Latest Odisha News

BREAKING NEWS

Browsing Category

ଅପରାଧ

ଭିଜିଲାନ୍ସ ଜାଲରେ ସ୍ପେଶାଲ କ୍ଲାସ ଠିକାଦାର,ଦୁଇ ଅଭିଯୁକ୍ତଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ଵର: ସରକାରୀ ପାଣ୍ଠି ଆତ୍ମସାତ କରିଥିବା ଅଭିଯୋଗରେ ସ୍ପେଶାଲ କ୍ଲାସ କଣ୍ଟ୍ରାକ୍ଟର ବିଜୟ କୁମାର ଅଗ୍ରୱାଲ ଓ ତାଙ୍କ ପାୱାର ଅଫ୍ ଆଟର୍ଣ୍ଣି ଦୀପକ କୁମାର ଅଗ୍ରୱାଲଙ୍କୁ ଗିରଫ କରାଯାଇଛି। ଦୁଇ ଠିକାଦାରଙ୍କୁ ଭିଜିଲାନ୍ସ ଗିରଫ କରିଛି। ସୋନପୁର ଜିଲ୍ଲାରେ ଅନୁସୂଚିତ ଜାତିର ଛାତ୍ରଙ୍କ…

ବନ୍ଦ କୋଠରୀରୁ ମିଳିଲା ଗୋଟିଏ ପରିବାର ୪ଜଣଙ୍କ ମୃତଦେହ, ଆତ୍ମହତ୍ୟା ସନ୍ଦେହ

ମହୀଶୂର: ମହୀଶୂରରେ ସନ୍ଦେହଜକ ଅବସ୍ଥାରେ ଘର ଭିତରୁ ଗୋଟିଏ ପରିବାର ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର ହୋଇଛି । ଘଟଣାଟି ଜଣାପଡିବା ପରେ ସାରା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । ଗତକାଲି ଅପରାହ୍ନରେ ପରିବାରର ଚାରିଜଣ ସଦସ୍ୟଙ୍କ ମୃତଦେହ ସମ୍ପୃକ୍ତ ଭଡା ଘର ଭିତରେ ସନ୍ଦେହଜନକ ଅବସ୍ଥାରେ ଠାବ…

ନନ୍ଦନ ବିହାର ଡକାୟତି ଘଟଣା: ୫ ଗିରଫ, କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଓ ମାରଣାସ୍ତ୍ର ଜବତ

ଭୁବନେଶ୍ୱର: ଭୁବନେଶ୍ୱର ନନ୍ଦନ ବିହାର ଡକାୟତି ଘଟଣାରେ ୫ ଜଣଙ୍କୁ ଗିରଫ କଲା କମିଶନରେଟ ପୋଲିସ। ସେମାନଙ୍କ ନିକଟରୁ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଓ ମାରଣାସ୍ତ୍ର ଜବତ କରାଥିବା ସହ ସୁନା ଅଳଙ୍କାର ମଧ୍ୟ ଜବତ ହେବା ନେଇ ଡିସିପି ପ୍ରତୀକ ସିଂ ପ୍ରେସ ମିଟରେ ସୂଚନା ଦେଇଛନ୍ତି। ସୂଚନା…

ପୁଣି ପଶ୍ଚିମବଙ୍ଗ ବାଣ କାରଖାନାରେ ବିସ୍ଫୋରଣ: ୮ ମୃତ

କୋଲକାତା: ପୁଣି ପଶ୍ଚିମବଙ୍ଗ ବାଣ କାରଖାନାରେ ବିସ୍ଫୋରଣ । ବିସ୍ଫୋରଣ ହେବାରୁ ୬ ଜଣଙ୍କର ମୃତ୍ୟୁ ହୋଇଛି । ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣାରେ ଥିବା ଏକ ବାଣ କାରଖାନରେ ବିସ୍ଫୋରଣ ହୋଇଛି । ବର୍ତ୍ତମାନ ସୁଦ୍ଧା କେତେ ଆହତ ହୋଇଛନ୍ତି ସେନେଇ ସୂଚନା ହସ୍ତଗତ ହୋଇନାହିଁ । ମୃତକଙ୍କ ପରିଚୟ…

କଳାପଟାରେ ‘ଜୟ ଶ୍ରୀରାମ’ ଲେଖିବାରୁ ଛାତ୍ରଙ୍କୁ ନିସ୍ତୁକ ମାଡ ମାରିଲେ ଶିକ୍ଷକ

ଶ୍ରୀନଗର: ଉତ୍ତର ପ୍ରଦେଶରେ ଶିକ୍ଷୟିତ୍ରୀଙ୍କ ନିର୍ଦ୍ଦେଶରେ ଜଣେ ମୁସଲିମ ଛାତ୍ରଙ୍କୁ ଅନ୍ୟ ଛାତ୍ରମାନେ ଚାପୁଡା ମାରିବା ଘଟଣାକୁ ନେଇ ଦେଶରେ ବିବାଦ ଜୋର ଧରିଛି । ଏହି ବିବାଦ ମଧ୍ୟରେ ଜମ୍ମୁ-କାଶ୍ମୀର କଠୁଆ ଜିଲ୍ଲାରୁ ଅନୁରୂପ ଘଟଣା ସାମ୍ନାକୁ ଆସିଛି । ଜଣେ ଛାତ୍ର ଶ୍ରେଣୀଗୃହ କଳାପଟାରେ…

ଫ୍ଲୋରିଡାରେ ଗୁଳିକାଣ୍ଡ; ୩ କୃଷ୍ଣକାୟ ଲୋକ ମୃତ

ୱାଶିଂଟନ: ଆମେରିକାରେ ଗଣ ଗୁଳିକାଣ୍ଡ ଘଟଣା ଦିନକୁ ଦିନ ବଢି ଚାଲିଛି । ଏବେ ଫ୍ଲୋରିଡାର ଜ୍ୟାକ୍ସନବିଲେରେ ପୁଣିଥରେ ଆତତାୟୀର ଆଖିବୁଜା ଗୁଳିମାଡରେ ୩ ଜଣଙ୍କ ଜୀବନ ଯାଇଛି । ଜଣେ ବନ୍ଧୁକଧାରୀ କୃଷ୍ଣକାୟ ଲୋକଙ୍କୁ ଟାର୍ଗେଟ କରି ଗୋଟିଏ ଡଲାର ଜେନେରାଲ ଷ୍ଟୋରରେ ପଶି ଏହି ଗୁଳିମାଡ କରିଛି ।…

ନିଷ୍ଠୁର ଶିକ୍ଷକ: କୋଚିଂ ସେଣ୍ଟରରେ ଛାତ୍ରଙ୍କୁ ମାରିଲେ ନିସ୍ତୁକ ମାଡ, ଭିଡ଼ିଓ ହେଲା ଭାଇରାଲ

ଅନୁଗୁଳ: ଅନୁଗୁଳର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଛାତ୍ରଙ୍କୁ ନିସ୍ତୁକ ମାଡ଼ ମାରିବାର ଭିଡ଼ିଓ ଭାଇରାଲ ହେବାରେ ଲାଗିଛି । ଏହି ଘଟଣା ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଥାନା ସାପୋଇସାହିଠାରେ ଥିବା ଏକ କୋଚିଂ ସେଣ୍ଟରରେ ଘଟିଥିବା ବେଳେ ସାର୍‌ଙ୍କ ଉଗ୍ର ରୂପର ଏପରି ଭିଡିଓ ଏବେ ଭାଇରାଲ ହେଉଛି।…

୫୦ କେଜିର ଗଞ୍ଜେଇ ଜବତ ସହ ଜଣେ ଗିରଫ, କୋଲକାତାକୁ ହେଉଥିଲା ଚାଲାଣ

ଯାଜପୁର: ଦିନକୁ ଦିନ ବଢିଚାଲିଛି ଗଞ୍ଜେଇ କାରବାର। ଯାଜପୁରରୁ କୋଲକାତା ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ। ୫୦ କେଜିର ଗଞ୍ଜେଇ ଜବତ ସହ ଜଣେ ଗିରଫ। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ହେବା ବୋଲି କୁହାଯାଉଛି। ସୂଚନା ଅନୁସାରେ କୁଆଖିଆ ଛକରୁ…

ଭିଜିଲାନ୍ସ ଜାଲରେ ବଲାଙ୍ଗିର ବିଇଓ ଅଫିସ ଆକାଉଣ୍ଟାଣ୍ଟ, ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ବିଇଓ ଅଫିସ ଆକାଉଣ୍ଟାଣ୍ଟ । ପେନସନ ପାଇଁ ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍ । ବଲାଙ୍ଗୀର ଜିଲ୍ଲା ସଇଁତଳା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଆକାଉଣ୍ଟାଣ୍ଟ ଅଜୟ ଖୁଣ୍ଟିଆ ଆଜି ଲାଞ୍ଚ ନେବା ସମୟରେ ଧରାପଡିଛନ୍ତି । ଜଣେ…

ନୂଆପଡ଼ାରେ ପୁଣି ଲାଲ ତାଣ୍ଡବ: ଜେସିବି ପୋଡିବା ସହ ଭାଙ୍ଗିଦେଲେ ଫରେଷ୍ଟ କ୍ବାଟର

ନୂଆପଡ଼ା: ପୁଣି ମାତିଲେ ମାଓବାଦୀ । ନୂଆପଡ଼ାରେ ରଚିଲେ ଲାଲ ତାଣ୍ଡବ । ଜେସିବି ପୋଡିବା ସହ ଭାଙ୍ଗିଦେଲେ ଫରେଷ୍ଟ କ୍ବାଟର । ଗତକାଲି ବିଳମ୍ବିତ ରାତିରେ ନୂଆପଡ଼ା ଥାନା ଅଭୟାରଣ୍ୟ ଭିତରେ ଥିବା ଗୋଲାବନ୍ଧ ଗାଁରେ ମାଓବାଦୀମାନେ ଭିଆଇଛନ୍ତି ଏଭଳି ବର୍ବର କାଣ୍ଡ । ଏଥିସହ ଘଟଣା ସ୍ଥଳରେ ୮ଟି…