Latest Odisha News
Browsing Category

ଅପରାଧ

SDJM କୋର୍ଟରେ ହାଜର ପରେ ପୁଣି ଜେଲ୍ ଗଲେ ଅର୍ଚ୍ଚନା ନାଗ, କହିଲେ ‘ମିଛ ଖବର କରନ୍ତୁନି’

ଭୁବନେଶ୍ୱର: ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ବ୍ଲାକମେଲିଂ ମାମଲାରେ ଅର୍ଚ୍ଚନା ନାଗକୁ କୋର୍ଟରେ ହାଜର କରାଯାଇଛି । କଡ଼ା ସୁରକ୍ଷା ଭିତରେ କମିଶନରେଟ୍ ପୋଲିସ ଅର୍ଚ୍ଚନା ନାଗଙ୍କୁ ଭୁବନେଶ୍ୱର SDJM କୋର୍ଟରେ ହାଜର ପରେ ପୁଣି ଥରେ ଝାରପଡ଼ା ଜେଲକୁ ନିଆଯାଇଛି । ଜଣେ ଯୁବତୀଙ୍କୁ…

ପୁଅ ଛୁରା ମାଡ଼ରେ ବାପା ମୃତ

ବ୍ରହ୍ମପୁର: ଦୀପାବଳି ପାଳନ ଭିତରେ ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ପଢ଼ାଳ ଗ୍ରାମରେ ଘଟି ଯାଇଛି ଏକ ବଡ଼ ଅଘଟଣ। ପୁଅର ଛୁରା ମାଡ଼ରେ ବାପାଙ୍କ ଜୀବନ ଚାଲିଯାଇଛି। ଘଟଣା ପରେ ପୁଅ ଚମ୍ପଟ ମାରିଛି। ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସୋମବାର ରାତି ପ୍ରାୟ ୮ଟା ବେଳେ ପଢ଼ାଳ…

କନ୍ଧମାଳରେ ଲାଲ୍ ହିଂସା; ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା, ଜାଳିଦେଲେ ୫ଟି ଗାଡ଼ି

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲାରେ ମାଓବାଦୀ ପୁଣି ଥରେ ପୋଲିସକୁ ଚ୍ୟାଲେଞ୍ଜ କରିଛନ୍ତି । ୨୪ ଘଣ୍ଟା ମଧ୍ୟରେ ମାଓବାଦୀ ଦୁଇ ଦୁଇଟି ହିଂସା ଘଟାଇଛନ୍ତି । ଗତକାଲି ବାଲିଗୁଡ଼ା ଥାନା ସୁଡ୍ରା ପଞ୍ଚାୟତ ଆମ୍ବାବାଡ଼ି ଗାଁରେ ଲାଲବାହିନୀ ଜଣେ ଯୁବକଙ୍କୁ ପୋଲିସ ଇନଫର୍ମର ସନ୍ଦେହର ବିଭତ୍ସ ଭାବେ…

୧୯ଜଣଙ୍କୁ ଗିରଫ ସହ ୨୦ ଲକ୍ଷ ଟଙ୍କାର ବାଣ ଜବତ କଲାଣି ବ୍ରହ୍ମପୁର ପୋଲିସ

ବ୍ରହ୍ମପୁର:ବ୍ରହ୍ମପୁର ସହରରେ ବାଣ ବିକ୍ରି ପାଇଁ ପ୍ରଶାସନ ତରଫରୁ ଅନୁମତି ଦିଆଯାଇ ନାହିଁ। ଏଣୁ ବାହାରୁ ବାଣ ଆଣି କେତେକ ବ୍ୟବସାୟୀ ସହରରେ ବିକ୍ରି କରୁଛନ୍ତି। ବେଆଇନ ଭାବେ ବାଣ ବିକ୍ରି ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ବ୍ରହ୍ମପୁର ପୋଲିସ। ଗତ ଏକ ସପ୍ତାହ ମଧ୍ୟରେ ବିଭିନ୍ନ ଥାନା…

୪୫ ଲକ୍ଷ ଟଙ୍କାର ବେଆଇନ ବାଣ ଜବତ

ବ୍ରହ୍ମପୁର:ଗଞ୍ଜାମ ଜିଲାର ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗ୍ରାମରୁ ପୋଲିସ ବିପୁଳ ପରିମାଣର ବେଆଇନ ବାଣ ଜବତ କରିଛି। ଚଢ଼ଉ ବେଳେ ବିଭିନ୍ନ ସାହିରୁ ୪୫ ଲକ୍ଷ ଟଙ୍କାର ଆତସବାଜି, ଗୋଟିଏ ପିକଅପ ଭ୍ୟାନ ଓ ଆତସବାଜି ପ୍ରସ୍ତୁତ କଞ୍ଚାମାଲ ଜବତ କରାଯାଇଛି। କଟକ ଜିଲା ତିଗିରିଆ ଅଞ୍ଚଳର…

ମିଛ ଖବର ଓ ବଟି ମାଗିବା ଅଭିଯୋଗରେ ବନ୍ଧାହେଲେ ୨ ୱେବ୍ ସାମ୍ବାଦିକ

ଭୁବନେଶ୍ୱର: ରାଜଧାନୀରେ ପୋଲିସ ୨ ଜଣ ୱେବ୍ ସାମ୍ବାଦିକଙ୍କୁ ଗିରଫ କରିଛି । ସୂଚନା ଅନୁସାରେ, ୨ ସାମ୍ବାଦିକ ଭରତପୁର ଥାନା ଅଞ୍ଚଳରେ ଥିବା ଏକ ଗେଷ୍ଟ ହାଉସକୁ ବ୍ଲାକମେଲିଂ କରିବା ସହ ଚାନ୍ଦା ମାଗିଥିଲେ । ହୋଟେଲ ପକ୍ଷରୁ ଥାନାରେ ଅଭିଯୋଗ ପରେ ପୋଲିସ ଉଭୟଙ୍କୁ ଗିରଫ କରିଛି । ସୂଚନା…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିକାଣ୍ଡ, ଜଣେ ଗୁରୁତର

ସୁବର୍ଣ୍ଣପୁର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିକାଣ୍ଡ। ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନା ରୁଗୁଡିପାଲି ଗାଁରେ ରବିବାର ରାତିରେ ଘଟିଛି ଏପରି ଅଘଟଣ। ସୂଚନା ଅନୁସାରେ ରୁଗୁଡିପାଲି ଗାଁର ପଞ୍ଚାନନ ମିଶ୍ର ଗାଁରେ ଥିବାବେଳେ ବାଘରତୈଲାର ଜଣେ ଯୁବକ ଆସି ୫ ରୁ ୬ ରାଉଣ୍ଡ ଗୁଳି…

ମିଳିଲାନି ଜାମିନ୍, ଜେଲରେ ରହିବେ ରହସ୍ୟମୟୀ ଅର୍ଚ୍ଚନା ନାଗ

ଭୁବନେଶ୍ୱର: ରହସ୍ୟମୟୀ ବ୍ଲାକମେଲର ଅର୍ଚ୍ଚନାର ଜାମିନ୍ ଆବେଦନ ଖାରଜ ହୋଇଛି । ଭୁବନେଶ୍ୱର SDJM କୋର୍ଟ ସୋମବାର ଅର୍ଚ୍ଚନା ନାଗଙ୍କ ଜାମିନ୍ ଆବେଦନ ଖାରଜ କରି ଦେଇଛନ୍ତି । ବିଳାସପୂର୍ଣ୍ଣ ଜୀବନ ବିତାଉଥିବା ଅର୍ଚ୍ଚନା ଅକ୍ଟୋବର ୬ରେ ଗିରଫ ପରେ ଜେଲରେ ରହିଛି । ଅର୍ଚ୍ଚନା ନାଗ ତା ନାଗ ଫାସରେ…

ଭାଇଚାରାର ସହରରେ ଭାଇଗିରି, ଯୁବକଙ୍କ ହାତକୁ ବାନ୍ଧି ଗାଡ଼ି ପଛରେ ଦୌଡ଼ାଇଲେ ଦୁର୍ବୃତ୍ତ

କଟକ: କଟକରେ ତାଲିବାନୀ ଶାସନ । ଅଧଘଣ୍ଟାର ଆତଙ୍କରେ ଭୟଭୀତ କଟକବାସୀ । କଟକରେ କିଛି ଦୁର୍ବୃତ୍ତ ଜଣେ ଯୁବକଙ୍କ ହାତକୁ ବାନ୍ଧି ଗାଡ଼ି ପଛରେ ପ୍ରାୟ ୨ କିଲୋମିଟର ଦୌଡ଼ାଇଛନ୍ତି । ଜନଗହଳି ପୂର୍ଣ୍ଣ କଟକ ସହରରେ ଘଟିଥିବା ଏହି ଘଟଣାର ଭିଡିଓ ଏବେ ଭାଇରାଲ୍ ହେଉଛି । ସନ୍ଧ୍ୟା ସମୟରେ ଭାଇଚାରାର…

ଦିଅରଙ୍କ ସନ୍ଦେହଜନକ ମୃତ୍ୟୁ ପରେ ଭାଉଜ ଅଟକ

ବ୍ରହ୍ମପୁର:ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ଶୀତଳାପଲ୍ଲୀ ଗ୍ରାମରେ ଦିଅରଙ୍କ ସନ୍ଦେହ ଜନକ ମୃତ୍ୟୁ ପରେ ଭାଉଜଙ୍କୁ ଅଟକ ରଖିଛି ପୋଲିସ। ମୃତକ ଜଣକ ହେଲେ ପ୍ରଦୀପ ନାୟକ। ମିଳିଥିବା ସୂଚନା ଅନୁଯାୟୀ, ପ୍ରଦୀପଙ୍କ ଭାଇଙ୍କ ପ୍ରାୟ ୫ ବର୍ଷ ପୂର୍ବେ ମୃତ୍ୟୁ ହୋଇଯାଇଥିଲା। ଏହାର କିଛି…