Latest Odisha News

BREAKING NEWS

Browsing Category

ଅପରାଧ

ରାଜଧାନୀରେ ଆତଙ୍କ: ପୁଣି ବୁଲିଲା ଭୁଜାଲି-ଖଣ୍ଡା, ଦୁଇ ଗୋଷ୍ଠୀ ମୁହାଁମୁହିଁ

ଭୁବନେଶ୍ୱର: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା। ଭୁବନେଶ୍ବର ଚନ୍ଦ୍ରଶେଖରପୁରରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ନୀଳାଦ୍ରିବିହାର ସ୍ଥିତ ବୁଦ୍ଧ ବିହାର ଏବଂ ଇଶାନେଶ୍ୱର ବସ୍ତିରେ ଦୁର୍ବୃତ୍ତ ମାନେ ଆତଙ୍କ ଖେଳାଇଥିଲେ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାତି ଅଧରେ ବୁଲିଲା…

କେତନ ହତ୍ୟାକାଣ୍ଡରେ ନୂଆ ଟ୍ୱିଷ୍ଟ: ସିୟା ଓ ଚେତନଙ୍କ ସିକ୍ରେଟ୍ ‘କୋଡ୍’ ଚାଟ୍ ଖୋଲିବ କି ହତ୍ୟାର ଗୁମର?

ପୁଣେ: ପୁଣେର ଚର୍ଚ୍ଚିତ ବ୍ୟବସାୟୀ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପୋଲିସ ହାତରେ ଲାଗିଛି ଏକ ବଡ଼ ସୁରାଗ। ଅଭିଯୁକ୍ତ ପ୍ରେମୀଯୁଗଳ ସିୟା ଗୋଏଲ ଏବଂ ଚେତନ ଚୌଧୁରୀ ନିଜ ଭିତରେ କଥାବାର୍ତ୍ତା ହେବା ପାଇଁ ସାଧାରଣ ଭାଷା ବଦଳରେ କିଛି ସ୍ୱତନ୍ତ୍ର ‘କୋଡ୍ ୱାର୍ଡ’ ବ୍ୟବହାର କରୁଥିଲେ ବୋଲି ପୋଲିସ…

୩୦ ଲକ୍ଷ ହେରଫେର ଅଭିଯୋଗ; ୨ ପୂର୍ବତନ ପଞ୍ଚାୟତ ଅଧିକାରୀ ଗିରଫ

ଭୁବନେଶ୍ୱର: ମଧୁ ବାବୁ ପେନସନ ଯୋଜନା (MBPY) ଅଧୀନରେ ଗରିବ ହିତାଧିକାରୀଙ୍କ ପାଇଁ ଉଦ୍ଦିଷ୍ଟ ୩୦ ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ହଡ଼ପ କରିବା ଅଭିଯୋଗରେ ପୁରୀ ଜିଲ୍ଲାର ଦୁଇ ପୂର୍ବତନ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ)ଙ୍କୁ ଶୁକ୍ରବାର ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ଗିରଫ…

କୋରାପୁଟ ଜଙ୍ଗଲରୁ ମାଓ ଡମ୍ପ ଠାବ

ଭୁବନେଶ୍ବର: ଶୁକ୍ରବାର ଦିନ ସୁରକ୍ଷା ବାହିନୀ କୋରାପୁଟ ଜିଲ୍ଲାର ବୈପାରିଗୁଡ଼ା ପୋଲିସ ଥାନା ଅନ୍ତର୍ଗତ ତେନ୍ତୁଲିଗୁମ୍ମା ଜଙ୍ଗଲରୁ ଆଉ ଏକ ମାଓ ଆଡ୍ଡା ଠାବ କରିଛି। ଏକ ସର୍ଚ୍ଚ ଅପରେସନ୍ ସମୟରେ ବନ୍ଧୁକ, ବିସ୍ଫୋରକ ଏବଂ ଗୁଳିଗୋଳା ଜବତ ହୋଇଛି। ଆତ୍ମସମର୍ପଣକାରୀ ମାଓବାଦୀଙ୍କଠାରୁ…

Meghalaya Honeymoon Murder: ସୋନମ ରଘୁବଂଶୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ: ଇନ୍ଦୋର ବ୍ୟବସାୟୀ ରାଜା ରଘୁବଂଶୀ ହତ୍ୟା ମାମଲାର ଅଭିଯୁକ୍ତ ସୋନମ ରଘୁବଂଶୀଙ୍କୁ ପ୍ରଦାନ ଜାମିନ ଉପରେ ସୁପ୍ରିମକୋର୍ଟ ସ୍ଥଗିତାଦେଶ ଦେବାକୁ ମନା କରିଦେଇଛନ୍ତି। କୋର୍ଟ ଉଲ୍ଲେଖ କରିଛନ୍ତି ଯେ ସୋନମ ପୂର୍ବରୁ ଜାମିନରେ ମୁକ୍ତ ହୋଇସାରିଛନ୍ତି। ଏହି ମାମଲାର ପରବର୍ତ୍ତୀ…

ବାହାର ରାଜ୍ୟର ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଝାରସୁଗୁଡ଼ା: ବେଲପାହାଡ଼ ଥାନା ଅନ୍ତର୍ଗତ ମୁଚବାହାଲରେ ଘଟିଛି ବୀଭତ୍ସ ହତ୍ୟାକାଣ୍ଡ। ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ। ମୃତ ଯୁବକ ଝାରଖଣ୍ଡର ସୃଜନ କୁମାର। ଘଟଣା ପରେ ସମଗ୍ର ଅଞ୍ଚଳରେ ଭୟ ଓ ଚାଞ୍ଚଲ୍ୟର ପରିବେଶ ସୃଷ୍ଟି ହୋଇଛି। ସ୍ଥାନୀୟ ଲୋକେ ମୃତଦେହ ପଡ଼ିଥିବା…

Myanmar Cyber Trap: ୧୮ ଘଣ୍ଟା କାମ, ଇଲେକ୍ଟ୍ରିକ୍ ସକ୍… କାଳ ପାଲଟୁଛି ବିଦେଶ ଚାକିରୀ ସ୍ବପ୍ନ!

ମୁମ୍ବାଇ: ବିଦେଶରେ ମୋଟା ଦରମାର ଚାକିରି...ଆଉ ଉଜ୍ଜ୍ୱଳ ଭବିଷ୍ୟତର ସ୍ୱପ୍ନ । ହେଲେ ପଛରେ ଲୁଚିଛି ନର୍କ ଯନ୍ତ୍ରଣାର ଅକୁହା କଥା । ଏହି ସ୍ୱପ୍ନ ଏବେ ଅନେକ ଭାରତୀୟ ଯୁବକଙ୍କ ପାଇଁ ପାଲଟିଯାଇଛି ଦୁଃସ୍ୱପ୍ନ। ଥାଇଲ୍ୟାଣ୍ଡରେ ଚାକିରିର ପ୍ରଲୋଭନ ଦେଖାଇ ମିଆଁମାରର ସାଇବର ଠକ ଗ୍ୟାଙ୍ଗର ଏକ…

ଭୀମସାରର ୨ ଅଧିକାରୀଙ୍କୁ ଗିରଫ କଲା ଭିଜିଲାନ୍ସ

ସମ୍ବଲପୁର: ବୁଧବାର ଦିନ ଓଡ଼ିଶା ଭିଜିଲାନ୍ସ ବୁର୍ଲାର ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ୍ ରିସର୍ଚ୍ଚ (VIMSAR)ର ଦୁଇ ଅଧିକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ଏଷ୍ଟାବ୍ଲିସ୍ମେଣ୍ଟ୍ ଅଫିସର-କମ୍-ଅଫିସ୍ ସୁପରିଣ୍ଟେଣ୍ଡେଣ୍ଟ୍ ଧନୁର୍ଦ୍ଧର ବିଶ୍ୱାଳ…

MGNREGA Fraud: କୋଟାଗଡ଼ ବ୍ଲକର ୨ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଆଇନ (MGNREGA) ଯୋଜନାରେ ୪୨ ଲକ୍ଷ ଟଙ୍କାରୁ ଅଧିକ ପାଣ୍ଠି ହେରଫେର କରିବା ଅଭିଯୋଗରେ ବୁଧବାର ଦିନ ଓଡ଼ିଶା ଭିଜିଲାନ୍ସ କନ୍ଧମାଳ ଜିଲ୍ଲାର କୋଟାଗଡ଼ ବ୍ଲକର ଦୁଇଜଣ ଇଞ୍ଜିନିୟରଙ୍କୁ ଗିରଫ କରିଛି। ଗିରଫ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ବର: ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ପୁରୀ ଜିଲ୍ଲାର ହୋଇଥିବା ବେଳେ ରୋପୱେ ମରାମତି କରିବାକୁ ୨୮ ତାରିଖରେ ସେଠାକୁ ଆସିଥିଲେ ବୋଲି କୁହାଯାଉଛି। ଗତ ୨୮ ତାରିଖରୁ ସ୍ଥାନୀୟ ଅଞ୍ଚଳରେ…