Latest Odisha News

BREAKING NEWS

Browsing Category

ଅପରାଧ

[ଭିଡ଼ିଓ] ନିୟମର ଖୋଲାଖୋଲି ଉଲ୍ଲଂଘନ, ମାଲାମାଲ ଜମି ଦଲାଲ

ପାଟଣାଗଡ଼: ବେଧଡକ ଚାଲିଛି ବେଆଇନ୍ ଜମି କାରବାର । ସରକାରଙ୍କ ବିନା ଅନୁମତିରେ ଚଢା ଦରରେ ବିକ୍ରି ହେଉଥିବା ବେଳେ ମାଲାମାଲ ହେଉଛନ୍ତି ମାଫିଆ । ପାଟଣାଗଡ଼ରେ ସବୁ ନିୟମର ହେଉଛି ଖୋଲାଖୋଲି ଉଲ୍ଲଂଘନ । ଛତୁ ଫୁଟଲା ଭଳି ଦଲାଲ ମାତିଛନ୍ତି । ଆଉ ରାତାରାତି କରୁଛନ୍ତି ଏହି ବେଆଇନ୍ କାମ । ସେପଟେ…

କମେଣ୍ଟ ମରାକୁ କେନ୍ଦ୍ରକରି ଯୁବକଙ୍କୁ ଛୁରାମାଡ଼

ବାଲେଶ୍ବର : ବାଲେଶ୍ବରରେ ଅଭାବନୀୟ ଘଟଣା । କମେଣ୍ଟ ମରାକୁ କେନ୍ଦ୍ର କରି ଯୁବକଙ୍କୁ ଛୁରାମାଡ଼ ହୋଇଛି । ଭୁଜାଖିଆପୀର ଛକ ନିକଟରେ ଯୁବକଙ୍କୁ ଛୁରାମାଡ଼ ହୋଇଛି । ଛୁରାମାଡରେ ଯୁବକଙ୍କ ପିଠିରେ ଗଭୀର ଆଘାତ ଲାଗିଛି । ଆହତ ହୋଇଥିବା ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରଯାଇଛି । ସୂଚନା…

ଭୁବନେଶ୍ବର ତମାଣ୍ଡୋରୁ ଜବତ ହେଲା ୧୦ ଲକ୍ଷ ଟଙ୍କାର ବ୍ରାଉନସୁଗାର

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ଜୋରଦାର ହେଲା ଅପରେସନ ହ୍ବାଇଟ୍ ସ୍ପାଇଡର । ପୁଣି ଜବତ ହୋଇଛି ଧଳା ଜହର । ତମାଣ୍ଡୋ ଅଞ୍ଚଳରେ ବ୍ରାଉନସୁଗାର କାରାବାର ବେଳେ ୩ ଜଣ ଡ୍ରଗ୍ସ ମାଫିଆଙ୍କୁ ଗିରଫ କରିଛି ତମାଣ୍ଡୋ ଥାନା ପୋଲିସ । ଅଭିଯୁକ୍ତଙ୍କ ପାଖରୁ ୧୦୭ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି…

୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଗିରଫ

ମୋହନା : ବିପୁଳ ପରିମାଣର ଗଞ୍ଜେଇ ଜବତ । ଗଜପତି ଜିଲ୍ଲା ଅଡବା ଓ ମୋହନା ପୋଲିସ ପକ୍ଷରୁ ଚଢ଼ଉ କରାଯାଇ ଗାଡି ସହ ୪ କୁଇଣ୍ଟାଲ ୫୦ କେଜି ଗଞ୍ଜେଇ ଜବତ କରାଯାଇଛି । ଗୁରୁବାର ଅଡବା ପୋଲିସ ଡୁମିଗୁଡା ଅଞ୍ଚଳରେ ପେଟ୍ରୋଲିଂ କରୁଥିଲେ । ଏହି ସମୟରେ ଏକ ବୋଲେରୋ ଗାଡିକୁ ପୋଲିସ ଯାଞ୍ଚ କରିଥିଲା…

ଖୋଲିବ ଚାଇଲ୍ଡ ପର୍ଣ୍ଣୋଗ୍ରାଫିର ଗୁମର, ଅଭିଯୁକ୍ତ ସୁରେନ୍ଦ୍ରକୁ ଜେରା ପାଇଁ ଦିଲ୍ଲୀ ନେଲା ସିବିଆଇ

ଭୁବନେଶ୍ବର : ଖୋଲିବ ଚାଇଲ୍ଡ ପର୍ଣ୍ଣୋଗ୍ରାଫିର ଗୁମର । ମାମଲାରେ ଢେଙ୍କାନାଳରୁ ଗିରଫ ହୋଇଥିବା ସୁରେନ୍ଦ୍ର ନାୟକକୁ ଅଧିକ ତଦନ୍ତ ପାଇଁ ଦିଲ୍ଲୀ ନେଇଛି ସିବିଆଇ । ସୁରେନ୍ଦ୍ରର ବ୍ୟାଙ୍କ ଆକାଉଣ୍ଟର ଖୋଳତାଡ଼ କରିବା ସହ ପାସବୁକ୍‌ ଜବତ ହୋଇଛି । ସେହିପରି ସୁରେନ୍ଦ୍ରର ୪ ସହଯୋଗୀଙ୍କୁ…

ପୋଲିସ ଚାକିରି ନାଁରେ ଦେଢ଼ କୋଟି ଠକେଇ ମାମଲା, ପୁଣି ୨ ଦିନିଆ ରିମାଣ୍ଡରେ ଗଲା ବୈକୁଣ୍ଠ

ଭୁବନେଶ୍ବର : ପୋଲିସ ଚାକିରି କରାଇବା ନାଁରେ ଦେଢ଼ କୋଟି ଠକେଇ ମାମଲାରେ ତନାଘନା । ପୁଣି ୨ ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ ବୈକୁଣ୍ଠ ନାୟକ । ଠକ ବୈକୁଣ୍ଠନାଥର ମିଛ ନିଯୁକ୍ତି ଠକେଇର ଗୁମର ଖୋଲିବ ଇଓଡବ୍ଲ୍ୟୁ । ବୈକୁଣ୍ଠକୁ ୫ ଦିନ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା ଇଓଡବ୍ଲ୍ୟୁ ।…

ଓଡ଼ିଶାରୁ ୧୦ ଦିନରେ ୩୪୮୮ ଫେରାର୍ ଆସାମୀ ଗିରଫ

ଭୁବନେଶ୍ୱର: ଓଡ଼ିଶା ପୋଲିସକୁ ବଡ଼ ସଫଳତା । ୧୦ ଦିନରେ ସ୍ୱତନ୍ତ୍ର ଅଭିଯାନରେ ଗିରଫ ହୋଇଛନ୍ତି ୩ହଜାର ୪୮୮ ଫେରାର ଆସାମୀ । ଗତ ୫ ତାରିଖରୁ ୧୪ ତାରିଖ ଯାଏ ଓଡ଼ିଶା ପୋଲିସ୍ ଏହି ଅଭିଯାନ ଚଳାଇଥିଲା । ଓଡ଼ିଶା ପୋଲିସର ଏହି ସ୍ୱତନ୍ତ୍ର ଅଭିଯାନରେ ବାଲେଶ୍ୱରର ସର୍ବାଧିକ ୫୯୨ ଫେରାର ଆସାମୀ…

ଅଟୋ ସହ ୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ଗିରଫ

କଳାହାଣ୍ଡି : ଗଞ୍ଜେଇ ଚାଲାଣକୁ ବିଫଳ କଲା ପୋଲିସ । ଅଟୋରେ ଗଞ୍ଜେଇ ଆଣି ଟ୍ରେନ ଯୋଗେ ଝାନସି ଚାଲାଣ କରିବା ପୂର୍ବରୁ ମାଡି ବସିଲା ପୋଲିସ । ଏପରି ଘଟଣା ଘଟିଛି ରାୟଗଡା ଜିଲ୍ଲା ମୁନିଗୁଡାରେ । କଳାହାଣ୍ଡି ଜିଲ୍ଲା ଏମ. ରାମପୁର ଥାନା ପାଙ୍ଗାବାଜୁ ଗାଁରୁ ଡ୍ରାଇଭର ସମେତ ୩ଜଣ ୩ଟି ବ୍ୟାଗରେ…

ପୁରୀ ଶ୍ରୀମନ୍ଦିର ପରିସରରେ ଚୋରି ଅଭିଯୋଗ, ଜଣେ ମହିଳା ଗିରଫ

ପୁରୀ: ନାନା କଟକଣା ମଧ୍ୟରେ ପୁରୀ ମହାପ୍ରଭୁଙ୍କ ଦର୍ଶନ କରିବାକୁ ସୁଯୋଗ ପାଉଛନ୍ତି ଲକ୍ଷଲକ୍ଷ ଶ୍ରଦ୍ଧାଳୁ । ସାମାଜିକ ଦୂରତା ଅବଲମ୍ବନ ସତ୍ତ୍ୱେ ଜମୁଛି ଭକ୍ତଙ୍କ ଭିଡ । ଏହି ଭିଡର ଫାଇଦା ଉଠାଇ ଜଣେ ମହିଳା ସୁନା ଚେନ୍ ଚୋରି କରିବାରେ ସଫଳ ହୋଇଥିଲେ । ହେଲେ ମହିଳା ଜଣକ ମନ୍ଦିର ପରିସରରେ…

ପରିବାରର ୪ଜଣଙ୍କୁ ହତ୍ୟା କଲେ ନକ୍ସଲ, ଘରକୁ ବୋମା ଲଗାଇ ଉଡ଼ାଇଦେଲେ

ପାଟନା: ବିହାରର ଗୟାରେ ନକ୍ସଲମାନେ ୪ଜଣଙ୍କୁ ହତ୍ୟା କରିଛନ୍ତିି। ଚାରିଜଣ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି। ନକ୍ସଲମାନେ ହତ୍ୟା କରିବା ପରେ ଘରକୁ ବୋମା ଲଗାଇ ଉଡ଼ାଇ ଦେଇଛନ୍ତି। ପୋଲିସ ଏନେଇ ତଦନ୍ତ କରୁଛି। ବିହାରରେ ପୁଣି ନକ୍ସଲମାନେ ବର୍ବରକାଣ୍ଡ ଘଟାଇଛନ୍ତି। ଡ଼ୁମରିଆର ମନୋବର ଗାଁରେ…