Latest Odisha News

BREAKING NEWS

Browsing Category

ଅପରାଧ

ଡିକି ଭାଙ୍ଗି ଲୁଟେରା ନେଇଗଲେ ୧ ଲକ୍ଷ ଟଙ୍କା

ଅନୁଗୁଳ: ପୁଣି ମାତିଲେ ଲୁଟେରା । ବାଇକ୍ ଡିକି ଭାଙ୍ଗି ନେଇଗଲେ ୧ ଲକ୍ଷ ଟଙ୍କା । ଜନଗହଳି ପୂର୍ଣ୍ଣ ବଜାର ଭିତରୁ ଆଖି ପିଛୁଳାକେ ଡିକି ଭାଙ୍ଗି ଏକ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ତାଳଚେର ହାଟତୋଟା ବଜାରରେ । ତାଳଚେର ରେମୁଆଁ ଅଞ୍ଚଳର ବିଦୂସ କୁମାର ମାଝୀ…

[ଦେଖନ୍ତୁ ଭିଡିଓ] ଅଧରାତିରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ ଗିରଫ

ନବରଙ୍ଗପୁର: ଅଶାନ୍ତ ନବରଙ୍ଗପୁର । କଥା କଥାରେ ବୁଲୁଛି ଖଣ୍ଡା । ବିଚ୍ ରାସ୍ତାରେ ଗଡ଼ୁଛି ମୁଣ୍ଡ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବିଳମ୍ବିତ ରାତିରେ ହୋଇଥିବା ଆକ୍ରମଣରେ ଶେଖ୍ ନିଜାମଙ୍କ ମୃତ୍ୟୁ ହୋଇଛି । ସ୍ଥାନୀୟ କିଛି ଯୁବକ ପୁରୁଣା କଥାକୁ କେନ୍ଦ୍ର କରି ଶେଖ୍ ନିଜାମଙ୍କୁ ମାରି…

ୟୋନୋ ଆକାଉଣ୍ଟ ଅପଟୁଡେଟ୍‌ ବାହାନାରେ ଠକିନେଲେ ୩.୩୫ ଲକ୍ଷ ଟଙ୍କା

ବ୍ରହ୍ମପୁର: ବ୍ରହ୍ମପୁରରେ କ୍ରମାଗତ ଭାବେ କିଛି ଦିନ ହେଲା ସାଇବର ଜନିତ ଘଟଣାରେ ବୃଦ୍ଧି ଦେଖିବାକୁ ମିଳିଛି । ଷ୍ଟେଟ୍‌ ବ୍ୟାଙ୍କର ୟୋନୋ ଆପକୁ ଅପଟୁଡେଟ୍‌ କରିବା ବାହାନାରେ ୩.୩୫ ଲକ୍ଷ ଟଙ୍କା ଠକିନେଇଛନ୍ତି ସାଇବର୍ ଠକ । ଏକ ସପ୍ତାହ ମଧ୍ୟରେ ସାଇବର ଠକମାନେ ବ୍ରହ୍ମପୁର ସହରର ୩ ଜଣଙ୍କ…

ଥାନା ସମ୍ମୁଖରେ ମହିଳାଙ୍କ ଆତ୍ମହତ୍ୟା ଘଟଣାରେ ସ୍ୱାମୀ ଗିରଫ

ବ୍ରହ୍ମପୁର: ଗଞ୍ଜାମ ଜିଲା ଗୋପାଳପୁର ଥାନା ସମ୍ମୁଖରେ ଶୁକ୍ରବାର ସନ୍ଧ୍ୟାରେ ଟିକିନା ଦାଶ ନାମକ ଜଣେ ମହିଳା କୀଟନାଶକ ପିଇ ଗୁରୁତର ହୋଇଥିଲେ । ପରେ ଚିକିତ୍ସାଧିନ ଅବସ୍ଥାରେ ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ (ଏମକେସିଜି)ରେ ତାଙ୍କର ମୃତ୍ୟୁ…

ଝାରସୁଗୁଡ଼ା ଡାକ୍ତରଖାନାରୁ ବିଚାରଧୀନ ଅଭିଯୁକ୍ତ ଫେରାର

ଝାରସୁଗୁଡ଼ା: ଝାରସୁଗୁଡା ଜିଲ୍ଲା ସଦର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ବିଚାରଧୀନ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି । ସେ ହେଉଛନ୍ତି ଇନ୍ଦ୍ରଜିତ ସହାଣୀ । ଘର ବିହାର ମାଧେପୁର ଥାନା ବୋଥନା ଗାଁ । ତେବେ ସେ ଗତ ୨୬ ତାରିଖ ବ୍ରଜରାଜନଗର ଓରିଏଣ୍ଟ ଥାନା ଅଞ୍ଚଳରୁ ଏକ ଟ୍ରକ ଚୋରି…

ଚିଟଫଣ୍ଡ ମାମଲାରେ ପ୍ରଭାତ ବିଶ୍ୱାଳଙ୍କ ସମ୍ପତ୍ତି ଆଟାଚ୍ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ

କଟକ: ପୂର୍ବତନ କଟକ-ଚୌଦ୍ୱାର ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ସମ୍ପତ୍ତି ଇଡି ଆଟାଚ୍ କରିଛି । ପ୍ରଭାତ ବିଶ୍ୱାଳଙ୍କ ୩ କୋଟି ୯୨ ଲକ୍ଷ ଟଙ୍କାର ସମ୍ପତ୍ତି ED ଆଟାଚ୍ କରିଥିବା ଜଣାପଡ଼ିଛି । ମନି ଲଣ୍ଡରିଂ ଆକ୍ଟ ଅନୁସାରେ ସମ୍ପତ୍ତି ଆଟାଚ୍ କରିଛି ED । ଅଣ ବ୍ୟାକିଙ୍ଗ ସଂସ୍ଥା ଜରିଆରେ…

ଥାନା ସମ୍ମୁଖରେ କୀଟନାଶକ ପିଇଥିବା ମହିଳାଙ୍କ ମୃତ୍ୟୁ

ବ୍ରହ୍ମପୁର: ଗଞ୍ଜାମ ଜିଲା ଗୋପାଳପୁର ଥାନା ସମ୍ମୁଖରେ ଟିକିନା ଦାଶ ନାମକ ଜଣେ ମହିଳା ଶୁକ୍ରବାର ସନ୍ଧ୍ୟା ପ୍ରାୟ ସାଢ଼େ ୬ଟା ବେଳେ କୀଟନାଶକ ପିଇ ଦେଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ…

ଆକ୍ରମଣ ମାମଲାରେ ଗିରଫ ପରେ ସରପଞ୍ଚ ନିଲମ୍ବିତ

ବ୍ରହ୍ମପୁର: ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମସିଆଖାଲି ପଞ୍ଚାୟତର ସରପଞ୍ଚ କେ. ବୁଲୁ ଏକ ମାମଲାରେ ଗିରଫ ହୋଇଥିଲେ । ଗିରଫ ହେବା ପରେ ସରପଞ୍ଚ ବୁଲୁଙ୍କୁ ନିଲମ୍ବିତ କରାଯାଇଛି । ପଞ୍ଚାୟତିରାଜ ବିଭାଗର ସୁପାରିଶ କ୍ରମେ କୁକୁଡ଼ାଖଣ୍ଡି ଗୋଷ୍ଠୀ ଉନ୍ନୟନ ଅଧିକାରୀ ତାଙ୍କୁ ନିଲମ୍ବନ…

ଥାନା ସମ୍ମୁଖରେ କୀଟନାଶକ ପିଇଦେଲେ ମହିଳା

ବ୍ରହ୍ମପୁର: ଥାନାକୁ ଘରୋଇ ହିଂସା ନେଇ ଅଭିଯୋଗ କରିବାକୁ ଆସିଥିବା ଜଣେ ମହିଳା ଥାନା ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଗଞ୍ଜାମ ଜିଲାର ଗୋପାଳପୁର ଥାନା ସମ୍ମୁଖରେ ଶୁକ୍ରବାର ସନ୍ଧ୍ୟାରେ ଏଭଳି ଅଭାବନୀୟ ଘଟଣା ଘଟିଛି । ସଂପୃକ୍ତ ମହିଳାଙ୍କୁ ଉଦ୍ଧାର ପରେ ବ୍ରହ୍ମପୁର ମହାରାଜା…

ଭୁଲ ରିପୋର୍ଟ ପାଇଁ ଅଙ୍ଗ ହରାଇଲେ ରୋଗୀ । କ୍ୟାନ୍ସର ନଥାଇ ଅଙ୍ଗ କାଟିଦେଲେ

 ଢେଙ୍କାନାଳ : ଭୁଲ୍ ରିପୋର୍ଟ ପାଇଁ ଅଙ୍ଗ ହରାଇଲେ ରୋଗୀ ।  ଯେଉଁ ହସ୍ପିଟାଲକୁ ରାଜ୍ୟ ସରକାର ଏମ୍ସ ପ୍ଲସ ଭାବେ ଗଢି ତୋଳିବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ସେହି ଏସସିବି ହସ୍ପିଟାଲରେ ଏପରି ଏକ ଘଟଣା ଘଟିଛି । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ଅନନ୍ତପୁରର ପ୍ରଦୀପ୍ତା…