Latest Odisha News

BREAKING NEWS

Browsing Category

ଅପରାଧ

ପ୍ରେମିକା ଘରେ ପ୍ରେମିକ ଆତ୍ମହତ୍ୟା କରିଥିବା ଅଭିଯୋଗ

ବ୍ରହ୍ମଗିରି(ପୁରୀ): ପ୍ରେମିକା ଘରେ ପଶି ପ୍ରେମିକ ଆତ୍ମହତ୍ୟା କରିଥିବା ଅଭିଯୋଗ । ଘର ଭିତରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ପୁରୀ ଜିଲ୍ଲା ବ୍ରହ୍ମଗିରି ସାହୁପଡ଼ା ଗାଁରେ ଏହି ଘଟଣା ଘଟିଛି । ମୃତକ ହେଲେ ଗାଁର ସୂର୍ଯ୍ୟକାନ୍ତ ବିଶ୍ୱାଳ । ଏହା ଆତ୍ମହତ୍ୟା ନାଁ ହତ୍ୟା ଏଯାଏ…

ନାବାଳିକାକୁ ଯୌନ ଶୋଷଣ କରି କନେଷ୍ଟବଳ ଗିରଫ

ଭୁବନେଶ୍ୱର: ଲିଙ୍ଗରାଜ ଥାନାର ଓଏପିଏଫ(ଓଡ଼ିଶା ଅକଜିଲିଆରି ପୋଲିସ ଫୋର୍ସ) କନେଷ୍ଟବଳ ରଜନୀକାନ୍ତ ଗମାଙ୍ଗୋ ଏକ ନାବାଳିକାଙ୍କୁ ୧୩ ବର୍ଷ ବୟସ ହୋଇଥିବା ବେଳ ଠାରୁ ଚାରି ବର୍ଷ ଧରି ଯୌନ ଶୋଷଣ କରିଥିବା ଅଭିଯୋଗ ଆସିଛି । ଏନେଇ ଚାଇଲ୍ଡ ଲାଇନ ଓ ସଂପୃକ୍ତ ନାବାଳିକା ଭୁବନେଶ୍ୱର ମହିଳା ଥାନାରେ…

[ଦେଖନ୍ତୁ ଭିଡିଓ] ପୁରୀ ଗୁଳିମାଡ ଘଟଣାର ଖୋଲୁଛି ଗୁମର: ଗୁଳିମାଡ ପଛରେ ପ୍ରେମ ବ୍ୟାପାର

ପୁରୀ : ପୁରୀରେ  ଗୁଳିମାଡ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି ।  ଲୋକନାଥ ମନ୍ଦିର ସେବାୟତ ଶିବରାମ ପାତ୍ରକୁ ଗୁଳି କରି ହତ୍ୟା ଘଟଣାରେ ପୋଲିସ ୩ ଜଣ ଅଭିଯୁକ୍ତକୁ ଅଟକରଖି  ପଚରା ଉଚରା କରୁଛି । ମୁଖ୍ୟ ଅଭିଯୁକ୍ତ ଚନ୍ଦନ ବାରିକକୁ ପୋଲିସ ଅଟକ ରଖିଛି । ପ୍ରେମ ବ୍ୟାପରକୁ ନେଇ…

ଗୁଳି ମାରି ଗୋରୁ ବ୍ୟବସାୟୀଙ୍କୁ ହତ୍ୟା, ୨୦ ଲକ୍ଷ ଲୁଟ୍ ଅଭିଯୋଗ

ରାଇରଙ୍ଗପୁର: ଗୁଳି ମାରି ଗୋରୁ ବ୍ୟବସାୟୀଙ୍କୁ ହତ୍ୟା । ଏହାପରେ ୨୦ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ମୟୂରଭଞ୍ଜ ଜିଲ୍ଲା ଗ୍ରାମାଞ୍ଚଳ ଥାନା ହାଟବାଦଡା ଗୋରୁହାଟରେ ଏହି ଘଟଣା ଘଟିଛି । ପଶ୍ଚିମବଙ୍ଗରୁ ଆସିଥିବା ୨ ବେପାରୀଙ୍କୁ ଗୁଳି କରି ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ମୃତକ ହେଲେ…

ପ୍ରେମିକଙ୍କ ଆତ୍ମହତ୍ୟାର କିଛି ସମୟ ପରେ ପ୍ରେମିକାଙ୍କ ଆତ୍ମହତ୍ୟା

ବ୍ରହ୍ମପୁର: ଗଂଜାମ ଜିଲା ଜରଡା ଥାନା ଇଲାକାରେ ମଙ୍ଗଳବାର ସକାଳୁ ଏକ ପ୍ରେମୀ ଯୁଗଳ ଭିନ୍ନଭିନ୍ନ ସ୍ଥାନରେ ଆତ୍ମହତ୍ୟା କରିଛନ୍ତି । ପ୍ରଥମେ ପ୍ରେମିକ ଆତ୍ମହତ୍ୟା କରିଥିଲେ। ଏହାର କିଛି ସମୟ ପରେ ପ୍ରେମିକା ଆତ୍ମହତ୍ୟା କରିଛନ୍ତି । ଘଟଣାଟି ଜରଡା ଥାନା ଠାରୁ ମାତ୍ର ଦୁଇ କିଲୋମିଟର ଦୂର…

ପୂର୍ବ ଶତ୍ରୁତାରୁ ପୁରୀରେ ହତ୍ୟାକାଣ୍ଡ

ପୁରୀ: ପୁରୀ ଶ୍ରୀମନ୍ଦିର ଏମାର ମଠ ଚକଡା ନିକଟରେ ବୋହିଲା ରକ୍ତର ନଦୀ । ଆପୋଷ ଶତ୍ରୁତାକୁ କେନ୍ଦ୍ର କରି ରକ୍ତର ହୋଲି ଖେଳିଲେ ଦୁଇ ଗୋଷ୍ଠୀ । ଶିବରାମ ପାତ୍ର ନାମକ ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା କର।ଯାଇଥିବା ଜଣାପଡିଛି । ମୃତକ ଜଣକ ତଳୁଚିଆ ସାହିର ନାନୁ ପାତ୍ରଙ୍କ ପୁଅ…

ବଡ଼ ମେଡିକାଲରୁ ଧରାପଡ଼ିଲେ ୫ ଦଲାଲ କର୍ମଚାରୀ

କଟକ: କଟକ ବଡ଼ ଡାକ୍ତରଖାନାରୁ ଧରାପଡ଼ିଲେ ୫ ଦଲାଲ । ରୋଗୀଙ୍କୁ ସରକାରୀ ଡାକ୍ତରଖାନାରୁ ଘରୋଇ କ୍ଲିନିକକୁ ମୁହାଁଉଥିଲେ ଏମାନେ । ମଙ୍ଗଳବାର କମିଶନରେଟ ପୋଲିସ ରେଡିଓଲୋଜି ବିଭାଗରୁ ୫ ଜଣଙ୍କୁ ଗିରଫ କରିଛି । ତେବେ ଗିରଫ ୫ ଜଣ ହେଉଛନ୍ତି ଏସସିବି ମେଡିକାଲ କଲେଜର ଆଉଟସୋର୍ସିଂ ଷ୍ଟାଫ୍ ।…

ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ମାଡ଼ ମାରିଲେ ସଫାରି କର୍ମଚାରୀ

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପର୍ଯ୍ୟଟକଙ୍କୁ ମାରପିଟ୍ ହୋଇଥିବା ଅଭିଯୋଗ ହୋଇଛି । ଏନେଇ ନନ୍ଦନକାନନ ଥାନାରେ ଲିଖିତ ଅଭିଯୋଗ ଦାଖଲ ହୋଇଛି । ଛତିଶଗଡ଼ରୁ ଆସିଥିବା ୨୭ ଜଣିଆ ଏକ ଦଳକୁ ସଫାରି କର୍ମଚାରୀ ମାଡ଼ ମାରିଥିବା ଥାନାରେ ପ୍ରଥମ ଅଭିଯୋଗ ହୋଇଛି । ସେପଟେ ସଫାରି…

ଗ୍ୟାସ୍ ଲଗେଇ ଆତ୍ମହତ୍ୟା କଲେ ପୂରା ପରିବାର; ମିଳିଲା ଛାତିଥରା ସୁଇସାଇଡ ନୋଟ୍

ଭୁବନେଶ୍ୱର: ଜାତୀୟ ରାଜଧାନୀ ଦିଲ୍ଲୀର ବସନ୍ତ ବିହାରରେ ଶନିବାର ଗୋଟିଏ ପରିବାର ଏକତ୍ର ଆତ୍ମହତ୍ୟା କରିଛନ୍ତି । ଜଣେ ୫୦ ବର୍ଷୀୟ ମହିଳା ଏବଂ ତାଙ୍କର ଦୁଇ ଝିଅ ଏକା ସାଙ୍ଗେ ଆତ୍ମହତ୍ୟା କରିଛନ୍ତି । ସେମାନେ ହେଉଛନ୍ତି- ମଞ୍ଜୁ ଶ୍ରୀବାସ୍ତବ ଏବଂ ତାଙ୍କ ଝିଅ ଅଂଶିକା ଓ ଅଙ୍କୁ । ଆତ୍ମହତ୍ୟାର…

[ଦେଖନ୍ତୁ ଭିଡିଓ] ମେଡ଼ିକାଲ କଲେଜରେ ନାମ ଲେଖାଇବାକୁ କହି ୩୨ ଲକ୍ଷ ଟଙ୍କା ଠକେଇ:୨ ଗିରଫ

ଭୁବନେଶ୍ବର: ମେଡ଼ିକାଲ କଲେଜରେ ନାମ ଲେଖାଇବାକୁ କହି ଠକେଇ । ମେଡ଼ିକାଲ କଲେଜରେ ନାମ ଲେଖାଇବାକୁ କହି ଠକେଇ ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରିଛି ଇନଫୋସିଟଇ ଥାନା ପୋଲିସ । କଲେଜରେ ନାମ ଲେଖାଇବାକୁ କହି  ଧରାଛୁଆଁ ଦେଇ ନଥିଲେ। ଏହାପରେ ବାଧ୍ୟ ହୋଇ ଛାତ୍ରୀଜଣକ ଏନେଇ ଇନଫୋସିଟି ଥାନାରେ…