Latest Odisha News

BREAKING NEWS

Browsing Category

ଅପରାଧ

ମାନସ ସ୍ୱାଇଁ ହତ୍ୟାକାଣ୍ଡ ମାମଲା, ଆଜି ସରୁଛି ସମସ୍ତ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି

କଟକ : ମାନସ ସ୍ବାଇଁ ହତ୍ୟାକାଣ୍ଡ ମାମଲା ।  ମାମଲାରେ ଅଭିଯୁକ୍ତଙ୍କ ରିମାଣ୍ଡର ଆଜି ଶେଷ ଦିନ । ରିମାଣ୍ଡ ସମୟରେ ଶର୍ମିଷ୍ଠାଙ୍କ ସମେତ ୪ ଅଭିଯୁକ୍ତଙ୍କଠାରୁ ଅନେକ ତଥ୍ୟ ଖୁଲାସା କରିଛି କ୍ରାଇମବ୍ରାଞ୍ଚ । ହତ୍ୟାକାଣ୍ଡ ସ୍ଥାନ ଦୟାଲ ଆଶ୍ରମରୁ ଶବ ପୋତିବା ସ୍ଥାନ ରଣପୁରର ବଧିପାଟଣାକୁ…

ଅବସରପ୍ରାପ୍ତ ଅଧ୍ୟାପକଙ୍କୁ ହତ୍ୟା, ପତ୍ନୀଙ୍କ ଅବସ୍ଥା ଗୁରୁତର

ସୋର (ବାଲଶ୍ୱର): ଅବସରପ୍ରାପ୍ତ ଅଧ୍ୟାପକଙ୍କୁ ହତ୍ୟା ଅଭିଯୋଗ । ବିଲ ଭିତରୁ ମିଳିଲା କ୍ଷତାକ୍ତ ମୃତଦେହ । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ବାଲିଖଣ୍ଡ ବଜାର ନିକଟରେ ବିଲ ଭିତରୁ ମିଳିଛି ମୃତଦେହ । ମୃତକଙ୍କ ନାଁ ଆନନ୍ଦ ବିହାରୀ ପତ୍ରୀ । ତାଙ୍କ ପତ୍ନୀ ସନ୍ଧ୍ୟାରାଣୀ ପତ୍ରୀଙ୍କୁ ଗୁରୁତର…

ମାନସ ସ୍ୱାଇଁ ହତ୍ୟା ମାମଲା: ଶର୍ମିଷ୍ଠାଙ୍କୁ ଧରି କ୍ରାଇମସିନ୍ ରିକ୍ରିଏସନ୍ କରିବ କ୍ରାଇମବ୍ରାଞ୍ଚ

କଟକ: କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ରହସ୍ୟ ଭେଦୁଛି କ୍ରାଇମବ୍ରାଞ୍ଚ । ଅଧିକ ଖୋଳତାଡ ଚଳାଇଛି । ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତ, ଷଡ଼ଯନ୍ତ୍ରକାରୀ ନିରଞ୍ଜନ ସେଠୀ ସମେତ ୪ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣି ଜେରା ଚାଲିଛି । ତିନି ଦିନର ମାରାଥନ୍ ଜେରାରେ କ୍ରାଇମବ୍ରାଞ୍ଚ…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶାଶୁ ବୋହୁଙ୍କୁ ଗଳାକାଟି ହତ୍ୟା

ବଲାଙ୍ଗୀର : ବଲାଙ୍ଗୀରରେ ଚାଞ୍ଚଲ୍ୟ। ଡବଲ ମର୍ଡ଼ର ନେଇ ଆତଙ୍କିତ ହୋଇପଡ଼ିଛନ୍ତି ଲୋକେ। ତୁଷୁରା ଥାନା ନୂଆପଡ଼ାରେ ଶାଶୁ ବୋହୁଙ୍କୁ ଗଳାକାଟି ହତ୍ୟା କରିଛନ୍ତି ଦୁର୍ବୃତ୍ତ ମାନେ। ମୃତକ ଦୁଇଜଣ ହେଲେ ବୋହୁ ଅମ୍ବିକା ମେହେର ଓ ଶାଶୁ ପ୍ରେମଶିଳା ମେହେର। ଘରେ ଶାଶୁବୋହୁ ଏକାକି ଥିବା ବେଳେ…

୪.୧୪ କୋଟି ଟଙ୍କା ହରାଇ ଥାନାରେ ଦ୍ୱାରସ୍ତ ଅଭିନେତ୍ରୀ ରିମି ସେନ୍

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରିମି ସେନ୍ ଓରଫ ଶୁଭମିତ୍ରା ସେନ୍ । ନିକଟରେ ଏହି ଅଭିନେତ୍ରୀ ବଡ ଧରଣର ଠକାମୀର ଶିକାର ହୋଇଛନ୍ତି । ଲକ୍ଷେ କି ଦୁଇ ଲକ୍ଷ ନୁହେଁ ବରଂ ୪.୧୪ କୋଟି ଟଙ୍କା ହରାଇ ଅଭିନେତ୍ରୀ ରିମି ସେନ୍ ଜଣେ ବ୍ୟବସାୟୀଙ୍କ ବିରୋଧରେ ଥାନାରେ ଏତଲା ଦେଇଛନ୍ତି । ପୋଲିସ…

୫୦୦ କୋଟିର ଠକକୁ ଗିରଫ କଲା ଇଓଡବ୍ଲୁ

ବ୍ରହ୍ମପୁର: ୫୦୦ କୋଟିର ଠକ ଗିରଫ ।  ୫୦୦କୋଟି ଟଙ୍କା ଠକେଇ ଅଭିଯୋଗରେ ସକସେସ୍ ଅନଲାଇନ ସର୍ଭିସ ସିଷ୍ଟମ (ଏସଓଏସଏସ) ଚିଟଫଣ୍ଡ କମ୍ପାନିର ଆଞ୍ଚଳିକ ନିର୍ଦ୍ଦେଶକ ଗିରଫ । ଗଞ୍ଜାମର ବ୍ରହ୍ମପୁରରୁ ଅଭିଯୁକ୍ତ ଆଞ୍ଚଳିକ ନିର୍ଦ୍ଦେଶକ ନିଖିଳାନନ୍ଦ ପଶୁପାଳକଙ୍କୁ ଇଓଡବ୍ଲୁ ଦ୍ବାରାଗିରଫ…

ଗାଙ୍ଗପୁର ଆଇଆଇସି ମୃତ୍ୟୁ ରହସ୍ୟ: ଅଡୁଆ ବଢ଼ାଇଲା ଏସ୍‌ଆଇଙ୍କ ଭିଡିଓ

ବ୍ରହ୍ମପୁର : ଗାଙ୍ଗପୁର ଥାନା ଆଇଆଇସି ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁ  ରହସ୍ୟ ।  ଦିନ ଯେତେ ଗଡ଼ୁଛି ମୃତ୍ୟୁ ଘଟଣାକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି । ଦିନକୁ ଦିନ ଗୋଟିଏ ପରେ ଗୋଟିଏ ରୋଚକ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି । ଘଟଣା ସମୟରେ ଭଞ୍ଜନଗର ଏସ୍‌ଡିପିଓ ଓ ଭଞ୍ଜନଗର ଆଇଆଇସିଙ୍କ…

ବୀଭତ୍ସ ହତ୍ୟା: ଯୁବକଙ୍କ ମୁଣ୍ଡକୁ ଶାବଳରେ ପିଟିପିଟି ମାରିଦେଲା ଅଭିଯୁକ୍ତ

ବାଲେଶ୍ୱର: ସାମାନ୍ୟ ବଚସାରୁ ବୀଭତ୍ସ ହତ୍ୟା । ଯୁବକଙ୍କ ମୁଣ୍ଡକୁ ଶାବଳରେ ପିଟି ପିଟି ହତ୍ୟା ଅଭିଯୋଗ । ବାଲେଶ୍ୱର ଜିଲ୍ଲା ଟାଉନ୍ ଥାନା ଅଞ୍ଚଳରେ ଏଭଳି ବର୍ବର ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ରାକେଶ ପଣ୍ଡା । ସେ ରାସ୍ତାକାମରେ ନିୟୋଜିତ ଠିକାଦାରଙ୍କ ସଂସ୍ଥାରେ ସୁପରଭାଇଜର ଭାବରେ କାମ…

ଖୋଲିବ କ୍ୟାମେରାମ୍ୟାନ୍ ମର୍ଡର ମିଷ୍ଟ୍ରି: ସତ ଉଗାରିବେ ଶର୍ମିଷ୍ଠା, ନିରଞ୍ଜନ

ଭୁବନେଶ୍ୱର: କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ଉପରୁ ହଟିବ ପରଦା । ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଧରାପଡ଼ିବା ପରେ ମର୍ଡର ମିଷ୍ଟ୍ରି ଭେଦିବ କ୍ରାଇମବ୍ରାଞ୍ଚ । ଆଜିଠୁ ୪ ଜଣ ଅଭିଯୁକ୍ତ ଶର୍ମିଷ୍ଠା ରାଉତ, ସହଯୋଗୀ ଝୁନା ଭୋଇ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ପୂର୍ବତନ ବୈଷୟିକ…

ହ୍ୱାଟ୍ସଆପ୍ ଷ୍ଟାଟସ୍‌ରେ ଥିଲା ପାକିସ୍ତାନ ଗଣତନ୍ତ୍ର ଦିବସ ବାର୍ତ୍ତା, ଗିରଫ ହେଲେ ଭାରତୀୟ ମହିଳା

ଭୁବନେଶ୍ୱର: ପାକିସ୍ତାନର ଗଣତନ୍ତ୍ର ଦିବସର ପ୍ରଚାରପ୍ରସାର କରି ଜଣେ ଭାରତୀୟ ଯୁବତୀ ଗିରଫ ହୋଇଛନ୍ତି । ହ୍ୱାଟ୍ସଆପ୍ ଷ୍ଟାଟସ୍‌କୁ ନେଇ ସଂପୃକ୍ତ ଯୁବତୀଙ୍କ ବିରୋଧରେ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ହିନ୍ଦୁସ୍ତାନ ଟାଇମ୍ସରେ ପ୍ରକାଶିତ…