Latest Odisha News

BREAKING NEWS

Browsing Category

ଅପରାଧ

ପୁଣି ଅଶାନ୍ତ ବାଣୀବିହାର କ୍ୟାମ୍ପସ୍, ଜେଏନୟୁ ପ୍ରଫେସରଙ୍କୁ ମାଡ଼

ଭୁବନେଶ୍ୱର: ପୁଣି ଅଶାନ୍ତ ବାଣୀବିହାର ପରିସର। ଉତ୍କଳ ବିଶ୍ୱବିଦ୍ୟାଳୟ ଧୀରେ ଧୀରେ ପାଲଟୁଛି ଜେଏନୟୁ। ବାଣୀବିହାର କ୍ୟାମ୍ପସରେ ଜେଏନୟୁ ପ୍ରଫେସରଙ୍କୁ ମାଡ଼ । ଉତ୍କଳ ବିଶ୍ବବିଦ୍ୟାଳୟର ଆଲୋଚନା ଚକ୍ରରେ ଜେଏନୟୁ ପ୍ରଫେସରକୁ ମାଡ଼ ମାରିଛନ୍ତି ଗୋଟିଏ ଗୋଷ୍ଠୀର ଛାତ୍ର । ଆକ୍ରମଣରେ ଆହତ…

ସୁନା ଦାନ୍ତ ପାଇଁ ଧରାପଡିଥିଲା ୧୫ ବର୍ଷ ଧରି ଲୁଚିଥିବା ଅଭିଯୁକ୍ତ , ଏଲଆଇସି ଏଜେଣ୍ଟ ଭାବରେ ପହଞ୍ଚି ଧରିଲା ପୋଲିସ୍

ମୁମ୍ବାଇ: ଚୋରିର ଅନେକ ଭିଡିଓ ସୋସିଆଲ ମିଡିଆରେ ଆସିଥାଏ । ହେଲେ ବେଳେବେଳେ ଚୋରମାନେ ନିଜର ମଜାଳିଆ ଗୁଣ ଯୋଗୁଁ ଭାଇରାଲ ହୁଅନ୍ତି । ଏହିପରି ଗୋଟିଏ ଘଟଣା ସାମ୍ନାକୁ ଆସିଛି । ଦୀର୍ଘ ୧୫ ବର୍ଷ ଧରି ନିଖୋଜ ଥିବା ବ୍ୟକ୍ତିଙ୍କୁ ଗିରଫ କରିଛି ପୋଲିସ୍ । ଗିରଫ ହୋଇଥିବା ବ୍ୟକ୍ତି ହେଉଛି ୩୮…

ଆପାର୍ଟମେଣ୍ଟ ଦେବା ନାଁରେ ସୁନା ବ୍ୟବସାୟୀଙ୍କୁ ୨ କୋଟି ଠକେଇ, ଡାକ୍ତର ଗିରଫ

ବ୍ରହ୍ମପୁର: ବିଲଡର୍‌ କମ୍ପାନି ଖୋଲି ଜଣେ ସୁନା ବ୍ୟବସାୟୀଙ୍କୁ ୨ କୋଟି ଠକେଇ କରିବା ଅଭିଯୋଗରେ ବଡବଜାର ଥାନା ପୁଲିସ ବ୍ରହ୍ମପୁରର ଜଣେ ଡାକ୍ତରଙ୍କୁ ଗିରଫ କରିଛି। ଗିରଫ ଜଣକ ହେଲେ ମଳାଶୁଣିପେଟା ସାହିର ବାସିନ୍ଦା ଡାକ୍ତର ଡି. ଉତ୍ତମ କୁମାର। ୨୦୨୧ ଅକ୍ଟୋବର ୧ ତାରିଖରେ ବଡବଜାର ଥାନାରେ…

ଫିଲ୍ମ ଷ୍ଟାଇଲରେ ଲୁଟିନେଲେ ଏଟିଏମ, ସିସିଟିଭିରେ କଏଦ ହେଲା ଦୃଶ୍ୟ

କୋରାପୁଟ: ଦାମୀ ଗାଡିରେ ଆସିଲେ, ଫିଲ୍ମ ଷ୍ଟାଇଲରେ ଲୁଟ୍ କରି ଜାଳିଦେଲେ ଏଟିଏମ୍ । ଏଭଳି ଘଟଣା ଘଟିଛି କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପାଡୁଆ ଥାନା ଅନ୍ତର୍ଗତ ବାଲଡ଼ା ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ । ରାତି ପ୍ରାୟ ୩ଟା ୩୦ମି ରୁ ୩ଟା ୪୫ମି ମଧ୍ୟରେ ଏସବିଆଇ ଏଟିଏମରୁ ଚୋରି ହୋଇଛି ।…

ଗୃହ ସହାୟିକାଙ୍କୁ ନିର୍ଯାତନା ଦେଇ ଚାକିରିରୁ ବାହାରିଲେ ଦମ୍ପତି

ହରିଆଣା: ଗୃହ ସହାୟିକାଙ୍କୁ ନିର୍ଯାତନା ଦେଇ ଚାକିରିରୁ ବାହାରିଲେ ଦମ୍ପତି। ଏହି ଦମ୍ପତି ହେଉଛନ୍ତି ମନୀଷ ଖଟ୍ଟର ଏବଂ କମଲଜୀତ କୌର୍‌ । ନିଜ ନାବାଳିକା ଗୃହ ସହାୟିକାଙ୍କୁ ଶାରୀରିକ ଓ ଯୌନ ନିର୍ଯାତନା ଦେଉଥିବା ଅଭିଯୋଗରେ ସେମାନଙ୍କୁ ଗିରଫ କରିଛି ପୋଲିସ୍ । ସେମାନଙ୍କ ଘରେ ଗତ ୫ ମାସ…

ଆନ୍ତଃରାଜ୍ୟ ଡ୍ରଗ୍ସ ମାଫିଆକୁ ଆସାମରୁ ଗିରଫ କଲା STF

ଭୁବନେଶ୍ୱର: ଓଡ଼ିଶା ପୋଲିସର ଏସଟିଏଫ୍ ଆସାମରୁ ସ୍ଥାନୀୟ ପୋଲିସ ସହାୟତାରେ ଜଣେ ଆନ୍ତଃରାଜ୍ୟ ଡ୍ରଗ୍ସ ମାଫିଆକୁ ଗିରଫ କରିଛି । ଗିରଫ ଜଣଙ୍କ ସଲିମ ଅହମ୍ମଦ ଘର ମଣିପୁରର ଇମ୍ଫାଲରେ । ଏସଟିଏଫ୍ ସଲିମକୁ ଗୌହାଟିରୁ ଗିରଫ କରିବା ସହ ୧ କେଜି ୩୩୫ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି ।…

ନାର୍କୋ ଟେଷ୍ଟ ପାଇଁ ଗୋପାଳକୁ ନିଆଯିବ ଗୁଜରାଟ, ଜାଣନ୍ତୁ କେମିତି ହୁଏ ପରୀକ୍ଷା…

ଭୁବନେଶ୍ୱର: ନବ ଦାସଙ୍କୁ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳର ହେବ ନାର୍କୋ ଟେଷ୍ଟ । ଏଥିପାଇଁ ଗୋପାଳ ରାଜି ହୋଇଥିବା ବେଳେ କୋର୍ଟ ବି ଦେଇଛନ୍ତି ଅନୁମତି । ନାର୍କୋ ଟେଷ୍ଟ ସହ ଗୋପାଳର ପଲିଗ୍ରାଫ ଟେଷ୍ଟ ହେବ । ଏଥିସହ କ୍ରାଇମବ୍ରାଞ୍ଚ ଗୋପାଳକୁ ଆଉ ୫ ଦିନ ଲାଗି ରିମାଣ୍ଡରେ ନେବାକୁ ଅନୁମତି…

ବନ ବିଭାଗ ହେପାଜତରେ ମୃତ୍ୟୁ ମାମଲା, ୬ ବନ କର୍ମଚାରୀ ଗିରଫ

କଟକ: ଆଠଗଡ଼ ବଡ଼ମ୍ବା ବନ ବିଭାଗ ହେପାଜତରେ ଧନେଶ୍ୱର ବେହେରା ମୃତ୍ୟୁ ମାମଲା । ପୋଲିସ ହାତରେ ବନ୍ଧା ହେଲେ ୬ ଜଣ ବନ କର୍ମଚାରୀ । ବଡ଼ମ୍ବା ରେଞ୍ଜର ସୁବ୍ରତ ବେହେରାଙ୍କ ସହ ଫରେଷ୍ଟର ମନୋଜ ଦାସ, ଦୀପକ ସେଠୀ, ଫରେଷ୍ଟ ଗାର୍ଡ ସୁନାୟକ ମାଝୀ, କୁନା ବେହେରା ଓ ପ୍ରଭାତ ପ୍ରଧାନ ଗିରଫ ହୋଇଛନ୍ତି…

ଗୋପାଳର ହେବ ନାର୍କୋ ଟେଷ୍ଟ, ମିଳିଲା ୫ ଦିନିଆ ରିମାଣ୍ଡ ଅନୁମତି

ଝାରସୁଗୁଡ଼ା: ପୁଣି କ୍ରାଇମବ୍ରାଞ୍ଚ ରିମାଣ୍ଡରେ ଯିବ ଗୋପାଳ । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଗୋପାଳ ଦାସକୁ ପୁଣି ଥରେ ରିମାଣ୍ଡରେ ନେବ । ତୃତୀୟ ପର୍ଯ୍ୟାୟରେ ଗୋପାଳକୁ ୫ ଦିନ ଲାଗି ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି…

ବ୍ରହ୍ମପୁରରେ ପୁଣି କ୍ରାଇମ୍‌‌ ବ୍ରାଞ୍ଚ

ବ୍ରହ୍ମପୁର: ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ଥିବା ପୂର୍ବତନ ଏଏସଆଇ ଗୋପାଳ ଦାସଙ୍କ ଘରେ ପୁଣି ଥରେ ପହଞ୍ଚିଛି କ୍ରାଇମ୍‌‌ ବ୍ରାଞ୍ଚ। ବ୍ରହ୍ମପୁର ସହର ଉପକଣ୍ଠ ଜଳେଶ୍ୱରଖଣ୍ଡିସ୍ଥିତ ପୈତୃକ ଘରେ ମଙ୍ଗଳବାର ସନ୍ଧ୍ୟାରେ ପହଞ୍ଚିଛି କ୍ରାଇମ୍‌‌ ବ୍ରାଞ୍ଚର…