Latest Odisha News

BREAKING NEWS

Browsing Category

ଅପରାଧ

ଗଛ ଡାଳରେ ୩ ଯୁବତୀଙ୍କ ମୃତଦେହ: ହଟୁନି ସସପେନ୍ସ..ଆଜି ସକାଳୁ ମୃତଦେହ ଉଦ୍ଧାର

ନବରଙ୍ଗପୁର : ଗୋଟିଏ ଗଛର ଗୋଟିଏ ଡାଳରେ ତିନି ତିନି ଜଣ ଯୁବତୀଙ୍କ ଝୁଲନ୍ତା ମୃତଦେହ। ଗତକାଲି ନବରଙ୍ଗପୁର ଉମରକୋଟ ଥାନା ତୋହରା ଗାଁରେ ଘଟିଥିବା ଏ ଦୁଃଖଦ ଘଟଣାକୁ ୟା ଭିତରେ ବିତିଲାଣି ୨୪ ଘଣ୍ଟା। ହେଲେ ଏଯାଏଁ ଏ ରହସ୍ୟଜନକ ଘଟଣା ଉପରେ ହଟିନି ପରଦା। ଶନିବାର ଅପରାହ୍ଣ ପ୍ରାୟ ୪ଟା…

ରାଜଧାନୀରେ ହତ୍ୟାକାଣ୍ଡ: ଆଇଜି ପାର୍କ ନିକଟ ପୋଷ୍ଟ ଅଫିସ ସାମ୍ନାରେ ଆକ୍ରମଣ

 ଭୁବନେଶ୍ୱର:  ରାଜଧୀନରେ ହତ୍ୟାକାଣ୍ଡ । ଲୋୟର ପିଏମଜିରେ ଯୁବକଙ୍କୁ ହତ୍ୟା । ଆଇଜି ପାର୍କ ନିକଟ ପୋଷ୍ଟ ଅଫିସ୍ ସମ୍ମୁଖରେ ଶୋଇଥିବା ଗୋଟିଏ ପରିବାର ଉପରେ ଆକ୍ରମଣ ହୋଇଛି । ଗତକାଲି ବିଳମ୍ବିତ ରାତିରେ ସ୍ୱାମୀ, ସ୍ତ୍ରୀ ଓ ଛୋଟ ପିଲା ଶୋଇଥିବା ବେଳେ ଆକ୍ରମଣ ହୋଇଛି । ଆକ୍ରମଣରେ ସ୍ୱାମୀର…

ଫ୍ଲାଇଟରେ ଏୟାର ହୋଷ୍ଟେସଙ୍କୁ ଖରାପ ବ୍ୟବହାର, ତିନି ଯାତ୍ରୀ ଗିରଫ

ନୂଆଦିଲ୍ଲୀ: ରବିବାର ଫ୍ଲାଇଟରେ ଏୟାର ହୋଷ୍ଟେସଙ୍କୁ ଖରାପ ବ୍ୟବହାର କରି ତିନି ଜଣ ଗିରଫ ହୋଇଛନ୍ତି । ହାଇଦ୍ରାବାଦରୁ ଲକ୍ଷେ୍ନø ଯିବା ବାଟରେ ତିନି ଜଣ ପୁରୁଷ ଯାତ୍ରୀ ଜଣେ ଏୟାର ହୋଷ୍ଟେସଙ୍କୁ ମଦ ପିଇ ଖରାପ ବ୍ୟବହାର ଦେଖାଇଥିଲେ । ଥରେ ନୁହେଁ, ପୁରା ଯାତ୍ରା ମଧ୍ୟରେ ବାରମ୍ବାର ଏହା…

ଗଛରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ୩ ଯୁବତୀ: ମୃତ୍ୟୁର କାରଣ ଅସ୍ପଷ୍ଟ

ନବରଙ୍ଗପୁର : ଗଛରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ୩ ଯୁବତୀଙ୍କ ମିଳିଲା ପରିଚୟ । ନବରଙ୍ଗପୁର ଜିଲ୍ଲା ଉମରକୋଟ ଥାନା ଅନ୍ତର୍ଗତ ତୋହରା ଗାଁରୁ ୩ ଜଣ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକମାନେ ହେଲେ ଗାଁର ହେମଲତା ଗୌଡ଼, କୌଶଲ୍ୟା ମାଝୀ ଓ ଫୁଲମତି ମାଝୀ । ଏକାବେଳକେ ଏମାନେ କେଉଁ…

ଢେଙ୍କାନାଳର ନବନିର୍ବାଚିତ ପୌରାଧ୍ୟକ୍ଷାଙ୍କ ଘର ଉପରକୁ ପୁଣି ବୋମାମାଡ଼

ଢେଙ୍କାନାଳ: ଢେଙ୍କାନାଳର ନବନିର୍ବାଚିତ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ଘର ଉପରକୁ ପୁଣି ବୋମାମାଡ଼ ହୋଇଥିବାର ଖବର ମିଳିଛି । ଗତକାଲି ମଧ୍ୟ୍ୟରାତିରେ କେହି ଦୁର୍ବୃତ୍ତ ବୋମାମାଡ଼ କରିଛି। ଏଥିରେ ତାଙ୍କ ଘର ଫାଟକ ନଷ୍ଟ ହେଇଛି। ଗତକାଲି ରାତି ୧ ଟା୩୬ ମିନିଟ ସମୟରେ ହୋଇଛି ବୋମାମାଡ଼,…

[ଦେଖନ୍ତୁ ଭିଡିଓ] ଝୁମ୍ପୁଡି ଘରେ ବିଡ଼ା ବିଡ଼ା ଟଙ୍କା : କୁବେର ଯନ୍ତ୍ରୀ କାର୍ତ୍ତିକେଶ୍ୱରଙ୍କ ଦ୍ୱିତୀୟ ପତ୍ନୀ ଗିରଫ

ଭୁବନେଶ୍ୱର : କୁବେର ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଦ୍ୱିତୀୟ ପତ୍ନୀ ଗିରଫ । ଏହି କୁବେର ଯନ୍ତ୍ରୀଙ୍କ ସମ୍ପତ୍ତି ଯେତେ ଖୋଳିଲେ ସେତେ ବାହାରୁଛି ।  ଶୁକ୍ରବାର ତାଙ୍କ ଦ୍ୱିତୀୟ ପତ୍ନୀଙ୍କ ଘରୁ ୨କୋଟିରୁ ଅଧିକ ଟଙ୍କା ଜବତ ହୋଇଥିଲା । ଆଜି ସକାଳେ ତାଙ୍କ ଦ୍ୱିତୀୟ ପତ୍ନୀଙ୍କ ଭଉଣୀ ଘରୁ…

ଗିରଫ ଭୟରେ ଶାଳୀଙ୍କୁ ସୁନା ଅଳଙ୍କାର ଦେଇଦେଇଥିଲେ କୋଟିପତି ଯନ୍ତ୍ରୀ

ଭୁବନେଶ୍ବର: ଗିରଫ ହୋଇ ଜେଲ୍ ଯାଇଥିବା ଭଞ୍ଜନଗରର କୋଟିପତି ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଦ୍ୱିତୀୟ ପତ୍ନୀଙ୍କ ଭଉଣୀଙ୍କ ଘରୁ ଆଜି ସକାଳେ ୧.୪୧ କୋଟି ଟଙ୍କା ଠାବ କରିଛି ଭିଜିଲାନ୍ସ। ଭୁବନେଶ୍ୱର ସାଲିଆ ସାହିରେ ରହୁଥିବା ଦ୍ବିତୀୟ ପତ୍ନୀ କଳ୍ପନା ପ୍ରଧାନଙ୍କ ଭଉଣୀଙ୍କ ଏକ…

ଦିଲ୍ଲୀରେ ସାମ୍ବାଦିକଙ୍କ ବେଡ଼ି ମାମଲା: କେନ୍ଦ୍ର ଗୃହମନ୍ତ୍ରାଳୟକୁ ଚିଠି ଲେଖିଲା ଏଡିଟର୍ସ ଗିଲ୍ଡ ଅଫ୍ ଇଣ୍ଡିଆ

ଦିଲ୍ଲୀ : ଦିଲ୍ଲୀରେ ପହଞ୍ଚିଲାଣି ନୀଳଗିରିରେ ସାମ୍ବାଦିକଙ୍କ ଗୋଡରେ ବେଡ଼ି ପକାଯିବା ମାମଲା । ଏଡିଟର୍ସ ଗିଲ୍ଡ ଅଫ୍ ଇଣ୍ଡିଆ ଏହି ଘଟଣା ନେଇ ଗଭୀର ଉଦବେଗ୍ ପ୍ରକାଶ କରିବା ସହ କେନ୍ଦ୍ର ଗୃହ ମନ୍ତ୍ରାଳୟକୁ ଚିଠି ଲେଖିଛି । ସାମ୍ବାଦିକଙ୍କ ଉପରେ ହୋଇଥିବା ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ କଡା…

ସାମ୍ବାଦିକଙ୍କ ଉପରେ ପୋଲିସ ଜୁଲମକୁ ନିନ୍ଦା: ପୋଲିସ୍ କଷ୍ଟଡି ଦାୟିତ୍ୱରେ ଥିବା ହାବିଲଦାର ସସପେଣ୍ଡ

ବାଲେଶ୍ୱର : ନୀଳଗିରିରେ ସାମ୍ବାଦିକଙ୍କ ଗୋଡ଼ରେ ବେଡ଼ି ପକାଇବା ଘଟଣାରେ ସସପେଣ୍ଡ ହେଲେ ହାବିଲଦାର । ପୋଲିସ୍ କଷ୍ଟଡି ଦାୟିତ୍ୱରେ ହାବିଲଦାରଙ୍କୁ ସସପେଣ୍ଡ କରିବାକୁ ନିର୍ଦ୍ଦେଶ ଦେଲେ ପୋଲିସ୍ ଡିଜି ସୁନୀଲ ବଂଶଲ । ସାମ୍ବାଦିକଙ୍କ ଗୋଡ଼ରେ ବେଡ଼ି ପକାଇବାକୁ ନିର୍ଦ୍ଦେଶ ଦେଇଥିଲେ ଆଇଆଇସି ଦୌପଦୀ…

ବୁର୍ଲା ମେଡ଼ିକାଲରେ ଚିକିତ୍ସାଧୀନ ରୋଗୀଙ୍କ ସମ୍ପର୍କୀୟଙ୍କୁ ହତ୍ୟା

ସମ୍ୱଲପୁର: ରୋଗୀଙ୍କର ସମ୍ପର୍କୀୟଙ୍କୁ ହତ୍ୟା ଅଭିଯୋଗ । ସମ୍ୱଲପୁର ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ରୋଗୀଙ୍କ ସମ୍ପର୍କୀୟଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । କିଛି କାମରେ ହସ୍ପିଟାଲ ବାହାରକୁ ଯାଇଥିବାବେଳେ ଏହି ଘଟଣା ଘଟିଛି । ତେବେ ଲୁଟ୍ ଉଦ୍ଦେଶ୍ୟରେ କେହି ତାଙ୍କୁ ହତ୍ୟା…