Latest Odisha News

BREAKING NEWS

Browsing Category

ଅପରାଧ

ତ୍ରିକୋଣୀୟ ପ୍ରେମରୁ ଛୁରାମାମଡ଼ !

ଭୁବନେଶ୍ୱର: ଅଶାନ୍ତ ହେବାରେ ଲାଗିଛି ରାଜଧାନୀ । ସିରିଜ ଲୁଟ୍ ପରେ ପୁଣି ରାଜଧାନୀରେ ଛୁରା ମାଡ଼ । ଭୁବନେଶ୍ୱର ଶୈଳଶ୍ରୀ ବିହାରରେ ଆଜି ଜଣେ ଯୁବକଙ୍କୁ ଛୁରାମାଡ଼ କରାଯାଇଛି । ତ୍ରିକୋଣୀୟ ପ୍ରେମ ବ୍ୟାପାରକୁ ନେଇ ଯୁବକଙ୍କୁ ଛୁରା ମାଡ଼ ହୋଇଥିବା ସୂଚନା ମିଳିଛି । ଛୁରାମାଡ଼ ହୋଇଥିବା ଯୁବକଙ୍କୁ…

ଯାଜପୁରରେ ଲଜ୍ଜା: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ୬୦ବର୍ଷୀୟ ବୃଦ୍ଧ ଗିରଫ

ଯାଜପୁର: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ୬୦ ବର୍ଷୀୟ ବୃଦ୍ଧ ଗିରଫ । ଯାଜପୁର ଜିଲ୍ଲା ବିଞ୍ଝାପୁର ଥାନା ଅଞ୍ଚଳରେ ଏଭଳି ଲଜ୍ଜାଜନକ ଘଟଣା ଘଟିଛି । ୯ ବର୍ଷର ନାବାଳିକାକୁ ଅପହରଣ କରି ଦୁଷ୍କର୍ମ କରିବା ଅଭିଯୋଗରେ ବୃଦ୍ଧଙ୍କୁ ଗିରଫ କରିଛି ପୋଲିସ । ପୀଡ଼ିତାଙ୍କୁ ଗୁରୁତର ଅବସ୍ଥାରେ…

[ଭିଡିଓ] ଓଲଟା ଝୁଲିଥିଲା ଜାତୀୟ ପତାକା, ନାଚୁଥିଲେ ପ୍ରଧାନ ଶିକ୍ଷକ..ଏବେ ଥାନାରେ ଅଟକ

ଭୁବନେଶ୍ୱର: ଗଣତନ୍ତ୍ର ଦିବସରେ ବଲିଉଡ ଗୀତରେ ନାଚିବା ଜଣେ ପ୍ରଧାନ ଶିକ୍ଷକଙ୍କୁ ମହଙ୍ଗା ପଡିଛି । ତେବେ ନାଚ ପାଇଁ ନୁହେଁ ବରଂ ଜାତୀୟ ପତାକା ଉତ୍ତୋଳନରେ ଜଘନ୍ୟ ତ୍ରୁଟି ଯୋଗୁଁ ପ୍ରଧାନ ଶିକ୍ଷକ ମହୋଦୟଙ୍କୁ ଥାନା ମୁହାଁ ହେବାକୁ ପଡିଛି । ମଧ୍ୟପ୍ରଦେଶ ଡିଣ୍ଡୋରି ଜିଲ୍ଲାର ଏକ ସରକାରୀ…

[ଭିଡିଓ] ଭଗବାନଙ୍କୁ ନେଇ ଶ୍ୱେତା ତିୱାରୀଙ୍କ ବିବାଦୀୟ ମନ୍ତବ୍ୟ, ତଦନ୍ତ ଆରମ୍ଭ

ଭୁବନେଶ୍ୱର: ବିବାଦ ଘେରରେ ଟେଲି କୁଇନ୍ ଶ୍ୱେତା ତିୱାରୀ । ନିକଟରେ ଏହି ଅଭିନେତ୍ରୀ ଜଣକ ନିଜ ଅପକମିଂ ୱେବ୍ ସିରିଜ୍ ସୋ ଷ୍ଟପରର ପ୍ରମୋଶନ୍ ପାଇଁ ଭୋପାଳ ଯାଇଥିଲେ । ସେହି ଅବସରରେ ଶ୍ୱେତା କିଛି ଏପରି ମନ୍ତବ୍ୟ ଦେଇଥିଲେ, ଯାହା ପାଇଁ ପୋଲିସ ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି । ସୋ’ର…

କେବଳ ପାକିସ୍ତାନରେ: ଅର୍ଡର୍ କଲେ ଘରେ ପହଂଚୁଛି ଏକେ-୪୭

ଭୁବନେଶ୍ୱର: ଘରେ ରହି ବନ୍ଧୁକ ଅର୍ଡର୍ କରିବା ପିଜ୍ଜା ମଗାଇବା ଭଳି ଖୁବ ସହଜ । ତେବେ ଏହି ସୁବିଧା କେବଳ ପାକିସ୍ତାନୀଙ୍କ ପାଇଁ ଉଦ୍ଧିଷ୍ଟ । ବାସ୍ ତାଲିକା ମଧ୍ୟରୁ ନିଜ ମନ ପସନ୍ଦର ବନ୍ଧୁକ ଚୟନ କରନ୍ତୁ, ଫୋନ୍ କରନ୍ତୁ । ଦାମ୍ ମୁଲଚାଲ୍ ହେବା ପରେ ହୋମ୍ ଡେଲିଭରୀ ହେବ ଭଳିକିଭଳି ଅସଲି…

ଗୁଗୁଲ ସିଇଓଙ୍କ ସମେତ ୬ ଜଣଙ୍କ ନାମରେ ମାମଲା ରୁଜୁ

ମୁମ୍ବାଇ: ଗୁଗୁଲ୍ ସିଇଓ ସୁନ୍ଦର ପିଚାଇଙ୍କ ବିରୋଧରେ ମାମଲା ରୁଜୁ କରିଛି ମୁମ୍ବାଇ ପୋଲିସ । ସୁନ୍ଦର ପିଚାଇଙ୍କ ବ୍ୟତୀତ ଗୁଗୁଲ୍ କମ୍ପାନୀର ଅନ୍ୟ ୫ଜଣ ଅଧିକାରୀଙ୍କ ନାମରେ ମଧ୍ୟ ବୁଧବାର ମାମଲା ରୁଜୁ ହୋଇଛି । ସୂଚନା ଅନୁସାରେ, କପି ରାଇଟ୍ ଉଲ୍ଲଂଘନ ମାମଲାରେ କୋର୍ଟର ନିର୍ଦ୍ଦେଶ ଅନୁସାରେ…

ଥାନାରେ ହଙ୍ଗାମା: ଲୋକଙ୍କୁ ବନ୍ଧୁକ ଦେଖାଇଲା ପୋଲିସ

ବାଲେଶ୍ୱର: ଖାକି ବର୍ଦ୍ଦିର ଧାକ୍ । ଲୋକଙ୍କୁ ଥାନା ସମ୍ମୁଖରେ ବନ୍ଧୁକ ଦେଖାଇଲା ପୋଲିସ । ବାଲେଶ୍ୱର ଜିଲ୍ଲା ଖନ୍ତପଡ଼ା ଥାନାରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ସୂଚନା ଅନୁସାରେ, ଖନ୍ତପଡା ଥାନାକୁ ହରିଆଣା ପୋଲିସ କୌଣସି ଏକ…

ଭୃଣ ନିରୁପଣ ମାମଲା: କଟକରୁ ରାଞ୍ଚି ଲମ୍ବିଛି ଚେର

କଟକ: ବହୁଚର୍ଚ୍ଚିତ ବେଆଇନ୍ ଭୃଣ ନିରୁପଣ ମାମଲା । ପୋଲିସ ରାଡାରକୁ ଆସିଥିଲା କଟକ କାଠଗୋଲା ଅଂଚଳର ଆଲଫା ହେଲଥ୍ କେୟାର୍ ଲ୍ୟାବ୍ । ପୂର୍ବରୁ ଏହି ମାମଲାରେ ୪ଜଣ ଗିରଫ ହୋଇଥିଲାବେଳେ ଆଜି ଅନ୍ୟ ଜଣେ ଅଭିଯୁକ୍ତକୁ ମଙ୍ଗଳବାଗ ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ଯାଜପୁର ବାସିନ୍ଦା…

ଅପମିଶ୍ରିତ ମସଲା କାରଖାନା ଠାବ

କଟକ: ପୁଣି କଟକରେ ଜବତ ହେଲା ଅପମିଶ୍ରିତ ବିଭିନ୍ନ ପ୍ରକାରର ମସଲା । ଜଗତପୁର ଶିଳ୍ପାଞ୍ଚଳ ଏକ କାରଖାନାରେ ବିଭିନ୍ନ ପ୍ରକାରର ମସଲା ଓ ହଳଦୀକୁ ଅପମିଶ୍ରିତ ହେଉଥିବା ଖବର ପାଇ ପୋଲିସ ଏବଂ ଫୁଡ ସ୍କ୍ୱାର୍ଡ ଚଢ଼ାଉ କରିଥିଲେ । ଏହି ଚଢାଉରେ ବିପୁଳ ପରିମାଣର ମସଲା ଗୁଣ୍ଡ ଜବତ ହୋଇଛି । ଏଥିସହିତ…

ହୋଟେଲ ରୁମରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଭଦ୍ରକ: ଭଦ୍ରକ ଟାଉନ ଥାନା ନିକଟରେ ଥିବା କଚେରି ବଜାରରେ ଥିବା ଏକ ହୋଟେଲ ରୁମରୁ ଜଣେ ଯୁବକଙ୍କ ମୃତ ଦେଉ ଉଦ୍ଧାର ହୋଇଛି । ମୃତ ଯୁବକଙ୍କ ନାମ ଅରୁଣ କୁମାର ବୋଲି ଜଣାପଡ଼ିଛି । ତାଙ୍କ ବୟସ ୪୫ ବର୍ଷ ପାଖାପାଖି ହେବ ପୋଲିସ କହିଛି । ସୂଚନା ଅନୁସାରେ, ୨୦୨୧ ମସିହା ଅଗଷ୍ଟ ମାସ ୧୭ ତାରିଖରୁ…