Latest Odisha News

BREAKING NEWS

Browsing Category

ଅପରାଧ

ଆଇନଜୀବୀଙ୍କୁ ମରଣାନ୍ତକ ଆକ୍ରମଣ, ଦୁଇ ଗିରଫ

ନୂଆପଡା: ଆଇନଜୀବୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା । ନୂଆପଡା ଜିଲ୍ଲା ଖଡ଼ିଆଳ ପୁରୁଣା ବସଷ୍ଟାଣ୍ଡ ନିକଟରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ୧୦ରୁ ଊର୍ଦ୍ଧ୍ବ ଦୁର୍ବୃତ୍ତ ଆଇନଜୀବୀ ସତ୍ୟ ନାରାୟଣ ଦାସଙ୍କ ଘରେ ପଶି ମରଣାନ୍ତକ ଆକ୍ରମଣ କରିବା ସହ ସତ୍ୟଙ୍କ ପୁଅଙ୍କୁ ମଧ୍ୟ ଦୁର୍ବୃତ୍ତ…

୨ ଲକ୍ଷ ଟଙ୍କା ସହ ଲୁଟେରାକୁ ଗିରଫ କଲା ବୌଦ୍ଧ ପୁଲିସ

ବୌଦ୍ଧ : ବୌଦ୍ଧ ସହରରେ ବାଇକ ଡିକି ଭାଙ୍ଗି ଟଙ୍କା ଲୁଟ୍‌ ହେଉଥିବାର ଅନେକ ଅଭିଯୋଗ ଆସୁଥିଲା । ଲୁଟେରାମାନେ ଟଙ୍କା ନେଇ ଫେରାର ହୋଇଯାଉଥିବା ବେଳେ,  ପୁଲିସ ଲୁଟେରାଙ୍କ ସଂପର୍କରେ କୌଣସି ଟେର ପାଇପାରୁନଥିଲା । କ୍ଷତିଗ୍ରସ୍ତ ଲୋକ ବାରମ୍ବାର ଥାନାକୁ ଯାଇ ଏହିଭଳି  ଟଙ୍କା ଲୁଟ୍‌ ଘଟଣାର…

ଡିସିପି ଅଫିସ ଘେରାଉ କଲା ବିଜେପି 

ଭୁବନେଶ୍ୱର :  ପୁରୀର ଗୋପ ଜିଲ୍ଲା ପରିଷଦ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁକୁ ନେଇ ଡିସିପି ଅଫିସ ଘେରାଉ କରିଛି ବିଜେପି  । ପୁରୀ ଜିଲ୍ଲା ବିଜେପିର ଅନେକ କର୍ମୀ ଓ ନେତାମାନେ ଡିସିପି ଅଫିସ ସମ୍ମୁଖରେ ବିକ୍ଷୋଭ କରିଥିଲେ । ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କ ନାଁ ଉଠୁଥିବାବେଳେ ତାଙ୍କୁ…

ଥାନା ଭିତରେ ଆତ୍ମହତ୍ୟା

ବ୍ରହ୍ମପୁର:ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଭିତରେ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ଏହାକୁ ନେଇ ଉତ୍ତେଜନା ଦେଖିବାକୁ ମିଳିଛି। ମୃତକ ଜଣକ ହେଲେ ଚମାଖଣ୍ଡି ଗ୍ରାମର ତ୍ରିଲୋଚନ ରେଡ଼ି(୩୨)। ମିଳିଥିବା ସୂଚନା ଅନୁଯାୟୀ, ତ୍ରିଲୋଚନା ପୂର୍ବରୁ ଅନେକ ଗଣ୍ଡଗୋଳ ମାମଲାରେ ସଂପୃକ୍ତ ଥିଲେ ।…

କୁକୁର ବାନ୍ଧିବା ଘଟଣା:ଏନଏଚଆରସିରେ ମାମଲା

ବ୍ରହ୍ମପୁର:ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପରିସରରେ ୧୨ଟି କୁକୁରକୁ ଗୋଡ଼ ଓ ମୁହଁ ବାନ୍ଧିବା ଘଟଣା ଜାତୀୟ ମାନବାଧିକାର କମିଶନରେ ପହଞ୍ଚିଛି। ବ୍ରହ୍ମପୁରର ସମାଜେସବୀ ରବିନ୍ଦ୍ର କୁମାର ମିଶ୍ର ଏନେଇ କମିଶନରେ ଅଭିଯୋଗ କରିଛନ୍ତି। ସେ ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି ଯେ, କୁକୁରଗୁଡ଼ିକୁ ଅତି…

ପୁଅ ମାଡ଼ରେ ବାପା ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ଘାଂସିବିଲି ଗ୍ରାମରେ ପୁଅର ମାଡ଼ରେ ବାପାର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ୭୨ ବର୍ଷୀୟ ପ୍ରଭାକର ସାହୁ। ପୁଅ ଅନ୍ତର୍ୟ୍ୟାମୀ ସାହୁ ଓ ବାପା ପ୍ରଭାକର ସାହୁଙ୍କ ମଧ୍ୟରେ କୌଣସି ଘଟଣାକୁ ନେଇ ବଚସା ହୋଇଥିଲା। ସେଥିରେ ପୁଅ ଉତକ୍ଷୀପ୍ତ ହୋଇ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ପାଖରୁ ମିଳିଲାଣି ୪ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି

ବ୍ରହ୍ମପୁର: ଗଞ୍ଜାମ ଜିଲା ଭଞ୍ଜନଗର ଜଳସେଚନ ବିଭାଗ ଅନ୍ତର୍ଗତ ବାଘୁଆ ପ୍ରକଳ୍ପର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁଚରଣ ସାହୁଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢଉ କରାଯାଇଛି। ଜିଲାର ୯ଟି ସ୍ଥାନରେ ଚଢଉ ପରେ ତାଙ୍କ ପାଖରୁ ୪ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ମିଳିଛି। ପ୍ରାୟ ୨୦…

ଠିକାଦାରଙ୍କ ଗାଡ଼ି ଚଢ଼ୁଥିଲେ ଯନ୍ତ୍ରୀ, ମିଳିଲାଣି ପ୍ରଚୁର ସମ୍ପତ୍ତି

ବ୍ରହ୍ମପୁର: ଗଞ୍ଜାମ ଜିଲା ଭଞ୍ଜନଗର ଜଳସେଚନ ଡିଭିଜନ୍‍ର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁଙ୍କ ଘରେ ଭିଜିଲାନ୍ସର ଚଢ଼ଉ ଜାରି ରହିଛି। ଶେଷ ଖବର ମିଳିବା ସୁଦ୍ଧା ତାଙ୍କର ବ୍ରହ୍ମପୁରରେ ଗୋଟିଏ ତିନି ମହଲା ଏବଂ ଗୋଟିଏ ଦୁଇ ମହଲା ଘର ସହିତ ୨ଟି ପ୍ଲଟ୍‍ ମିଳିଛି। ସେହିଭଳି ଘରୁ ନଗଦ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ବ୍ରହ୍ମପୁର: ଗଞ୍ଜାମ ଜିଲାର ଭଞ୍ଜନଗର ଜଳସେଚନ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଷ୍ନୁ ଚରଣ ସାହୁଙ୍କ ଘରେ ଶୁକ୍ରବାର ସକାଳେ ଭିଜିଲାନ୍ସ ଚଢାଉ ହୋଇଛି। ଯନ୍ତ୍ରୀ ସାହୁ ବାଘୁଆ ଜଳସେଚନ ପ୍ରକଳ୍ପରେ କାର୍ଯ କରୁଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ ହୋଇଛି। ଓଡିଶା…

ଜିଆରଏସ୍‌ଙ୍କ ଆକ୍ରମଣରେ ବିଜେଡ଼ି କର୍ମୀ ଲହୁଲୁହାଣ

ବ୍ରହ୍ମପୁର: ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକର ବିବାଦ ପିଛା ଛାଡୁନାହିଁ। ଗୁରୁବାର ଗ୍ରାମ ରୋଜଗାର ସେବକ(ଜିଆରଏସ୍‌)ଙ୍କ ଆକ୍ରମଣରେ ଜଣେ ବିଜେଡ଼ି କର୍ମୀ ଲହୁଲୁହାଣ ହୋଇଯାଇଛନ୍ତି। ବିଜେଡି କର୍ମୀ ତଥା ଶ୍ରମିକ ନେତା ଭାବେ ପରିଚିତ ଗୋଳନ୍ଥରା ଗ୍ରାମର ସନ୍ତୋଷ କୁମାର ପ୍ରଧାନଙ୍କ ଅଭିଯୋଗ…