Latest Odisha News

BREAKING NEWS

Browsing Category

ଅପରାଧ

[ଦେଖନ୍ତୁ ଭିଡିଓ] ଝିଅ ବାହାଘରରେ ମାଆ ପଡିଲେ ବଳି: ଗାଁରେ ଶୋକାକୁଳ ପରିବେଶ

ବରଗଡ଼ :  ନାଚିବାକୁ କେନ୍ଦ୍ର କରି ହତ୍ୟାକାଣ୍ଡ । ବାହାଘର ଶୋଭାଯାତ୍ରାରେ ନାଚିବାକୁ ବାରଣ କରିବାରୁ କନ୍ୟା ମା'ଙ୍କୁ ହତ୍ୟା  । ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ଥାନା ସାଲେପାଲି ଗାଁରେ ଘଟିଛି ଏହି ନୃଶଂସ ହତ୍ୟାକାଣ୍ଡ । ମୃତକ ହେଲେ କନ୍ୟାଙ୍କ ମାଆ କିଶୋରୀ ରାଜହଂସ । ମେଳଛାମୁଣ୍ଡା ଥାନା…

ଅନଲାଇନ୍ ଟ୍ରେଡିଂ ନେଲା ଜୀବନ : ଅନଲାଇନରେ ଅର୍ଥ କାରବାର କରି ଋଣ ଭାରରେ ବୁଡି ଜୀବନ ହାରିଲେ ଯୁବକ

ବାଲେଶ୍ୱର  : ଅନଲାଇନ୍ ଟ୍ରେଡିଂ ନେଲା ଜୀବନ । ଅନଲାଇନରେ ଅର୍ଥ କାରବାର କରି ଋଣ ଭାରରେ ବୁଡିଗଲେ ଯୁବକ । ଶେଷରେ ଚିଠି ଲେଖି ହାରିଲେ ଜୀବନ । ଏପରି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ସଦାସହି ଗାଁରେ । ଗାଁର ପୂର୍ଣ୍ଣଚନ୍ଦ୍ର ଦାସ ଋଣ ଭାରରେ ବୁଡିଯାଇ ମାନସିକ…

ରାଜଧାନୀରେ ଏନକାଉଣ୍ଟର୍: ଚକରାକୁ ଗୁଳି ଚୋଟ

ଭୁବନେଶ୍ୱର: ରାଜଧାନୀରେ ଏନକାଉଣ୍ଟର । ଗୁଳି ଖାଇଲା ଦୁର୍ଦ୍ଦାନ୍ତ ଅପରାଧୀ ଚକରା ବାରିକ । ଗତକାଲି ରାତିରେ ବରମୁଣ୍ଡା ହାଇସ୍କୁଲ ପଡ଼ିଆରେ ଅପରାଧି-ପୋଲିସ ମୁହାଁମୁହିଁ ହୋଇଥିଲେ । ପୋଲିସ ଗୁଳିରେ ଚକରା ବାରିକ ଆହତ ହୋଇଛି । ତାର ଡାହାଣ ଗୋଡ଼ରେ ବାଜିଛି ଗୁଳି । ତାକୁ ଗୁରୁତର ଅବସ୍ଥାରେ…

ଗିରଫ ହେଲେ ଝାରଖଣ୍ଡ ଖଣି ସଚିବ, ଇଡି ସ୍କାନରରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଳା ଧନ ହେରଫେର ମାମଲା ଓ ଦୁର୍ନୀତି ଅଭିଯୋଗରେ ଝାରଖଣ୍ଡ ସରକାରଙ୍କ ଖଣି ସଚିବ ଗିରଫ ହୋଇଛନ୍ତି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବୁଧବାର ଆଇଏସ ଅଫିସର ପୂଜା ସିଂହଲଙ୍କୁ ଗିରଫ କରିଛି । ଦ୍ୱିତୀୟ ବାର ପଚରାଉଚୁରା ବେଳେ ୯ ଘଣ୍ଟାର ଜେରା ପରେ ପୂଜାଙ୍କୁ ଗିରଫ କରିଛି ଇଡି…

ଅର୍ଥ ହେରଫେର ମାମଲାରେ ଗିରଫ ହେଲେ IAS ଅଫିସର ପୂଜା ସିଙ୍ଘଲ

ରାଞ୍ଚି: ଗିରଫ ହେଲେ ଝାଡଖଣ୍ଡର ଖଣି ଏବଂ ଶିଳ୍ପ ସଚିବ ପୂଜା ସିଙ୍ଘଲ । ମନରେଗା ଘୋଟାଲା, ନିଜ ଆୟରୁ ଅଧିକ ସମ୍ପତ୍ତି ଏବଂ ଦୁର୍ନୀତିର ଗୁରୁତର ଅଭିଯୋଗରେ ଘେରି ରହିଥିବା ଝାଡଖଣ୍ଡର ଖଣି ଏବଂ ଶିଳ୍ପ ସଚିବ ତଥା ଆଇଏଏସ ଅଫିସର ପୂଜା ସିଙ୍ଘଲଙ୍କୁ ଇଡି ଗିରଫ କରିଛି । ଏହା ପୂର୍ବରୁ ତାଙ୍କୁ…

୪ ବର୍ଷର ଶିଶୁପୁତ୍ର ରୁଦ୍ରାକ୍ଷ ମଲ୍ଲିକକୁ ନୃଶଂସ ହତ୍ୟା

ଢେଙ୍କାନାଳ: ୪ବର୍ଷର ଶିଶୁକୁ ନୃଶଂସ ଭାବେ ହତ୍ୟା କରାଯାଇଛି। ଢେଙ୍କାନାଳ ତୁମୁସିଙ୍ଗା ସୋଗର ଗାଁ ଝଗଡ଼ପଦାରେ ଏହି ଶିଶୁଟିକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୪ ବର୍ଷର ଶିଶୁପୁତ୍ର ରୁଦ୍ରାକ୍ଷ ମଲ୍ଲିକ । ଅପରାହ୍ନରେ ଗାଁରେ ପିଲାମାନଙ୍କ ସହିତ ଖେଳୁଥିବା ବେଳେ ହଠାତ କେଉଁ ଆଡେ ଗାଏବ…

ଭୁତୁମୁଣ୍ଡାଇରୁ ୨୫କେଜି ହରିଣ ମାଂସ ଜବତ, ଜଣେ ଗିରଫ

ପାରାଦ୍ଵୀପ: ଭୁତୁମୁଣ୍ଡାଇ ମହାନଦୀ ପୋଲ ଉପରୁ ୨୫ କେଜି ହରିଣ ମାଂସ ଜବତ କରିଛି କୁଜଙ୍ଗ ବନ ବିଭାଗ। ହରିଣ ମାଂସ ବ୍ୟବସାୟୀକୁ ଗିରଫ କରିବା ସହିତ ଏକ ସ୍କୁଟି ମଧ୍ୟ ଜବତ କରାଯାଇଛି। ଅଭିଯୁକ୍ତ କେନ୍ଦ୍ରାପଡା ଜିଲ୍ଲା ଖରିନାସି ଗ୍ରାମର ଗୋପାଳ ମଣ୍ଡଳ। ଅଭିଯୁକ୍ତ ଗୋପାଳ ମଣ୍ଡଳ…

ପ୍ରମୋଦିନି ରାଉଳ ଏସିଡ୍ ମାଡ଼ ଘଟଣା: ଦୋଷୀଙ୍କୁ ୧୪ ବର୍ଷ ଜେଲ୍

ଜଗତସିଂହପୁର: ବହୁ ଚର୍ଚ୍ଚିତ ପ୍ରମୋଦିନି ରାଉଳ ଏସିଡ୍ ମାଡ଼ ଘଟଣାର ଜଗତସିଂହପୁର ମହିଳା କୋର୍ଟ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଏସିଡ୍ ମାଡ଼ କରିଥିବା ମୁଖ୍ୟ ଅଭିଯୁକ୍ତ ସନ୍ତୋଷ କୁମାର ବେଦାନ୍ତ ଓ ତାର ସହଯୋଗୀ ଅନିଲ ଦଳସିଂହକୁ ୧୪ ବର୍ଷ ସଶ୍ରମ କାରାଦଣ୍ଡ ସହିତ ୧୫ ହଜାର ଟଙ୍କା…

ଗାଡ଼ି ବାଡ଼େଇ ଖସିଗଲେ ବାବୁ, ଲୋକେ ଗୋଡ଼େଇ କଲେ କାବୁ

ଭୁବନେଶ୍ୱର: ସୋମବାର ସକାଳେ ରାଜଧାନୀରେ ଜଣେ କାର୍ ଚାଳକ ଗାଡ଼ି ବାଡ଼େଇ ଖସିଯାଉଥିବା ବେଳେ ଗୋଡ଼େଇ ଧରିଛନ୍ତି ଦେଖଣାହାରୀ । ଶିଶୁ ଭବନ ଛକ ନିକଟ ଜେଏସଡବ୍ଲୁ ଅଫିସ୍ ସାମନାରେ ସାଣ୍ଟ୍ରୋ ଗାଡ଼ି (ଓଡି ୦୨ ବିଭି ୭୮୬୭) ଏକ ସୁଜୁକି ଆକ୍ସେସ୍ କୁ ପିଟିଥିଲେ । ସ୍କୁଟି ଚାଳକ ଓ ପଛରେ ବସିଥିବା…

ଇଡି ସ୍କାନରରେ ଝାରଖଣ୍ଡ ମୁଖ୍ୟମନ୍ତ୍ରୀ, ଖଣି ସଚିବଙ୍କ ଚାଟାର୍ଡ ଆକାଉଟାଣ୍ଟ ଗିରଫ

ଭୁବନେଶ୍ୱର: ଝାରଖଣ୍ଡ ସରକାରର ଖଣି ସଚିବ ପୂଜା ସିଂହାଲଙ୍କ (ସିଏ)ଚାଟାର୍ଡ ଆକାଉଟାଣ୍ଟ କୁ ଗିରଫ କରିଛି ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) । କଳା ଧନ ହେରଫେର ମାମଲାରେ ସଚିବଙ୍କ ‘ସିଏ’ ଗିରଫ ହେବା ସହ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ତଦନ୍ତ ସ୍କାନରରେ ରଖିଛି । ପୂଜାଙ୍କ ଠାରୁ ଇଡି ୧୯.୩୧ କୋଟି…