Latest Odisha News

BREAKING NEWS

Browsing Category

ଅପରାଧ

ଅଦାଲତରେ ପଡିରହିଛି ୪ଲକ୍ଷରୁ ଉର୍ଦ୍ଧ ଘରୋଇ ହିଂସା ମାମଲା

ନୂଆଦିଲ୍ଲୀ:  ସୁପ୍ରିମକୋର୍ଟଙ୍କ ନିକଟରେ ଜାତୀୟ ଆଇନ ସେବା ପ୍ରାଧିକରଣ (NALSA) ପକ୍ଷରୁ ଦେଶରେ ମୋଟ ଘରୋଇ ହିଂସା ମାମଲାର ତଥ୍ୟ ଦାଖଲ ହୋଇଛି  ।  ଦାଖଲ ତଥ୍ୟରୁ ଜଣାଯାଇଛି ଦେଶରେ ମୋଟ ୪,୭୧,୬୮୪ଟି ଘରୋଇ ହିଂସା ମାସଲା ବିଚାରାଧୀନ ରହିଛି । ୨୦୨୨ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇବା…

ଗଣେଶ ପୂଜା ଭସାଣିରେ ହତ୍ୟା ଉଦ୍ୟମ; ଯୁବକ ଗୁରୁତର

ଢ଼େଙ୍କାନାଳ: ସଦର ଥାନା ଅନ୍ତର୍ଗତ ଗୁଣ୍ଡିଚାପଡ଼ା ପଞ୍ଚାୟତ ଅଧୀନସ୍ତ ଛାଟିଆ ଗ୍ରାମରେ ଚଳିତ ବର୍ଷ ଗଣେଶ ପୂଜାକୁ ଭସାଣିକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଯାଇଛି । ଗୁରୁବାର ଭସାଣିରେ ରାଉତ ଖଞ୍ଜାର ଓ ବେହେରା ଖଞ୍ଜାର ଗୋଷ୍ଠୀ ଭସାଣି ପାଁଇ ପ୍ରସେସନ କରୁଥିବା ସମୟରେ ସାମ୍ନାସାମ୍ନି…

କଟକ ପକ୍ସୋ କୋର୍ଟ ବିଚାରପତିଙ୍କ ଆତ୍ମହତ୍ୟା

ଭୁବନେଶ୍ୱର: କଟକ ସ୍ୱତନ୍ତ୍ର ପକ୍ସୋ କୋର୍ଟର ବିଚାରପତି ସୁବାସ ବିହାରୀଙ୍କ ଆତ୍ମହତ୍ୟା । ସିଡିଏ ସେକ୍ଟର-୯ ସ୍ଥିତ ଘରେ ଜଷ୍ଟିସ ବିହାରୀ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ଜଷ୍ଟିସ ବିହାରୀଙ୍କ ଘର ଯାଜପୁର ଜିଲ୍ଲା ବୋଲି ଜଣାପଡ଼ିଛି । ଜଷ୍ଟିସ ସୁବାସ ବିହାରୀଙ୍କ ସହକର୍ମୀଙ୍କ ସୂଚନା…

ବେଗୁନିଆପଡ଼ା ବ୍ଲକ କନିଷ୍ଠ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ

ବ୍ରହ୍ମପୁର: ଗଞ୍ଜାମ ଜିଲାର ବେଗୁନିଆପଡ଼ା ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ସୁଧାଂଶୁ ଶେଖର ମଲ୍ଲିକଙ୍କୁ ଧରିଛି ବ୍ରହ୍ମପୁର ଭିଜିଲାନ୍ସ। 'ମୋ ଗୁହାଳ'ର ବିଲ୍ କରାଇଦେବା ପାଇଁ ଜଣଙ୍କ ଠାରୁ ୭ ହାଜର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସରେ ଧରା ପଡିଛନ୍ତି। ସେ ଏହି ବ୍ଲକର ବୁରୁଝୁରୀ…

ପ୍ରତିଶୋଧ ପରାୟଣ ହୋଇ ତାନ୍ତ୍ରିକକୁ ହାଣି ଦେଲେ ଯୁବକ

ଯାଜପୁର: ସୁକିନ୍ଦା ଥାନା ବନ୍ଧଗାଁରେ ଅଭାବନୀୟ ଘଟଣା ଘଟିଛି । ଜଣେ ଯୁବକ ପ୍ରତିଶୋଧ ପରାୟଣ ହୋଇ ତାନ୍ତ୍ରିକଙ୍କୁ ହାଣି ଦେଇଛନ୍ତି । ଘଟଣାସ୍ଥଳରେ ତାନ୍ତ୍ରିକଙ୍କ ମୃତ୍ୟୁ ଘଟିଛି । ତେବେ ତାନ୍ତ୍ରିକଙ୍କୁ ହାଣିବା ପରେ ସୁକିନ୍ଦା ଥାନାରେ ଆତ୍ମସମର୍ପଣ କରିଛି ଅଭିଯୁକ୍ତ ଯୁବକ। ସୂଚନା…

ଢ଼େଙ୍କାନାଳ ସଦରରୁ ୪୨ ଗ୍ରାମ ବ୍ରାଉନ ସୁଗାର ଜବତ

ଢ଼େଙ୍କାନାଳ:  ଢ଼େଙ୍କାନାଳ ସଦର ଥାନା ଅନ୍ତର୍ଗତ ବଳଦିଆବନ୍ଧ ଗ୍ରାମରୁ ୪୨ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି । ରାଜେନ୍ଦ୍ର କୁମାର ବେହେରା ନାମକ ବ୍ୟକ୍ତିଙ୍କ ଠାରୁ ମାତ୍ରାଧିକ ଟଙ୍କାର ବ୍ରାଉନ ସୁଗାର ଜବତ କରାଯାଇଛି ବୋଲି ଅବକାରୀ ଅଧିକକ୍ଷକ ପ୍ରଦୀପ କୁମାର ପାଣିଗ୍ରାହୀ କହିଛନ୍ତି ।…

ଆନ୍ଧ୍ରପ୍ରଦେଶରୁ ମାଙ୍କଡ଼ ଆଣି ଓଡ଼ିଶା ସୀମାରେ ଛାଡୁଥିଲେ ଦୁଇ ଯୁବକ; ବନ ବିଭାଗ କଲା ଗିରଫ

ବ୍ରହ୍ମପୁର: ପଡ଼ୋଶୀ ଆନ୍ଧ୍ରପ୍ରଦେଶର ଶ୍ରକାକୁଲମରୁ ଗଞ୍ଜାମ ଜିଲାର ପାତ୍ରପୁର ବ୍ଲକ ଅଞ୍ଚଳକୁ ମାଙ୍କଡ଼ ଆଣି ଛଡ଼ା ହେଉଥିଲା। ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ ମଧ୍ଯ କରାଯାଇଛି। ଅଭିଯୁକ୍ତ ଦୁଇଜଣ ହେଲେ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲାର ପି. ନାଗରାଜୁ (୨୩) ଏବଂ ଏଲୁରୁ ଜିଲାର ରମେଶ ସିଂ…

ଗତକାଲି ମଧ୍ୟ ରାତ୍ରୀରେ ଭୁବନେଶ୍ୱରରେ ଦୁଇଟି ହତ୍ୟାକାଣ୍ଡ

ଭୁବନେଶ୍ୱର : ଗତ କାଲି ମଧ୍ୟ ରାତ୍ରୀରେ ଭୁବନେଶ୍ୱରରେ ଦୁଇଟି ହତ୍ୟାକାଣ୍ଡ ଘଟିଛି । ବିଳମ୍ବିତ ରାତିରେ ଭୁବନେଶ୍ୱରର ରୁପାଲି ଛକରେ ଜଣେ ସାଙ୍ଗକୁ ଅନ୍ୟ ୨ଜଣ ସାଙ୍ଗ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଅନ୍ୟ ଅଭିଯୋଗଟି ଶାସ୍ତ୍ରୀନଗର ବାସିନ୍ଦା ତାଙ୍କ ସ୍ତ୍ରୀଙ୍କୁ କିଏ ହତ୍ୟା କରିଥିବାର…

ପାର୍ବଣ ବେଳେ ବଟି ମାଗିଲେ ବନ୍ଧିବ ପୁଲିସ

ଭୁବନେଶ୍ୱର : ପାର୍ବଣ ବେଳେ ବଟି ମାଗିଲେ ବନ୍ଧା ହେବେ  । ବଟି ଆଦାୟକାରୀଙ୍କୁ ସାବଧାନ କରାଇ ଦେଇଛି ଓଡିଶା ପୁଲିସ । ଗଣେଶ ପୂଜା ଠାରୁ ଆରମ୍ଭ ହୋଇଯାଇଥାଏ ପାର୍ବଣ ଋତୁ । ସାରା ରାଜ୍ୟ ପାର୍ବଣ ପାଇଁ ଉତ୍ସବ ମୁଖର ହେଉଥିବା ବେଳେ ସେହି ସମୟରେ କିଛି ବ୍ୟକ୍ତି ବ୍ୟବସାୟୀ ଏବଂ ସାଧାରଣ…

ଲାଞ୍ଚ ନେଉଥିବା ବେଳେ ଧରା ପଡ଼ିଲେ ଡିଏସପି ଇନ୍-ଚାର୍ଜ

ଭୁବନେଶ୍ୱର: କୋଇଲା ପରିବହନକାରୀଙ୍କ ଠାରୁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଡିଏସପି ଇନ୍-ଚାର୍ଜ । ଢେଙ୍କାନାଳ ସଦର ଥାନା ଡିଏସପି ଇନ୍-ଚାର୍ଜ ଅଭିନବ ଡାଳୁଆଙ୍କୁ ଭିଜିଲ୍ସା ଲାଞ୍ଚ ଟଙ୍କା ସହ ଧରିଛି । ଶ୍ରୀ ଡାଳୁଆଙ୍କ ଠାରୁ ୩୦ ହଜାର ଲାଞ୍ଚ ଟଙ୍କା ଜବତ ହୋଇଥିବା ବେଳେ…