Latest Odisha News

BREAKING NEWS

Browsing Category

ଅପରାଧ

ସତ ଓଗାଳିବେ ପାଠକ ବାପା-ପୁଅ: ରିମାଣ୍ଡରେ ନେଲା ଭିଜିଲାନ୍ସ

ଭୁବନେଶ୍ୱର: ଝାରପଡ଼ା ଜେଲରୁ ଆଇଏଫଏସ ଅଭୟକାନ୍ତ ପାଠକ ଓ ପୁଅ ଆକାଶ ପାଠକଙ୍କୁ ରିମାଣ୍ଡରେ ନେଇଛି ଭିଜିଲାନ୍ସ। କଟକ ଅଫିସରେ ସେମାନଙ୍କୁ ୩ ଦିନ ଧରି ଜେରା କରାଯିବ। ଅଧିକ ପଚରାଉଚରା ପାଇଁ ୫ ଦିନ ରିମାଣ୍ଡ ମାଗିଥିଲା ଭିଜିଲାନ୍ସ। ଆଗକୁ ବାପା-ପୁଅଙ୍କୁ ସାମନା ସାମନି ବସାଇ ଅମାପ ସମ୍ପତ୍ତିର…

ମୁଖ୍ୟସ୍ରୋତରେ ସାମିଲ ହେଲେ ମହିଳା ମାଓବାଦୀ; ଆତ୍ମ ସମର୍ପଣ ପରେ ମିଳିଲା ୪ ଲକ୍ଷ ଟଙ୍କା

କୋରାପୁଟ: ଜଣେ ମହିଳା ମାଓବାଦୀ କ୍ୟାଡର, ରାମୀ ମଡକାମି ବୁଧବାର ଦିନ କୋରାପୁଟ ଏସପି ମୁକେଶ କୁମାର ଭାମୋଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ରାମୀ ଆତ୍ମସମର୍ପଣ କରିବା ସହ ୪ ଲକ୍ଷ ଟଙ୍କାର ପୁରସ୍କାର ରାଶି ମଧ୍ୟ ପାଇଛନ୍ତି। ପୋଲିସର ଏକ ବିଜ୍ଞପ୍ତି ଅନୁଯାୟୀ, ଆତ୍ମସମର୍ପଣ କରିବା…

ସମ୍ପତ୍ତି ବିବାଦ: ବିବାହର ଗୋଟିଏ ଦିନ ପୂର୍ବରୁ ଯୁବକଙ୍କୁ ଗୁଳିମାଡ଼

ଗଞ୍ଜାମ: ଆଜି ବସିଥାନ୍ତେ ବେଦୀରେ କିନ୍ତୁ ଗୁଳିମାଡରେ ଆହତ ହୋଇ ଶୋଇ ରହିଛନ୍ତି ମେଡ଼ିକାଲ ବେଡ଼ରେ। ଏହିଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଅଞ୍ଚଳରେ। ଗତକାଲି ସନ୍ଧ୍ୟାରେ ସ୍ଥାନୀୟ ଅଞ୍ଚଳରେ ଘଟିଛି ଦୁଇ ଦୁଇତି ହୃଦୟ ବିଦାରକ ଘଟଣା। ପ୍ରଥମେ ବାଇକ୍‌…

ଅଭୟକାନ୍ତ ଓ ପୁଅ ଆକାଶ ପାଠକଙ୍କ ନାଁରେ ଏତଲା

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ଆଇଏଫଏସ ଅଭୟକାନ୍ତ ପାଠକ ଓ ପୁଅ ଆକାଶ ପାଠକଙ୍କ ନାଁରେ ଭୁବନେଶ୍ୱର ଖାରବେଳନଗର ଥାନାରେ ଏତଲା। ସ୍କାଏ କିଙ୍ଗର ମ୍ଯାନେଜିଂ ପାର୍ଟନର ପ୍ରଭାସ ଚୌଧୁରୀ ଏତଲା ଦେଇଛନ୍ତି। ଅଭିଯୋଗରେ ସେ ଦର୍ଶାଇଛନ୍ତି ଯେ, ଆକାଶ ତାଙ୍କ ଜରିଆରେ…

ଖୋଲିବ IFS ଅଭୟକାନ୍ତ ପାଠକଙ୍କ ଜାଲିଆତି ପେଡି: ଭିଜିଲାନ୍ସରେ ହାଜର ହେଲେ ଡ୍ରାଇଭର ଓ କିଛି ବ୍ୟାଙ୍କ କର୍ମଚାରୀ

ଭୁବନେଶ୍ୱର: ଖୋଲିବ ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କ ଦୁର୍ନୀତି ପେଡ଼ି । କଳାଧନର ଗୁମର ଫିଟିବି । ଭିଜିଲାନ୍ସ ଖୋଳତାଡ ଆରମ୍ଭ କରିଛି । ଆଜି ଭିଜିଲାନ୍ସରେ ହାଜର ହୋଇଛନ୍ତି ଅଭୟକାନ୍ତଙ୍କ ଡ୍ରାଇଭର । କିଛି ବ୍ୟାଙ୍କ କର୍ମଚାରୀ ବି ହାଜର ହୋଇଛନ୍ତି । ସେମାନଙ୍କୁ ପଚରାଉଚରା କରିବେ ତଦନ୍ତକାରୀ…

ସ୍ୱାମୀଙ୍କ ଅଭିଯୋଗ; ନିଜ ୪ ଝିଅଙ୍କ ଗଳାକାଟି ହତ୍ୟା କଲେ ପତ୍ନୀ

ମେୱାତ: ୪ ଝିଅର ବେକ କାଟି ମାଆର ଆତ୍ମହତ୍ୟା ଉଦ୍ୟମ। କଥାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ଏହା ସତ। ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି ହରିୟାଣାର ମେୱାତ୍‌ ଜିଲ୍ଲାରେ। ସୂଚନାନୁସାରେ, ଏଠାରେ ଜଣେ ମା’ ଫରମିନା ନିଜ ୪ ଝିଅଙ୍କ ଗଳା କାଟି ହତ୍ୟା କରିଛି। ଏହା ପଛର କାରଣ ମଧ୍ୟ ଅତି…

ଅଡୁଆରେ ଅକ୍ଷୟ, ଫିଲ୍ମ ବେଲ୍ ବଟମ୍ କ୍ରିଉ ବିରୋଧରେ ଦୁଷ୍କର୍ମ ଅଭିଯୋଗ !

ମୁମ୍ବାଇ: କରୋନା ମହାମାରୀକୁ ଖାତିର ନକରି ଅଭିନେତା ଅକ୍ଷୟ ସ୍କଟଲ୍ୟାଣ୍ଡରେ ପହଂଚିଥିଲେ ଖାସ ଫିଲ୍ମ ବେଲ୍ ବଟମର ସୁଟିଂ ପାଇଁ । ହେଲେ ଏବେ ସେହି ବେଲ୍ ବଟମ୍ ଫିଲ୍ମ ପାଇଁ ବିବାଦ ମୁଣ୍ଡ ଟେକିଛି । ଏହି ଫିଲ୍ମର କାଷ୍ଟିଂ ଡାଇରେକ୍ଟରଙ୍କ ବିରୋଧରେ ଆସିଛି ଦୁଷ୍କର୍ମ ଭଳି ସଙ୍ଗୀନ ଅଭିଯୋଗ ।…

ଜଗତପୁରରେ ନକଲି ଘିଅ କମ୍ପାନି ଠାବ

କଟକ: ଜଗତପୁରର ଶିଳ୍ପାଞ୍ଚଳରେ ପୋଲିସ ପକ୍ଷରୁ ଏକ ନକଲି ଘିଅ କମ୍ପାନି ଠାବ କରାଯାଇଛି। ସୂଚନା ଅନୁଯାୟୀ ଘଟଣାସ୍ଥଳରୁ ବିପୁଳ ପରିମାଣର ନକଲି ଘିଅ, ନାମୀଦାମୀ କମ୍ପାନିର ଲୋ‌ଗୋ ଓ ପ୍ୟାକିଂ ସାମଗ୍ରୀ ମଧ୍ୟ ଜବତ କରାଯାଇଛି। ତେବେ ଏହି ମାମଲାରେ ଦୁଇଜଣଙ୍କୁ ଅଟକ ରଖାଯାଇଥିବା ନେଇ…

ରାତି ୨ ଟା ରେ ଲୁଟ୍ କରୁଥିଲେ ଏଟିଏମ୍; ଧରିନେଲେ ସ୍ଥାନୀୟ ଲୋକେ

କନ୍ଧମାଳ: କନ୍ଧମାଳ ଜିଲ୍ଲା ସାରଙ୍ଗଗଡ ଥାନାର ପାବୁରିଆଠାରେ ଏଟିଏମ ଲୁଟିବାକୁ ଆସିଥିବା ଏକ ବ୍ୟକ୍ତିକୁ ଧରି ପୋଲିସର ଜିମା ଦେଇଛନ୍ତି ସ୍ଥାନୀୟ ଲୋକେ। ସୂଚନାନୁସାରେ, ଜଣେ ବ୍ୟକ୍ତି ରବିବାର ରାତି ପ୍ରାୟ ୨ଟାରେ ଧରି ପାବୁରିଆ ସ୍ଥିତ ଏକ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ଏଟିଏମରେ ସଟର ପକାଇ…

ସୀମା ଟପୁଛି ବର୍ବରତା; ଘରୁ ଟେକି ନେଇ ୫ ବର୍ଷର ଶିଶୁ ସହ ଦୁଷ୍କର୍ମ ଅଭିଯୋଗ

ଆଳି: ପ୍ରତିଦିନ ଦୁଷ୍କର୍ମ ଓ ହତ୍ୟା ଭଳି ଖବର ସାମ୍ନାକୁ ଆସୁଥିବା ବେଳେ ଧୀରେ ଧୀରେ ଏହା ଯେପରି ସବୁ ସୀମା ପାର୍ ହୋଇ ଯାଉଛି। ଧୀରେ ଧୀରେ ଏହି ଦୁର୍ବୁତ୍ତ ମାନେ ବର୍ବରତାର ସବୁ ସୀମା ଟପି ଯାଉଛନ୍ତି। ଏହିଭଳି ଏକ ଅମାନବୀୟ ଘଟଣା ଘଟିଛି ଆଳିଥାନା ଭୂଇଁପୁର,ବନ୍ଧସାହି ଗ୍ରାମରେ। ଏହି…