Latest Odisha News
Browsing Category

ଅପରାଧ

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ୮ ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୀ: କଣାସ ଗଡ଼ିଶାଗଦା ଥାନା ଅନ୍ତର୍ଗତ ବାଦଲ ଗ୍ରାମ ପଞ୍ଚାୟତରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ୮ ଜଣ ଗିରଫ ।  ସେମାନଙ୍କ ନାଁରେ ଆଇପିସିର ଧାରା ୩୪୧, ୩୨୩, ୩୨୫, ୨୯୪, ୫୦୬, ୩୦୭, ୩୯୫, ୩୪ରେ ସଙ୍ଗୀନ ଦଫା ଲାଗିଛି । ଅତିରିକ୍ତ ଏସପି ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଓ ଏସଡିପିଓ କିଶୋର…

ରାଜଧାନୀରେ ଲୁଟେରା ରାଜ: ମହିଳାଙ୍କୁ ଆକ୍ରମଣ କରି ଝାମ୍ପି ନେଲେ ସୁନା ଚେନ୍

ଭୁବନେଶ୍ୱର: ରାଜଧାନୀରେ ଲୁଟେରାଙ୍କ ଆତଙ୍କରାଜ । ବାଟଘାଟରୁ ଲୁଟ୍ । ସୈନିକ ସ୍କୁଲ-ଭିଏସଏସ ନଗର ରାସ୍ତାରେ ମହିଳାଙ୍କ ବେକରୁ ଲୁଟି ନେଲେ ସୁନା ଚେନ୍ । ଆଜି ସକାଳୁ ସକାଳୁ ମନ୍ଦିରରୁ ଫେରିବା ବେଳେ ମହିଳାଙ୍କୁ ମାଡ଼ ମାରି ତାଙ୍କ ବେକୁ ସୁନା ଚେନ୍ ଝାମ୍ପି ନେଇଛନ୍ତି ଲୁଟେରା । ସକାଳ ସାଢେ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କୋଟିପତି ଡାକ୍ତର

ଭୁବନେଶ୍ୱର: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ କୋଟିପତି ଡାକ୍ତର । ଡାକ୍ତରଙ୍କ ନାଁ ହେଉଛି ସୁକାନ୍ତ ଜେନା । ଡାକ୍ତର ଜଣକ କଣାସ ଚାରିଛକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପ୍ରସୂତି ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଭାବେ କାର୍ଯ୍ୟକରୁଥିଲେ । ସେ ଅପରେସନ ପାଇଁ ରୋଗୀଙ୍କ ଠାରୁ ୮…

ହ୍ୱାଟ୍ସଆପ୍‌ରେ ରେଡ୍ ହାର୍ଟ୍ ଇମୋଜି ପଠାଉଛନ୍ତି କି? ହୋଇପାରେ ଜେଲ ଦଣ୍ଡାଦେଶ

ଭୁବନେଶ୍ୱର: ଡିଜିଟାଲ୍ ଯୁଗରେ ହ୍ୱାଟ୍ସଆପ୍ ଭଳି ବାର୍ତ୍ତାବାହକ ଆପ୍ଲିକେସନ୍ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ତେବେ ଏହାର ଭୁଲ ବ୍ୟବହାର ଆପଣଙ୍କୁ ସମସ୍ୟାରେ ପକାଇପାରେ । ହ୍ୱାଟ୍ସଆପ୍‌ରେ ଯଦି ଆପଣ କାହାକୁ ରେଡ୍ ହାର୍ଟ ଇମୋଜି ପଠାଉଛନ୍ତି, ତେବେ ବେଳ ଥାଉଥାଉ ସାବଧାନ…

ଗିରଫ ହେଲେ ଏଏସପି ତ୍ରିନାଥ ମିଶ୍ର, ପତ୍ନୀଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ୱର: ବନ୍ଧା ହେଲେ ପୋଲିସ କମ୍ୟୁନିକେସନର ଅତିରିକ୍ତ ଏସପି ତ୍ରିନାଥ ମିଶ୍ର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଏହା ସହିତ ତାଙ୍କ ପତ୍ନୀଙ୍କ ନାଁରେ ମଧ୍ୟ ମାମଲା ରୁଜୁ କରିଛି ଭିଜିଲାନ୍ସ । ଭିଜିଲାନ୍ସ ସୂଚନା ଅନୁସାରେ, ତ୍ରିନାଥ…

ବ୍ରହ୍ମଗିରିରେ ନିର୍ବାଚନୀ ହିଂସା ଘଟି ୪ ଗରୁତର

ବ୍ରହ୍ମଗିରି: ପୁରୀ ଜିଲ୍ଲା ବ୍ରହ୍ମଗିରିରେ ନିର୍ବାଚନୀ ହିଂସା ଘଟିଥିବା ଜଣାପଡ଼ିଛି । ଏହି ହିଂସାକାଣ୍ଡରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୪ ଜଣ ଗୁରୁତର ହୋଇଥିବା ଜଣା ପଡ଼ିଛି । ସୂଚନା ଅନୁସାରେ, ଆଜି ରାହାଡ଼ମଲ ଗ୍ରାମପଞ୍ଚାୟତର ନିଶିଭଅଁରର ବୁଥ ନମ୍ବର ୮ରେ ମତଦାନ ଚାଲିଥିଲା । ଏହି…

କୁବେର ପୋଲିସ ବାବୁଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ କାବା: ୨୨ ଘଣ୍ଟା ରେଡ୍, ୨୨କୋଟିରୁ ଅଧିକ ସମ୍ପତ୍ତି

ଭୁବନେଶ୍ୱର: ଖୋଲୁଛି କୁବେର ପୋଲିସ ବାବୁ ତ୍ରିନାଥ ମିଶ୍ରଙ୍କ କଳାଧନର ଗୁମର । ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କ ସମ୍ପତ୍ତି ତାଲିକା ଦେଖି କାବା ହୋଇଛନ୍ତି ଭିଜିଲାନ୍ସ ଅଧିକାରୀ । ଅମାପ ସମ୍ପତ୍ତି । ୨୨ ଘଣ୍ଟାର ମାରାଥନ୍ ରେଡ୍ ପରେ ପାଖାପାଖି ୨୨ କୋଟିରୁ ଅଧିକ ଟଙ୍କା ସ୍ଥାବର ଓ…

[ଦେଖନ୍ତୁ ଭିଡିଓ] ପୁରୀରୁ ବ୍ରାଉନସୁଗର ଜବତ: ମାଫିଆ ଫିରୋଜ ଖାନ ସହ ୪ ଗିରଫ

ପୁରୀ: ଗିରଫ ହେଲେ ବ୍ରାଉନସୁଗର ମାଫିଆ । ମାଫିଆ ଫିରୋଜ ଖାନ ସହ ୪ ଜଣକୁ ଗିରଫ କରିଛି ପୁରୀ ପୋଲିସ । ପୁରୀରୁ ଆଜି ପୁଣି ବିପୁଳ ପରିମାଣର ବ୍ରାଉନସୁଗାର ଜବତ ହୋଇଛି । ପୁରୀ ସହରର ବାସେଳି ଥାନାର ମାଟିତୋଟାରେ ଏସଟିଫ ଓ ପୁଲିସ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଥିଲା । ଘଟଣାସ୍ଥଳରୁ ୩୫୬.୬୬…

ଆଉ ୫ ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଫିସର ଚାକିରିରୁ ବିଦା

ଭୁବନେଶ୍ୱର: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି । ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏମାନଙ୍କ ଭିତରେ ଅଛନ୍ତି ପୋଲିସ ଡିଏସପି, ଓଏଏସ୍ ଅଫିସର, ପୋଲିସ ଇନ୍ସପେକ୍ଟର ଓ୨ ଜଣ ମ୍ୟୁନିସିପାଲଟି ଏକଜିକ୍ୟୁଟିଭ ଅଫିସର ।…

ପାକିସ୍ତାନ: ଖାଲି କୋଠାରୁ ୧୦ହଜାର ୫୭୫କୋଟି ୬୨ଲକ୍ଷ ୧୦ହଜାର ଟଙ୍କାର ଡ୍ରଗ୍ସ ଜବତ

କରାଚି: ପାକିସ୍ତାନରେ ଦିନକୁ ଦିନ ନିଶା କାରବାର ବୃଦ୍ଧି ହେବାରେ ଲାଗିଛି । ଏହାକୁ ନେଇ ପାକର ସିନ୍ଧ ଅବକାରି ବିଭାଗ ଓ ନାର୍କୋଟିକ୍ସ ନିୟନ୍ତ୍ରଣ ବିଭାଗ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ନାର୍କୋଟିକ୍ସ ଟିମ ଏକ ଖାଲି କୋଠାରୁ ୧.୪ ଡଲାରର ଡ୍ରଗ୍ସ ଜବତ କରିଛି । ଏହି ମାମଲାରେ…