Latest Odisha News
Browsing Category

ଅପରାଧ

ଶିଶୁକନ୍ୟା ବିକ୍ରି ଘଟଣା: ବାପା ସମେତ ୫ ଗିରଫ

ଯାଜପୁର: ଯାଜପୁର ଜିଲ୍ଲା ସାନରାଏପଡ଼ା ଅଞ୍ଚଳରେ ଶିଶୁ କନ୍ୟାକୁ ୧୨ ହଜାର ଟଙ୍କାରେ ବିକ୍ରି କରିବା ଘଟଣା । ଏହି ଘଯଣାରେ ସମ୍ପୃକ୍ତ ଥିବା ୫ ଜଣଙ୍କୁ ଗିରଫ କରିଛି ଧର୍ମଶାଳା ପୋଲିସ । ୫ ଜଣ ଗିରଫଙ୍କ ମଧ୍ୟରୁ ଶିଶୁ କନ୍ୟାକୁ ବିକ୍ରି କରିଥିବା ବାପା, ୨ଜଣ କ୍ରେତା ଓ ଦୁଇଜଣ ମଧ୍ୟସ୍ଥି ଥିବା…

[ଭିଡ଼ିଓ] STF ପଞ୍ଝାରେ ୨ ବଜ୍ରକାପ୍ତା ଚୋରା ଚାଲାଣକାରୀ, ଗୋଟିଏ ବଜ୍ରକାପ୍ତା ଉଦ୍ଧାର

କୋରାପୁଟ: ଏସଟିଏଫ୍ ପଞ୍ଝାରେ ଦୁଇ ବଜ୍ରକାପ୍ତା ଚୋରା ଚାଲାଣକାରୀ । କୋରାପୁଟ-ବୋରିଗୁମ୍ମା ବାଇପାସ୍ ନିକଟରେ ଚଢ଼ାଉ କରି ଧରିଲା ଏସଟିଏଫ୍ ଓ ଏହି ମାମଲାରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କ ନିକଟରୁ ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଜବତ ହୋଇଛି । ଗିରଫ ଅଭିଯୁକ୍ତମାନେ ହେଲେ ମାଧମ…

ସିନ୍ଦୁର ନେଲା ଜୀବନ !

ଅନୁଗୁଳ: ସ୍ୱାମୀ ଓ ଦେଢସୁର ମିଶି ମହିଳାଙ୍କୁ ହତ୍ୟା କରି କୂଅରେ ଫିଙ୍ଗି ଦେଇଥିବା ଥାନାରେ ଅଭିଯୋଗ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତନା ଘନା ଆରମ୍ଭ କରିଛି । ଏହି ଘଟଣାରେ ସମ୍ପୃକ୍ତ ସ୍ୱାମୀ ଓ ଦେଢସୁରଙ୍କୁ ପୋଲିସ ଅଟକ ରଖି ଅଧିକ ପଚରାୁଚରା କରୁଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଅନୁଗୁଳ…

ବାପା ଆଗରେ ଶିଶୁ କନ୍ୟାର ମୂଲ୍ୟ ମାତ୍ର ୧୨ ହଜାର ଟଙ୍କା

ଯାଜପୁର: ବାପା ଆଗରେ ଝିଅର ମୂଲ୍ୟ ମାତ୍ର ୧୨ ହଜାର ଟଙ୍କା । ହଁ ଆଜ୍ଞା କଥାଟି ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଘଟଣାଟି ସତ । ଏଭଳି ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ସାନରାଇପଡ଼ା ଗ୍ରାମରେ । ଦରିଦ୍ରତାର କରୁଣ ପରିଣତି ପାଇଁ ବାପା ଜନ୍ମିତ ଝିଅକୁ…

ସ୍ତ୍ରୀହନ୍ତା ସ୍ୱାମୀକୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଲେ ବାଲେଶ୍ୱର ଜିଲ୍ଲା ଜଜ୍

ବାଲେଶ୍ୱର: ବହୁଚର୍ଚ୍ଚିତ ବାଲେଶ୍ୱର ଖନ୍ତାପଡା ସୁକାନ୍ତି ନାୟକ ହତ୍ୟା ମାମଲାର ରାୟ ଶୁଣାଇଲେ ମାନ୍ୟବର ଜିଲ୍ଲା ଜଜ୍ । ସ୍ତ୍ରୀହନ୍ତା ସ୍ୱାମୀ ତଥା ଅଭିଯୁକ୍ତ ଯଦୁନାଥ ନାୟକଙ୍କୁ ମିଳିଲା ଜରିମାନା ସହ ଆଜୀବନ କାରାଦଣ୍ଡାଦେଶ । ୨୦୧୬, ଅଗଷ୍ଟ ୨୦ ତାରିଖ । ଖନ୍ତାପଡା ଥାନା ଅନ୍ତର୍ଗତ…

କୋଲକାତାରୁ ଆମଦାନୀ, କଟକରୁ ଜବତ ହେଲା ବେଆଇନ୍ କଫ୍ ସିରଫ୍

କଟକ: କଟକରୁ ଆଜି ୩୨ ଶହ ବେଆଇନ୍ କଫ୍ ସିରଫ୍ ଜବତ ହୋଇଛି । ମଧୂପାଟଣା ଥାନା ପୋଲିସ ଓ ଡ୍ରଗ୍ସ୍ କଣ୍ଟ୍ରୋଲ୍ ମିଳିତ ଉଦ୍ୟମରେ ଚଢାଉ କରାଯାଇ ଜବତ କରାଯାଇଛି । ଖପୁରିଆ ଅଞ୍ଚଳରେ ଥିବା ଏକ ଗୋଦାମ ଉପରେ ଚଢ଼ାଉ କରାଯାଇ କଫ ସିରଫର ୩୨ ଶହ ବୋତଲ ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ସାଢ଼େ…

ଯୁବତୀଙ୍କୁ ସରକାରୀ ବାବୁଙ୍କ ଦୁର୍ବ୍ୟବହାର ଅଭିଯୋଗ

ବାରିପଦା: ଯୁବତୀଙ୍କୁ ଦୁର୍ବ୍ୟବହାର କଲେ ମ୍ୟୁନିସିପାଲଟି ସରକାରୀ ବାବୁ । ଏଭଳି ସଙ୍ଗୀନ ଅଭିଯୋଗ ହୋଇଛି ବାରିପଦା ଟାଉନ ଥାନାରେ । ଯୁବତୀଙ୍କ ଅଭିଯୋଗ ଅନୁସାରେ, ମୟୁରଭଞ୍ଜ ଜିଲ୍ଲା ବାରିପଦା ଜୁବଲି ପାର୍କ ଟିକେଟ କାଉଣ୍ଟରରେ ଯୁବତୀ ଜଣକ ଟିକେଟ କାଟୁଥିବା ସମୟରେ ମ୍ୟୁନିସିପାଲଟିର ସରକାରୀ…

ଅଭିଯୁକ୍ତ ମାଡ଼ରେ ଘାଇଲା ପୋଲିସ୍

ଭୁବନେଶ୍ୱର: ଅଭିଯୁକ୍ତକୁ ଧରିବାକୁ ଯାଇ ମାଡ଼ ଖାଇଲା ପୋଲିସ । ଖସିଜିବାକୁ ଉଦ୍ୟମ କରିବା ସମୟରେ ଅଭିଯୁକ୍ତକୁ ଧରିନେଲା ପୋଲିସ । ଅଭିଯୁକ୍ତ ଜଣକ ହେଉଛନ୍ତି କପିଳେଶ୍ୱର ଅଞ୍ଚଳର ଟିକୁ ମାଲିଆ । ଅଭିଯୁକ୍ତ ପାଖରୁ କାଠ ପଟା ଜବତ କରିବା ସହ ପୋଲିସ ଟିକୁକୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ଖୋଲୁଛି କଟକ କନିକା ରାଜା ଘରର ଗୁମର

କଟକ: ଖୋଲୁଛି କଟକ କନିକା ରାଜଘରର ଗୁମର । ରାଜା ସ୍ୱର୍ଗତ ରାଜେନ୍ଦ୍ର ନାରାୟଣ ଭଞ୍ଜଦେଓଙ୍କ ରାଜକନିକାରେ ଥିବା ସମ୍ପତିରୁ ମିଳିଥିବା ଭାଗକୁ ବିକ୍ରି କରିଦେବା ଯୋଜନାରେ ଥିଲେ ନାତୁଣୀ ବୋହୂ ପରେଶକୁମାରୀ ଦେବୀ । ପାଖାପାଖି ୪ କୋଟି ଟଙ୍କାର ସମ୍ପତି ବିକ୍ରି କରିବାକୁ ନିଷ୍ପତି ନେଇଥିଲେ ।…

ଜାଲ ଦସ୍ତଖତ ଠକେଇ, ଜଣେ ଗିରଫ

ଭୁବନେଶ୍ୱର, ଜାଲ ଦସ୍ତଖତ କରି ଠକେଇ କରିବା ଅଭିଯୋଗରେ ଆଜି ଜଣେ ଗିରଫ ହୋଇଥିବା ଜଣାପଡ଼ିଛି । ଅଭିଯୁକ୍ତ ଜଣକ ଦିଲ୍ଲୀର ଏକ କମ୍ପାନୀକୁ ଠକି ଥିଲେ । ଭୁବନେଶ୍ୱର-ମାଷ୍ଟକ୍ୟାଣ୍ଟିନ ଛକରୁ ଅଭିଯୁକ୍ତ ମନୋଜ ସେଠଙ୍କୁ ଦିଲ୍ଲୀ କ୍ରାଇମବ୍ରାଞ୍ଚ ଏସଟିଏଫ୍ ଗିରଫ କରିଛି । ଦିଲ୍ଲୀର ଏକ କମ୍ପାନୀକୁ…