Latest Odisha News

BREAKING NEWS

Browsing Category

ଅପରାଧ

ଗତ ଜୁନରେ ଅଭିଯୋଗ କରିଥିଲେ, ଜାନୁଆରୀରେ ନିଜେ ଧରା ପଡ଼ିଲେ

ପୁରୀ: ପୋଲିସ ବଟି ନେଇ ନିଶା କାରବାରକୁ ପ୍ରୋତ୍ସାହନ ଦେଉଛି, ଅବକାରୀ ବିଭାଗ କଣ କରିବ ? ଗତବର୍ଷ ଜୁନ୍ ପ୍ରଥମ ସପ୍ତାହରେ ଏଭଳି ଏକ ଚିଠି ପୁରୀ ସମେତ ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା । ସେତେବେଳେ ଏ ଚିଠି ଅବକାରୀ କମିଶନରଙ୍କୁ ଲେଖିଥିଲେ ପୁରୀ ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ।…

ଅର୍ଚ୍ଚନା ନାଗ ମାମଲା, ୪ ଅଭିଯୁକ୍ତଙ୍କ ବିରୋଧରେ ୨୨୪୧ ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା ଇଡି

ଭୁବନେଶ୍ୱର: ଲେଡି ବ୍ଲାକମେଲର ଅର୍ଚ୍ଚନା ମାମଲାରେ ଚାର୍ଜସିଟ୍ ଦାଖଲ କରିଛି ଇଡି । ୪ ଅଭିଯୁକ୍ତ ଅର୍ଚ୍ଚନା ନାଗ, ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କ ସହ ସହଯୋଗୀ ଖଗେଶ୍ୱର ପାତ୍ର ଓ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ନାଁରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚାର୍ଜସିଟ୍ ଦାଖଲ କରିଛି । ଭୁବନେଶ୍ୱର ସେସନ୍ସ…

ଅଧରାତିରେ ଭଙ୍ଗାରୁଜା ପରେ ପିକନିକ୍ ପଳାଇଥିଲେ, ୩୪ ଜଣଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର: ହକି ବିଶ୍ୱକପକୁ ନେଇ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇଛି ପୋଲିସ । ଛକ ଛକରେ ଚେକିଂ ଚାଲିଛି । ରାଜଧାନୀରେ କଡ଼ା ସୁରକ୍ଷା ସତ୍ତ୍ୱେ ଅସାମାଜିକ ଯୁବକଙ୍କ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି । ଶନିବାର ରାତିରେ ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଏକ ବାରରେ ଭଙ୍ଗାରୁଜା…

ପୋଖରୀରେ ବୁଡିଗଲେ ଦୁଇ ଭଉଣୀ

ବ୍ରହ୍ମପୁର: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଖମାରପଲ୍ଲୀ ଗ୍ରାମର ନୂଆସାହି ହରିଜନ ସାହିର ଦୁଇ ଜଣ ଭଉଣୀ ପୋଖରୀରେ ଗାଧୋଉଥିବା ବେଳେ ବୁଡ଼ିଯାଇ ପ୍ରାଣ ହରାଇଛନ୍ତି। ମୃତକମାନେ ହେଲେ ବୁଲୁ ନାଇକଙ୍କ ଦୁଇ ଝିଅ ୧୦ବର୍ଷର ଝିଅ ସାଲିନ ଏବଂ ୮ବର୍ଷର ସୋନାଲିକା। ରବିବାର…

ସ୍ତ୍ରୀର ଅଶ୍ଳୀଳ ଫୋଟ ଭାଇରଲ ଅଭିଯୋଗରେ ସ୍ୱାମୀ ଗିରଫ

ବ୍ରହ୍ମପୁର: ସ୍ତ୍ରୀର ଅଶ୍ଳୀଳ ଫୋଟ ସୋସିଆଲ ମିଡିଆରେ ପୋଷ୍ଟ କରିବା ସହ ଯୌତୁକ ନିର୍ଯାତନା ଅଭିଯୋଗରେ ସ୍ୱାମୀକୁ ଗିରଫ କରିଛି ଗଞ୍ଜାମ ଜିଲାର ବୁଗୁଡ଼ା ପୋଲିସ। ଗିରଫ ଅଭିଯୁକ୍ତ ହେଲେ ବୁଗୁଡ଼ା ଥାନା ମାଣିତରା ପଞ୍ଚାୟତ ଅନ୍ତର୍ଗତ ମଙ୍ଗରାଜପୁର ଡାଙ୍ଗିସାହିର ରାଜେନ୍ଦ୍ର ପ୍ରଧାନ ଓରଫ ମୁନା…

୨ ବର୍ଷର ଛୁଆର ଗୁପ୍ତାଙ୍ଗ କାଟିନେଲେ ଦୁର୍ବୃତ୍ତ

କେନ୍ଦୁଝର: ୨ ବର୍ଷର ଛୁଆ । ନା ଭଲକରି ଚାଲି ପରେ ନା କହିପାରେ କଥା । କିନ୍ତୁ ତା’ସହ ଯାହା ଘଟିଛି ସେସବୁ ଶୁଣିଲେ ଆପଣଙ୍କ ପାଦତଳୁ ବି ମାଟି ଖସିଯିବ । ଅମାନବିକତାର ସୀମା ଲଂଘିଥିବା ଏ ଘଟଣା ହେଉଛି କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅଞ୍ଚଳର । ଯେଉଁଠି ଦୁର୍ବୃତ୍ତ ୨ ବର୍ଷର ଛୁଆର…

ରେଳବାଇରେ ଚାକିରି ନାଁରେ ଆଉ ୧୬ ଲକ୍ଷ ଟଙ୍କାର ଠକେଇ ଅଭିଯୋଗ

ବ୍ରହ୍ମପୁର; ରେଳବାଇରେ ଚାକିରି ନାଁରେ ଠକେଇ ମାମଲାର ଚେର ଲମ୍ବିବାରେ ଲାଗିଛି। ଜଣକ ପରେ ଜଣେ ପୀଡ଼ିତ ପୋଲିସର ଦ୍ବାରସ୍ଥ ହେଉଛନ୍ତି। ପୂର୍ବରୁ ୭ ଲକ୍ଷ ଟଙ୍କା ଠକେଇ ନେଇ ଏସ୍‌.ହିତେଶ ପାତ୍ର ନାମକ ଜଣେ ଯୁବକ ବ୍ରହ୍ମପୁର ଟାଉନ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏହି ଘଟଣାରେ ଜେଏମ୍‌ଏସ୍‌…

ଭିସେରା ଚୋରି ପଛରେ ଅଛି କି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ସମ୍ପୃକ୍ତି ?

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ମଙ୍ଗଳ ବଜାରରେ ଥିବା ଶବ ବ୍ୟବଚ୍ଛେଦ ଗୃହରୁ ଭିସେରା ଚୋରି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ବିବାଦ ଘେରକୁ ଟାଣି ଆଣିଛି । ଅଭିଯୋଗ ଅନୁସାରେ, ୨୦୨୨ ଡିସେମ୍ବର ମାସରୁ ଶବ ବ୍ୟବଚ୍ଛେଦ ଗୃହ ଝରକା ଭାଙ୍ଗି କିଏ ଭିସେରା ଚୋରି କରିଛି । ତଥାପି ଅଭିଯୋଗ ପରେ…

ମଦୁରା ଫାଇନାନ୍ସ କମ୍ପାନୀର ୮ ଲକ୍ଷ ଠକେଇ ଘଟଣା:ଗିରଫ ହେଲେ ମ୍ୟାନେଜର

ବ୍ରହ୍ମପୁର: ବ୍ରହ୍ମପୁର ସହର ଗାନ୍ଧୀନଗର ୪ର୍ଥ ଲେନରେ ଥିବା ମଦୁରା ମାଇକ୍ରୋଫାଇନାନ୍ସ କମ୍ପାନୀରେ ୮ ଲକ୍ଷ ଟଙ୍କା ଠକେଇ ଘଟଣାରେ ଏହାର ମ୍ୟାନେଜର ରଶ୍ମୀତା ବେହେରା(୩୫)ଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଛି। ଏହି ଠକେଇ ଘଟଣାରେ ଅନ୍ୟତମ ଅଭିଯୁକ୍ତ ଥିବା ତଥା ବ୍ରହ୍ମପୁର ଶାଖାର କେନ୍ଦ୍ର…

ଠିକା କମ୍ପାନୀର ଗେଷ୍ଟ ହାଉସରେ ଗୁଳିମାଡ଼ ଘଟଣା, ଶ୍ରମିକ ନେତାଙ୍କ ସହ ୩ ଗିରଫ

ପାରାଦୀପ: ନୂଆବର୍ଷରେ ଶୁଭେଚ୍ଛା ଜଣାଇବାକୁ ଆସି ଠିକା କମ୍ପାନୀରେ ଗୁଳିମାଡ଼ ଘଟଣା । ବନ୍ଧାହେଲେ ଶ୍ରମିକ ନେତାଙ୍କ ସହ ୩ ଜଣ । ପାରାଦୀପ ଆଦର୍ଶ ଥାନା ପୋଲିସସ ଗେଷ୍ଟ ହାଉସରେ ଗୁଳିମାଡ଼ କରିଥିବା ଖୋର୍ଦ୍ଧା ଜିଲ୍ଲା ନାରାକାରପୁରର ବାପି ପ୍ରଧାନ, କେନ୍ଦୁଝରର ନନ୍ଦିପଡ଼ାର ପ୍ରଭାସ ଚନ୍ଦ୍ର…