Latest Odisha News

BREAKING NEWS

Browsing Category

ଅପରାଧ

ଘର ଓ ଚାକିରି ଦେବା ନାଁରେ ଠକେଇ, ଜେନାପୁର ପୋଲିସ ଦ୍ୱାରା ଦୁଇ ଗିରଫ

ଯାଜପୁର: ଘର ଓ ଚାକିରି ଦେବା ନାଁରେ ଠକୁଥିଲେ ଦୁଇ ଯୁବକ । ଯାଜପୁର ଜିଲ୍ଲା ଜେନାପୁର ପୋଲିସ ଦ୍ୱାରା ଦୁଇ ଠକ ଗିରଫ ହୋଇଛନ୍ତି । ଗିରଫ ଦୁଇ ଠକ ଯାଜପୁର ଟାଉନ ଥାନା ଅନ୍ତର୍ଗତ ଗୋକନା ଗ୍ରାମର ବିଶ୍ଵନାଥ ସାହୁ ଓ ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳର ବିରଜା ପ୍ରସାଦ ରାୟ । ଏମାନେ ନିଜକୁ ବାଜି…

ଶୈଳଶ୍ରୀ ବିହାରରରେ ମହିଳା ସଫ୍ଟୱେୟାର ଇଞ୍ଜିନିୟରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର: ଜଣେ ମହିଳା ସଫ୍ଟୱେୟାର ଇଞ୍ଜିନିୟରଙ୍କ ଝୁଲନ୍ତା ମୃତ ଦେହ ଚନ୍ଦ୍ରଶେଖରପୁର ଅଞ୍ଚଳରେ ମିଳିଛି । ଶୁକ୍ରବାର ପୋଲିସ ଏକ ଭଡ଼ା ଘରୁ ଉତ୍କଳ ଶ୍ୱେତା ଉତ୍କଳ କୁମାରୀଙ୍କ ଝୁଲନ୍ତା ମୃତ ଦେହକୁ ଜବତ କରିଛି । ପ୍ରେମ ବିବାଦରୁ ଶ୍ୱେତା ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ…

କଣ ପାଇଁ ତହସିଲଦାରଙ୍କ ଗୋଡ ଧରିଲେ ଜିଲ୍ଲା ପରିଷଦ ସଦସ୍ୟ ?

ସୋନପୁର: ସାରା ରାଜ୍ୟରେ ବନ୍ୟାର ବିଭୀଷିକା ପାଇଁ  ଅନେକ ଧନ ଜୀବନ ନଷ୍ଟ ହୋଇଛି  । ମଣିଷ ହୁଅନ୍ତୁ କି ପଶୁ ମୁଣ୍ଡ ଗୁଞ୍ଜିବା ପାଇଁ ଅନେକ ଅସୁବିଧାରେ ପଡୁଛନ୍ତି  । ସୋନପୁର ଜିଲ୍ଲାର  ଖମ୍ବେଶ୍ବରୀପାଲି ଗାଁର ଗରିବ ଲୋକ ମାନେ ବନ୍ୟାରେ ଧନ ଜୀବନ ନଷ୍ଟ ହେବା ପରେ ପାଲ  ଖଣ୍ଡିଏ ପାଇଁ ତହସିଲ…

ଦିଲ୍ଲୀ ଉପମୁ୍ଖ୍ୟମନ୍ତ୍ରୀଙ୍କ ଘରେ ସିବିଆଇ, ସ୍ବାଗତ କଲେ ସିସୋଦିଆ 

ଦିଲ୍ଲୀ : ଦିଲ୍ଲୀ ଉପମୁ୍ଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଘରେ ସିବିଆଇ ରେଡ । ଟୁଇଟ କରି ସିବିଆଇଙ୍କୁ ସ୍ବାଗତ କଲେ ସିସୋଦିଆ  । ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ହିନ୍ଦୀରେ ଏକ ଟୁଇଟ୍ କରି ସୂଚନା ଦେଇଛନ୍ତି , "ସିବିଆଇ ଆସିଛି “। ଆମେ ତାଙ୍କୁ  ସ୍ୱାଗତକରୁଛୁ । ଆମେ ଅତ୍ୟନ୍ତ…

ସରକାରୀ ଦଳର ବଡପଣ୍ଡା ମାନେ ସାଜିଛନ୍ତି ବାଲି ମାଫିଆ

ଭୁବନେଶ୍ୱର: ସରକାରୀ ଦଳର ବଡପଣ୍ଡା ମାନେ ସାଜିଛନ୍ତି ବାଲି ମାଫିଆ । ବାଲି ଚୋରାଚାଲଣ ହେଉଥିବାର ଅଭିଯୋଗ ପରେବି ଚୁପ ହୋଇ ବସିଛନ୍ତି ଉଭୟ ପ୍ରଶାସନ ଓ ସରକାର । କୁଆଖାଇ ଏବଂ କୁଷଭଦ୍ର ନଦୀରୁ ବେଆଇନ ବାଲି ଚୋରା ଚାଲଣ ହେଉଥିବା ଅଭିଯୋଗ ଆଣିଛନ୍ତି ସାଂସଦ  ଅପରାଜିତ ଷଢ଼ଙ୍ଗୀ । ଭୁବନେଶ୍ୱର…

ଦୁଷ୍କର୍ମ ଅଭିଯୋଗରେ ଗିରଫ ହେବେ ଶାହନବାଜ୍ ହୁସେନ

ଦିଲ୍ଲୀ: ବିଜେପିର ସଂଖ୍ୟାଲଘୁ ଚେହେରା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶାହନବାଜ୍ ହୁସେନଙ୍କୁ ଗିରଫ କରିବ ଦିଲ୍ଲୀ ପୋଲିସ । ଶାହନବାଜ୍ ହୁସୈନଙ୍କ ବିରୋଧରେ ଯଥାଶୀଘ୍ର ଦୁଷ୍କର୍ମ ମାମଲା ଦାଏର କରିବାକୁ ଦିଲ୍ଲୀ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ  । ଦିଲ୍ଲୀ…

[ଦେଖନ୍ତୁ ଭିଡିଓ] ଦିଲ୍ଲୀ ଚୋରାଚାଲାଣ ବେଳେ ୪୫୦୦ କେଜି ଗଞ୍ଜେଇ ଜବତ, ଦୁଇ ଗିରଫ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଆଜି ମଧ୍ୟାହ୍ନ ସମୟରେ ୪୫୦୦ କେ.ଜି ଗଞ୍ଜେଇ ଜବତ କରାଯାଇଛି । ଏକ କୁଣ୍ଡା ବୋଝେଇ ଟ୍ରକରୁ ଗଞ୍ଜେଇ ଜବତ କରାଯାଇଥିବାର ସୂଚନା ଦେଇଛନ୍ତି ରାୟଗଡ଼ା ଅବକାରୀ ଅଧିକ୍ଷକ ,ଅଭିରାମ ବେହେରା  ।  ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ଅବକାରୀ…

ଜବଲପୁରର ଆରଟିଓ ନା କୁବେର ରାଜା

ଭୋପାଳ:  ମଧ୍ୟପ୍ରଦେଶ ରାଜ୍ୟର ଜବଲପୁରରେ ଆରଟିଓ ଅଫିସରଙ୍କ ଘରୁ  ମିଳିଛି କୁବେରଙ୍କ ସମ୍ପତ୍ତି । ଆମେ ଏହି ଆରଟିଓ ଅଫିସରଙ୍କୁ କୁବେର ଏଥିପାଇଁ କହୁଛୁ ଯେତେବେଳେ ଅୟଠାରୁ ଅଧିକ ସମ୍ପତ୍ତି ମାମଲାରେ ଜବଲପୁର ଆରଟିଓ ସନ୍ତୋଷ  ପାଲ ସିଂଙ୍କ ଘରେ ଇଓଡବ୍ଲୁ ଚଢାଉ କରିଥିଲା, ସେତେବେଳେ ସମସ୍ତେ…

ବାରକୋଟେ ତହସିଲ ମୁଖ୍ୟ କିରାଣୀ ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ

ଭୁବନେଶ୍ୱର: ମଙ୍ଗଳବାର ଦେବଗଡ଼ ଜିଲ୍ଲା ବାରକୋଟେ ତହସିଲ ମୁଖ୍ୟ କିରାଣୀ ରାଜ କିଶୋର କାଲୋ ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଜଣେ ଅଭିଯୋଗକାରୀଙ୍କ ଠାରୁ ଜମି ପଟ୍ଟା କରେଇ ଦେବା ପାଇଁ ₹୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଓଡ଼ିଶା ଭିଜିଲାନ୍ସ ଧରିଥିଲା। ଏନେଇ ରାଉରକେଲା…

ସ୍କୁଲରେ ଶିକ୍ଷୟିତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ; ପ୍ରଧାନଶିକ୍ଷକଙ୍କୁ ଦେଲେ ଦୋଷ

ବାଲୁଗାଁ: ମଶା ମରା ଔଷଧ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ସ୍କୁଲ ଶିକ୍ଷୟିତ୍ରୀ । ବାଲୁଗାଁ ସ୍ଥିତ ପଞ୍ଚୁପଲ୍ଲୀ ସୋମନାଥ ଉଚ୍ଚ ବିଦ୍ୟଳୟର ଇଂରାଜୀ ଶିକ୍ଷୟିତ୍ରୀ ସନ୍ତୋଷୀ ବେହେରା ପ୍ରଧାନ ଶିକ୍ଷକଙ୍କୁ ଦୋଷ ଦେଇ ଆତ୍ମହତ୍ୟା ପାଇଁ ଚେଷ୍ଟା କରିଛନ୍ତି । ଶିକ୍ଷୟିତ୍ରୀ ସନ୍ତୋଷୀ…