Latest Odisha News

BREAKING NEWS

Browsing Category

ଅପରାଧ

ଚନ୍ଦ୍ରଗିରି ଜଙ୍ଗଲରେ ମାଟି ତଳୁ ବାହାରିଲା ହାତୀ ମୃତଦେହ

ଭୁବନେଶ୍ୱର: ଜଙ୍ଗଲରେ ହାତୀ ମାରି ପୋତି ଦେଲେ ଦୁବୃର୍ତ । ମାଟି ତଳୁ ମିଳିଲା ହାତୀର ଗଳିତ ମୃତ ଦେହ । କଟକ ଗୋପପୁର ସେକ୍ସନ ଚନ୍ଦ୍ରଗିରି ଜଙ୍ଗଲରେ ବନ ବିଭାଗ ଏସଟିଏଫ ମାଟି ଖୋଳି ହାତୀର ମୃତଦେହ କାଢ଼ିଛି । ଦୁଇଟି ହାତୀଙ୍କୁ ହତ୍ୟା କରି ପୋତି ଦିଅଯାଇଥିବା ସନ୍ଦେହ କରି ତଦନ୍ତ କରୁଥିଲା…

ସିଦ୍ଧୁ ମୁସେୱାଲା ହତ୍ୟା: ପଞ୍ଜାପରେ ପୁଣି ଭିଭିଆଇପିଙ୍କୁ ମିଳିବ ସୁରକ୍ଷା

ଭୁବନେଶ୍ୱର: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ପରେ ପୁଣି ୪୨୪ ଜଣ ଭିଭିଆଇପିଙ୍କୁ ସୁରକ୍ଷା ଦେବାକୁ ନିଷ୍ପତ୍ତି ହୋଇଛି । ପଞ୍ଜାବ ସରକାର ହାଇକୋର୍ଟରେ ଏହି ପ୍ରତିଶୃତି ଦେଇଛନ୍ତି । ପୂର୍ବତନ ମନ୍ତ୍ରୀ ଓପି ସୋନିଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ ପିଟିସନର ଶୁଣାଣି ବେଳେ ପଞ୍ଜାବର…

ଏସଡିପିଓ ମଳୟ ନାୟକଙ୍କ ବିଭିନ୍ନ ଜାଗାରେ ସଂପତ୍ତି ଠାବ, ସ୍ତ୍ରୀ ଫେରାର

ଭୁବନେଶ୍ୱର: ବୁଧବାର ହିନ୍ଦୋଳ ଏସଡିପିଓ ମଳୟ କୁମାର ନାୟକ ଲାଞ୍ଚ ନେଇ ଗିରଫ ହେବା ପରେ ଭିଜିଲାନ୍ସ ବିଭିନ୍ନ ସ୍ଥାନରେ ତାଙ୍କ ସଂପତ୍ତି ଉପରେ ଚଢ଼ଉ କରିଥିଲା । ବୁଧବାର ଠାରୁ ଅନୁଗୁଳ, ଭୁବନେଶ୍ୱର, ସମ୍ବଲପୁର, ପୁରୀ ଏବଂ ଢ଼େଙ୍କାନାଳରେ ଭିଜିଲାନ୍ସ ଟିମ୍ ଚଢ଼ଉ କରିଥିଲା । ଅନୁଗୁଳ…

ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ହିନ୍ଦୋଳ ଏସଡିପିଓ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ହିନ୍ଦୋଳ ଏସଡିପିଓ । ଜଣେ ପଥର ଖଣି ମାଲିକଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଏସଡିପିଓ ମଳୟ କିଶୋର ନାୟକଙ୍କୁ ଭିଜିଲାନ୍ସ ଧରିଛି । ଅଧିକ ଖାଦାନ ଏବଂ ଚାଲାଣ କରାଇଦେବା ଲୋଭ ଦେଖାଇ ଲାଞ୍ଚ ମାଗିଥିଲେ ଅଭିଯୁକ୍ତ ମଳୟ । ବୁଧବାର…

ସୋନିଆ ଓ ରାହୁଲ ଗାନ୍ଧୀଙ୍କୁ ଇଡି ସମନ; ନେଶନାଲ ହେରାଲ୍ଡ ମାମଲାରେ ହେବ ତଦନ୍ତ

ଭୁବନେଶ୍ୱର: ନେଶନାଲ ହେରାଲ୍ଡ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ପୁଅ ତଥା ସାଂସଦ ରାହୁଲ ଗାନ୍ଧୀଙ୍କୁ ଜେରା କରିବା ପାଇଁ ସମନ ଜାରି କରିଛି । ସୋନିଆଙ୍କୁ ଜୁନ୍ ୮ ଏବଂ ରାହୁଲଙ୍କୁ ଜୁନ୍ ୨ରେ ଇଡି କାର୍ଯ୍ୟାଳୟରେ ହାଜର ହେବା…

ପଞ୍ଚାୟତ ନିର୍ବାଚନ ପରବର୍ତ୍ତୀ ହିଂସାରେ ରକ୍ତରଞ୍ଜିତ ଦିଗପହଣ୍ଡି

ବ୍ରହ୍ମପୁର: ପଞ୍ଚାୟତ ନିର୍ବାଚନ ପରେ ପରେ ଗଞ୍ଜାମ ଜିଲା ଦିଗପହଣ୍ଡି ନିର୍ବାଚନମଣ୍ଡଳୀ ଅଂଚଳରେ କ୍ରମାଗତ ଭାବେ ଗଡି ଚାଲିଛି ମୁଣ୍ଡ। ନିର୍ବାଚନ ପରବର୍ତ୍ତୀ ହିଂସାରେ ଏଯାଏଁ ୩ ଜଣଙ୍କ ପ୍ରାଣହାନି ଘଟଲାଣି। ଏପ୍ରିଲ ୨୩ ତାରିଖରେ ଚଷା ନିମଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ପାଳଝାଡି ଗ୍ରାମରେ ୨ ଜଣ…

ସାବିତ୍ରୀ ଆଗରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

ଭୁବନେଶ୍ୱର: ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି ମାନସିକ ରଖିବାକୁ ଇଚ୍ଛା କରିଥିଲେ ପ୍ରଭାତି ନାୟକ । ଏନେଇ ସ୍ୱାମୀଙ୍କୁ ପୂଜା ପାଇଁ ଆବଶ୍ୟକ ଜିନିଷ କିଣି ଆଣିବାକୁ ବରାଦ କରିଥିଲେ । କିନ୍ତୁ ଯାହାର ଦୀର୍ଘାୟୁ କାମନା ପାଇଁ ଏତେ ଯତନ ହେଉଥିଲା । ସେହି ସ୍ୱାମୀ ହିଁ ସ୍ତ୍ରୀକୁ ହତ୍ୟା କରିଦେଲା…

ସିଦ୍ଧୁ ମୁସେୱାଲା ହତ୍ୟା ପରେ ତିହାର କଏଦୀଙ୍କ ସୁରକ୍ଷା ବଢ଼ିଲା

ଭୁବନେଶ୍ୱର: ପଞ୍ଜାବୀ କଣ୍ଠଶିଳ୍ପୀ ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ପରେ ଦିଲ୍ଲୀର ତିହାର ଜେଲରେ କଏଦୀଙ୍କ ସୁରକ୍ଷା ବଢ଼ାଇ ଦିଆଯାଇଛି । ଯେଉଁ ସଂଗଠନ ସିଦ୍ଧୁଙ୍କୁ ହତ୍ୟା କରିଥିବା ଦାବି କରୁଛି । ସେହି ଅପରାଧ ସଂଗଠନର ଜଣେ କୁଖ୍ୟାତ ଅପରାଧୀର ସୁରକ୍ଷା ବଢ଼ାଇ ଦିଆଯାଇଛି । ଏହି ଅପରାଧୀ ଜଣକ…

ଛଅ ଛୁଆଙ୍କୁ କୂଅରେ ପକେଇ ହତ୍ୟା କଲା ମାଆ

ଭୁବନେଶ୍ୱର: ଛଅଟି ପିଲାଙ୍କୁ କୂଅରେ ପକେଇ ମାରି ଦେଲା ମାଆ । ମହାରାଷ୍ଟ୍ରର ରାଇଗଡ଼ ଜିଲ୍ଲାରେ ଜଣେ ମହିଳା ଘରୋଇ କଳିରୁ ଉତକ୍ଷିପ୍ତ ହୋଇ ନିଜର ଛୁଆ ମାନଙ୍କୁ ହତ୍ୟା କରିଛନ୍ତି । ଜିଲ୍ଲାର ମହାଦ ଗ୍ରାମରେ ଏହି ଲୋମ ଟାଙ୍କୁରା ଘଟଣା ଘଟିଛି । ମହିଳା ହେଉଛନ୍ତି – ଚିଖୁରି ସାହନୀ, ବୟସ –…

ପୁରୀ ବଡ଼ଦାଣ୍ଡରୁ ଲୁଟ୍‌ : ଯୁବକ ବେଶରେ ଲୁଟ୍‌ କଲେ ଯୁବତୀ । ନକଲି ଚାବିରେ ସ୍କୁଟର ଡିକି ଖୋଲି ନେଇଗଲେ କାଗଜପତ୍ର

ପୁରୀ : ଯୁବକ ବେଶରେ ଆସି ଲୁଟ୍ କଲେ ଯୁବତୀ । ଏହିପରି ଅଭିନବ ଢ଼ଙ୍ଗରେ ଲୁଟ୍‌ ଆଉ କେଉଁଠି ନୁହେଁ ବରଂ ପୁରୀର ବଡ଼ଦାଣ୍ଡରେ ଦେଖିବାକୁ ମିଳିଛି । ଗତ ଶନିବାର ସକାଳେ ବଡ଼ଦାଣ୍ଡ ମାର୍କେଟ ଛକ ପାଖ ନୀଳାଚଳ ଲଜିଙ୍ଗ ସାମନାରେ ପାର୍କିଂ ହୋଇଥିବା ସ୍କୁଟର ଡିକିରୁ ଜଣେ ଯୁବକ ଚୋରି କରୁଥିବା ଦୃଶ୍ୟ…