Latest Odisha News

BREAKING NEWS

Browsing Category

ଅପରାଧ

ଖଣି ଦୁର୍ନୀତି ମାମଲା, ୫ ଘଣ୍ଟା ପରେ ଇଡି ଅଫିସରୁ ବାହାରିଲେ ବିଜେଡି ବିଧାୟକ

ଭୁବନେଶ୍ୱର: ଇଡି ଖୋଲୁଛି ଖଣି ଫାଇଲ୍ । ତାଳଚେର ବିଜେଡି ବିଧାୟକ ବ୍ରଜ ପ୍ରଧାନ ଦ୍ୱିତୀୟ ଥର ପାଇଁ ଇଡିରେ ହାଜର ହୋଇଛନ୍ତି । ପ୍ରାୟ ୫ ଘଣ୍ଟାର ଜେରା ପରେ ବ୍ରଜ ପ୍ରଧାନ ଇଡି କାର୍ଯ୍ୟାଳୟରୁ ବାହାରି ଥିବା ବେଳେ ଗଣମାଧ୍ୟମକୁ କୌଣସି ପ୍ରତିକ୍ରିୟା ଦେଇ ନାହାଁନ୍ତି । ଏହା ପୂର୍ବରୁ ଗତ ୨୦…

ବଣାଇରୁ ଅପହୃତ ବ୍ଲକ ଉପାଧ୍ୟକ୍ଷ କନ୍ଧମାଳରୁ ଉଦ୍ଧାର, ଠିକାଦାର ଗିରଫ

ଫୁଲବାଣୀ: ବଣାଇ ବ୍ଲକ ଉପାଧ୍ୟକ୍ଷ ବିନତି ବେହେରା ଉଦ୍ଧାର ହୋଇଛନ୍ତି । ଅପହରଣର ପ୍ରାୟ ୨୫ ଦିନ ପରେ ପୋଲିସ ବିନତି ବେହେରାଙ୍କୁ କନ୍ଧମାଳ ଜିଲ୍ଲାରୁ ଉଦ୍ଧାର କରିଥିବା ବେଳେ ମାମଲାରେ ଜଣେ ଠିକାଦାରଙ୍କୁ ଗିରଫ କରିଛି । ଜାନୁଆରୀ ୪ ତାରିଖରୁ ବଣାଇ ବ୍ଲକ ଉପାଧ୍ୟକ୍ଷ ବିନତି ବେହେରା ନିଖୋଜ…

ଯୋଗୀ ସରକାରଙ୍କ ମନ୍ତ୍ରୀ ଗୋପାଳ ନନ୍ଦିଙ୍କୁ ଜେଲ୍ ଦଣ୍ଡାଦେଶ

ଲକ୍ଷ୍ନୌ: ଯୋଗୀ ସରକାରର ମନ୍ତ୍ରୀ ନନ୍ଦ ଗୋପାଳ ନନ୍ଦିଙ୍କୁ ଏମପି ଏମଏଲଏ କୋର୍ଟ ବର୍ଷେ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି । ୨୦୧୪ ଲୋକସଭା ନିର୍ବାଚନ ସହ ଜଡ଼ିତ ଏକ ମାମଲାର ଶୁଣାଣି କରି କୋର୍ଟ ବର୍ଷେ ଜେଲ୍ ସହ ଜରିମାନା ଦଣ୍ଡାଦେଶ କରିଛନ୍ତି । ନନ୍ଦିଙ୍କୁ ଆଇପିସି ଧାରା ୧୪୭ ଓ ୩୨୩ ଅନୁସାରେ…

କମ୍ବିଂ ବେଳେ ଦୁଇ ହାର୍ଡକୋର ମାଓବାଦୀ ଗିରଫ

ନବରଙ୍ଗପୁର: ହାର୍ଡକୋର ମାଓବାଦୀଙ୍କ ହାତରେ ପଡ଼ିଲା ହାତକଡ଼ି । କମ୍ବିଂ ବେଳେ ନବରଙ୍ଗପୁର ପୋଲିସକୁ ସଫଳତା ମିଳିଛି । ମେନପୁର ନୂଆପଡ଼ା ଡିଭିଜନର ୨ ହାର୍ଡକୋର ମାଓବାଦୀଙ୍କୁ ଗିରଫ କରିଛି ନବରଙ୍ଗପୁର ପୋଲିସ । ଏନେଇ ସାମ୍ବାଦିକ ସମ୍ମିଳନୀରେ ସବିଶେଷ ତଥ୍ୟ ଦେଇଛନ୍ତି ଡିଆଇଜି ରାଜେଶ ପଣ୍ଡିତ…

ପାକିସ୍ତାନୀ ଯୁବତୀଙ୍କୁ ବିବାହ କରିବା ପଡ଼ିଲା ମହଙ୍ଗା

ବେଙ୍ଗାଲୁରୁ : ଅନଲାଇନ ପ୍ରେମ ପଡ଼ିଲା ମହଙ୍ଗା,ହାଜତ ଗଲେ ଜୁବତୀ । କଥାରେ ଅଛି ପ୍ରେମ ମାନେ ନାହିଁ ଜାତି ଧର୍ମ ଓ କୗଣସି ବନ୍ଧବାଡ଼ ।  ହେଲେ ଆାଜି ଆମେ ଆପଣଙ୍କୁ ଏମିତି ଏକ ପ୍ରେମ ବିଷୟରେ କହିବୁ ଆାପଣ ଶୁଣିଲେ ଆାଶ୍ଚର୍ଯ୍ୟ ହୋଇଯିବେ । ତେବେ ଆସନ୍ତୁ ଜାଣିବା ଏକ ଅଜବ ପ୍ରେମ ବିଷୟରେ ।…

ସଂପର୍କରେ ତିକ୍ତତା;ବିବାହିତ ମହିଳାଙ୍କୁ ପ୍ରେମିକଙ୍କ ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର:ପ୍ରେମ ସଂପର୍କରେ ତିକ୍ତତା ପରେ ପ୍ରତିଶୋଧ ପରାୟଣ ହୋଇ ବିବାହିତ ମହିଳାଙ୍କୁ କାତିରେ ମରଣାନ୍ତକ ଆକ୍ରମଣ କରିଛନ୍ତି ପ୍ରେମିକ। ପୋଲିସ ଅଭିଯୁକ୍ତ ପ୍ରମିକଙ୍କୁ ଗିରଫ କରିବା ସହ ଆକ୍ରମଣରେ ବ୍ୟବହୃତ କାତିକୁ ଜବତ କରିଛି। ଅଧିକ ତଦନ୍ତ ଚଳାଇଛି। ପୋଲିସ ସୂତ୍ରରୁ ମିଳିଥିବା ସୂଚନା…

ବିମାନରେ କ୍ରିଉ ମେମ୍ବରଙ୍କୁ ଦୁର୍ବ୍ୟବହାର କରି ୨ ଯାତ୍ରୀ ଗିରଫ

ନୂଆଦିଲ୍ଲୀ : ବିମାନରେ ମହିଳା କ୍ରିଉ ମେମ୍ବରଙ୍କୁ ଦୁର୍ବ୍ୟବହାର କରି ଗିରଫ ହେଲେ ଯାତ୍ରୀ । ଦିଲ୍ଲୀରୁ ହାଇଦ୍ରାବାଦ ଆସୁଥିବା ସ୍ପାଇସଜେଟରେ ମହିଳା କ୍ରିଉ ମେମ୍ବରଙ୍କୁ ଯାତ୍ରୀ ଜଣଙ୍କ ଦୁର୍ବ୍ୟବହାର ଦେଖାଇଥିଲେ । ସେହି ସମୟର ଏକ ଭିଡିଓ ବି ସୋସିଆଲ୍‌ ମିଡିଆରେ ଖୁବ୍  ଭାଇରାଲ୍‌ ହେବାରେ…

ହସ୍ପିଟାଲରେ ଭର୍ତ୍ତି ହେଲେ ଶିଜାନଙ୍କ ଭଉଣୀ, ସୋସିଆଲ ମିଡିଆରେ ମା’ଙ୍କ ପୋଷ୍ଟ

ମୁମ୍ବାଇ: ଅଭିନେତ୍ରୀ ତୁନିଶା ଶର୍ମା ଆତ୍ମହତ୍ୟା କରିବା ଘଟଣାକୁ ପ୍ରାୟ ଏକ ମାସ ବିତିଛି । ଆତ୍ମହତ୍ୟା ଘଟଣାରେ ତାଙ୍କ ପ୍ରେମିକ ଶିଜାନ ଖାନଙ୍କ ଓକିଲ କୋର୍ଟରେ ଆବେଦନ କରିଥିଲେ ବି ଏପର୍ଯ୍ୟନ୍ତ ତାଙ୍କୁ ଜାମିନ ମିଳିନାହିଁ। ଏସବୁ ମଧ୍ୟରେ ଏବେ ଶିଜାନଙ୍କ ଭଉଣୀ ଫଲକ ନାଜଙ୍କ…

ସୁଟକେଶ ଭିତରେ ମୃତ ଦେହ

ବାଲୁଗାଁ: ନାଚୁଣୀ ଥାନା ଅନ୍ତର୍ଗତ ହରିପୁର ଜଙ୍ଗଲରୁ ଏକ ସୁଟକେଶରୁ ଯୁବକଙ୍କ ମୃତଦେହ ମିଳିଛି। ରବିବାର ସକାଳେ କିଛି ଲୋକ ଉକ୍ତ ଜଙ୍ଗଲ ଭିତରକୁ କାଠ ପାଇଁ ଯାଇଥିବା ବେଳେ, ଏକ ନୀଳ ରଙ୍ଗର ସୁଟକେଶ ଦେଖିଥିଲେ। ଜଙ୍ଗଲ ଭିତରେ ସୁଟକେଶ ଦେଖି ଏ ବାବଦରେ ସ୍ଥାନୀୟ ପୋଲିସରେ ଖବର ଦେଇଥିଲେ। ଖବର…

ଓଲଟିଲା ଯାତ୍ରୀବାହୀ ବସ; ଦୁଇ ମୃତ, ୧୪ଆହତ

ବ୍ରହ୍ମପୁର: ଗଞ୍ଜାମ ଜିଲା ପାତ୍ରପୁର ବ୍ଳକ ଜରଡ଼ା ଥାନା ଅନ୍ତର୍ଗତ ବଣିଆବସା ନିକଟସ୍ଥ କାନକଟା ପାଖରେ ଏକ ଯାତ୍ରୀବାହୀ ବସ (ଓଆର୍୦୨ବିବି୯୭୭୭) ଶୁକ୍ରବାର ଅପରାହ୍ନରେ ଓଲଟି ପଡ଼ିଛି। ଫଳରେ ଦୁଇ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ପ୍ରଥମେ ପାତ୍ରପୁର…