରୁ ଅର୍ଥନୈତିକ ଅପରାଧିକ ଶାଖା ୩ ଜଣଙ୍କୁ ଗିରଫ କରି ଟ୍ରାଞ୍ଜିଟ୍ ରିମାଣ୍ଡରେ ଆଣୁଛି । ଏମାନେ www.r46.in ୱେବସାଇଟ୍ ଖୋଲି ଡିଜିଟାଲ୍ ମାର୍କେଟିଂ ଜରିଆରେ ଅଧିକାର ରୋଜଗାର ଆଶା ଦେଖାଇ…