Latest Odisha News

BREAKING NEWS

Browsing Category

ଅପରାଧ

ବ୍ରହ୍ମପୁରରେ ଜବତ ହେଲା ବିପୁଳ ପରିମାଣର ନକଲି ଗୁଟ୍‌ଖା

ବ୍ରହ୍ମପୁର: ବାରମ୍ବାର ଚଢ଼ଉ ଏବଂ କାର୍ଯ୍ୟାନୁଷ୍ଠାନ ସତ୍ତ୍ୱେ ବ୍ରହ୍ମପୁର ସହରରୁ ଗୋଟିଏ ପରେ ଗୋଟିଏ ନକଲି ଗୁଟ୍‌ଖା କାରଖାନା ଠାବ ହେବାରେ ଲାଗିଛି । ମଙ୍ଗଳବାର ରାତିରେ ଏଭଳି ଏକ କାରଖାନା ଉପରେ ଚଢ଼ଉ କରାଯାଇଥିଲା । ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଲୋଚାପଡା ଶ୍ରୀମା ନଗରରୁ ଗୁଟଖା…

ନିଶା ବେପାରୀ ଚକ୍ରଧର ସାହୁ ଘର ଭାଙ୍ଗିଲା କମିଶନରେଟ ପୋଲିସ

ଭୁବନେଶ୍ୱର: ନିଶା ବେପାରୀ ଚକ୍ରଧର ସାହୁର ଘର ଭାଙ୍ଗିଲା କମିଶନରେଟ ପୋଲିସ । ବୁଧବାର କମିଶନରେଟ ପୋଲିସର ଏକ ସ୍ପେଶାଲ ଟିମ୍ ଇନ୍ଫୋସିଟି ଥାନା ଅଞ୍ଚଳରେ ଚକ୍ରଧରର ଘର ଭାଙ୍ଗିଛନ୍ତି । ଚକ୍ରଧର ସଂପୃକ୍ତ ଘରେ ଦୀର୍ଘ ଦିନ ଧରି ଗଞ୍ଜେଇ, ବ୍ରାଉନସୁଗାର ଏବଂ ଅନ୍ୟାନ୍ୟ ନିଶା ଦ୍ରବ୍ୟ ବେପାର…

ଥାନା ସାମନାରେ ଆତ୍ମହତ୍ୟା ଉଦ୍ୟତ ମହିଳାଙ୍କ ସମେତ ସ୍ବାମୀ ଓ ଭାଇ ନାଁରେ ମାମଲା

ବ୍ରହ୍ମପୁର: ଗଞ୍ଜାମ ଜିଲା ଛତ୍ରପୁର ଥାନା ସାମନାରେ ମଙ୍ଗଳବାର ରାତିରେ ଝିଲି ପାତ୍ର ନାମକ ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ବୁଧବାର ଏହି ଘଟଣାକୁ ନେଇ ତିନି ଜଣଙ୍କ ନାଁରେ ଛତ୍ରପୁର ଥାନାରେ ଏତଲା ରୁଜୁ ହୋଇଛି। ସେମାନେ ହେଲେ ଆତ୍ମହତ୍ୟା ଉଦ୍ୟମ କରିଥିବା ଝିଲି ଏବଂ…

ବ୍ରାଉନ ସୁଗାର ଚାଲାଣରେ ଜଣେ ଗିରଫ

ଭୁବନେଶ୍ୱର: ବୁଧବାର ଲକ୍ଷ୍ମୀସାଗର ପୋଲିସ ବ୍ରାଉନ ସୁଗାର ଚାଲାଣ ମାମଲାରେ ଜଣକୁ ଗିରଫ କରିଛି। ଗତ ୨୦ ତାରିଖରେ ରୁଜୁ ବ୍ରାଉନ ସୁଗାର ଚାଲାଣ ହେଉଥିବା ଅଭିଯୋଗ ହୋଇଥିଲା । ଗିରଫ ଅଭିଯୁକ୍ତ ହେଉଛି ଖୋର୍ଦ୍ଧା ଟାଙ୍ଗୀ ଅଞ୍ଚଳର ଅଜିତ ବେପାରୀ। ଅଭିଯୁକ୍ତକୁ ଲକ୍ଷ୍ମୀସାଗର ଥାନା ପୁଲିସ…

ଯୌତୁକ ପାଇଁ ନବ ବଧୂକୁ ହତ୍ୟା ଅଭିଯୋଗ; ଶାଶୁ ଘରର ଚାରି ଜଣ ଗିରଫ

ଭଦ୍ରକ: ଭଦ୍ରକରେ ଯୌତୁକ ହତ୍ୟା ଅଭିଯୋଗ। ପାଞ୍ଚ ଲକ୍ଷ ଟଙ୍କା ଯୌତୁକ ଦାବି କରି ବୋହୂ ପ୍ରିୟଙ୍କା ଦଳେଇଙ୍କୁ ହତ୍ୟା କରାଯାଇଛି। ମୃତକଙ୍କ ପରିବାର ଲୋକେ ଭଦ୍ରକ ଗ୍ରାମାଞ୍ଚଳ ଥାନାରେ ଅଭିଯୋଗ କରିଛନ୍ତି । ପ୍ରିୟଙ୍କାଙ୍କ ମାଙ୍କ କହିବା ଅନୁଯାୟୀ ବାହାଘର ୧ ଲକ୍ଷ ଟଙ୍କାରେ…

ପ୍ରେମ, ପ୍ରତିଶୃତି ଏବଂ ଶାରୀରିକ ସଂପର୍କ: ସେନା ଯବାନଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର: ସେନାର ଜଣେ ଯବାନଙ୍କ ବିରୋଧରେ ଖଣ୍ଡଗିରି ଥାନାରେ ଦୁଷ୍କର୍ମ ଅଭିଯୋଗ ହୋଇଛି। ବିବାହ କରିବାକୁ ପ୍ରତିଶୃତି ଦେଇ ଦୁଷ୍କର୍ମ କରିଥିବା ଯବାନଙ୍କ ବିରୋଧରେ ଖଣ୍ଡଗିରି ଥାନାରେ ଅଭିଯୋଗ କରିଛନ୍ତି ପୀଡ଼ିତା। ଭୁବନେଶ୍ୱର ଏସଡିଜେଏମ କୋର୍ଟଙ୍କ ନିର୍ଦ୍ଦେଶ ପରେ ଭାରତୀୟ ସୈନ୍ୟ…

ମଦ ବିରୋଧୀ ନେତାଙ୍କୁ ହତ୍ୟା ଘଟଣାରେ ୩ ଜଣ ଗିରଫ

ବ୍ରହ୍ମପୁର: ଗତ ୨୦ ତାରିଖରେ ଘଟିଥିବା ଗଞ୍ଜାମର ଜରଡ଼ା ଥାନା ଅନ୍ତର୍ଗତ ପଳାସପୁର ଗ୍ରାମର ବୃନ୍ଦାବନ ଜାନି ହତ୍ୟାକାଣ୍ଡରେ ମଙ୍ଗଳବାର ତିନି ଜଣ ଗିରଫ ହୋଇଛନ୍ତି। ଶନିବାର ପଳାସପୁର ଗ୍ରାମର ଏକ ବିଲରୁ ମୁଣ୍ଡ-ଗଣ୍ଡି ଅଲଗା ହୋଇଥିବା ଶବ ବିଲ ମଧ୍ୟରୁ ମିଳିଥିଲା। ଏହି ହତ୍ୟାକାଣ୍ଡର…

ଡକାୟତି ଯୋଜନା ପଣ୍ଡ; ବନ୍ଧୁକ ସହ ଗୁଳି ଜବତ, ୪ ଗିରଫ

ଝାରସୁଗୁଡ଼ା: ଡକାୟତି ଯୋଜନା ପଣ୍ଡ । ବନ୍ଧାହେଲେ ଅଭିଯୁକ୍ତ । ଡକାୟତି ତଥା ବିଭିନ୍ନ ଅପରାଧିକ ଯୋଜନା ବେଳେ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଥାନା ପୋଲିସ ରାମପୁର ଅଞ୍ଚଳରୁ ୪ ଜଣ ଦୁର୍ବୃତ୍ତଙ୍କୁ ଗିରଫ କରିଛି । ଅଭିଯୁକ୍ତଙ୍କ ନିକଟରୁ ଗୋଟିଏ ବନ୍ଧୁକ ସହ ୪ ଟି ଗୁଳି ଜବତ ହୋଇଛି ।…

ଲାଞ୍ଚ ନେଇ ଧରା ପଡ଼ିଲେ ଢେଙ୍କାନାଳ ଆଇନ୍ ମହାବିଦ୍ୟାଳୟର ମୁଖ୍ୟ କିରାଣି

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଢେଙ୍କାନାଳ ଆଇନ୍ ମହାବିଦ୍ୟାଳୟର ମୁଖ୍ୟ କିରାଣି ଉତ୍ତମ କୁମାର ରାଉତ । ଜଣେ ପୂର୍ବତନ ଏଲ୍ଏଲବି ଛାତ୍ରଙ୍କ ସାର୍ଟିଫିକେଟ୍ ଦେବା ପାଇଁ ଲାଞ୍ଚ ନେବା ବେଳେ ମୁଖ୍ୟ କିରାଣି ଉତ୍ତମ ରାଉତ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଛାତ୍ର ଜଣଙ୍କୁ ସାର୍ଟିଫିକେଟ୍…

ଚନ୍ଦକା ଅଞ୍ଚଳରୁ ଲୁଟେରା ଗିରଫ; ୫ଲକ୍ଷ ଟଙ୍କା ଏବଂ ୧୪୮ ଗ୍ରାମ ସୁନା ଜବତ

ଭୁବନେଶ୍ୱର: ରବିବାର ଚନ୍ଦକା ଅଞ୍ଚଳରେ ଲୁଟେରା ଗ୍ୟାଙ୍ଗ୍ ଧରା ପଡ଼ିଛନ୍ତି। ସ୍ପେଶାଲ ସ୍କ୍ୱାର୍ଡ ଏବଂ ଚନ୍ଦକା ଥାନାର ମିଳିତ ଉଦ୍ୟମରେ ଚଢାଉ କରାଯାଇ ଅଭିଯୁକ୍ତ ସହିତ ଚୋରୀ ସାମଗ୍ରୀକୁ କିଣୁଥିବା ଅନ୍ୟ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୫ଲକ୍ଷ ଟଙ୍କା ଏବଂ ୧୬୦…