Latest Odisha News

BREAKING NEWS

Browsing Category

ଅପରାଧ

ନବ ଦାସଙ୍କୁ ଗୁଳି କରିଥିବା ମାନିଲା ଗୋପାଳ ଦାସ: କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ଗୋପାଳ ମାନିଲା ଗୁଳି କରିଛି । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଥିବା କଥା ଅଭିଯୁକ୍ତ ଏଏସ୍ଆଇ ଗୋପାଳ ଦାସ ମାନିଛି । ଏକଥା ଗଣମାଧ୍ୟମକୁ କହିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା । ସୋମବାର ଅପରାହଣରେ କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସଙ୍କୁ ଗିରଫ…

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ମାମଲା, କେତେ ଆଗେଇଛି କ୍ରାଇମବ୍ରାଞ୍ଚ ତଦନ୍ତ ?

ଭୁବନେଶ୍ୱର: ଗୋପାଳ-ଗୁଳି-ଗୁମର । କାହିଁକି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କଲେ ଏଏସ୍ଆଇ ଗୋପାଳ ? ବ୍ୟକ୍ତିଗତ ଶତ୍ରୁତା ଥିଲା ନା କାହା ପରୋତ୍ସନାରେ ଗୋପାଳ ଏଭଳି କାଣ୍ଡ ଭିଆଇଲା ? ଗୋପାଳର ଗୁଳିମାଡ଼ ପଛରେ ଅଛି କି ଆଉ କିଛି ବଡ଼ ଷଡ଼ଯନ୍ତ୍ର ? ଏସବୁ ଦିଗରେ କ୍ରାଇମବ୍ରାଞ୍ଚର ୨ଟି…

ଗିରଫ ପରେ ଚାକିରିରୁ ବିଦା ହେଲେ ଏଏସ୍ଆଇ ଗୋପାଳ ଦାସ

ଝାରସୁଗୁଡ଼ା: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଥିବା ଏଏସ୍ଆଇ ଗୋପାଳ ଦାସଙ୍କୁ ଚାକିରିରୁ ବିଦା କରାଯାଇଛି । କ୍ରାଇମବ୍ରାଞ୍ଚ ଗୋପାଳଙ୍କୁ ଗିରଫ କରିବା ପରେ ଚାକିରିରୁ ବରଖାସ୍ତ କରିଛନ୍ତି ଝାରସୁଗୁଡ଼ା ଏସପି । ଏଏସଆଇ ଗୋପାଳ ଦାସ ଗାନ୍ଧୀ ଛକ ଫାଣ୍ଡିରେ ମୁତୟନ ଥିଲେ । ଗତକାଲି…

କୁଆଡ଼େ ଗଲେ ଏଏସଆଇ ଗୋପାଳଙ୍କ ପରିବାର ?

ବ୍ରହ୍ମପୁର: ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଅଭିଯୋଗରେ ଗିରଫ ହୋଇଥିବା ଏଏସଆଇ ଗୋପାଳ କୃଷ୍ଣ ଦାଶଙ୍କ ଘର ବ୍ରହ୍ମପୁର ସହର ଆଙ୍କୁଲିରେ। ପ୍ରଥମେ ମନ୍ତ୍ରୀଙ୍କ ଉପରେ ଗୋପାଳ ଗୁଳି ଚଳାଇଥିବା ଖବର ଆସିବା ପରେ ତାଙ୍କ ଘର ସମ୍ମୁଖରେ ଲୋକଙ୍କ ଗହଳି ଲାଗିଥିଲା। ଗୋପାଳଙ୍କ ପତ୍ନୀ ଜୟନ୍ତୀ ଏବଂ…

ଅସ୍ତ୍ରୋପଚାର ସତ୍ତ୍ୱେ ଆଖି ବୁଜିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ

ଭୁବନେଶ୍ୱର: ଆଖି ବୁଜିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ଆପୋଲ ହସ୍ପିଟାଲରେ ତୁରନ୍ତ ଅସ୍ତ୍ରୋପଚାର ସତ୍ତ୍ୱେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଦେହାନ୍ତ ହୋଇଛି । ନବ ଦାସଙ୍କ ପରଲୋକ ନେଇ ଆପୋଲ ହସ୍ପିଟାଲ୍ ପକ୍ଷରୁ ସୂଚନା ଦିଆଯାଇଛି । ରବିବାର ଦିନ ପ୍ରାୟ ୧୨ଟା ବେଳେ ବ୍ରଜରାଜନଗରରେ…

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ କାହିଁକି ଗୁଳିମାଡ଼ କଲେ ASI ?

ଝାରସୁଗୁଡ଼ା: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରେ ଗୁଳିମାଡ଼ ରାଜ୍ୟରେ ଆଇନ୍ ଶୃଙ୍ଖଳା ଉପରେ ପ୍ରଶ୍ନ ଉଠାଇଛି । ବ୍ରଜରାଜନଗରରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଉପରେ ASI ଗୋପାଳ ଦାସ ଗୁଳିମାଡ଼ କରିଥିବା ଜଣାପଡ଼ିଛି । ଗୁରୁତର ଅବସ୍ଥାରେ ଝାରସୁଗୁଡ଼ା ଜିଲ୍ଲା ଚିକିତ୍ସାଳୟରୁ ନବ ଦାସଙ୍କୁ…

ଗୁଳିମାଡ଼କୁ ମୁଖ୍ୟମନ୍ତ୍ରୀଙ୍କ ନିନ୍ଦା, ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରେ ଗୁଳିମାଡ଼କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଡ଼ା ଭାଷାରେ ନିନ୍ଦା କରିଛନ୍ତି । ନବ ଦାସଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଏସ୍ଆଇ ଜଣଙ୍କ କିଭଳି, କେଉଁ ପରିସ୍ଥିତିରେ ଗୁଳିମାଡ଼ କଲେ ତାର ତଦନ୍ତ…

ଖଣି ଦୁର୍ନୀତି ମାମଲା, ୫ ଘଣ୍ଟା ପରେ ଇଡି ଅଫିସରୁ ବାହାରିଲେ ବିଜେଡି ବିଧାୟକ

ଭୁବନେଶ୍ୱର: ଇଡି ଖୋଲୁଛି ଖଣି ଫାଇଲ୍ । ତାଳଚେର ବିଜେଡି ବିଧାୟକ ବ୍ରଜ ପ୍ରଧାନ ଦ୍ୱିତୀୟ ଥର ପାଇଁ ଇଡିରେ ହାଜର ହୋଇଛନ୍ତି । ପ୍ରାୟ ୫ ଘଣ୍ଟାର ଜେରା ପରେ ବ୍ରଜ ପ୍ରଧାନ ଇଡି କାର୍ଯ୍ୟାଳୟରୁ ବାହାରି ଥିବା ବେଳେ ଗଣମାଧ୍ୟମକୁ କୌଣସି ପ୍ରତିକ୍ରିୟା ଦେଇ ନାହାଁନ୍ତି । ଏହା ପୂର୍ବରୁ ଗତ ୨୦…

ବଣାଇରୁ ଅପହୃତ ବ୍ଲକ ଉପାଧ୍ୟକ୍ଷ କନ୍ଧମାଳରୁ ଉଦ୍ଧାର, ଠିକାଦାର ଗିରଫ

ଫୁଲବାଣୀ: ବଣାଇ ବ୍ଲକ ଉପାଧ୍ୟକ୍ଷ ବିନତି ବେହେରା ଉଦ୍ଧାର ହୋଇଛନ୍ତି । ଅପହରଣର ପ୍ରାୟ ୨୫ ଦିନ ପରେ ପୋଲିସ ବିନତି ବେହେରାଙ୍କୁ କନ୍ଧମାଳ ଜିଲ୍ଲାରୁ ଉଦ୍ଧାର କରିଥିବା ବେଳେ ମାମଲାରେ ଜଣେ ଠିକାଦାରଙ୍କୁ ଗିରଫ କରିଛି । ଜାନୁଆରୀ ୪ ତାରିଖରୁ ବଣାଇ ବ୍ଲକ ଉପାଧ୍ୟକ୍ଷ ବିନତି ବେହେରା ନିଖୋଜ…

ଯୋଗୀ ସରକାରଙ୍କ ମନ୍ତ୍ରୀ ଗୋପାଳ ନନ୍ଦିଙ୍କୁ ଜେଲ୍ ଦଣ୍ଡାଦେଶ

ଲକ୍ଷ୍ନୌ: ଯୋଗୀ ସରକାରର ମନ୍ତ୍ରୀ ନନ୍ଦ ଗୋପାଳ ନନ୍ଦିଙ୍କୁ ଏମପି ଏମଏଲଏ କୋର୍ଟ ବର୍ଷେ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି । ୨୦୧୪ ଲୋକସଭା ନିର୍ବାଚନ ସହ ଜଡ଼ିତ ଏକ ମାମଲାର ଶୁଣାଣି କରି କୋର୍ଟ ବର୍ଷେ ଜେଲ୍ ସହ ଜରିମାନା ଦଣ୍ଡାଦେଶ କରିଛନ୍ତି । ନନ୍ଦିଙ୍କୁ ଆଇପିସି ଧାରା ୧୪୭ ଓ ୩୨୩ ଅନୁସାରେ…