Latest Odisha News

BREAKING NEWS

Browsing Category

ଅପରାଧ

ସେପ୍ଟେମ୍ବର ୫ତାରିଖ ପର୍ଯ୍ୟନ୍ତ ହାଜତରେ ରହିବେ ସଞ୍ଜୟ ରାଉତ

ମୁମ୍ୱଇ: ପାତ୍ରା ଚୈଲ ଜମି ଦୁର୍ନୀତି ଅଭିଯୋଗ ମାମଲାରେ ଗିରଫ ହୋଇଥିବା ଶିବ ସେନାର ସାଂସଦ ସଞ୍ଜୟ ରାଉତଙ୍କୁ ବିଚାର ବିଭାଗୀୟ ମିଆଦ ଅବଧିକୁ ସେପ୍ଟେମ୍ବର ୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଦିଆଯାଇଛି। ଅଗଷ୍ଟ ମାସ ଆରମ୍ଭରେ ଇଡି ସଞ୍ଜୟଙ୍କୁ ଗିରଫ କରିଥିଲା । ପ୍ରଥମେ ପ୍ରବର୍ତ୍ତନ…

ଜାଲ ରେସିଡେଣ୍ଟ ସାର୍ଟିଫିକେଟ: ତିନି ଗିରଫ

ବ୍ରହ୍ମପୁର; ସେନାରେ ନିଯୁକ୍ତି ପାଇବା ନିମନ୍ତେ ଜାଲ୍‌ ରେସିଡେଣ୍ଟ ସାର୍ଟିଫିକେଟ ଦେଇଥିବା ଅଭିଯୋଗରେ ଗୋପାଳପୁର ଥାନା ପୁଲିସ ୨ ଜଣ ଯୁବକ ସମେତ ଜାଲ ରେସିଡାଣ୍ଟ ପ୍ରସୃତ କରିଥିବା ଜନସେବା କେନ୍ଦ୍ର ମାଲିକକୁ ଗିରଫ କରାଯାଇଛି । ଅନ୍ୟ ପଟେ ଜାଲ ମାଟ୍ରିକ ସାର୍ଟିଫିକେଟ ମାମଲାରେ ଅନ୍ୟ ୨…

ବଡ଼ଚଣା ଡାକ୍ତରଖାନାରେ ରୋଗୀଙ୍କୁ ଆକ୍ରମଣ; ବ୍ଲକ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କିଛି ଦାୟିତ୍ୱ ନାହିଁ?

ଯାଜପୁର: ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀଙ୍କୁ ଆକ୍ରମଣ ହେଲା । ମାଡ଼ ମାରି ଲହୁ ଲୁହାଣ କଲେ ସିକ୍ୟୁରିଟି ଗାର୍ଡ । ପ୍ରତିକ୍ରିୟାରେ ବ୍ଲକ ଜନସ୍ୱାସ୍ଥ୍ୟ ଅଧିକାରୀ କହିଲେ- "ଆମର କିଛି କର୍ତ୍ତବ୍ୟ ନାହିଁ"। ବ୍ଲକ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ରଶ୍ଚି ରଞ୍ଜନ ପଶାୟତ…

ଘର ଓ ଚାକିରି ଦେବା ନାଁରେ ଠକେଇ, ଜେନାପୁର ପୋଲିସ ଦ୍ୱାରା ଦୁଇ ଗିରଫ

ଯାଜପୁର: ଘର ଓ ଚାକିରି ଦେବା ନାଁରେ ଠକୁଥିଲେ ଦୁଇ ଯୁବକ । ଯାଜପୁର ଜିଲ୍ଲା ଜେନାପୁର ପୋଲିସ ଦ୍ୱାରା ଦୁଇ ଠକ ଗିରଫ ହୋଇଛନ୍ତି । ଗିରଫ ଦୁଇ ଠକ ଯାଜପୁର ଟାଉନ ଥାନା ଅନ୍ତର୍ଗତ ଗୋକନା ଗ୍ରାମର ବିଶ୍ଵନାଥ ସାହୁ ଓ ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳର ବିରଜା ପ୍ରସାଦ ରାୟ । ଏମାନେ ନିଜକୁ ବାଜି…

ଶୈଳଶ୍ରୀ ବିହାରରରେ ମହିଳା ସଫ୍ଟୱେୟାର ଇଞ୍ଜିନିୟରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର: ଜଣେ ମହିଳା ସଫ୍ଟୱେୟାର ଇଞ୍ଜିନିୟରଙ୍କ ଝୁଲନ୍ତା ମୃତ ଦେହ ଚନ୍ଦ୍ରଶେଖରପୁର ଅଞ୍ଚଳରେ ମିଳିଛି । ଶୁକ୍ରବାର ପୋଲିସ ଏକ ଭଡ଼ା ଘରୁ ଉତ୍କଳ ଶ୍ୱେତା ଉତ୍କଳ କୁମାରୀଙ୍କ ଝୁଲନ୍ତା ମୃତ ଦେହକୁ ଜବତ କରିଛି । ପ୍ରେମ ବିବାଦରୁ ଶ୍ୱେତା ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ…

କଣ ପାଇଁ ତହସିଲଦାରଙ୍କ ଗୋଡ ଧରିଲେ ଜିଲ୍ଲା ପରିଷଦ ସଦସ୍ୟ ?

ସୋନପୁର: ସାରା ରାଜ୍ୟରେ ବନ୍ୟାର ବିଭୀଷିକା ପାଇଁ  ଅନେକ ଧନ ଜୀବନ ନଷ୍ଟ ହୋଇଛି  । ମଣିଷ ହୁଅନ୍ତୁ କି ପଶୁ ମୁଣ୍ଡ ଗୁଞ୍ଜିବା ପାଇଁ ଅନେକ ଅସୁବିଧାରେ ପଡୁଛନ୍ତି  । ସୋନପୁର ଜିଲ୍ଲାର  ଖମ୍ବେଶ୍ବରୀପାଲି ଗାଁର ଗରିବ ଲୋକ ମାନେ ବନ୍ୟାରେ ଧନ ଜୀବନ ନଷ୍ଟ ହେବା ପରେ ପାଲ  ଖଣ୍ଡିଏ ପାଇଁ ତହସିଲ…

ଦିଲ୍ଲୀ ଉପମୁ୍ଖ୍ୟମନ୍ତ୍ରୀଙ୍କ ଘରେ ସିବିଆଇ, ସ୍ବାଗତ କଲେ ସିସୋଦିଆ 

ଦିଲ୍ଲୀ : ଦିଲ୍ଲୀ ଉପମୁ୍ଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଘରେ ସିବିଆଇ ରେଡ । ଟୁଇଟ କରି ସିବିଆଇଙ୍କୁ ସ୍ବାଗତ କଲେ ସିସୋଦିଆ  । ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ହିନ୍ଦୀରେ ଏକ ଟୁଇଟ୍ କରି ସୂଚନା ଦେଇଛନ୍ତି , "ସିବିଆଇ ଆସିଛି “। ଆମେ ତାଙ୍କୁ  ସ୍ୱାଗତକରୁଛୁ । ଆମେ ଅତ୍ୟନ୍ତ…

ସରକାରୀ ଦଳର ବଡପଣ୍ଡା ମାନେ ସାଜିଛନ୍ତି ବାଲି ମାଫିଆ

ଭୁବନେଶ୍ୱର: ସରକାରୀ ଦଳର ବଡପଣ୍ଡା ମାନେ ସାଜିଛନ୍ତି ବାଲି ମାଫିଆ । ବାଲି ଚୋରାଚାଲଣ ହେଉଥିବାର ଅଭିଯୋଗ ପରେବି ଚୁପ ହୋଇ ବସିଛନ୍ତି ଉଭୟ ପ୍ରଶାସନ ଓ ସରକାର । କୁଆଖାଇ ଏବଂ କୁଷଭଦ୍ର ନଦୀରୁ ବେଆଇନ ବାଲି ଚୋରା ଚାଲଣ ହେଉଥିବା ଅଭିଯୋଗ ଆଣିଛନ୍ତି ସାଂସଦ  ଅପରାଜିତ ଷଢ଼ଙ୍ଗୀ । ଭୁବନେଶ୍ୱର…

ଦୁଷ୍କର୍ମ ଅଭିଯୋଗରେ ଗିରଫ ହେବେ ଶାହନବାଜ୍ ହୁସେନ

ଦିଲ୍ଲୀ: ବିଜେପିର ସଂଖ୍ୟାଲଘୁ ଚେହେରା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶାହନବାଜ୍ ହୁସେନଙ୍କୁ ଗିରଫ କରିବ ଦିଲ୍ଲୀ ପୋଲିସ । ଶାହନବାଜ୍ ହୁସୈନଙ୍କ ବିରୋଧରେ ଯଥାଶୀଘ୍ର ଦୁଷ୍କର୍ମ ମାମଲା ଦାଏର କରିବାକୁ ଦିଲ୍ଲୀ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ  । ଦିଲ୍ଲୀ…

[ଦେଖନ୍ତୁ ଭିଡିଓ] ଦିଲ୍ଲୀ ଚୋରାଚାଲାଣ ବେଳେ ୪୫୦୦ କେଜି ଗଞ୍ଜେଇ ଜବତ, ଦୁଇ ଗିରଫ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଆଜି ମଧ୍ୟାହ୍ନ ସମୟରେ ୪୫୦୦ କେ.ଜି ଗଞ୍ଜେଇ ଜବତ କରାଯାଇଛି । ଏକ କୁଣ୍ଡା ବୋଝେଇ ଟ୍ରକରୁ ଗଞ୍ଜେଇ ଜବତ କରାଯାଇଥିବାର ସୂଚନା ଦେଇଛନ୍ତି ରାୟଗଡ଼ା ଅବକାରୀ ଅଧିକ୍ଷକ ,ଅଭିରାମ ବେହେରା  ।  ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ଅବକାରୀ…