Latest Odisha News

BREAKING NEWS

Browsing Category

ଅପରାଧ

“କହ୍ନେୟାଲାଲ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ହେଉଛି ବିଜେପି ସଦସ୍ୟ”

ଉଦୟପୁର: ରାଜସ୍ଥାନର ଉଦୟପୁର ସ୍ଥିତ ଟେଲର ଦୋକାନୀ କହ୍ନେୟାଲାଲଙ୍କ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ହେଉଛନ୍ତି ବିଜେପି ସଦସ୍ୟ । ବରିଷ୍ଠ କଂଗ୍ରେସ ନେତା ତଥା ଏଆଇସିସି ମିଡିଆ ଅଧ୍ୟକ୍ଷ ପଓ୍ବନ ଖେରା ଏହି ଆରୋପ ସହ ପ୍ରମାଣ ପାଇଁ କିଛି ଫେସବୁକ ଫଟୋ ପୋଷ୍ଟ ସେୟାର କରିଛନ୍ତି ।…

ମରଣାନ୍ତକ ଆକ୍ରମଣ କରି ଡୋମିନସର ମହିଳା କର୍ମଚାରୀଙ୍କୁ ଅପହରଣ ଉଦ୍ୟମ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ଏବେ କ୍ରାଇମ୍ କ୍ୟାପିଟାଲ୍ ହେବାକୁ ବସିଲାଣି । ଏସପ୍ଲାନେଡ ମଲ୍ ସ୍ଥିତଡୋମିନସରେ କାମ କରୁଥିବା ଜଣେ ମହିଳା କର୍ମଚାରୀଙ୍କୁ ଅପହରଣ ଉଦ୍ୟମ ସହ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ମାମଲାରେ ଦୁଇ ଜଣଙ୍କୁ ଅଟକ ରଖି ତଦନ୍ତ କରୁଛି ମଞ୍ଚେଶ୍ୱର ଥାନା…

ହିଞ୍ଜିଳିରେ ସକ୍ରିୟ ଚୋରି ଗ୍ୟାଙ୍ଗ୍‌ : ଘରେ ପଶି ନେଇଗଲେ ୧୮୦ ଗ୍ରାମ ସୁନା

ବ୍ରହ୍ମପୁର:ଗଞ୍ଜାମ ଜିଲାର ହିଞ୍ଜିଳି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଚୋର ଗ୍ୟାଙ୍ଗ ସକ୍ରିୟ ହୋଇପଡ଼ିଛନ୍ତି । ଦୁଇଟି ଭିନ୍ନ ଜାଗାରୁ ୧୮ ତୋଳା(୧୮୦ଗ୍ରାମ) ଓଜନର ସୁନା ଅଳଙ୍କାର ସହିତ ରୂପା ଅଳଙ୍କାର ଏବଂ ନଗଦ ୬୯ ହଜାର ଟଙ୍କା ଚୋରି କରିନେଇଛନ୍ତି। ଉଭୟ ଘଟଣାରେ ହିଞ୍ଜିଳି ଥାନାରେ…

ଛାତ୍ରୀଙ୍କୁ ଅସଦଚାରଣ ଅଭିଯୋଗରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପ୍ରଫେସର ଗିରଫ

ବ୍ରହ୍ମପୁର:ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ଛାତ୍ରୀଙ୍କୁ ଅସଦାଚରଣ କରିଥିବା ମାମଲାରେ ଓଡ଼ିଆ ବିଭାଗର ପ୍ରଫେସର ସଦାନନ୍ଦ ନାୟକଙ୍କୁ ଗୋପାଳପୁର ପୁଲିସ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି । ଅଭିଯୋଗ ଅନୁଯାୟୀ ଗତ ମେ ୨୧ତାରିଖ ଦିନ ଓଡିଆ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ରୀଙ୍କୁ…

ଜରପଡ଼ା ପତିତପାବନ ଡିଗ୍ରୀ କଲେଜରେ ଅଧ୍ୟାପକଙ୍କ ଜାଲ ସାର୍ଟିଫିକେଟ୍

ଅନୁଗୁଳ: ଜରପଡ଼ା ପତିତ ପାବନ ଡିଗ୍ରୀ ମହାବିଦ୍ୟାଳୟର ଅର୍ଥନୀତି ଅଧ୍ୟାପକ ବିକାଶ ଚନ୍ଦ୍ର ମିଶ୍ର ଜାଲ ପ୍ରମାଣପତ୍ର ଦେଇ ଚାକିରି କରିଥିଲେ । ସେ ତାଙ୍କ ପିଜି ମାର୍କସିଟର ଦୁଇଟି ବିଷୟରେ ଜାଲିଆତି କରି ଚାକିରି କରିଥିବା କଥା ଜଣାପଡ଼ିବା ପରେ ବିକାଶ ଚନ୍ଦ୍ର ମିଶ୍ରଙ୍କ ବିରୋଧରେ ତଦନ୍ତ ଆରମ୍ଭ…

ବିଚାର ବିଭାଗୀୟ ହାଜତକୁ ଗଲେ ଠକେଇ ଅଭିଯୋଗରେ ଗିରଫ ଘରୋଇ ନ୍ୟୁଜ୍ ଚ୍ୟାନେଲ୍ ସମ୍ପାଦକ

ଭୁବନେଶ୍ୱର: ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(EOW) ଏକ ଘରୋଇ ନ୍ୟୁଜ୍ ଚ୍ୟାନେଲର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି । ଗିରଫ ପରେ ଅର୍ଦ୍ଧେନ୍ଦୁଙ୍କୁ ଇଓଡବ୍ଲୁ କୋର୍ଟ ଚାଲାଣ କରିଥିଲା । ଜାମିନ୍ ନାମଞ୍ଜୁର ହେବାରୁ କୋର୍ଟ ଜୁଲାଇ ୧୩ ପର୍ଯ୍ୟନ୍ତ…

ରାଜଧାନୀରୁ ପିଲା ଚୋରି, ମୟୂରଭଞ୍ଜରୁ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର: ଧରା ପଡ଼ିଲା ପିଲା ଚୋରଣୀ । ଭୁବନେଶ୍ୱରର ନୟାପଲ୍ଲୀ ଅଞ୍ଚଳରୁ ମୟୂରଭଞ୍ଜ ରାଇରଙ୍ଗପୁରର ୫୦ ବର୍ଷୀୟ ମହିଳା ୩ ବର୍ଷର ପୁଅକୁ ଚୋରାଇ ନେଇ ଯାଇଥିଲେ । ଏହି ମାମଲାର ତଦନ୍ତ କରି ପିଲାକୁ ଉଦ୍ଧାର କରିବା ସହ ମହିଳା ପଦ୍ମାବତୀ ନାଗଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ । ସୂଚନା…

ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ, ଭୁବନେଶ୍ୱରରେ ରହିଛି ଏକାଧିକ ପ୍ଲଟ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଯନ୍ତ୍ରୀ । କଟକ ଜିଲ୍ଲା ଡମପଡ଼ା ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଭାତ କୁମାର ରାଉତ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରିଛି । ଭିଜିଲାନ୍ସ ୪ ଜଣ ଡିଏସପିଙ୍କ ନେତୃତ୍ୱରେ ଏକାଧିକ ସ୍ଥାନରେ ଏକକାଳୀନ ରେଡ୍ ଚାଲିଛି । ଚଢ଼ାଉ ବେଳେ ଠାବ…

ପାଣି ପାଇଁ ଗାଁ ଦାଣ୍ଡରେ ମହିଳାଙ୍କୁ ବିଭତ୍ସ ହତ୍ୟା

ପଦ୍ମପୁର: ପାଣି ପାଇଁ ଜୀବନ ଗଲା । ଗାଁ ଦାଣ୍ଡରେ ଯୁବକଙ୍କ ଟାଙ୍ଗିଆ ଚୋଟରେ ମହିଳାଙ୍କ ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ପଦ୍ମପୁର ଥାନା ଲୋହାରପାଲି ପଞ୍ଚାୟତ ଗମ୍ଭାରିଡ଼ିହି ଗାଁରେ । ଗାଁର ଜଣେ ମହିଳା ନଳକୂପରୁ ପାଣି ନେଇ ଯାଉଥିବା ସମୟରେ ସେହି ଗାଁର ଜଣେ ଯୁବକଙ୍କ ସହ କଥା…

କହ୍ନେୟାଲାଲ ହତ୍ୟାକାରୀଙ୍କୁ କଠୋର ଦଣ୍ଡ ଦିଆଯିବ : ଅଶୋକ ଗେହଲୋଟ

ଓଡ଼ିଶା ସମ୍ବାଦ ବ୍ୟୁରୋ: ରାଜସ୍ଥାନର ଉଦୟପୁରରେ ଜଣେ ସିଲେଇ ଦୋକାନୀଙ୍କ ମୁଣ୍ଡକାଟ ଘଟଣାକୁ କଡା ନିନ୍ଦା କରିଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ । ତାଙ୍କ ସରକାର ଏପରି ହତ୍ୟାକାରୀଙ୍କୁ କଠୋର ଦଣ୍ଡ ଦେବ ବୋଲି ସେ କହିଛନ୍ତି ।…