Latest Odisha News

BREAKING NEWS

Browsing Category

ଅପରାଧ

ଲକ୍ଷେ ୮୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡ଼ିଲେ ବିଡିଓ

ବଲାଙ୍ଗିର: ଭିଜିଲାନ୍ସ, ଜାଲରେ ଗୁଡ଼ଭେଲା ବିଡିଓ । ଗୁଡ଼ବେଲା ଭିଡିଓ ବିନୋଦ କୁମାର ନାଏକ ଭିଜିଲାନ୍ସ ହାତରେ ଲାଞ୍ଚ ନେଇ ଧରା ପଡ଼ିଛନ୍ତି । ଜଣେ କଣ୍ଟ୍ରାକ୍ଟରଙ୍କ ଠାରୁ ବିଡିଓ ବିନୋଦ ଲକ୍ଷେ ୮୦ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଛନ୍ତି । ଲାଞ୍ଚ ଟଙ୍କା ଜବତ କରିବା ସହ ଭିଜିଲାନ୍ସ…

ସୁରତରେ ହତ୍ୟା ଘଟଣାର ଅଭିଯୁକ୍ତ ୨୧ ବର୍ଷ ପରେ ଗଞ୍ଜାମରୁ ଗିରଫ

ବ୍ରହ୍ମପୁର:ସୁରତାରେ ଏକ ହତ୍ୟା ମାମଲାରେ ଅଭିଯୁକ୍ତ ଥିବା ବ୍ୟକ୍ତିଙ୍କୁ ପ୍ରାୟ ୨୧ ବର୍ଷ ପରେ ଗଞ୍ଜାମରୁ ଗିରଫ କରାଯାଇଛି। ଅଭିଯୁକ୍ତ ଜଣକ ହେଲେ କବିସୂର୍ଯ୍ୟନଗର ଥାନା ଅଧୀନ ବାଉଁଶିଆ ଗ୍ରାମର ଶଙ୍କର ବେହେରା (୫୦)। ମିଳିଥିବା ସୂଚନା ଅନୁଯାୟୀ, ୨୦୦୧ ମସିହାରେ ଗୁଜରାଟର ସୁରତ ସହର…

ମଦ୍ୟପାନ ପାଇଁ ଶିକ୍ଷକଙ୍କ ଦସ୍ତାବିଜ ସହ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ସର୍ବସ୍ଵ ବିକିଦେଲେ ପିଅନ

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ଥିବା ପୁରୁଣା ଡିଆଇ ଅଫ୍‌ ସ୍କୁଲ( ଜିଲା ନିରୀକ୍ଷକ ବିଦ୍ୟାଳୟ ସମୂହ) କାର୍ଯ୍ୟାଳୟର ସର୍ବସ୍ଵ ବିକ୍ରି କରି ଦେଇଥିବା  ପିଅନ ଏମ୍‌.ପିତାମ୍ବର(୩୫)ଙ୍କୁ ଗିରଫ କରିଛି ବ୍ରହ୍ମପୁର ଟାଉନ ଥାନା ପୋଲିସ। ମଦ୍ୟପାନ ପାଇଁ ସେ କାର୍ଯ୍ୟାଳୟର ସମସ୍ତ ସାମଗ୍ରୀ ବିକ୍ରି…

ଧର୍ମେନ୍ଦ୍ରଙ୍କ ୨ଟି ମୋବାଇଲ୍ ମିଳିଲା, ପ୍ରମାଣ ଅଛି ତ ?

ଭୁବନେଶ୍ୱର: ଜିଲ୍ଲା ପରିଷଦ ସଭ୍ଯ ଧର୍ମେନ୍ଦ୍ର ସାହୁଙ୍କ ସନ୍ଦେହଜନକ ମୃତ୍ୟୁ ପରେ ଅନେକ ପ୍ରଶ୍ନ ଉଠୁଛି । ବିଶେଷ କରି ମୃତ୍ୟୁର କିଛି ଘଣ୍ଟା ପୂର୍ବରୁ ଧର୍ମେନ୍ଦ୍ର କରିଥିବା ଫେସବୁକ୍ ପୋଷ୍ଟ ଯେତିକି ଚିନ୍ତାଜନକ ସେତିକି ସମ୍ବେଦନଶୀଳ । ମୃତ୍ୟୁର ମାତ୍ର କେଇ ମିନିଟ୍ ପୂର୍ବରୁ ଧର୍ମେନ୍ଦ୍ର…

ଭଡା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ରାଜଧାନୀରେ ବଢିବାରେ ଲାଗିଛି ଆତ୍ମହତ୍ୟା ଘଟଣା ।  ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଜଣେ ମହିଳା ଆତ୍ମହତ୍ୟା କରିଛନ୍ତି  । ମୃତ ମହିଳା ହେଉଛନ୍ତି ପ୍ରିୟଙ୍କା ରାୟ ସାମନ୍ତ । ଚନ୍ଦ୍ରଶେଖରପୁର ଅଞ୍ଚଳରେ ଭଡ଼ାରେ ରହୁଥିଲେ । ତାଙ୍କ ଘର ଢ଼େଙ୍କାନାଳ ଅଞ୍ଚଳରେ ବୋଲି…

ଅତିରିକ୍ତ ତହସିଲଦାରଙ୍କ ନିର୍ଯାତନାରୁ ମୁକୁଳି ସର୍ଟ ଷ୍ଟେ’ ହୋମ୍‌ରେ ପୋଷ୍ୟ ସନ୍ତାନ

ବ୍ରହ୍ମପୁର: ଗଞ୍ଜାମ ଜିଲାର ଜଣେ ଅତିରିକ୍ତ ତହସିଲାର ନିଜ ପୋଷ୍ୟ ସନ୍ତାନକୁ ନିର୍ଯାତନା ଦେଉଥିବା ଭଳି ସାଂଘାତିକ ଘଟଣା ସାମ୍ନାକୁ ଆସିଛି। ପୋଷ୍ୟ ସନ୍ତାନ ଜଣକ ଅତିରିକ୍ତ ତହସିଲଦାର୍‌ଙ୍କ କବଳରୁ ମୁକୁଳିବା ପରେ ନିର୍ଯାତନାର କାହାଣୀ ଜଣାପଡ଼ିଛି। ଶିଶୁ ମଙ୍ଗଳ କମିଟିର ନିର୍ଦେଶ ପ୍ରକାରେ…

ଗଞ୍ଜେଇ ରେଡ୍ ବେଳେ ମିଳିଲା ବିପୁଳ ରୂପା ଇଟା, ଆସିକାରୁ ନିଆ ଯାଉଥିଲା ପଶ୍ଚିମବଙ୍ଗ

କଟକ: ଗଞ୍ଜେଇ ଧରିବାକୁ ଅବକାରୀ ବିଭାଗ କରିଥିବା ରେଡ୍ ବେଳେ ରୂପା ଇଟା ସହ ଅଳଙ୍କାର ମିଳିଛି । ଏଥିସହ ଗାଡ଼ିରୁ ୧୪ ଲକ୍ଷ ଟଙ୍କା ଜବତ କରାଯାଇଛି । ଟାଙ୍ଗୀ ଟୋଲଗେଟ୍ ନିକଟରୁ ଅବକାରୀ ଗୁଇନ୍ଦା ବିଭାଗ ଏସବୁ ଧରିଥିବା ବେଳେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । ପଶ୍ଚିମବଙ୍ଗ ନମ୍ବର…

ଜ୍ୱାଇଁର ଠେଙ୍ଗା ମାଡରେ ଶ୍ବଶୁର ମୃତ

ବ୍ରହ୍ମପୁର:ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଅନ୍ତର୍ଗତ ମୁଣ୍ଡକେରୀ ଗ୍ରାମରେ ଜ୍ବାଇଁର ଠେଙ୍ଗା ମାଡରେ ଶ୍ବଶୁରଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଆପନା ବେହେରା (୬୫)। ଜ୍ବାଇଁ ଗଣପତି ବେହେରା (୪୫) ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ,…

ସ୍ୱାମୀ ବେକରେ ଧାରୁଆ ଅସ୍ତ୍ର ରଖି ସ୍ତ୍ରୀକୁ ଗଣଦୁଷ୍କର୍ମ ଅଭିଯୋଗ, ୬ ଜଣ ଗିରଫ

ବାଲେଶ୍ୱର: ସ୍ୱାମୀ ଆଗରେ ସ୍ତ୍ରୀକୁ ଗଣଦୁଷ୍କର୍ମ ଅଭିଯୋଗ । ମଙ୍ଗଳବାର ଭୋର ସମୟରେ ବାଲେଶ୍ୱର ଜିଲ୍ଲାର ସହଦେବଖୁଣ୍ଟା ଥାନା ଅଞ୍ଚଳରେ ଏଭଳି ଅଭାନୀୟ ଘଟଣା ଘଟିଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ, କିଛି ଦୁର୍ବୃତ୍ତ ସ୍ୱାମୀ ବେକରେ ଧାରୁଆ ଅସ୍ତ୍ର ରଖି ଭୟଭୀତ କରାଇ ସ୍ତ୍ରୀକୁ…

ଅଲୋଡ଼ା ହେଲା ଶିଶୁକନ୍ୟା

ଢେଙ୍କାନାଳ : ଅଲୋଡ଼ା ହେଲା ଶିଶୁକନ୍ୟା ,କଙ୍ଗେଇଲୋ ଗାଁରୁ ଉଦ୍ଧାର ହେଲା ଶିଶୁକନ୍ୟାର ମୃତ ଦେହ   । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା କଙ୍ଗେଇଲୋ ଗାଁ ଶବରସାହି ନିକଟରୁ ଗୋଟିଏ ନବଜାତ ଶିଶୁକନ୍ୟାର ମୃତ ଦେହ ଉଦ୍ଧାର କରାଯାଇଛି । ମୃତ ଦେହଟି ପ୍ରାୟ ୨ ରୁ ୩ ଦିନ ହେବ ବୋଲି ଅନୁମାନ…