Latest Odisha News

BREAKING NEWS

Browsing Category

ଅପରାଧ

ଗଞ୍ଜାମରେ IPL ବେଟିଂ: ବନ୍ଧା ହେଲେ ୬ ଜଣ, ଦେଢ ଲକ୍ଷ ଟଙ୍କା ଜବତ

ବ୍ରହ୍ମପୁର: IPL ମ୍ୟାଚ ଚାଲିଥିବାବେଳେ ଗଞ୍ଜାମରେ ଚାଲିଛି ବେଟିଂ  । ବେଟିଂ ଚଳାଇଥିଲେ ସିଧା ହାଜତକୁ ଗଲେ  ।  ଗଞ୍ଜାମ ଜିଲ୍ଲା ପାଟପୁରରେ ଆଇପିଏଲ ବେଟିଂ ଅଭିଯୋଗରେ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ୬ଟି ମୋବାଇଲ ସହିତ ନଗଦ ଏକ ଲକ୍ଷ ୪୫ ହଜାର ଟଙ୍କା ଜବତ କରିଛି ପୋଲିସ…

[ଦେଖନ୍ତୁ ଭିଡିଓ] ରାଜଧାନୀରେ ପିଲା ଚୋରି ଓ ବିକ୍ରି ଉଦ୍ୟମ ପଣ୍ଡ, ୫ ଦିନ ପରେ ମିଳିଲା ନାବାଳିକା

ଭୁବନେଶ୍ୱର: ରାଜଧାନୀରେ ପିଲା ଚୋରି ଓ ବିକ୍ରି ଉଦ୍ୟମ ପଣ୍ଡ । ସିସିଟିଭିରେ ନାବାଳିକାକୁ ଚୋରି କରିନେଇ ଯାଉଥିଲା ଅପରାଧି । ୫ ଦିନ ପରେ ମିଳିଲା ନାବାଳିକା । ନାବାଳିକାକୁ ଚୋରି କରି ଚନ୍ଦ୍ରଶେଖରପୁର ଅଞ୍ଚଳରେ ଲୁଚାଇ ରଖିଥିଲା ଅପରାଧି । ଏହି ଘଟଣା ଇନଫୋସିଟି ଥାନା ଶିଖରଚଣ୍ଡୀ ବସ୍ତିରେ…

ବିହାରରେ ନାବାଳିକା ହତ୍ୟା; ୧୩ ବର୍ଷ ପରେ ୭ ମହିଳାଙ୍କୁ ଆଜୀବନ କାରାଦଣ୍ଡ

ଦରଭଙ୍ଗା: ବୁଧବାର ଦରଭଙ୍ଗା ଜିଲ୍ଲା କୋର୍ଟ ଏକ ଐତିହାସିକ ରାୟ ଶୁଣାଣି କରିଛନ୍ତି । ଜଣେ ୧୦ ବର୍ଷୀୟା ନାବାଳିକା ହତ୍ୟା ମାମଲାରେ ୧୩ ବର୍ଷ ପରେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ସମସ୍ତ ସାତ ଜଣ ଅଭିଯୁକ୍ତ ହେଉଛନ୍ତି ମହିଳା । ଆଜକୁ ୧୩ ବର୍ଷ ପୂର୍ବେ ଏକ ଜମିଜମା ଗଣ୍ଡଗୋଳରେ…

ବଢିଲା ଚିନ୍ତା, ୨ ପାକିସ୍ତାନୀ ଆତଙ୍କବାଦୀଙ୍କ ଠାରୁ ମିଳିଲା ଆଧାର୍ କାର୍ଡ

ଭୁବନେଶ୍ୱର: ଜମ୍ମୁ ଓ କାଶ୍ମୀରରେ ଆତଙ୍କବାଦୀଙ୍କ ଅଭିନବ କାର୍ଯ୍ୟକଳାପ ଭାରତୀୟ ସେନାର ନିଦ ହଜାଇଦେଇଛି । ଦିନରାତି ଏକ କରି ଦେଶର ସୀମା ଜଗୁଥିବା ଆମ ସେନା ଏବେ ଚିନ୍ତାରେ ପଡିଛି । କାରଣ ପୂର୍ବରୁ ଆତଙ୍କବାଦୀଙ୍କ ନିକଟରୁ ଭାରତୀୟ ହତିଆର ମିଳୁଥିଲା । ହେଲେ ଏବେ ପାକିସ୍ତାନୀ ଆତଙ୍କବାଦୀଙ୍କ…

ପସନ୍ଦ ହେଲାନି ପ୍ରସ୍ତାବ; ପୁଅର ବେକ କାଟିଦେଲା ଝିଅ

ବିଶାଖାପଟନମ: ଘରେ ଝିଅ ପାଇଁ ଭଲ ପ୍ରସ୍ତାବ ଖୋଜିଥିଲେ । ପୁଅ ସିଏସଆଇ(କାଉନସିଲ ଅଫ୍ ସାଇଣ୍ଟିଫିକ୍ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ)ରେ ବୈଜ୍ଞାନିକ ଚାକିରି କରୁଛି । ହେଲେ ଦଶମ ଫେଲ୍ ଝିଅକୁ ପସନ୍ଦ ହେଲାନି ପୁଅ । ସରପ୍ରାଇଜ ଦେଖା ହେବାକୁ ଡାକି ପୁଅର ବେକ କାଟିଦେଲା ଝିଅ । ଚୋଦବରମର…

ଆମୱେ ଇଣ୍ଡିଆର ୭୫୭.୭୭ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ଇଡି

ଭୁବନେଶ୍ୱର: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଆମୱେ ଇଣ୍ଡିଆ କମ୍ପାନୀର ୭୫୭.୭୭ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି । ସୋମବାର ଆର୍ଥିକ ହେରଫେର ମାମଲାରେ ଇଡି ଆମୱେ ର ବିଭିନ୍ନ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଜବତ କରିଛି । ତାମିଲନାଡୁର ଡିଣ୍ଡିଗୁଲରେ ଥିବା ଜମି, ଫ୍ୟାକ୍ଟ୍ରି କୋଠା,…

ଲିଙ୍ଗିପୁର ଏଟିଏମ ଲୁଟ୍ ଘଟଣା: ସିନ୍ କ୍ରିଏସନ କରି ଦେଖାଇଲେ ବାଂଲାଦେଶୀ ଲୁଟେରା ଗ୍ୟାଙ୍ଗ

ଭୁବନେଶ୍ୱର: ଭୁବନେଶ୍ବର ଲିଙ୍ଗିପୁର ଏଟିଏମ ଲୁଟ୍ ଘଟଣାରେ କ୍ରାଇମ୍ ସିନ୍ ରିକ୍ରିଏଟ କରିଛି ପୋଲିସ । ୨ ଲୁଟେରାଙ୍କୁ ନେଇ ଲୁଟର ଡେମୋ କରିଛି ପୋଲିସ । ଏଟିଏମ୍ ସ୍ଥଳ, ଶିଶୁଭବନ, ଲିଙ୍ଗିପୁର ପେଟ୍ରୋଲ ପମ୍ପ, ଦୟାନଦୀ କୂଳକୁ ନେଇ ଡେମୋ କରିଛି ପୋଲିସ । ଏଟିଏମ୍ ଭାଙ୍ଗିଥିବା ସ୍ଥାନରୁ ଶାବଳ,…

ମାହାଙ୍ଗା ଗଣହତ୍ୟା ମାମଲା : ୩ ଦିନିଆ ରିମାଣ୍ଡ ପରେ ଜେଲ ଗଲା ଅଭିଯୁକ୍ତ ଶିବ

କଟକ : ମାହାଙ୍ଗା ଗଣହତ୍ୟା ମାମଲା । ଜେଲ୍ ଗଲା ଅଭିଯୁକ୍ତ ଶିବ ସାହୁ । ୩ ଦିନିଆ ରିମାଣ୍ଡ ପରେ ସାଲେପୁର କୋର୍ଟରେ ହାଜର କରିଥିଲା ପୋଲିସ । କୋର୍ଟ ଅଭିଯୁକ୍ତ ଶିବକୁ ସାଲେପୁର ସବଜେଲକୁ ପଠାଇ ଦେଇଛି । ଗତକାଲି ଶିବର ୩ ଦିନିଆ ରିମାଣ୍ଡ ଅବଧି ଶେଷ ହୋଇଥିଲା । ଆଜି ସ୍ୱାସ୍ଥ୍ୟ ପରୀକ୍ଷା…

ଢେଙ୍କାନାଳ ଗୁଳିକାଣ୍ଡ ଘଟଣା: ୱାର୍ଡମେମ୍ବରଙ୍କୁ ହତ୍ୟା ପରେ ପ୍ରତିଶୋଧ ନେଲେ ମୃତକଙ୍କ ପରିବାର

ଢେଙ୍କାନାଳ : ଉଗ୍ର ହେଲା ଢେଙ୍କାନାଳ ଗୁଳିକାଣ୍ଡ ଘଟଣା । ୱାର୍ଡମେମ୍ବରକୁ ଗୁଳିମାରିବା ପରେ, ମୁଖ୍ୟ ଅଭିଯୁକ୍ତଙ୍କ ପରିବାର ଉପରେ ମଧ୍ୟ ଆକ୍ରମଣ କରାଯାଇଛି । ଗୁଳିମାଡର ପ୍ରତିଶୋଧ ନେଇଛନ୍ତି ମୃତକଙ୍କ ପରିବାର ଲୋକ । ତେବେ ଅଭିଯୁକ୍ତ ନୁରୁ ନାୟକଙ୍କ ଘରେ ପଶି ତାଙ୍କ ପତ୍ନୀ ଓ ପୁଅକୁ…

[ଦେଖନ୍ତୁ ଭିଡିଓ] ମାହାଙ୍ଗା କୁସୁପୁର ଗଣହତ୍ୟା ମାମଲା: ପାଞ୍ଚ ଜଣଙ୍କୁ ଏକା ମାରିଥିଲା ଶିବ

କଟକ : ମାହାଙ୍ଗା କୁସୁପୁର ଗଣହତ୍ୟା ମାମଲା । ୫ଜଣଙ୍କୁ ଏକା ହତ୍ୟା କରିଥିଲା ଶିବପ୍ରସାଦ ସାହୁ ।  ମାହାଙ୍ଗା କୁସୁପୁରରେ ହତ୍ୟାକାଣ୍ଡର ଡେମୋ ଦେଖାଇଛି ଅଭିଯୁକ୍ତ । କେମିତି ପାଂଚ ପାଂଚ ଜଣଙ୍କୁ ହତ୍ୟା କଲା ୪୫ ମିନିଟି ଧରି ସେଦିନର ପୁରା କାହାଣୀକୁ ପୁଲିସ ଆଗରେ ଦେଖାଇଛି ଶିବ ପ୍ରସାଦ…