Latest Odisha News

BREAKING NEWS

Browsing Category

ଅପରାଧ

ଡିଜେ ଆଜେକ୍ସ ମୃତ୍ୟୁ ରହସ୍ୟ: ହ୍ୱାଟ୍ସଅପ ଗ୍ରୁପରୁ ମିଳିଲା ଚାଞ୍ଚଲ୍ୟକର ତଥ୍ୟ

ଭୁବନେଶ୍ୱର: ନୂଆ ମୋଡ ନେଲା ଡିଜେ ଆଜେକ୍ସ ମୃତ୍ୟୁ ମାମଲା । ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ । ହ୍ୱାଟସ୍ଅପ ମେସେଜରୁ ମିଳିଲା ସୁରାକ ।  ଜଣେ ନୁହେଁ, ତିନି ତିନି ଜଣ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇଥିଲେ ଆଜେକ୍ସ । ତିନି ଜଣଯାକ ଯୁବତୀ ଏହା ଜାଣିବା ପରେ କରିଥିଲେ ଏକାଠି ହୋଇଥିଲେ ।…

ଅନଲାଇନରେ ଇଲେକ୍ଟ୍ରି ବିଲ ଦେବା ଚକ୍କରରେ ମହିଳାଙ୍କ ଆକାଉଣ୍ଟରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ସାଇବର ଲୁଟେରା

ମୁମ୍ବାଇ: ଆଜିକାଲି ଅନଲାଇନ ପେମେଣ୍ଟର ବ୍ୟବହାର ଯେତେ ବଢୁଛି, ଏହାରି ସାଙ୍ଗକୁ ଅନଲାଇନ ଠକେଇ ମଧ୍ୟ ବଢ଼ିବାରେ ଲାଗିଛି । ସାଇବର ଠକମାନେ ନିରୀହ ଲୋକଙ୍କୁ ମିଠା ମିଠା କଥାରେ ଏଭଳି ଫସାଉଛନ୍ତି ଯେ ସେମାନେ ସବୁକିଛି ଭୁଲିଯାଇ ଠକଙ୍କ କଥାକୁ ଭରସା କରି ସେମାନେ କହୁଥିବା ଆପ ମଧ୍ୟ ଡାଉନଲୋଡ…

ବାଲିମେଳା ସଂରକ୍ଷିତ ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଜବତ

ମାଲକାନଗିରି: ମାଲକାନଗିରି ପୋଲିସକୁ ବଡ଼ ସଫଳତା ମିଳିଛି । ବାଲିମେଳା ସଂରକ୍ଷିତ ଜଙ୍ଗଲର ତାଇମାଲ ଗାଁ ନିକଟରୁ ସ୍ୱତନ୍ତ୍ର ଅପରେସନ୍ ବେଳେ ବିଏସଏଫ୍ ବିପୁଳ ମାଓ ସାମଗ୍ରୀ ଜବତ କରିଛି । ଆନ୍ଧ୍ର ସୀମାକୁ ଲାଗି ରହିଥିବା ଚିତ୍ରକୋଣ୍ଡା ଥାନା ତାଇମାଲ ଓ ଲାରିଗୁଡ଼ା ଗାଁ ନିକଟରୁ ମାଓ ସାମଗ୍ରୀ…

ମୃତ ବ୍ୟକ୍ତିଙ୍କ ଆଧାର କାର୍ଡ ଦେଖାଇ ଆଉ ନେଇ ହେବନି ସିମ୍ କାର୍ଡ ! ସାଇବର ଅପରାଧ ଉପରେ ରୋକ୍ ଲଗାଇବାକୁ UIDAIର…

ନୂଆଦିଲ୍ଲୀ : ପ୍ରତିଦିନ ଆଗକୁ ଆସୁଛି ଆଧାର କାର୍ଡ ଜନିତ ସାଇବର ଠକାମି ଓ ଅପରାଧ । ଆଉ ସାଇବର ଠକାମି କରିବାରେ ମୋବାଇଲ ସିମ୍ କାର୍ଡର ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। ତେଣୁ ଲୋକଙ୍କୁ ଚୂନା ଲଗାଇବାକୁ ଏମାନେ ପ୍ରଥମେ ମୃତ ବ୍ୟକ୍ତିଙ୍କ ଆଧାର କାର୍ଡ ଦେଖାଇ ଦୋକାନରୁ ସିମ୍ କାର୍ଡ…

ସୀମାନ୍ତରେ ଓଡ଼ିଶା ପୋଲିସକୁ ସଫଳତା, ୬ଟି ଟିଫିନ୍ ବୋମା ସହ ବିସ୍ଫୋରକ ଜବତ

ମାଲକାନଗିରି: ସୀମାନ୍ତରେ ସର୍ଚ୍ଚ ଅପରେସନ୍ ବେଳେ ବଡ଼ ସଫଳତା ପାଇଛି ମାଲକାନଗିରି ପୋଲିସ । ମାଲକାନଗିରି ସୀମାକୁ ଲାଗି ରହିଥିବା ଆନ୍ଧ୍ରପ୍ରଦେଶର କୁସୁମପୁଟରୁ ବିପୁଳ ମାଓ ସାମଗ୍ରୀ ଜବତ କରାଯାଇଛି । ୫୦ରୁ ୬୦ କେଜି କର୍ଡେକ୍ସ ତାର ସହ ୬ଟି ଟିଫିନ୍ ବୋମା, ବିପୁଳ ବିସ୍ଫୋରକ ଏବଂ ୨ଟି…

୨୦୨୨ରେ ରାଜ୍ୟରେ ବଢିଛି ୧୪.୬୫% ଧର୍ତ୍ତବ୍ୟ ଅପରାଧ, ତେବେ ଆଇନଶୃଙ୍ଖଳା ସ୍ଥିତି ଶାନ୍ତିପୂର୍ଣ୍ଣ

ଭୁବନେଶ୍ୱର : ଗୃହ ବିଭାଗ ଶ୍ୱେତପତ୍ର ଅନୁସାରେ ରାଜ୍ୟରେ ୨୦୨୨ ମସିହାରେ ଧର୍ତ୍ତବ୍ୟ ଅପରାଧ ହାର ପ୍ରାୟ ୧୪.୬୫% ବୃଦ୍ଧି ପାଇଛି । ୨୦୨୧ ମସିହାରେ ରାଜ୍ୟରେ ମୋଟ ୧ଲକ୍ଷ ୫୫ହଜାର ୪୨୦ଟି ଧର୍ତ୍ତବ୍ୟ ଅପରାଧ ପଞ୍ଜିକୃତ ହୋଇଥିବାବେଳେ ୨୦୨୨ ମସିହାରେ ଏହି ସଂଖ୍ୟା ୧ଲକ୍ଷ ୭୮ହଜାର ଛୁଇଁଛି ।…

ପେଟ୍ରୋଲ ପମ୍ପରେ ଆତଙ୍କ, ଧାରୁଆ ଅସ୍ତ୍ରରେ କର୍ମଚାରୀଙ୍କୁ ଆକ୍ରମଣ କରି ଥାନାରେ ୩ ଅଟକ

ଭୁବନେଶ୍ୱର: ସୋମବାର ସନ୍ଧ୍ୟା ସମୟରେ କଳ୍ପନା ଛକରେ ଥିବା ପେଟ୍ରୋଲ ପମ୍ପରେ ଜଣେ ଯୁବକ ଆତଙ୍କ ଖେଳାଇ ଦେଇଥିଲେ । ଧାରୁଆ ଅସ୍ତ୍ର ଧରି ଗୋଡ଼ାଇବା ସହ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ । ପେଟ୍ରୋଲ ପମ୍ପ କର୍ମଚାରୀ ଓ ଗ୍ରାହକ ଉକ୍ତ ଯୁବକଙ୍କୁ କାବୁ କରି ବଡ଼ଗଡ଼ ପୋଲିସ…

ଝିଅ ହତ୍ୟାକାରୀ ବାପାକୁ ଆଜୀବନ କାରାଦଣ୍ଡ

ଅନୁଗୁଳ: ନିଜ ଜନ୍ମ କଲା ଝିଅକୁ ସାମାନ୍ୟ ଘଟଣା ପାଇଁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତ ବାପାକୁ ଜିଲ୍ଲା ଦୌରାଜଜ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏଥିସହ ୨୫ ହଜାର ଟଙ୍କା ଜରିମାନା ଦେବାକୁ ଆଦେଶ ଦେଇଛନ୍ତି । ଜରିମାନା ଅନାଦେୟ ହେଲେ ଅଧିକ ୬ ମାସ ସଶ୍ରମ କାରାଦଣ୍ଡ…

ଡକାୟତି ଓ ଦାଦାବଟି ଆଦାୟ ମାମଲାରେ ୧୨ ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୀ: ପୁରୀ ପୋଲିସକୁ ବଡ଼ ଧରଣର ସଫଳତା ମିଳିଛି । ପୁରୀର ବିଭିନ୍ନ ଥାନା ଅଞ୍ଚଳରେ ଡକାୟତି ଓ ଦାଦାବାଟି ଆଦାୟ ଅଭିଯୋଗରେ ସୋମବାର ପୁରୀ ପୋଲିସ ୧୨ ଜଣଙ୍କୁ ଗିରଫ କରିଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ସିଟି ଡିଏସପି କେ.କେ ହରିପ୍ରସାଦ ସୂଚନା ଦେଇଛନ୍ତି । ପୁରୀ ଟାଉନ୍ ଥାନା…

DJ ଆଜେକ୍ସ ଆତ୍ମହତ୍ୟା ମାମଲା, ବାନ୍ଧବୀ ଓ ପୁରୁଷବନ୍ଧୁଙ୍କ CDR ରିପୋର୍ଟ ମାଗିଲା ପୋଲିସ

ଭୁବନେଶ୍ୱର : ଅକ୍ଷୟ ମହାରଣା ଓରଫ ଡିଜେ ଆଜେକ୍ସଙ୍କ ସନ୍ଦେହଜନକ ଆତ୍ମହତ୍ୟା ମାମଲାରେ ଖୋଳତାଡ ଜାରି ରଖିଛି ଭୁବନେଶ୍ୱର ଖାରବେଳନଗର ଥାନା ପୋଲିସ । ଆତ୍ମହତ୍ୟା ପଛରେ ଅର୍ଥ ଦେଣନେଣ ଓ ବ୍ଲାକମେଲିଂ ନେଇ ପୋଲିସକୁ ସୁରାକ୍ ମିଳିଥିବା ଚର୍ଚ୍ଚା ହେଉଛି। ସେପଟେ ମୃତ୍ୟୁ ରହସ୍ୟ ଖୋଲିବାକୁ…