Latest Odisha News

BREAKING NEWS

Browsing Category

ଅପରାଧ

ରାଜଧାନୀର ରାଜରାସ୍ତାରେ ମହିଳା ଡାକ୍ତରଙ୍କୁ ମାଡ଼ !

ଭୁବନେଶ୍ୱର: ମହିଳା ଡାକ୍ତରଙ୍କୁ ରାସ୍ତା ଉପରେ ମାଡ଼ । ରାଜଧାନୀ ଭୁବନେଶ୍ୱରରୁ ଆସିଛି ଏହିପରି ସଙ୍ଗୀନ୍ ଅଭିଯୋଗ । ଲକ୍ଷ୍ମୀସାଗର ଛକରେ ଗାଡ଼ି ହଟାଇବାକୁ ନେଇ ଗଣ୍ଡଗୋଳ ଉଗ୍ର ରୂପ ନେଇଥିଲା । ଯାହାପରେ ଏଭଳି ସାଂଘାତିକ ଘଟଣା ଘଟିଥିବାର ଜଣାପଡିଛି । ଅଭିଯୋଗ ଅନୁସାରେ, ଗତକାଲି ରାତିରେ…

କ୍ୟାପିଟାଲ ଥାନାରେ ଡିଜିଟାଲ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର: ଥାନା ଭିତରର ଅନୁଭୂତି ତିକ୍ତ । ମକଦ୍ଦମା ହେଉ କି କିଛି ଆବଶ୍ୟକୀୟ କାମ ପାଇଁ ଥାନାକୁ ଯିବା ବେଳର ଅନୁଭବ ଅସହଜ । ଏଥରେ ଅସହମତିର କିଛି ପ୍ରଶ୍ନ ନାହିଁ । ତେବେ ଏହି ଅନୁଭବକୁ ବଦଳେଇ ଏକ ସୁସ୍ଥ ଭାବନା ଦେବା ପାଇଁ କମିଶନରେଟ ପୋଲିସ ଉଦ୍ୟମ କରିଛି । ଫାଲକନ ଗ୍ରୁପ ଏବଂ…

କେବଳ ଦାମୀ ବାଇକ୍‌ ଚୋରି କରୁଥିଲେ; ଧରିଲା ବ୍ରହ୍ମପୁର ପୋଲିସ

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ଗତ କିଛି ଦିନ ହେଲା ବିଭିନ୍ନ ଅଞ୍ଚଳରୁ ଦାମୀ କମ୍ପାନିର ବାଇକ୍‌ ଚୋରି ହେବାରେ ଲାଗିଥିଲା । ଏକ ନିର୍ଦ୍ଧିଷ୍ଟ ଗ୍ୟାଙ୍ଗ ଏଥିରେ ସଂପୃକ୍ତ ଥିବା ପୁଲିସ ସନ୍ଦେହ କରୁଥିଲା। କାରଣ ଚୋରମାନେ କେବଳ ଦାମୀ ବାଇକ୍‌ ହିଁ ଚୋରି କରୁଥିଲେ । ଏଥିରେ କେଟିଏମ୍‌, ପଲସର…

ସାବଧାନ କଲା ବ୍ରହ୍ମପୁର ପୋଲିସ; ବାହାରେ ମଦ ପିଇଲେ ଭିତରେ ମାରିବ

ବ୍ରହ୍ମପୁର: ପୋଲିସ ପାଟ୍ରୋଲିଂ ଅଭାବ ଯୋଗୁ ବ୍ରହ୍ମପୁର ସହରର ଗଳିକନ୍ଦି ଏବଂ ସର୍ବସାଧାରଣରେ କେତେକ ଅସାମାଜିକ ବ୍ୟକ୍ତି ମଦ୍ୟପାନ କରୁଥିବାର ନଜିର ରହିଛି । ସେମାନଙ୍କ ଯୋଗୁ ସ୍ଥାନୀୟ ଅଞ୍ଚଳରେ ବିଶୃଙ୍ଖଳା ସୃଷ୍ଟି ହେଉଛି । କେବଳ ସେତିକି ନୁହଁ, ଅନେକ ସମୟରେ ଅପରାଧୀକ କାଣ୍ଡ ମଧ୍ୟ ଘଟୁଛି…

ବ୍ରହ୍ମପୁରରେ ଲିଙ୍ଗ ନିରୂପଣ ରାକେଟ; ଅଲଟ୍ରାସାଉଣ୍ଡ ମାଲିକ ସମେତ ୧୩ ଗିରଫ

ବ୍ରହ୍ମପୁର: ବ୍ରହ୍ମପୁର ପୁଲିସ ସହରରେ ଚାଲିଥିବା ବେଆଇନ ଲିଙ୍ଗ ନିରୂପଣ ରାକେଟ୍‌କୁ ଧରିଛି । ଅଲଟ୍ରାସାଉଣ୍ଡ କେନ୍ଦ୍ରର ମାଲିକଙ୍କ ସମେତ ମୋଟ ୧୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ମାନେ ହେଲେ ଆଙ୍କୁଲି ଆନନ୍ଦ ନଗର ସ୍ଥିତ ଅଲଟ୍ରାସାଉଣ୍ଡ କେନ୍ଦ୍ରର ମାଲିକ ଦୁର୍ଗା ପ୍ରସାଦ ନାୟକ(୪୧), ନିଗମ…

ଜୟପୁରରୁ ଦୁଇ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

ଜୟପୁର: ଜୟପୁର ସଦର ଥାନା ଅର୍ନ୍ତଗତ କୋଲାବ ସାଇଡରୁ ଜବତ ହୋଇଛି ଦୁଇ କ୍ୱିଣ୍ଟାଲ ଗଞ୍ଜେଇ । ଏହା ସହ ଗିରଫ ହୋଇଛନ୍ତି ଦୁଇ ଅଭିଯୁକ୍ତ । ରାଜ୍ୟ ବାହାରକୁ ଏକ କାର (ସିଜି ୨୯-ଏ- ୫୦୦୮) ଯୋଗେ ଚାଲାଣ ବେଳେ ଜୟପୁର ସଦର ପୋଲିସ ଚଢ଼ଉ କରିଥିଲା । ଜାତୀୟ ରାଜପଥ-୨୬ ଜୟପୁର ରାଜପଥ ଦେଇ ଛତିଶଗଡ଼ର…

ପୁରୀ ସହରରୁ ୧୧ ଲକ୍ଷ ଟଙ୍କାର ବ୍ରାଉନ ସୁଗର ଜବତ, ମହିଳା ଗିରଫ

ପୁରୀ: ପୁରୀ ସହରର ବାସେଳୀ ସାହି ଥାନା ଅଧୀନ ନୋଳିଆ ସାହିରୁ ଜଣେ ମହିଳା ବ୍ରାଉନ ସୁଗର ବ୍ୟବସାୟୀ ଗିରଫ ହୋଇଛନ୍ତି । ଜିଲ୍ଲା ଅବକାରୀ ମୋବାଇଲ ସ୍କ୍ୱାଡ୍ ୪୫ ବର୍ଷୀୟା ସୁନୀତା ନାଏକଙ୍କ ଠାରୁ ୧୧୦ ଗ୍ରାମ୍ ବ୍ରାଉନ ସୁଗର ଓ ୮୦୦ ଟଙ୍କା ଜବତ କରିଛି । ମୋବାଇଲ ଅବକାରୀ ସ୍କ୍ୱାଡ୍ କେସ ନଂ-…

ପ୍ରେମିକା ଘରେ ପ୍ରେମିକ ଆତ୍ମହତ୍ୟା କରିଥିବା ଅଭିଯୋଗ

ବ୍ରହ୍ମଗିରି(ପୁରୀ): ପ୍ରେମିକା ଘରେ ପଶି ପ୍ରେମିକ ଆତ୍ମହତ୍ୟା କରିଥିବା ଅଭିଯୋଗ । ଘର ଭିତରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ପୁରୀ ଜିଲ୍ଲା ବ୍ରହ୍ମଗିରି ସାହୁପଡ଼ା ଗାଁରେ ଏହି ଘଟଣା ଘଟିଛି । ମୃତକ ହେଲେ ଗାଁର ସୂର୍ଯ୍ୟକାନ୍ତ ବିଶ୍ୱାଳ । ଏହା ଆତ୍ମହତ୍ୟା ନାଁ ହତ୍ୟା ଏଯାଏ…

ନାବାଳିକାକୁ ଯୌନ ଶୋଷଣ କରି କନେଷ୍ଟବଳ ଗିରଫ

ଭୁବନେଶ୍ୱର: ଲିଙ୍ଗରାଜ ଥାନାର ଓଏପିଏଫ(ଓଡ଼ିଶା ଅକଜିଲିଆରି ପୋଲିସ ଫୋର୍ସ) କନେଷ୍ଟବଳ ରଜନୀକାନ୍ତ ଗମାଙ୍ଗୋ ଏକ ନାବାଳିକାଙ୍କୁ ୧୩ ବର୍ଷ ବୟସ ହୋଇଥିବା ବେଳ ଠାରୁ ଚାରି ବର୍ଷ ଧରି ଯୌନ ଶୋଷଣ କରିଥିବା ଅଭିଯୋଗ ଆସିଛି । ଏନେଇ ଚାଇଲ୍ଡ ଲାଇନ ଓ ସଂପୃକ୍ତ ନାବାଳିକା ଭୁବନେଶ୍ୱର ମହିଳା ଥାନାରେ…

[ଦେଖନ୍ତୁ ଭିଡିଓ] ପୁରୀ ଗୁଳିମାଡ ଘଟଣାର ଖୋଲୁଛି ଗୁମର: ଗୁଳିମାଡ ପଛରେ ପ୍ରେମ ବ୍ୟାପାର

ପୁରୀ : ପୁରୀରେ  ଗୁଳିମାଡ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି ।  ଲୋକନାଥ ମନ୍ଦିର ସେବାୟତ ଶିବରାମ ପାତ୍ରକୁ ଗୁଳି କରି ହତ୍ୟା ଘଟଣାରେ ପୋଲିସ ୩ ଜଣ ଅଭିଯୁକ୍ତକୁ ଅଟକରଖି  ପଚରା ଉଚରା କରୁଛି । ମୁଖ୍ୟ ଅଭିଯୁକ୍ତ ଚନ୍ଦନ ବାରିକକୁ ପୋଲିସ ଅଟକ ରଖିଛି । ପ୍ରେମ ବ୍ୟାପରକୁ ନେଇ…