Latest Odisha News

BREAKING NEWS

Browsing Category

ଅପରାଧ

ଜାଲ୍ ଶିକ୍ଷାଗତ ପ୍ରମାଣପତ୍ର ଧରିଲା ଡିଜିଲକର୍, କୋରାପୁଟରେ ୨୨ ଜଣଙ୍କ ନାଁରେ ଏତଲା

ଜୟପୁର: ଡାକ ବିଭାଗରେ ଚାକିରି ପାଇଁ ଆବେଦନ କରିଥିବା ୨୨ ଜଣଙ୍କ ନାଁରେ ଏତଲା ଦିଆଯାଇଛି । କୋରାପୁଟ ଡାକ ମଣ୍ଡଳ ପକ୍ଷରୁ ଦିଆଯାଇଥିବା ଏତଲା ଅନୁସାରେ, ଗ୍ରାମୀଣ ଡାକ ସେବକ ନିଯୁକ୍ତି ଲାଗି ୨୨ ଜଣ ଜାଲ୍ ଶିକ୍ଷାଗତ ପ୍ରମାଣପତ୍ର ଦେଇଥିଲେ । ଆଶାୟୀ ଦେଇଥିବା ଅଧିକାଂଶ ଶିକ୍ଷାଗତ…

ନବ ଦାସ ହତ୍ୟାକାରୀକୁ ପାଗଳ କହିବା ପଛରେ ରହିଛି କାହାର ଇଙ୍ଗିତ -ବିଜୟ ପଟ୍ଟନାୟକ

ଭୁବନେଶ୍ୱର: ନବଦାସ ହତ୍ୟାକାରୀ ଗୋପାଳଙ୍କୁ ପାଗଳ କିଏ କହିଲା ? କାହିଁକି ପାଗଳ ବୋଲି କହିଲା ? ନବଙ୍କ ହତ୍ୟାର ମାତ୍ର ଘଣ୍ଟାଏ ପରେ ଏ ଷ୍ଟୋରି କିଏ ବାହାର କଲା ? ଯିଏ ବାହାର କଲା ତା ବିରୋଧରେ କି କାର୍ଯ୍ୟାନୁଷ୍ଠାନ ନିଆଗଲା ? ନବଦାସ ମୃତ୍ୟୁ ମାମଲାକୁ ନେଇ ଏମିତି ପ୍ରଶ୍ନ କରିଛନ୍ତି …

ମହିଳାଙ୍କୁ ଢାଲ କରି ରାଜଧାନୀରେ ମାତିଛନ୍ତି ଜମି ମାଫିଆ ! ୭ ଗିରଫ, ମାଷ୍ଚରମାଇଣ୍ଡ ଫେରାର୍

ଭୁବନେଶ୍ୱର : ରାଜଧାନୀରେ ମାତିଛନ୍ତି ବଡି ବିଲଡର୍ ଜମି ମାଫିଆ । ମହିଳାଙ୍କୁ ଢାଲ କରି ଚଳାଇଥିଲେ ଜମି ପଜେସନ୍ ଗ୍ୟାଙ୍ଗ । ୧୦ କୋଟିର ଜମି ପାଇଁ ଏମାନେ ନେଇଥାନ୍ତି ଏକ କୋଟିର ବଟି । ଏଭଳି ଏକ ୭ ଜଣିଆ ଗ୍ୟାଙ୍ଗକୁ ଭୁବନେଶ୍ବର ନୟାପଲ୍ଲୀ ଥାନା ପୋଲିସ ଗୁରୁବାର ଗିରଫ କରିଛି । ଏମାନେ ହେଲେ,…

ବିବାହ ଭୋଜିରେ ସୁନାଗହଣା ଚୋରି କରୁଥିଲେ ୱେଟର, ବାନ୍ଧିଲା ପୋଲିସ

ରାଉରକେଲା: ୱେଟର ବେଶରେ ଲୁଟେରା । ବିବାହ ଭୋଜିରେ ୱେଟର ଭାବେ କାମ କରୁଥିଲେ, ହେଲେ ମନ ରହୁଥିଲା ଚୋରିରେ । ଏଭଳି ଏକ ଗ୍ୟାଙ୍ଗର ୩ ଜଣ ଚୋରଙ୍କୁ ଗିରଫ କରିଛି ରଘୁନାଥପାଲ୍ଲୀ ଥାନା ପୋଲିସ । ସେମାନଙ୍କ ଠାରୁ ୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନାଗହଣା ସହ ମୋବାଇଲ୍, ସ୍ମାର୍ଟ ୱାଚ୍ ଜବତ…

ହତ୍ୟା ମାମଲାରେ ଗିରଫ ହେଲେ ଅବସରପ୍ରାପ୍ତ ଯବାନ

କଟକ: ଏକ ଗୁଳିକାଣ୍ଡ ହତ୍ୟା ମାମଲାରେ କଟକ ଜିଲ୍ଲା ଆଠଗଡ଼ ଥାନା ପୋଲିସ ଜଣେ ଅବସରପ୍ରାପ୍ତ ଯବାନଙ୍କୁ ଗିରଫ କରିଛି । ଆଠଗଡ଼ ଏସଡିପିଓ ବିଜୟ କୁମାର ବିଶିଙ୍କ ସୂଚନା ଅନୁସାରେ, ଫେବ୍ରୁଆରୀ ୧୩ ତାରିଖରେ ଜେନାପଡ଼ାରେ ଗୁଳିକାଣ୍ଡ ହୋଇଥିଲା । ପିଲାଟି ଦିନରୁ ଅଭିଯୁକ୍ତ ବଂଶୀଧର ନାୟକ ଓରଫ୍…

ରାତି ଅଧରେ ପଞ୍ଚାୟତ ଅଫିସରୁ ଚୋରି କରୁଥିଲେ ପିଡିଏସ୍ ଚାଉଳ, ମାଡ଼ି ବସିଲେ ଗାଁ ଲୋକ

ସୋନପୁର: ଗରିବ ଗୁରୁବାଙ୍କୁ ବାଣ୍ଟିବା ପାଇଁ ସରକାର ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଚାଉଳ ଯୋଗାଇ ଦେଉଛନ୍ତି । ଆଉ ଉକ୍ତ ଚାଉଳକୁ ଚୋରି କରୁଥିବା ବେଳେ ସରପଞ୍ଚ ଓ ଗ୍ରାମବାସୀଙ୍କ ହାତରେ ୨ ଜଣ ଧରା ପଡ଼ିଛନ୍ତି । ଏଭଳି ଘଟଣା ଘଟିଛି ସୋନପୁର ଜିଲ୍ଲା ତରଭା ଥାନା ପାଇକବାହାଲ ପଞ୍ଚାୟତରେ ।…

ଡିଜେ ଆଜେକ୍ସ ମୃତ୍ୟୁ ରହସ୍ୟ: ହ୍ୱାଟ୍ସଅପ ଗ୍ରୁପରୁ ମିଳିଲା ଚାଞ୍ଚଲ୍ୟକର ତଥ୍ୟ

ଭୁବନେଶ୍ୱର: ନୂଆ ମୋଡ ନେଲା ଡିଜେ ଆଜେକ୍ସ ମୃତ୍ୟୁ ମାମଲା । ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ । ହ୍ୱାଟସ୍ଅପ ମେସେଜରୁ ମିଳିଲା ସୁରାକ ।  ଜଣେ ନୁହେଁ, ତିନି ତିନି ଜଣ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇଥିଲେ ଆଜେକ୍ସ । ତିନି ଜଣଯାକ ଯୁବତୀ ଏହା ଜାଣିବା ପରେ କରିଥିଲେ ଏକାଠି ହୋଇଥିଲେ ।…

ଅନଲାଇନରେ ଇଲେକ୍ଟ୍ରି ବିଲ ଦେବା ଚକ୍କରରେ ମହିଳାଙ୍କ ଆକାଉଣ୍ଟରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ସାଇବର ଲୁଟେରା

ମୁମ୍ବାଇ: ଆଜିକାଲି ଅନଲାଇନ ପେମେଣ୍ଟର ବ୍ୟବହାର ଯେତେ ବଢୁଛି, ଏହାରି ସାଙ୍ଗକୁ ଅନଲାଇନ ଠକେଇ ମଧ୍ୟ ବଢ଼ିବାରେ ଲାଗିଛି । ସାଇବର ଠକମାନେ ନିରୀହ ଲୋକଙ୍କୁ ମିଠା ମିଠା କଥାରେ ଏଭଳି ଫସାଉଛନ୍ତି ଯେ ସେମାନେ ସବୁକିଛି ଭୁଲିଯାଇ ଠକଙ୍କ କଥାକୁ ଭରସା କରି ସେମାନେ କହୁଥିବା ଆପ ମଧ୍ୟ ଡାଉନଲୋଡ…

ବାଲିମେଳା ସଂରକ୍ଷିତ ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଜବତ

ମାଲକାନଗିରି: ମାଲକାନଗିରି ପୋଲିସକୁ ବଡ଼ ସଫଳତା ମିଳିଛି । ବାଲିମେଳା ସଂରକ୍ଷିତ ଜଙ୍ଗଲର ତାଇମାଲ ଗାଁ ନିକଟରୁ ସ୍ୱତନ୍ତ୍ର ଅପରେସନ୍ ବେଳେ ବିଏସଏଫ୍ ବିପୁଳ ମାଓ ସାମଗ୍ରୀ ଜବତ କରିଛି । ଆନ୍ଧ୍ର ସୀମାକୁ ଲାଗି ରହିଥିବା ଚିତ୍ରକୋଣ୍ଡା ଥାନା ତାଇମାଲ ଓ ଲାରିଗୁଡ଼ା ଗାଁ ନିକଟରୁ ମାଓ ସାମଗ୍ରୀ…

ମୃତ ବ୍ୟକ୍ତିଙ୍କ ଆଧାର କାର୍ଡ ଦେଖାଇ ଆଉ ନେଇ ହେବନି ସିମ୍ କାର୍ଡ ! ସାଇବର ଅପରାଧ ଉପରେ ରୋକ୍ ଲଗାଇବାକୁ UIDAIର…

ନୂଆଦିଲ୍ଲୀ : ପ୍ରତିଦିନ ଆଗକୁ ଆସୁଛି ଆଧାର କାର୍ଡ ଜନିତ ସାଇବର ଠକାମି ଓ ଅପରାଧ । ଆଉ ସାଇବର ଠକାମି କରିବାରେ ମୋବାଇଲ ସିମ୍ କାର୍ଡର ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। ତେଣୁ ଲୋକଙ୍କୁ ଚୂନା ଲଗାଇବାକୁ ଏମାନେ ପ୍ରଥମେ ମୃତ ବ୍ୟକ୍ତିଙ୍କ ଆଧାର କାର୍ଡ ଦେଖାଇ ଦୋକାନରୁ ସିମ୍ କାର୍ଡ…