Latest Odisha News

BREAKING NEWS

Browsing Category

ଅପରାଧ

ଗଂଜାମରେ ଯୁବକଙ୍କୁ ହତ୍ୟା

ବ୍ରହ୍ମପୁର: ଗଂଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ମହୁରୀ କାଳୁଆ ନିକଟରେ ଜଣଙ୍କ ମୃତଦେହ ରବିବାର ସକାଳେ ମିଳିଛି। ମୃତକ ଜଣଙ୍କ ବ୍ରହ୍ମପୁର ଖଲାସୀ ସାହିର ଶିବ ବେହେରା ବୋଲି ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଛି। ରବିବାର ସକାଳେ ଶିବଙ୍କ ମୃତଦେହ ପଡିଥିବା ନେଇ ସ୍ଥାନୀୟ ଲୋକେ ଦେଖିବା…

ଚୋର ଗ୍ୟାଙ୍ଗ୍‌ ପାଖରୁ ଜବତ ହେଲା ୨୫ଟି ପାଣି ପମ୍ପ, ମୋଟର୍‌

ବ୍ରହ୍ମପୁର: ଆସିକା ପୋଲିସ ଏକ ଚୋର ଗ୍ୟାଙ୍ଗ୍‌କୁ ଧରିବା ସହିତ ସେମାନଙ୍କ ପାଖରୁ ବିଭିନ୍ନ ପ୍ରକାରର ୨୫ଟି ପାଣି ପମ୍ପ ଏବଂ ମୋଟର୍‌ ଜବତ କରିବାରେ ସଫଳ ହୋଇଛି । ଅଭିଯୁକ୍ତମାନେ ହେଲେ ଚିତ୍ରସେନ ଦଳେଇ (୩୦),ମିଟୁ ଦଳେଇ (୩୭), ପ୍ରହଲ୍ଲାଦ ବିଶ୍ୱାଳ (୨୭), ଚରଣ ବିଶ୍ୱାଳ (୨୭)। ଏମାନଙ୍କ ଘର…

ନକଲି ଚାବିରେ ଏଟିଏମରୁ ଟଙ୍କା ଚୋରି

ବ୍ରହ୍ମପୁର: ଗ୍ରାହକମାନେ ଏଟିଏମ୍‌ରୁ ଟଙ୍କା ଉଠାଉଥିଲେ ମଧ୍ୟ ତାହା ବାହାରକୁ ବାହାରୁନଥିଲା । ବରଂ ମେଶିନ ଭିତରେ ହିଁ ରହିଯାଉଥିଲା । ଆଉ ନକଲି ଚାବିରେ ଦୁର୍ବୃତ୍ତ ମଶିନକୁ ଖୋଲି ଟଙ୍କା ନେଉଥିଲେ । ଗତ କିଛି ଦିନ ହେଲା ବ୍ରହ୍ମପୁରର ଏକ ଏଟିଏମ୍‌ରେ ଏଭଳି ଚୋରି ଚାଲିଥିଲା । ବ୍ୟାଙ୍କ…

ଧରାପଡ଼ିଲେ ନବରଙ୍ଗପୁରର ଧୁମ୍ ଷ୍ଟାଇଲ ଚୋର

ଖାତିଗୁଡ଼ା: ନବରଙ୍ଗପୁର ଜିଲ୍ଲା ପୋଲିସକୁ ଏକ ଚ୍ୟାଲେଞ୍ଜିଂ ଚୋରି ଘଟଣାରେ ସଫଳତା ମିଳିଛି । ଚର୍ଚ୍ଚିତ ଖାତୀଗୁଡ଼ା ହାଇସ୍କୁଲର ଧୁମ୍ ସିନେମା ଷ୍ଟାଇଲରେ ଚୋରି ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଗତ ୧ ତାରିଖ ରାତିରେ ସ୍କୁଲରୁ ବିଭିନ୍ନ ଜିନିଷ ଚୋରି କରି ପୋଲିସକୁ…

ଦନ୍ତା ହାତୀର ଗଳିତ ଶବ ଜବତ

ବ୍ରହ୍ମପୁର:ଗଂଜାମ ଜିଲାର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ ବନାଞ୍ଚଳର କାନବିନ୍ଧା ଜଙ୍ଗଲରୁ ଗୁରୁବାର ସନ୍ଧ୍ୟାରେ ଏକ ଦନ୍ତା ହାତୀର ଗଳିତ ମୃତ ଦେହ ଠାବ କରାଯାଇଛି । ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ତେବେ ହାତୀର ଦୁଇଟି ଦାନ୍ତକୁ କାଟି ନିଅ।ଯାଇଥିବା ଜଣାପଡିଛି । ତେବେ…

କଂଗ୍ରେସ ନେତା ରାଜ ବବ୍ବରଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ

ଲକ୍ଷ୍ନୌ: କଂଗ୍ରେସ ନେତା ରାଜ ବବ୍ବରଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ ହୋଇଛି । ଜଣେ ସରକାରୀ କର୍ମଚାରୀଙ୍କୁ ମାଡ଼ ମାରିବା ମାମଲାରେ ତାଙ୍କୁ ଲକ୍ଷ୍ନୌର ଏକ କୋର୍ଟ ଦୁଇ ବର୍ଷ ଜେଲ ଦଣ୍ଡ ସହ ୮ହଜାର ୫୦୦ ଟଙ୍କା ଜୋରିମନା ଶୁଣାଇଛନ୍ତି । ୧୯୯୬ ମେ' ନିର୍ବାଚନ ସମୟରେ ରାଜ୍ ଜଣେ ନିର୍ବାଚନ…

ଗଞ୍ଜାମ ଜିଲାପାଳଙ୍କ ନାଁରେ ଫେକ୍‌ ହ୍ୱାଟ୍ସଆପ୍ ନମ୍ବର

ବ୍ରହ୍ମପୁର: ରାଜ୍ୟରେ ଜଣଙ୍କ ପରେ ଜଣେ ବରିଷ୍ଠ ଆଇପିଏସ୍‌ ଏବଂ ଆଇଏଏସ୍‌ ଅଧିକାରୀମାନେ ସାଇବର ଅପରାଧର ଶିକାର ହେବାରେ ଲାଗିଛନ୍ତି । ଏହି ତାଲିକାରେ ସଦ୍ୟତମ ସାମିଲ ହୋଇଯାଇଛନ୍ତି ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା । ତାଙ୍କ ନାମରେ ଫେକ୍‌ ହ୍ୱାଟ୍ସଆପ୍ ନମ୍ବର କରାଯାଇ ସେଥିରେ…

[ଦେଖନ୍ତୁ ଭିଡିଓ] ୧୪ ଲକ୍ଷରୁ ଅଧିକ ଟଙ୍କାର ଜାଲ୍ ନୋଟ ଜବତ, ୨ ଜଣଙ୍କୁ ବାନ୍ଧିଲା STF

ଭୁବନେଶ୍ୱର: ବଡ଼ ପରିମାଣର ଜାଲ୍ ନୋଟ୍ ବରଗଡ଼ରୁ ଜବତ ହୋଇଛି । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବିପୁଳ ପରିମାଣର ନକଲି ନୋଟ୍ ଜବତ କରିଛି ଏସଟିଏଫ୍ । ବରଗଡ଼ ଜିଲ୍ଲା ବରପାଲି ଅଞ୍ଚଳରୁ ୧୪ ଲକ୍ଷ ୨୯ ହଜାର ୫୦୦ ଟଙ୍କାର ନକଲି ନୋଟ୍ ଜବତ ହୋଇଥିବା ବେଳେ ମାମଲାରେ ୨ ଜଣ ଗିରଫ ହୋଇଛନ୍ତି । ଗିରଫଙ୍କ…

ପୁଣି ବିଜେବି କଲେଜରେ ରାଗିଂ ! ବଡ଼ଗଡ଼ ଥାନାରେ ଛାତ୍ରଙ୍କ ଏତଲା

ଭୁବନେଶ୍ୱର: ବିଜେବି କଲେଜ ପିଛା ଛାଡ଼ୁନି ରାଗିଂ ଅଭିଯୋଗ । ଗତ ୨ ତାରିଖରେ ରାଗିଂକୁ ସାମ୍ନା ନକରି ପାରି ହଷ୍ଟେଲ ରୁମରେ ଜୀବନ ହାରିଥିଲେ ରୁଚିକା ମହାନ୍ତି । ରୁଚିକାଙ୍କ ଆତ୍ମହତ୍ୟାକୁ ୬ ଦିନ ବିତିଥିବା ବେଳେ ଧରାପଡ଼ି ନାହାନ୍ତି ୩ ସିନିୟର । ଅନ୍ୟପଟେ ବିଜେବି କଲେଜର ଜଣେ ଯୁକ୍ତ ୨…

ବ୍ରହ୍ମପୁରରେ ଜବତ ହେଲା ୧୧୨ଗ୍ରାମ ବ୍ରାଉନସୁଗର

ବ୍ରହ୍ମପୁର: ଦକ୍ଷିଣାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ତରଫରୁ ବ୍ରାଉନସୁଗାର କାରବାର ଚଳାଇଥିବା ସନ୍ଦୀପ ଅଗ୍ରୱାଲ(୨୮) ଓରଫ ସାଣ୍ଡିକୁ ଗିରଫ କରାଯାଇଛି । ଏଥି ସହିତ ସାଣ୍ଡିର ବାଇକ ଡିକିରୁ ୧୧୨ ଗ୍ରାମର ବ୍ରାଉନସୁଗର ମିଳିଛି, ଯାହାର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ୧୦ ଲକ୍ଷ ଟଙ୍କା ହେବ ।…