Latest Odisha News

BREAKING NEWS

Browsing Category

ଅପରାଧ

ଆର୍ୟନଙ୍କ ବେଲ୍ ପାଇଁ ବମ୍ବେ ହାଇକୋର୍ଟରେ ଲଢ଼ିବେ ମୁକୁଲ ରୋହତଗୀ

ମୁମ୍ବାଇ: କ୍ରୁଜ୍ ଡ୍ରଗ୍ସ କେସରେ ଜୁନିଅର କିଙ୍ଗ ଖାନଙ୍କୁ ଆଜି ବେଲ୍ ମିଳିବ କି ? ବମ୍ବେ ହାଇକୋର୍ଟ ଆର୍ୟନ ଖାନଙ୍କ ଜାମିନ ଆବେଦନର ଶୁଣାଣି କରିବେ । କୋର୍ଟଙ୍କ ନିଷ୍ପତ୍ତି ଉପରେ ସମସ୍ତଙ୍କର ନଜର ରହିଥିବା ବେଳେ ଆଜି ତାଙ୍କ ପାଇଁ କୋର୍ଟରେ ଠିଆ ହେବେ ପୂର୍ବତନ ଆଟର୍ଣ୍ଣିଂ ଜେନେରାଲ୍…

ମନିଷ ଅନୁରାଗ ମୃତ୍ୟୁ ମାମଲା: ୩ ଅଭିଯୁକ୍ତର ଚାଲିଛି ଲାଏ ଡିଟେକସନ୍ ଟେଷ୍ଟ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନିଷ ଅନୁରାଗ ମୃତ୍ୟୁ ମାମଲାରେ ତଥ୍ୟ ପ୍ରମାଣ ଯୋଗାଡ଼ କରୁଛି ପୋଲିସ । ଜେରା ବେଳେ ଅଭିଯୁକ୍ତଙ୍କ ମୁହଁରୁ ସତ ଉଗାରିଛି ପୋଲିସ । ଆଜି ପୋଲିସ ୩ ଜଣଙ୍କର ଲାଏ ଡିଟେକସନ୍ ଟେଷ୍ଟ କରାଉଛି । ଏଥିପାଇଁ ଭୁବନେଶ୍ୱର ଷ୍ଟେଟ ଫୋରେନସିକ୍ ଲାବରେ…

ମମିତା ହତ୍ୟା ମାମଲା: ମନ୍ତ୍ରୀଙ୍କ ବହିଷ୍କାର ଦାବିରେ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ପାଳନ

ସମ୍ୱଲପୁର: ବହୁ ଚର୍ଚ୍ଚିତ ମହାଲିଙ୍ଗ ସନସାଇନ୍ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ରାଜନୀତି ତେଜିବାରେ ଲାଗିଛି । ଅଭିଯୁକ୍ତ ଗୋବିନ୍ଦ ସାହୁ ଗିରପ ପରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ସିବିଆଇ ତଦନ୍ତ ଦାବିକୁ ଜୋରଦାର କରିଛି ବିଜେପି । ଆଜି ସମ୍ୱଲପୁର…

ଜେଲରୁ ବାହାରିବେ କି ଆର୍ୟନ୍ ଖାନ୍ ? ଆଜି ବମ୍ବେ ହାଇକୋର୍ଟରେ ବେଲ୍ ଶୁଣାଣି

ମୁମ୍ବାଇ: ଆର୍ୟନ୍ ଖାନ୍ ଜେଲରୁ ବାହାରିବେ କି ? ନା ତାଙ୍କୁ ପୁଣି ଭିତରେ ରହିବାକୁ ପଡ଼ିବ । ଆଜି ବଲିଉଡ୍ ସୁପରଷ୍ଟାର ଶାହାରୁଖ ଖାନଙ୍କ ପୁଅ ଆର୍ୟନଙ୍କ ଜାମିନ ଆବେଦନର ଶୁଣାଣି କରିବେ ବମ୍ବେ ହାଇକୋର୍ଟ । କି ରାୟ ଶୁଣାଇବେ କୋର୍ଟ ତାଉପରେ ସମସ୍ତଙ୍କର ନଜର ରହିଛି । ଗତ ୨୦ ତାରିଖରେ…

ସ୍ୱାମୀର ୪୭ ଲକ୍ଷ ଟଙ୍କା ଧରି ଅଟୋରିକ୍ସା ଚାଳକ ସହ ମହିଳା ଚମ୍ପଟ

ଓଡିଶା ସମ୍ବାଦ ବ୍ୟୁରୋ: କୋଟିପତି ବ୍ୟକ୍ତିଙ୍କ ସ୍ତ୍ରୀ ସାଜିଥିଲା ଅଟୋରିକ୍ସା ଚାଳକର ପ୍ରେମିକା । ପ୍ରେମକୁ ସାକାର କରିବା ଲାଗି ମହିଳା ଜଣକ ନିଜଠୁ ୧୩ ବର୍ଷ ସାନ ଅଟୋରିକ୍ସା ଚାଳକ ସହ ଚମ୍ପଟ୍ ମାରିଥିଲେ । ହେଲେ ସାଥିରେ ନେଇଯାଇଥିଲେ ଘରେ ସ୍ୱାମୀ ରଖିଥିବା ନଗଦ ୪୭ ଲକ୍ଷ ଟଙ୍କା ।…

ଗଂଜେଇ ଯୋଗାଇ ଏକ ହାଇ ବଜେଟ୍ ଫିଲ୍ମରୁ ବିଦା ହେଲେ ଅନନ୍ୟା ପାଣ୍ଡେ

ମୁମ୍ବାଇ: ଗତ ଶୁକ୍ରବାର ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ଘରେ ଚଢାଉ କରିଥିଲା ଏନ୍‌ସିବି । ଜବତ ହୋଇଥିଲା ଅନନ୍ୟାଙ୍କ ଲାପ୍‌ଟପ୍‌, ମୋବାଇଲ ଓ ଦୀର୍ଘ ୪ ଘଣ୍ଟା ଧରି ଚାଲିଥିଲା ପଚରାଉଚରା । ଶେଷରେ ଆର୍ଯ୍ୟନଙ୍କୁ ଅନନ୍ୟା ଗଂଜେଇ ଯୋଗାଇଥିବା ନେଇ ସ୍ୱୀକାର କରିବା ସହ ପ୍ରମାଣ ମଧ୍ୟ ହସ୍ତଗତ…

ବିପୁଳ ପରିମାଣର ଗଂଜେଇ ଚାଷ ନଷ୍ଟ କଲେ ପୋଲିସ ଓ ଅବକାରୀ ବିଭାଗ

କୋରାପୁଟ: ମିଳିତ ଅପରେସନରେ ସଫଳତା ହାସଲ କଲେ କୋରାପୁଟ ଜିଲ୍ଲା ପାଡୱା ପୋଲିସ ଓ ଅବକାରୀ ବିଭାଗ । ନଷ୍ଟ କରାଗଲା ବିପୁଳ ପରିମାଣର ବେଆଇନ ଗଂଜେଇ ଚାଷ । ଗୋଡିପୁଟ୍ ଗାଁରେ ଗଂଜେଇ ଚାଷ ହେଉଥିବା ନେଇ ବିଶ୍ୱସ୍ତ ସୁତ୍ରରୁ ଖବର ପାଇବା ପରେ ଆଜି ପୋଲିସ, ଅବକାରୀ ବିଭାଗ ଓ ଡିଭିଏଫ୍ ଟିମ ଅତର୍କିତ…

ଆର୍ଯ୍ୟନଙ୍କୁ ତିନିଥର ଗଂଜେଇ ଯୋଗାଇଥିଲେ ଅନନ୍ୟା

ମୁମ୍ବାଇ: ଗୋଆ କ୍ରୁଜ୍ ସିପ୍ ଡ୍ର୍ରଗ୍ସ ମାମଲାରେ ଛନ୍ଦି ହୋଇପଡିଛନ୍ତି ଅଭିନେତ୍ରୀ ଅନନ୍ୟା ପାଣ୍ଡେ । ଏନସିବିର ପଚରାଉଚରାରେ ଅନନ୍ୟା କରିଛନ୍ତି ଚାଂଚଲ୍ୟକର ଖୁଲାସା । ଥରେ କି ଦୁଇଥର ନୁହେଁ ବରଂ ଆର୍ଯ୍ୟନଙ୍କୁ ସେ ତିନିତିନିଥର ଗଂଜେଇ ଯୋଗାଇଥିବା ଜଣାପଡିଛି । ଏନସିବିର ରିପୋର୍ଟ…

ଜୁଆ ଆଡ୍ଡାରେ ଚଢ଼ାଉ : ୨ ଲକ୍ଷ ୩୨ ହଜାର ଟଙ୍କା ଜବତ, ୩୧ ଗିରଫ

ମାଲକାନଗିରି : ମାଲକାନଗିରି ଜିଲ୍ଲା ଓର୍କେଲ ପୋଲିସକୁ ବଡ଼ ସଫଳତା । ବେଆଇନ ଜୁଆ ଆଡ୍ଡାରେ ଚଢ଼ାଉ କରିଛି ପୋଲିସ । କୁମାର ପୂର୍ଣ୍ଣିମା ଉତ୍ସବ ପାଳନ ବେଳେ ବାଲିମେଳା ସହରର ଦୁଇଟି ସ୍ଥାନ ସହ କୁଡୁମୁଲୁଗୁମା ଅଞ୍ଚଳରେ ଚଢ଼ାଉ କରି ଜୁଆଡ୍ଡିଙ୍କୁ ଗିରଫ କରିଛି । ଚଢ଼ାଉ ବେଳେ ପୋଲିସ ୨ ଲକ୍ଷ…

ଅକ୍ଟୋବର ୩୦ ଯାଏଁ ଜେଲରେ ରହିବେ ଆର୍ଯ୍ୟନ ଖାନ୍

ମମ୍ବାଇ : ଡ୍ରଗ୍ସ ଲିଙ୍କ ମାମଲାର ଖୋଲୁଛି ଗୋଟିଏ ପରେ ଗୋଟିଏ ଗୁମର । ଏନସିବିର ସ୍କାନରରେ ପୂରା ବଲିଉଡ୍ । ଡ୍ରଗ୍ସ ପାର୍ଟି ମାମଲାରେ ଗିରଫ ଶାହରୁଖ ଖାନଙ୍କ ପୁର ଆର୍ଯ୍ୟନ ଖାନଙ୍କୁ ପୁଣି ନିରାଶ ହେବାକୁ ପଡିଛି । ବମ୍ବେ ହାଇକୋର୍ଟରେ ଆଜି ଜାମିନ ଆବେଦନ ଶୁଣାଣି ହେବାକୁ ଥିବା ବେଳେ…